ରାଜ୍ୟ

ଜୟଦେବ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ପ୍ରତିଷ୍ଠିତ ଓଡ଼ିଆ ଫିଲ୍ମ, ଟେଲିଭିଜନ, ରେଡିଓ ଓ ମଞ୍ଚ କଳାକାର ଜୟଦେବ ଦାସ ଆଉ ନାହାନ୍ତି। ଶୁକ୍ରବାର ଭୋର୍‌ ୪ଟାରେ କଟକସ୍ଥିତ ଏସ୍‌ସିବି ମେଡିକାଲରେ ସେ ଚିରଦିନ ପାଇଁ ଆଖି ବୁଜିଛନ୍ତି। ତାଙ୍କୁ ୬୦ବର୍ଷ ହୋଇଥିଲା। ସେ ଅସୁସ୍ଥ ହୋଇ…

ପରଲୋକରେ ବ୍ରହ୍ମାକୁମାରୀର ମୁଖ୍ୟ ପ୍ରଶାସିକା ଦାଦୀ ଜାନକୀ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ବ୍ରହ୍ମାକୁମାରୀ ସଂସ୍ଥାର ମୁଖ୍ୟ ପ୍ରଶାସିକା ଏବଂ ସ୍ବଚ୍ଛ ଭାରତ ମିଶନର ବ୍ରାଣ୍ଡ୍‌ ଆମ୍ବାସାଡାର ଦାଦୀ ଜାନକୀ ୧୦୪ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମାଉଣ୍ଟଆବୁସ୍ଥିତ ଗ୍ଲୋବାଲ୍‌ ହସ୍ପିଟାଲରେ ଗୁରୁବାର ରାତି ୨ଟାରେ ତାଙ୍କର ପରଲୋକ ଘଟିଛି। ଗତ ଦୁଇମାସ…

୩ୟ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଠାବ ଚିନ୍ତା

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଓଡ଼ିଶାରେ ୩ୟ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବାପରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ପ୍ରକାଶ ପାଇଛି। ସଂକ୍ରମିତ ବ୍ୟକ୍ତି ଜଣକ ଭୁବନେଶ୍ୱରର ହୋଇଥିବାବେଳେ ସେ ସର୍ବାଧିକ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି। ସେମାନେ ହେଲେ ପରିବାର ସଦସ୍ୟ, ସମ୍ପର୍କୀୟ, ବିମାନ…

ଲକ୍‌ଡାଉନ ଉଲ୍ଲଂଘନକାରୀଙ୍କ ପାଇଁ ଦଣ୍ଡନୀୟ ଦଫା

ଭୁବନେଶ୍ୱର, ୨୮ା୩: ସମ୍ପ୍ରତି ସାରା ଦେଶରେ ୨୧ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଯଦି କୌଣସି ଜରୁରୀ କାମ ନ ପଡ଼େ ତେବେ ବାହାରକୁ ନ ଆସି ଘର ଭିତରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁମାନେ ଏହି ନିର୍ଦ୍ଦେଶକୁ ଖାମଖିଆଲି ଭାବେ…

ଠେଙ୍ଗା ଧରି ଗାଁ ମୁଣ୍ଡରେ ପହରା

କେନ୍ଦ୍ରାପଡା ଅଫିସ, ୨୮ା୩: କେନ୍ଦ୍ରାପଡା ଜିଲାର ବହୁ ପାଣି ପାଇପ୍‌ ମିସ୍ତ୍ରି ଦେଶବିଦେଶରେ ଅଛନ୍ତି। ଏମାନଙ୍କ ମଧ୍ୟରୁ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ବିଦେଶରୁ ୫୦୮ ଓ ରାଜ୍ୟ ବାହାରୁ ୫୭୪୯ ଜଣ ଘରକୁ ଫେରିଛନ୍ତି। ବିଦେଶାଗତ ଏହି ଲୋକମାନେ ଗ୍ରାମରେ ବୁଲାବୁଲି…

ଦଶପଲ୍ଲାରୁ ଗଲା ରଥକାଠ

ଦଶପଲ୍ଲା,୨୮ା୩(ଡି.ଏନ.ଏ.): ପୁରୀରେ ବିଶ୍ୱପ୍ରସିଦ୍ଧ ରଥ ନିର୍ମାଣ ନିମନ୍ତେ ଶୁକ୍ରବାର ଦଶପଲ୍ଲା ବନାଞ୍ଚଳରୁ ୨୩ଖଣ୍ଡ କାଠ ଟ୍ରକ୍‌ ଯୋଗେ କଟକ ଖପୁରିଆସ୍ଥିତ ସ’ମିଲ୍‌କୁ ପଠାଯାଇଛି। ଏହି କାଠ ମଧ୍ୟରେ ୨୦ଫୁଟିଆ ଅସନ ୧୧, ୧୨ଫୁଟିଆ ଅସନ ୭, ଧଉରା ୧୨ଫୁଟିଆ ୩, ୧୪ଫୁଟିଆ…

କରୋନା ପଜିଟିଭ ଗୁଜବ କରି ୪ ଗିରଫ

ଜଗତ୍‌ସିଂହପୁର ଅଫିସ/ଏରସମା,୨୮ା୩(ସ୍ବ.ପ୍ର.): କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ହ୍ବାଟ୍‌ସଆପ୍‌ରେ ଗୁଜବ କରି ଗିରଫ ହୋଇଛନ୍ତି ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅଞ୍ଚଳର ୪ଜଣ। ସେମାନେ ହେଲେ ଏରସମା ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ପଏଦା ଗ୍ରାମର ମାନସ ରଞ୍ଜନ ସେଠୀ,…

ସପ୍ତାହକୁ ଥରେ ବସିବ ହାଟ

ରଘୁନାଥପୁର,୨୮ା୩(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ଅଞ୍ଚଳରେ ଲକ୍‌ଡାଉନକୁ ଅନେକେ ମାନୁ ନ ଥିବା ଦେଖିବାକୁ ମିଳିଛି। ତେଣୁ ପ୍ରଶାସନ କଠୋର ହୋଇଛି। ବ୍ଲକ ଅଧୀନ ରଘୁନାଥପୁର, ରେଢୁଆ ଓ ଜଇପୁର ହାଟରେ ଲୋକଙ୍କ ଗହଳି ହେଉଥିବାରୁ ଏହାକୁ ସପ୍ତାହରେ ୨…

ଆଜିଠୁ ଉଡ଼ିବ କାର୍ଗୋ ବିମାନ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ଶନିବାରଠାରୁ ପୁଣି ଭୁବନେଶ୍ୱରକୁ ଆରମ୍ଭ ହେବ ଏୟାର ଇଣ୍ଡିଆର କାର୍ଗୋ ବିମାନ ସେବା। ଏ ନେଇ ଏୟାର ଇଣ୍ଡିଆ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏକ ସ୍ବତନ୍ତ୍ର ବିମାନ ରାୟପୁରରୁ ଅତ୍ୟାବଶ୍ୟକ ଔଷଧ ଓ ଖାଦ୍ୟସାମଗ୍ରୀ ଆଣି ଭୁବନେଶ୍ୱର ଆସିବ ଏବଂ…

ଶ୍ରୀମନ୍ଦିରରେ ଦେଖିବାକୁ ମିଳୁନାହାନ୍ତି ମାଙ୍କଡ଼

ପୁରୀ ଅଫିସ,୨୮ା୩: ଶ୍ରୀମନ୍ଦିର ଯଦି ଆସିଛନ୍ତି ନିଶ୍ଚିତ ବହୁ ସଂଖ୍ୟାରେ ମାଙ୍କଡ଼ ଦେଖିଥିବେ। ବେଢା ପରିସରସ୍ଥ ବିଭିନ୍ନ ମନ୍ଦିର ଉପରେ ହେଉ ଅବା ଗଛରୁ ଗଛ ଏମାନେ ଡିଅଁ। ମାରୁଥାନ୍ତି। କେତେବେଳେ ଭକ୍ତଙ୍କ ହାତରୁ ଭୋଗ ପୁଡ଼ିଆ ଝାମ୍ପି ନିଅନ୍ତି ତ…

ବିଧାନସଭା ଡିସ୍‌ପେନ୍‌ସାରି ମେଡିକାଲ ଅଫିସର ନିଲମ୍ବିତ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟରେ ତୃତୀୟ କରୋନା ଭୂତାଣୁ (କୋଭିଡ-୧୯) ରୋଗୀ ଚିହ୍ନଟ ହେବା ପରେ ସ୍ବାସ୍ଥ୍ୟ ବିଭାଗ ବିଧାନସଭା ଜୋନାଲ ଡିସପେନ୍‌ସାରି ମେଡିକାଲ ଅଫିସର ଲଳିତ ବେହେରାଙ୍କୁ ଶୁକ୍ରବାର ଚାକିରିରୁ ନିଲମ୍ବିତ କରିଛନ୍ତି। ତେବେ ସେ ଉଚ୍ଚ କର୍ତ୍ତୃପକ୍ଷଙ୍କ ବିନାନୁମତିରେ ହେଡ୍‌ କ୍ୱାର୍ଟର…

ଏଫ୍‌ଏମ୍‌ ମେଡିକାଲ କଲେଜ ହସ୍ପିଟାଲରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ

ବାଲେଶ୍ୱର ଅଫିସ,୨୮ା୩: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା କରିବା ଲାଗି ରାଜ୍ୟ ସରକାର ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ସାମୟିକ ଭାବେ ନିଯୁକ୍ତି ଦେବା ଲାଗି ପଦକ୍ଷେପ ନେବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri