୧୦୮ ଓ ୧୦୨ ଆମ୍ବୁଲାନ୍ସ ସେବାରେ ରେକର୍ଡ
ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ଲକ୍ଡାଉନ୍ ଜାରି ରହିଥିବାବେଳେ ମାର୍ଚ୍ଚ ଓ ଏପ୍ରିଲ୍ରେ ୧୦୮ ଏବଂ ୧୦୨ ଆମ୍ବୁଲାନ୍ସ ରେକର୍ଡ ସଂଖ୍ୟକ ରୋଗୀଙ୍କୁ ଜରୁରୀକାଳୀନ ସେବା ଯୋଗାଇଛି। ମୟୂରଭଞ୍ଜରେ ୧୦୮ ଆମ୍ବୁଲାନ୍ସ ଜରିଆରେ ସର୍ବାଧିକ ଲୋକ ସେବା ପାଇଛନ୍ତି। ସେହିଭଳି ଅନୁଗୋଳ ଜିଲାରେ ୧୦୨…
ଅନ୍ଲାଇନରେ କାର୍ଯ୍ୟକ୍ରମ କରିବ ସଂସ୍କୃତି ବିଭାଗ
ଭୁବନେଶ୍ୱର,୧୬ା୫(ବ୍ୟୁରୋ): କରୋନା ଲକ୍ଡାଉନ୍ ପାଇଁ ରାଜ୍ୟର ବହୁ ଚିତ୍ରଶିଳ୍ପୀ ଓ ସ୍ଥାପତ୍ୟଶିଳ୍ପୀ ଘରେ ହାତବାନ୍ଧି ବସିଛନ୍ତି। ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟକ୍ରମ ବନ୍ଦ ରହିଥିବାରୁ ସମସ୍ତ ବର୍ଗର କଳାକାରମାନେ ରୋଜଗାର ହରାଇଛନ୍ତି। ଏଭଳିସ୍ଥଳେ ସେମାନଙ୍କ ମନରେ ଉତ୍ସାହ ଭରିଦେବାକୁ ଓଡ଼ିଶା…
ଦିଲ୍ଲୀରୁ ଆସିଲେ ୪୯୬ ପ୍ରବାସୀ, ଗଲେ ୪୨୭
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଦିଲ୍ଲୀରୁ ପ୍ରବାସୀ ଓଡ଼ିଆଙ୍କୁ ଧରି ଆସିଥିବା ପ୍ରଥମ ସ୍ବତନ୍ତ୍ର ଟ୍ରେନ୍ ଶୁକ୍ରବାର ସନ୍ଧ୍ୟା ୭ଟା ୧୦ରେ ଭୁବନେଶ୍ୱର ରେଳ ଷ୍ଟେଶନରେ ପହଞ୍ଚିଥିଲା। ନୂଆଦିଲ୍ଲୀ-ଭୁବନେଶ୍ୱର ସ୍ପେଶାଲ ଏକ୍ସପ୍ରେକ୍ସ (୦୨୮୨୪)ର ୧୮ ବଗିରେ ଆସିବାକୁ ୧୫୦୩ଜଣ ପ୍ରବାସୀ ପଞ୍ଜୀକରଣ କରିଥିବାବେଳେ ଭୁବନେଶ୍ୱରରେ ୪୯୬ଜଣ…
ଖରିଫ୍ରେ ଚାଷୀଙ୍କୁ ଉନ୍ନତ ମାନର ବିହନ ଯୋଗାଇବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୧୫।୫(ବ୍ୟୁରୋ): କରୋନା ଓ ଲକ୍ଡାଉନ୍ ପାଇଁ କୃଷି କାର୍ଯ୍ୟ ପ୍ରଭାତିତ ହୋଇଛି। ତେଣୁ ଚଳିତ ଖରିଫ୍ରେ ଚାଷୀମାନଙ୍କୁ ସୁବିଧାରେ ଅଧିକ ଉତ୍ପାଦନକ୍ଷମ ଓ ଉନ୍ନତ ମାନର ବିହନ ଯୋଗାଇ ଦେବା ପାଇଁ ଓଡ଼ିଶା ରାଜ୍ୟ ବିହନ ନିଗମକୁ କୃଷି ମନ୍ତ୍ରୀ…
୧୮୮ ସେବକଙ୍କ ସ୍ବାବ୍ ସଂଗ୍ରହ ଶେଷ
ପୁରୀ ଅଫିସ,୧୫ା୫: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥ ନିର୍ମାଣରେ ଯେପରି କୌଣସି ଅସୁବିଧା ନ ହୁଏ ସେଥିପ୍ରତି ଗୁରୁତ୍ୱ ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ସରକାରଙ୍କ କୋଭିଡ ନିର୍ଦ୍ଦେଶାବଳୀକୁ ଅନୁପାଳନ କରି ଯେପରି ଠିକ୍ ସମୟରେ ରଥ ପ୍ରସ୍ତୁତ ହୋଇପାରିବ ତାହାର…
ପ୍ରଥମରୁ ଅଷ୍ଟମ ସବୁ ପିଲା ପାସ
ଭୁବନେଶ୍ୱର,୧୫।୫(ବ୍ୟୁରୋ)- ଚଳିତ ବର୍ଷ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ସବୁ ପିଲା ପାସ। କରୋନା ମୁକାବିଲା ସ୍ଥିତିକୁ ନେଇ ଶୁକ୍ରବାର ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏପରି ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ନବମରୁ ଦଶମ ଶ୍ରେଣୀ…
ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି: ‘ପଞ୍ଚାୟତର ସବୁ କର୍ମଚାରୀଙ୍କ ଲାଗି ସ୍ବାସ୍ଥ୍ୟବୀମା କରାଯାଉ’
ଭୁବନେଶ୍ୱର, ୧୫।୫(ବ୍ୟୁରୋ): କେବଳ ସ୍ବାସ୍ଥ୍ୟକର୍ମୀ କିମ୍ବା ସରପଞ୍ଚ ନୁହନ୍ତି ବରଂ ପଞ୍ଚାୟତସ୍ତରରେ କାର୍ଯ୍ୟରତ ଥିବା ସମସ୍ତ କର୍ମଚାରୀମାନଙ୍କୁ ସ୍ବାସ୍ଥ୍ୟ ବୀମା ପ୍ରଦାନ କରାଯାଉ। ଏହାଦ୍ୱାରା ସ୍ଥାୟୀ ନିଯୁକ୍ତି ପାଇ ନ ଥିବା ଏବଂ ସ୍ବଳ୍ପ ଦରମାରେ ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ଲୋକଙ୍କୁ…
ସମସ୍ତ ୨୦ କରୋନା ଆକ୍ରାନ୍ତ ଶିଶୁ ସୁସ୍ଥ: ବାଗଚୀ
ଭୁବନେଶ୍ୱର,୧୫।୫(ବ୍ୟୁରୋ)-ଗତ ୨୦ ଦିନ ମଧ୍ୟରେ ୨୦ ଜଣ ଶିଶୁ ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଥିଲେ। ବର୍ତ୍ତମାନ ଏମାନେ ସଂପୂର୍ଣ୍ଣ ଭାବେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବୋଲି ଶୁକ୍ରବାର ସ୍ଥାନୀୟ ଗୀତ ଗୋବିନ୍ଦ ସଦନରେ ରାଜ୍ୟ କୋଭିଡ-୧୯ ମୁଖ୍ୟ ମୁଖପାତ୍ର…
ଚାଲି ଚାଲି ଯାଅନି, ନିକଟସ୍ଥ ଥାନାକୁ ଜଣାଅ: ଡିଜିପି
ଭୁବନେଶ୍ୱର,୧୫।୫(ବ୍ୟୁରୋ)-କରୋନା ମୁକାବିଲା ପାଇଁ ଦେଶରେ ଲକଡାଉନ ଜାରି ରହିଛି। ଏପରିସ୍ଥିତିରେ ସାରା ଦେଶରେ ବହୁ ଶ୍ରମିକ ଚାଲିଚାଲି ଗୋଟିଏ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଚାଲିଚାଲି ଯାଉଥିବା ଦେଖିବାକୁ ମିଳୁଛି। ଏ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି।…
ଗାଁ ମାଟିରେ ସଂଗ୍ରାମୀ ଭବାନୀ ଚରଣଙ୍କ ଶେଷକୃତ୍ୟ ସମ୍ପନ୍ନ
ନିମାପଡ଼ା,୫।୫(ଡି.ଏନ୍.ଏ.): ଓଡ଼ିଶାର ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ, ଗାନ୍ଧୀବାଦୀ ନେତା, ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କର ଶେଷକୃତ୍ୟ ପୈତୃକ ଗ୍ରାମ ନିମାପଡ଼ାର ଗଡ଼ଅଣ୍ଢିଆ ଗ୍ରାମ ଶ୍ମଶାନରେ ପୂର୍ଣ୍ଣ ରାଷ୍ଟୀୟ ମର୍ଯାଦା ସହ ସମ୍ପନ୍ନ ହୋଇଛି। ବଡ଼ପୁଅ ସୁବାସ ମୁଖାଗ୍ନୀ ଦେଇଛନ୍ତି। ଏହି ସମୟରେ ନିମାପଡ଼ାର…
ଗଞ୍ଜାମରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ନିର୍ମାଣ: ହିଞ୍ଜିଳିକାଟୁ କୋଭିଡ ହସ୍ପିଟାଲ ପରିଦର୍ଶନ କରି ସମୀକ୍ଷା କଲେ ୫-ଟି ସଚିବ
ହିଞ୍ଜିିଳିକାଟୁ, ୧୫ା୫(ଡ଼ି.ଏନ୍.ଏ) : ରାଜ୍ୟ ୫-ଟି ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ ଶୁକ୍ରବାର ହିଞ୍ଜିିଳିକାଟୁର ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲ ବୁଲି ଦେଖିଛନ୍ତି। ହସ୍ପିଟାଲ ମଧ୍ୟରେ ଡାକ୍ତର ଓ ବିଭିନ୍ନ ପଞ୍ଚାୟତର ସରପଞ୍ଚଙ୍କ ସହ…
କ୍ୱାରାଣ୍ଟାଇନ୍ ସେଣ୍ଟରରେ ଥିବା ପ୍ରବାସୀଙ୍କ ଆତ୍ମହତ୍ୟା, ୬ ଦିନ ତଳେ ବିଜୟଓ୍ବାଡାରୁ ଫେରିଥିଲେ
ବେତନଟୀ,୧୫।୫(ଡି.ଏନ୍. ଏ.): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଅଁଳା ପଞ୍ଚାୟତର ଡମ୍ବରୁଡହର ପ୍ରାଥମିକ ବିଦ୍ୟାଳୟ ନିକଟରେ ଥିବା ଏକ ମହୁଲଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଶୁକ୍ରବାର ସକାଳେ ଦେଖିବାକୁ ମିଳିଛିଛି l ମୃତକ ହେଲେ ରାଇକମା ଗ୍ରାମର…
Archives


