ରାଜ୍ୟ

ପୁରୀ ହେବ ଐତିହ୍ୟ ସହର: ଐତିହ୍ୟସ୍ଥଳୀରେ ଲାଗିପାରିନି ନାମଫଳକ

ପୁରୀ ଅଫିସ, ୫।୧: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ପର୍ଯ୍ୟଟନ ଭିତ୍ତିଭୂମି ସଜଡ଼ାଯିବ। ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା କରାଯିବ। ରାସ୍ତାଘାଟଠାରୁ ଆରମ୍ଭ କରି ସବୁଥିରେ ଉନ୍ନତି କରାଯିବ। ଏଥିପାଇଁ ରାଜ୍ୟ ସରକାର ବିଭିନ୍ନ...

ଜଷ୍ଟିସ୍‌ ସଞ୍ଜୁ ପଣ୍ଡା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି

କଟକ ଅଫିସ, ୫।୧: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍‌. ଝାବେରି ଶନିବାର ଅବସର ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍‌ ସଞ୍ଜୁ ପଣ୍ଡାଙ୍କୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ଜଷ୍ଟିସ...

ଘରୁ ତରକାରି ଆଣି ପିଲା ଖାଇଲେ ମଧ୍ୟାହ୍ନଭୋଜନ

ପଦ୍ମପୁର,୫ା୧(ଡି.ଏନ୍‌.ଏ.)- ପିଲାଙ୍କୁ ବିଦ୍ୟାଳୟ ମୁହାଁ କରିବା ପାଇଁ ସରକାର ମଧ୍ୟାହ୍ନଭୋଜନର ବ୍ୟବସ୍ଥା କରିଛନ୍ତି। ହେଲେ ଏହା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉନି। ମଧ୍ୟାହ୍ନଭୋଜନରେ ପିଲାଙ୍କୁ ତରକାରି ବଦଳରେ ଦିଆଯାଇଛି ସିଝା ଅଣ୍ଡା। ଏମିତି କି କେତେ ଜଣ ପିଲା ଘରୁ...

ଏନ୍‌ଏଲ୍‌ୟୁରେ ଓଡ଼ିଆ ଛାତ୍ରୀଛାତ୍ରଙ୍କ ପାଇଁ ୨୫% ସିଟ୍‌ ସଂରକ୍ଷଣ

କଟକ ଅଫିସ,୪ା୧- ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍‌ ଝାବେରୀଙ୍କର ଶନିବାର ଥିଲା କାର୍ଯ୍ୟକାଳର ଅନ୍ତିମ ଦିବସ। ଏହି ଶେଷ ଦିନରେ ଜଷ୍ଟିସ ଝାବେରୀ ରାଜ୍ୟ ପାଇଁ ଏକ ବଡ଼ ଖୁସି ଖବର ଆଣି ଦେଇଛନ୍ତି। କଟକ ଜିଲା...

ବରଗଡ଼ ଧନୁଯାତ୍ରାର ପଞ୍ଚମ ଦିବସ: ମଥୁରାକୁ ଦହି ବିକିଗଲେ ଗୋପାଙ୍ଗନା

ବରଗଡ଼ ଅଫିସ,୪।୧: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଶନିବାର ପଞ୍ଚମ ଦିବସ। ଏହି ଦିବସରୁ ଆରମ୍ଭ ହୋଇଛି ଗୋପୀ, ଗୋପାଙ୍ଗନାଙ୍କ ଦହି ବିକା ଦୃଶ୍ୟାଭିନୟ। ଚନ୍ଦ୍ରସେଣାଙ୍କ ସମେତ ଗୋପୀ,ଗୋପାଙ୍ଗନାମାନେ ଯମୁନା(ଜୀରାନଦୀ) ପାରି ହୋଇ ଗୋପପୁର(ଅମ୍ବାପାଲି)ରୁ ମଥୁରାନଗରୀ(ବରଗଡ଼)କୁ ପ୍ରବେଶ...

ପେନ୍‌ସନ୍‌ ଉଠାଇ ଫେରିବା ସମୟରେ ମହିଳାଙ୍କଠାରୁ ଲୁଟ୍‌

ନିଶ୍ଚିନ୍ତକୋଇଲି,୪।୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନରେ ଦିନକୁ ଦିନ ଲୁଟେରାମାନଙ୍କର ଦୌରାତ୍ମ୍ୟ ଦେଖିବାକୁ ମିଳୁଛି। ଏକ ନିର୍ଦ୍ଦିଷ୍ଟ କଳା ପଲ୍‌ସରରେ ଲୁଟେରାମାନେ ବ୍ୟାଙ୍କରୁ ଟଙ୍କା ଉଠାଉଥିବା ଲୋକଙ୍କୁ ଟାର୍ଗେଟ କରୁଛନ୍ତି। ଏପରି ଏକ ଘଟଣା ଶନିବାର ପୂର୍ବାହ୍ନରେ ନିଶ୍ଚିନ୍ତକୋଇଲି...

ଜେଲ୍‌ରେ ଥାଇ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଘଟଣା: ଗ୍ୟାଙ୍ଗଷ୍ଟର ସକିଲଙ୍କ ଆଉ ଜଣେ ବାନ୍ଧବୀ ଗିରଫ

କଟକ ଅଫିସ, ୪ା୧: ଜେଲ୍‌ ଭିତରେ ଥାଇ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଘଟଣାରେ ଦରଘାବଜାର ପୋଲିସ ଗ୍ୟାଙ୍ଗଷ୍ଟର ମହମ୍ମଦ ସକିଲଙ୍କ ଆଉଜଣେ ବାନ୍ଧବୀଙ୍କୁ ଶୁକ୍ରବାର ଗିରଫ କରିଛି। ସେ ହେଲେ ମଙ୍ଗଳାବାଗ ଥାନା ଅନ୍ତର୍ଗତ କେଶରପୁରର ନସିମ ଓରଫ ନିଖାତ୍‌...

ଶଙ୍କରାଚାର୍ଯ୍ୟଙ୍କୁ ଶ୍ରେଷ୍ଠ ହିନ୍ଦୁ ସମ୍ମାନ

ପୁରୀ ଅଫିସ,୪ା୧: ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ମିଳିଛି ଶ୍ରେଷ୍ଠ ହିନ୍ଦୁ ସମ୍ମାନ। ଆମେରିକାର ହାୱାଇରୁ ପ୍ରକାଶିତ ଅନ୍ତର୍ଜାତୀୟ ପତ୍ରିକା ‘ହିନ୍ଦୁଜିମ୍‌ ଟୁଡେ’ ପକ୍ଷରୁ ସର୍ବଶ୍ରେଷ୍ଠ ହିନ୍ଦୁ ବ୍ୟକ୍ତିତ୍ୱ ଭାବେ ଶଙ୍କରାଚାର୍ଯ୍ୟଙ୍କୁ ଏହି ସମ୍ମାନ ମିଳିଛି।...

ନନ୍ଦନକାନନରେ ହେଲା ପକ୍ଷୀ ଗଣନା

ବାରଙ୍ଗ,୪ା୧(ଡି.ଏନ୍‌.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଶୁକ୍ରବାର ଦିନିକିଆ ପକ୍ଷୀଗଣନା କାର୍ଯ୍ୟ ସରିଛି। ଚଳିତବର୍ଷର ଗଣନା ଅନୁଯାୟୀ ଗତବର୍ଷଠାରୁ ଏଥର ନନ୍ଦନକାନନକୁ ପକ୍ଷୀମାନଙ୍କର ଆଗମନ ସଂଖ୍ୟା ହ୍ରାସ ପାଇଥିବା ଜଣାପଡିଛି। ପର୍ଯ୍ୟଟକ ପରିଚାଳନା ଦାୟିତ୍ୱରେ ଥିବା ଏସିଏଫ୍‌ ଅମୂଲ୍ୟ କୁମାର ପରିଡାଙ୍କ...

ପୁରୀରେ ପହଞ୍ଚିଲେ୧୩୩ ପାକିସ୍ତାନୀ ହିନ୍ଦୁ

ପୁରୀ ଅଫିସ,୪ା୧: ପୁରୀରେ ପହଞ୍ଚିଛନ୍ତି ୧୩୩ ଜଣ ପାକିସ୍ତାନୀ ହିନ୍ଦୁ ପର୍ଯ୍ୟଟକ। ଶୁକ୍ରବାର ରାତି ପ୍ରାୟ ୯ଟାରେ ଏମାନେ ବସ୍‌ରେ ଆସି ପୁରୀରେ ପହଞ୍ଚିବା ପରେ ବଡ଼ଦାଣ୍ଡସ୍ଥିତ ନାୟକ ପ୍ଲାଜାରେ ରାତ୍ରିଯାପନ କରିଛନ୍ତି। ଏମାନଙ୍କ ମଧ୍ୟରେ ୭୦ ପୁରୁଷ, ୫୦...

ସିଏଏକୁ ନେଇ ମୁହଁ ଖୋଲିଲେ ଶଙ୍କରାଚାର୍ଯ୍ୟ: ଭାରତକୁ ହିନ୍ଦୁରାଷ୍ଟ୍ର ଘୋଷଣା କରାଯାଉ

ପୁରୀ ଅଫିସ,୪ା୧: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ବିରୋଧ କରି ବିଭିନ୍ନ ରାଜ୍ୟରେ ଜୋରସୋରରେ ଆନ୍ଦୋଳନ ଚାଲିଛି। ପୁଣି କେତେକ ଜାଗାରେ ସମର୍ଥନ ଶୋଭାଯାତ୍ରା ମଧ୍ୟ ବାହାରୁଛି। ସିଏଏକୁ ନେଇ ଦିନକୁ ଦିନ ପରିସ୍ଥିତି ସଙ୍ଗିନ ହେଉଥିବାବେଳେ ଶୁକ୍ରବାର ଏ ସମ୍ପର୍କରେ...

ପୁରୀ ଦେଶର ଦ୍ୱିତୀୟ ସ୍ବଚ୍ଛ ବେଳାଭୂମି

ଭୁବନେଶ୍ୱର,୪ା୧(ବ୍ୟୁରୋ): ପୁରୀ ଦେଶର ଦ୍ୱିତୀୟ ସବୁଠାରୁ ପରିଷ୍କାର ବା ସ୍ବଚ୍ଛ ବେଳଭୁମୀ । ଏଥିସହିତ ଗଞ୍ଜାମ ଜିଲାର ଗୋପାଳପୁର ବେଳାଭୁମି ଚତୁର୍ଥ ସଫା ବେଳାଭୂମି ମାନ୍ୟତା ପାଇଛି। ଜାତୀୟ ଉପକୂଳ ଗବେଷଣା କେନ୍ଦ୍ର (ଏନସିସିଆର) ସର୍ଭେ ରିପୋର୍ଟରୁ ଏହା ଜଣାପଡିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri