ଆସୁଛି ବାତ୍ୟା: ଉତ୍ତର ଓଡ଼ିଶା ପ୍ରଭାବିତ ହେବା ସମ୍ଭାବନା, ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି। ୧୬ ତାରିଖ ସନ୍ଧ୍ୟା ସୁଧା ଏହା ବାତ୍ୟାରେ ପରିଣତ ହେବ। ୧୮ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୧୯…
ଚିନ୍ତା ବଢ଼ାଉଛି ଗଞ୍ଜାମ: ଶେରଗଡ଼ରେ ସରପଞ୍ଚମାନଙ୍କ ସହ ୫-ଟି ସଚୀବଙ୍କ ସମୀକ୍ଷା; କହିଲେ ‘୩୦ ତାରିଖ ଯାଏ ଅପେକ୍ଷା କର’
ଶେରଗଡ଼,୧୫।୫(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ୫-ଟି ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନ, ଉନ୍ନୟନ କମିଶନର ସୁରେଶ ମହାପାତ୍ର ଶୁକ୍ରବାର କରୋନା ମୁକାବିଲା ନେଇ ସମୀକ୍ଷା କରିଛନ୍ତି । ଜିଲାରେ ପ୍ରସ୍ତୁତି ଏବଂ କାମ ଠିକ୍ ଭାବେ ଚାଲିଛି। ମେ ୩୦ ତାରିଖ…
ବିମାନ, ଟ୍ରେନ୍ରୁ ଏକାଥରକେ ଓହ୍ଲାଇବେନି ଯାତ୍ରୀ
ଭୁବନେଶ୍ୱର,୧୫।୫(ବ୍ୟୁରୋ): ରେଳ ବା ବିମାନ ଯୋଗେ ଫେରୁଥିବା ଲୋକଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ପାଇଁ ବିମାନ ବନ୍ଦରରେ ୨ଟି ଓ ଭୁବନେଶ୍ୱର ରେଳ ଷ୍ଟେଶନରେ ୭ଟି ପଞ୍ଜୀକରଣ କାଉଣ୍ଟର କରାଯାଇଛି। ସେମାନେ…
ଚେନ୍ନାଇରୁ ସାଇକେଲରେ ୧୯୦୦ କିମି ଯାତ୍ରା: ୧୧ ଦିନ ପରେ ହାଟଡ଼ିହୀ ବ୍ଲକରେ ପହଞ୍ଚିଲେ ବିମଳ
ହାଟଡ଼ିହୀ, ୧୫।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଗୋପ ଗ୍ରାମର ସୁବାଷ ଘୋଷଙ୍କ ପୁଅ ବିମଳ(୨୫) ଚେନ୍ନାଇରୁ ପ୍ରାୟ ୧୯୦୦ କିଲୋମିଟର ସାଇକେଲରେ ଯାତ୍ରା କରି ନିଜ ଗ୍ରାମରେ ଗତ ଗୁରୁବାର ରାତିରେ ପହଞ୍ଚିଛନ୍ତି। ହାଟଡିହୀ ପଞ୍ଚାୟତ ତରଫରୁ ତାଙ୍କୁ କ୍ୱାରାଣ୍ଟାଇନ…
CORONAVIRUS UPDATE: ରାଜ୍ୟରେ ଆଉ ୮ ଆକ୍ରାନ୍ତ ସୁସ୍ଥ, ମୋଟ ଆରୋଗ୍ୟ ସଂଖ୍ୟା ୧୬୬କୁ ବୃଦ୍ଧି
ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ଆଉ ୮ କରୋନା ଆକ୍ରାନ୍ତ ଶୁକ୍ରବାର ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଯାଜପୁରର ୪ଜଣ, ଭଦ୍ରକରୁ ୨ ଏବଂ ବାଲେଶ୍ୱର ଓ କେନ୍ଦୁଝର ଜିଲାର ଜଣେ ଲେଖାଏ ଥିବା ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୬୬ଜଣ ଆକ୍ରାନ୍ତ…
ମିଲ୍ ପରେ ଏବେ ସୁଗମ ଯୋଜନା: ଚାଲି ଚାଲି ଯାଉଥିବା ଅନ୍ୟ ଜିଲାର ଶ୍ରମିକଙ୍କୁ ବସ୍ରେ ଘରକୁ ପଠାଉଛି ଗଞ୍ଜାମ ପ୍ରଶାସନ
ଛତ୍ରପୁର, ୧୫।୫( ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ପୂର୍ବରୁ ଆରମ୍ଭ ହୋଇଥିବା ମିଲ୍ ଯୋଜନା ସହ ଏବେ ସୁଗମ ଯୋଜନା ଯୋଡି ହୋଇଯାଇଛି। ମିଲ୍ ଯୋଜନାରେ ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ଶୁଖିଲା ଖାଦ୍ୟ ପ୍ୟାକେଟକୁ ଲୋକେ ଦାନ କରୁଛନ୍ତି। ପରେ ଗରୀବ ପରିବାରଙ୍କୁ…
ରଥ ଖଳାରେ ଚକଡେରା ନୀତି ସମ୍ପନ୍ନ
ପୁରୀ ଅଫିସ, ୧୫।୫: ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ଶୁକ୍ରବାର ଚକଡ଼େରା ନୀତି ସମ୍ପନ୍ନ ହୋଇଛି। ରଥ ଖଳାରେ ମହାପ୍ରଭୁଙ୍କ ତିନି ରଥର ୬ଟି ନାହାକା ଚକ ଡେରା ହୋଇଛି। ପ୍ରଥମେ ଡ଼େରା ପାଇଁ ଥିବା ତିନି ରଥର ନାହାକା ଚକ…
ପରିବାର ସଦସ୍ୟଙ୍କ ଠାରୁ ଅଲଗା ରୁମରେ ରହୁଛନ୍ତି ଗଞ୍ଜାମ ଜିଲାପାଳ, ରକ୍ଷା କରୁଛନ୍ତି ସାମାଜିକ ଦୂରତା
ଛତ୍ରପୁର, ୧୫।୪(ଡି.ଏନ୍.ଏ.): କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲାର ଜିଲାପାଳଙ୍କ ଠାରୁ ଆରମ୍ଭକରି ସବୁ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ବିଭିନ୍ନ କାର୍ଯ୍ୟରେ ସାମିଲ ଅଛନ୍ତି। ସେମାନେ ଦିନରାତି ଏକକରି ଲୋକଙ୍କୁ ସଚେତନ କରିବା ସହ ଦୋକାନ ବଜାର ଓ କ୍ୱାରାଣ୍ଟାଇନ…
ନୂଆ ୪୮ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଅଧିକାଂଶ ଥିଲେ କ୍ୱାରାଣ୍ଟାଇନ ସେଣ୍ଟରରେ
ଭୁବନେଶ୍ୱର, ୧୫।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ନୂଆ ୪୮ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆଜି ଚିହ୍ନଟ ହୋଇଥିବା ୪୮ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲାର ୧୨, ବାଲେଶ୍ୱରର ୧୨, ନୟାଗଡ଼ ୩, ଯାଜପୁର ୨, ପୁରୀ ୧୦,…
CORONAVIRUS UPDATE: ରାଜ୍ୟରେ ଆଉ ୪୮ ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଲା
ଭୁବନେଶ୍ୱର,୧୫ା୫(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର…
ଆଜି ତିନି ରଥରରେ ଚକ ଡେରା
ପୁରୀ ଅଫିସ,୧୪ା୫: ଶୁକ୍ରବାର ଶ୍ରୀକ୍ଷେତ୍ର ଭଉଁରୀ। ଏହି ପବିତ୍ର ଦିନରେ ମହାପ୍ରଭୁଙ୍କ ତିନି ରଥର ୬ଟି ନାହାକା ଚକ ଡେରାଯିବାର ବିଧି ରହିଛି। ଏଥିଲାଗି ରଥଖଳାରେ ତିନିରଥର ୬ଟି ନାହାକା ଚକ ଏବଂ ୩ଟି ନାହାକା ଅଖ ନିର୍ମାଣ ସରିଛି। ଶୁକ୍ରବାର…
ଆଜି ଶ୍ରୀକ୍ଷେତ୍ର ଭଉଁରୀ: ଶ୍ରୀମନ୍ଦିର ଭିତରେ ହେବ ବିଧି ରକ୍ଷା
ପୁରୀ ଅଫିସ,୧୫।୫: ଶୁକ୍ରବାର ଶ୍ରୀକ୍ଷେତ୍ର ଭଉଁରୀ। ହେଲେ ଏଥର ଭଉଁରି ଯାତରେ ୨୧ ଘେରା ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେନି ଠାକୁର। ଶ୍ରୀମନ୍ଦିର ଭିତରେ ହିଁ ଭଉଁରି ହେବ। ଲକ୍ଡାଉନ କଟକଣା ପାଇଁ କେବଳ ବିଧି ରକ୍ଷା କରାଯିବ। ଅକ୍ଷୟ ତୃତୀୟାଠାରୁ…
Archives


