ସିପିଆଇ ପାଳିଲା ମହଙ୍ଗା ମାଡ଼ ଦିବସ
ଭୁବନେଶ୍ୱର, ୪ା୧(ବ୍ୟୁରୋ): ପ୍ରଥମ ମହିଳା ଶିକ୍ଷାବିତ୍ ସାବିତ୍ରୀ ବାଈ ଫୁଲେଙ୍କ ଜନ୍ମଦିବସକୁ ଶୁକ୍ରବାର ସିପିଆଇ ନାରୀ ସୁରକ୍ଷା ଦିବସ ଭାବେ ପାଳନ କରିଛି। ଏହା ବ୍ୟତୀତ ଏହି ଦିବସକୁ ସିପିଆଇ ମହଙ୍ଗା ମାଡ଼ ଦିବସ ଭାବେ ମଧ୍ୟ ପାଳନ କରିଥିଲା।...
ସ୍ବଚ୍ଛ ସର୍ବେକ୍ଷଣରେ ବିଏମ୍ସିର କ୍ରମାଗତ ଖରାପ ପ୍ରଦର୍ଶନ: ରାଜ୍ୟର ୫ ସହର ତଳେ ଭୁବନେଶ୍ୱର
ଭୁବନେଶ୍ୱର, ୪ା୧(ବ୍ୟୁରୋ): ସ୍ବଚ୍ଛ ସର୍ବେକ୍ଷଣ ସର୍ଭେରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) କ୍ରମାଗତ ଭାବେ ଖରାପ ପ୍ରଦର୍ଶନ କରିବା ପରେ ଆଗକୁ ଭଲ ପ୍ରଦର୍ଶନ ନିମନ୍ତେ ଅଣ୍ଟା ଭିଡ଼ିଲାଣି। ଇତିମଧ୍ୟରେ ଏହି ସର୍ବେକ୍ଷଣର ଦୁଇଟି କ୍ବାର୍ଟର ସରି ଫଳାଫଳ ପ୍ରକାଶ...
ପୋଲିସ କମିଶନରଙ୍କ ବକ୍ତବ୍ୟକୁ ନେଇ ଚର୍ଚ୍ଚା: ପ୍ରଶ୍ନ ଉଠାଇଲେ ବିଜେଡି ମୁଖପାତ୍ର
ଭୁବନେଶ୍ୱର, ୪ା୧(ବ୍ୟୁରୋ): କମିଶନରେଟ ପୋଲିସର ୧୨ତମ ପ୍ରତିଷ୍ଠା ଦିବସରେ ଗୁରୁବାର ମହିଳା ଓ ଯୁବତୀଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ୨୪୬ ଜଣ ମହିଳା ଏସ୍ପିଓଙ୍କୁ ନିଯୁକ୍ତି ଦିଆଯାଇଛି। ଏହି କାର୍ଯ୍ୟକ୍ରମ ଅବସରରେ ଟୁଇନ ସିଟି ପୋଲିସ କମିଶନର...
ଉତ୍ତର ଭାରତରେ ଘନ କୁହୁଡ଼ି: ଅଧିକାଂଶ ଟ୍ରେନ୍ ବାତିଲ୍ ଓ ବିଳମ୍ବ
ଭୁବନେଶ୍ୱର, ୪ା୧(ବ୍ୟୁରୋ): ଉତ୍ତର ଭାରତରେ ଘନ କୁହୁଡ଼ି ଯୋଗୁ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। ପୂର୍ବତଟ ରେଳପଥ ସହ ଜଡ଼ିତ ଟ୍ରେନଗୁଡ଼ିକ ମଧ୍ୟ ଏହାଦ୍ୱାରା ପ୍ରଭାବିତ ହୋଇଛି। ଅଧିକାଂଶ ଟ୍ରେନ ବିଳମ୍ବରେ ଚାଲୁଥିବାବେଳେ ଓ ସୁରକ୍ଷାକୁ ଗୁରୁତ୍ୱ ଦେଇ କେତେକ...
ଦକ୍ଷିଣ ଏସିଆସ୍ତରୀୟ ସୁଶ୍ରୀ, ଶ୍ରୀମତୀ ପ୍ରତିଯୋଗିତା: ଗୁଣପୁରର ବୋହୂ ଦ୍ବିତୀୟ
ଗୁଣପୁର,୪ା୧(ଡି.ଏନ.ଏ) ଶ୍ରୀଲଙ୍କା ପର୍ଯ୍ୟଟନ ବିଭାଗ ପକ୍ଷରୁ ଦକ୍ଷିଣ ଏସିଆସ୍ତରୀୟ ସୁଶ୍ରୀ ଓ ଶ୍ରୀମତୀ ପ୍ରତିଯୋଗିତାରେ ରାୟଗଡା ଜିଲା ଗୁଣପୁରର ବୋହୂ ଇନ୍ଦ୍ରାଣୀ ସାଇକିଆ ଦ୍ବିତୀୟ ସ୍ଥାନ ଅଧିକାର କରିଛନ୍ତି ା ଶ୍ରୀଲଙ୍କା ସରକାରଙ୍କ ଦ୍ବାରା କଲମ୍ବୋଠାରେ ଏହି କାର୍ଯ୍ୟକ୍ରମ ଆୟୋଜିତ...
ସର୍ବଭାରତୀୟ ଭଲିବଲ୍ ପ୍ରତିଯୋଗିତାରେ ଗଜପତିର ୨ ଛାତ୍ର
ପାରଳାଖେମୁଣ୍ଡି,୪ା୧(ସ୍ବ.ପ୍ର.) ଗଜପତି ଜିଲା ଗୋଷାଣୀ ବ୍ଲକ୍ ଅଧୀନ ଗାରାବନ୍ଧସ୍ଥିତ ଭେଙ୍କେଟେଶ୍ୱର ହାଇସ୍କୁଲ୍ର ୨ଛାତ୍ର ସର୍ବଭାରତୀୟ କନିଷ୍ଠ ଭଲିବଲ୍ ପ୍ରତିଯୋଗିତା ପାଇଁ ମନୋନିତ ହୋଇଛନ୍ତି। ଉକ୍ତ ଦୁଇ ଛାତ୍ର ହେଲେ ଗାବ୍ରିଆଲ୍ ଶବର ଓ ଜଶବନ୍ତ ଶବର। ଜାନୁୟାରୀ ୧୦ରୁ୧୪ ପର୍ଯ୍ୟନ୍ତ...
ପଞ୍ଜୀକରଣ ଅପେକ୍ଷାରେ ୩୨୮ ଚାଷୀ
ଜୟପୁର,୪।୧(ଡି.ଏନ୍.ଏ.) ଧାର୍ଯ୍ୟ ତାରିଖ ଭିତରେ କୋରାପୁଟ ଜିଲାର ଅଧିକାଂଶ ଚାଷୀ ନାମ ପଞ୍ଜିକରଣ କରିପାରି ନାହାନ୍ତି। ଜିଲାପାଳ, ଯୋଗାଣ ଅଧିକାରୀଙ୍କ ଦୃଷ୍ଟିକୁ ଏହା ଅଣାଯିବା ପରେ ରାଜ୍ୟ ସରକାରଙ୍କୁ ଅବଗତ କରିଥିଲା ଜିଲା ପ୍ରଶାସନ। ଖାଦ୍ୟ ଯୋଗାଣ ବିଭାଗର ନିର୍ଦ୍ଦେଶକ୍ରମେ...
ସତୀଗୁଡା ଜଳଭଣ୍ଡାରରେ କମିଛି ପକ୍ଷୀ ସଂଖ୍ୟା:୨୦୧୯ରେ ଥିଲା ୨୧୧୭,ଚଳିତବର୍ଷ ୧୫୮୮
ମାଲକାନଗିରି,୪।୧ (ଡି.ଏନ୍.ଏ.)- ମାଲକାନଗିରି ବନଖଣ୍ଡ ମାଲକାନଗିରି ବନାଞ୍ଚଳ ପକ୍ଷରୁ ଶୁକ୍ରବାର ସତୀଗୁଡା ଜଲଭଣ୍ଡାରରେ ପକ୍ଷୀଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଗତବର୍ଷ ଅପେକ୍ଷା ଚଳିତବର୍ଷ ପକ୍ଷୀସଂଖ୍ୟା କମିଥିବା ଆକଳନରୁ ଜଣାପଡିଛି। ୨୦୧୯ରେ ସତୀଗୁଡା ଜଳଭଣ୍ଡାରରେ ୨୧୧୭ଟି ବିଭିନ୍ନ ପ୍ରଜାତିର ପକ୍ଷୀ ଆସିଥିବା...
କୁକୁଡା ଲଢ଼େଇ ଦେଖି ଫେରୁଥିଲା ବେଳେ ଦୁର୍ଘଟଣା: ଟିପ୍ପର ଓଲଟି ୩ ମୃତ, ୧ ଗୁରୁତର
ଲହୁଣୀପଡା, ୪।୧ (ଡି.ଏନ.ଏ)- ସୁନ୍ଦରଗଡ ଜିଲା କେ.ବଲାଙ୍ଗ ଥାନା ଅନ୍ତର୍ଗତ ଚୋରଧରା ପଞ୍ଚାୟତ କଲ୍ୟାଣ ମଣ୍ଡପ ପାଖରେ ଏକ ଟିପ୍ପର ଗୁରୁବାର ସନ୍ଧ୍ୟା ସାଢ଼େ ୬ଟା ବେଳେ ଓଲଟି ୩ ଜଣଙ୍କ ମୃତ୍ୟୁ ଘଟିଛି। ଜଣେ ଗୁରୁତର ହୋଇଥିବାବେଳେ ୬...
ବିଦ୍ୟୁତ୍ ତାର ଛିଡ଼ି ମା’ଝି’ର ମୁ୍ର୍ତୁ ଘଟନା: ପରିବାରକେ ମିଲ୍ଲା ୫ ଲାଖ୍ କ୍ଷତିପୂରନ
ନୂଆପଡା ଅଫିସ/ସିନାପାଲି/ବରଗାଁ,୪ା୧(ଡି.ଏନ୍.ଏ.)- ନୂଆପଡ଼ା ଜିଲା ସିନାପାଲି ଥାନା ଅଧୀନ ମଖାପଦର ଗଁାରେ ୧୧ କେଭି ବିଦ୍ୟୁତ୍ ତାର ଛିଡ଼ି ଗୁଟେ ପରିବାରର ମା’ଝି’ର ମୁର୍ତୁ ହେଇଥିଲା। ଘଟନାର ୪୮ ଘଁଟା ଉତାରୁ ବିଦ୍ୟୁତ୍ ବିଭାଗ୍ ପୀଡ଼ିତ ପରିବାରକେ ସାହାଯ୍...
ଅନ୍ଦେଖା କରୁଛେ ପର୍ଯ୍ୟଟନ ବିଭାଗ: ଅବହେଲିତ ଅବସ୍ତାରେ କରକ ଜଲପ୍ରପାତ
କୋକସରା, ୪।୧ (ଡି.ଏନ୍.ଏ.)- ପାହାଡ଼ ଜଂଗଲ ଘେରା ପ୍ରାକୃତିକ ସୁଁଦରତାରେ ଭରପୁର କଳାହାଣ୍ଡି ଜିଲାରେ ରହିଛେ ଅନେକ ମନ୍ଲୁଭା ପର୍ଯ୍ୟଟନ ଥଲ। ଇଥ୍ରୁ କେତେ ରାଏଜ୍ ସରକାରକଁର ତରଫୁ ପର୍ଯ୍ୟଟନ ଥଲର ମାଏନ୍ତା ପାଇଥିଲାବେଲେ ଆରକେତେ ଆଏଜ୍ ବି ମାଏନ୍ତା...
ଜିଲା ସଂସ୍କୃତି ପରିଷଦ ଏବଂ ଉତ୍ସବ ପ୍ରଧାନପାଟ କମିଟି ବୈଠକରେ ନିଷ୍ପତି : ଫେବୃୟାରୀ ଦ୍ୱିତୀୟ ସପ୍ତାହରେ ଉସତ୍ବ ପ୍ରଧାନପାଟ
ଦେବଗଡ,୪।୧(ଡି.ଏନ.ଏ)-ଆସନ୍ତା ଫେବୃୟାରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ଜିଲା ମହୋତ୍ସବ ‘ଉତ୍ସବ ପ୍ରଧାନପାଟ’ ଆୟୋଜନ କରାଯିବା। ଶୁକ୍ରବାର ଅନୁଷ୍ଠିତ ଜିଲା ସଂସ୍କୃତି ପରିଷଦ ଏବଂ ଉତ୍ସବ ପ୍ରଧାନପାଟ କମିଟି ବୈଠକରେ ଏହି ନିଷ୍ପତି ନିଆଯାଇଛି। ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାପାଳ...
Archives


