ରାଜ୍ୟରେ ବେଲଗାମ କରୋନା: ୩୦ ଜିଲାରୁ ଆଜି ଚିହ୍ନଟ ହେଲେ ଆଉ ୨,୯୯୩ ଆକ୍ରାନ୍ତ; ଜାଣନ୍ତୁ..
ଭୁବନେଶ୍ୱର,୨୩।୮(ବ୍ୟୁରୋ): ଓଡ଼ିଶାରେ ବେଲଗାମ ହୋଇପଡ଼ିଛି କରୋନା। ରବିବାର ରାଜ୍ୟରେ ୨,୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧,୮୭୯ କ୍ୱାରାଣ୍ଟାଇନ୍ର ଥିବା ବେଳେ ୧,୧୧୪ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୮,୫୩୦କୁ ବୃଦ୍ଧି ପାଇଛି।…
ଯୁବ ବର୍ଗଙ୍କ ପାଇଁ ବାୟୋଫ୍ଲକ୍ ଯୋଜନା: କମ୍ ଜମିରେ ଅଧିକ ମାଛ ଉତ୍ପାଦନ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ଶିକ୍ଷିତ ଯୁବବର୍ଗଙ୍କୁ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ବାୟୋଫ୍ଲକ ପଦ୍ଧତି ମାଧ୍ୟମରେ ସଘନ ମାଛ ଚାଷ ପ୍ରୋତ୍ସାହନ ନାମରେ ଏକ ନୂତନ ଯୋଜନା ଆରମ୍ଭ କରାଯାଇଛି। ରାଜ୍ୟର ଉଦ୍ୟୋଗୀ, ଶିକ୍ଷିତ ବେକାର ଯୁବବର୍ଗ…
ହାଇକୋର୍ଟଙ୍କ ଫୁଲ୍କୋର୍ଟରେ ନିଷ୍ପତ୍ତି: ସ୍ବାଭାବିକ ହେବ ତଳ କୋର୍ଟ କାର୍ଯ୍ୟ
କଟକ ଅଫିସ,୨୩।୮: କରୋନା କଟକଣା ଭିତରେ କୋର୍ଟଗୁଡ଼ିକ କିଭଳି କାର୍ଯ୍ୟ କରିବେ, ସେନେଇ ହାଇକୋର୍ଟର ଫୁଲ୍କୋର୍ଟ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ସେପ୍ଟେମ୍ବର ୧୯ ପର୍ଯ୍ୟନ୍ତ ହାଇକୋର୍ଟ କାର୍ଯ୍ୟ ସୀମିତ ରହିବ। ପୂର୍ବରୁ ଏହା ଅଗଷ୍ଟ ୨୧ ଯାଏ ଥିବାବେଳେ…
୧୯ ନଦୀ ଜଳ ପ୍ରଦୂଷଣ ପ୍ରସଙ୍ଗ: ସିପିସିବିକୁ ରିପୋର୍ଟ ଦେଲା ଏସ୍ପିସିବି
ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି) ରାଜ୍ୟର ୧୯ ନଦୀର ପ୍ରଦୂଷଣ ରୋକିବା ନେଇ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି)କୁ ଅବଗତ କରାଇଛି। ୧୯ ନଦୀ ପାଇଁ ପ୍ରସ୍ତୁତ କରାଯାଇଥିବା ସଂଶୋଧିତ ଆକ୍ସନ ପ୍ଲାନ ସିପିସିବି…
ଫେସ୍ବୁକ୍ ଲାଇଭ୍ରେ ସମଲେଇଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ
ସମ୍ବଲପୁର,୨୩।୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇରେ ନୂଆ ଖାଇବା ପରେ ବିଭନ୍ନ ଦେବୀଦେବଙ୍କୁ ଲୋକେ ଦର୍ଶନ କରିଥାନ୍ତି। ସେହିପରି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ଦର୍ଶନ ଶ୍ରଦ୍ଧାଳୁ କରିଥାନ୍ତି । ହେଲେ କରୋନା କଟକଣା ଯୋଗୁ ଚଳିତ ବର୍ଷ ସାଧାରଣ…
ନିର୍ମାଣ ଚାଲିଛି ଆଠମଲ୍ଲିକ-ଧଳପୁର ବ୍ରିଜ: କାମ ସରିଲେ ସେତୁ ରଚିବ କୀର୍ତ୍ତିମାନ
ବଇଣ୍ଡା, ୨୩।୮: ଧାର୍ଯ୍ୟ ଅବଧି ୮ ମାସ ତଳୁ ଶେଷ ହେଲାଣି। ତଥାପି ମହାନଦୀ ଉପରେ ନିର୍ମାଣ ସରୁନି ଓଡ଼ିଶାର ସବୁଠୁ ଲମ୍ବା ସେତୁର ଗୌରବ ଅର୍ଜନ କରିବାକୁ ଯାଉଥିବା ଆଠମଲ୍ଲିକ-ଧଳପୁର ସେତୁ। ଅନୁଗୋଳ ଜିଲା ଆଠମଲ୍ଲିକରୁ ବୌଦ୍ଧ ଜିଲା ହରଭଙ୍ଗା…
ଆଜି ଗଣପର୍ବ ନୂଆଁଖାଇ: ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ
ସମ୍ବଲପୁର, ୨୩।୮ (ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ରବିବାର ପାଳିତ ହେବ। ମହାମାରୀ କରୋନା ସତ୍ତ୍ବେ ଗଣପର୍ବ ଲାଗି ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ ହୋଇ ଉଠିଛି । ପରମ୍ପରାନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ସମ୍ବଲପୁରର ଇଷ୍ଟଦେବୀ ମା’ ସମଲେଶ୍ୱରୀଙ୍କଠାରେ…
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ୨୪ରୁ ବଡ଼ ବର୍ଷା, ବନ୍ୟା ଆଶଙ୍କା
ଭୁବନେଶ୍ୱର,୨୩।୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୨୪ରେ ଏହା ଲଘୁଚାପରେ ପରିଣତ ହେବା ଯୋଗୁ ୨୭ ତାରିଖ ଯାଏ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ…
ସୁବର୍ଣ୍ଣରେଖାରେ ପ୍ରଥମ ବନ୍ୟାଜଳ ପ୍ରବେଶ: ଚାଷୀ ଆତଙ୍କିତ
ବାଲିଆପାଳ,୨୨।୮(ସ୍ବ.ପ୍ର)- ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ନଦୀରେ ଶନିବାର ପ୍ରଥମ ବନ୍ୟା ଜଳ ପ୍ରବାହିତ ହେବା ଯୋଗୁ ତଳିଆ ଅଞ୍ଚଳର ଚାଷୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଅପରାହ୍ନ ୩ଟାରେ ରାଜଘାଟଠାରେ ସୁବର୍ଣ୍ଣରେଖା ନଦୀର ବନ୍ୟାଜଳ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଥିଲା। ସେଠାରେ ବିପଦ…
ଭୁବନେଶ୍ୱରରେ ପିକ୍ ସ୍ତରରେ ସଂକ୍ରମଣ: ବିଏମ୍ସି କମିଶନର
ଭୁବନେଶ୍ୱର, ୨୨ା୮ (ବ୍ୟୁରୋ): ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ ପିକ୍ରେ ଅଛି। ଦିନକୁ ଦିନ ଅଧିକରୁ ଅଧିକ ଲୋକଙ୍କ ଟେଷ୍ଟ ହେଉଥିବାରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ବର୍ତ୍ତମାନର ସ୍ଥିତିକୁ ଦୃଷ୍ଟିରେ ରଖି ସଂକ୍ରମଣ ନିୟନ୍ତ୍ରଣ କରିବାକୁ ମାସକ ପାଇଁ ଆଗୁଆ…
ରାଜ୍ୟରେ ସୁସ୍ଥ ହେଲେ ୧୭୭୩ କରୋନା ଆକ୍ରାନ୍ତ : ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨୨।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୧୭୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୨୧୬, କଟକରୁ ୧୪୭, ସମ୍ବଲପୁରରୁ ୧୨୫, କନ୍ଧମାଳରୁ ୯୨, ଯାଜପୁରରୁ ୮୭, ମୟୂରଭଞ୍ଜରୁ ୮୦, ରାୟଗଡାରୁ ୭୭,…
କଟକ ସହରରୁ ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୨୨।୮-କଟକ ସହରରେ ଶନିବାର ପୁଣି ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସସିବି ମେଡିକାଲ ଆଇସୋଲେଶନର ଓ୍ବାର୍ଡରୁ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ…

