ଭୁବନେଶ୍ୱରରେ ଆଜି ୨୯୫ ପଜିଟିଭ ଚିହ୍ନଟ: ଚନ୍ଦକାର ଏକ ବିସ୍କୁଟ କାରଖାନାରୁ ୨୮ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୧୫୩ ଜଣ ଚିହ୍ନଟ ହୋଇଥିବାବେଳେ ୧୪୨ ଲୋକାଲ କଣ୍ଟାକ୍ଟ କେସ ରହିଛି। ପୋଲିସ ସିକ୍ୟୁରିଟି ଓ୍ବିଙ୍ଗରୁ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଚନ୍ଦକାର ଏକ…
ଦିନରେ ବନ୍ଧା ହୋଇଥିଲେ, ରାତିରେ ଖସି ପଳାଇଲେ
ଆର୍.ଉଦୟଗିରି,୨୨ା୮(ଡି.ଏନ୍.ଏ.)- ଗଜପତି ଜିଲା ଆର୍.ଉଦୟଗିରି ଥାନା ହାଜତରୁ ଗୁରୁବାର ବିଳମ୍ବିତ ରାତିରେ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛନ୍ତି। ସେ ହେଲେ ପୁରୀ ସଦର ଥାନା ଅଞ୍ଚଳର ପ୍ରମୋଦ ମଲିକ। ଗୁରୁବାର ପୂର୍ବାହ୍ନରେ ତାଙ୍କୁ ଏକ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ପୋଲିସ…
ଏବେ କରୋନା ସଂକ୍ରମଣରେ ପିକ୍ରେ ରହିଛି ଭୁବନେଶ୍ୱର, ସତର୍କ ରୁହନ୍ତୁ..
ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜଧାନୀରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହୋଇପଡ଼ୁଛି। ତେବେ ଜୁଲାଇରେ ଭୁବନେଶ୍ୱରରେ ସେରୋଲୋଜିକାଲ ସର୍ଭେ କରାଯାଇଥିଲା। ସର୍ଭେ ଅନୁସାରେ ବହୁତ ଅଳ୍ପ ଲୋକଙ୍କ ଦେହରେ ଆଣ୍ଟିବଡ଼ି ରହିଛି। ସ୍ବଳ୍ପ ଆଣ୍ଟିବଡ଼ି ଆଧାରରେ ଆମର ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଛି। ଅନ୍ୟ…
କରୋନା କବଳରେ ଭଦ୍ରକ ଏମ୍ପିଙ୍କ ପରିବାର: ମଞ୍ଜୁଲତା ମଣ୍ଡଳଙ୍କ ସମେତ ୪ ଆକ୍ରାନ୍ତ
ଭଦ୍ରକ ଅଫିସ,୨୨। ୮: ଭଦ୍ରକ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କ ସମେତ ତାଙ୍କ ସ୍ବାମୀ ତଥା ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଓ ଘରର ୪ ଜଣଙ୍କୁ କରୋନା ହୋଇଥିବା ଶନିବାର ଜଣାପଡିଛି। ଏ ନେଇ ଏମ୍ପି ଓ ପୂର୍ବତନ ବିଧାୟକ ଉଭୟେ…
କାନଝରି ନଦୀ ପୋଲ ଉପରେ ୪ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ: ଗମନାଗମନ ଠପ୍
ପାଟଣା,୨୨।୮(ସ୍ବ.ପ୍ର.): ଗତ କିଛି ଦିନରୁ ଜାରି ରହିଥିବା ଲାଘୁଚାପ ବର୍ଷା ଯୋଗୁ ବେହାଲ ହୋଇପଡ଼ିଛି କେନ୍ଦୁଝର ଜିଲା। ପାଟଣା କେନ୍ଦେଇପଶି ରାସ୍ତାର ଭିମାପଡା ନିକଟରେ ଥିବା କାନଝରି ନଦୀ ପୋଲ ଉପରେ ଶନିବାର ୪ ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଛି।…
ରାଜ୍ୟରେ ଆଉ ୯ଜଣଙ୍କ ଜୀବନ ନେଲା କରୋନା: ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି
ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଉଦ୍ବେଗଜନକ ହେବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ରାଜ୍ୟରେ ପୁଣି କରୋନାଜନିତ ୯ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି…
ସଫଳତା ଦେଲା ନୂତନ ମିସୋନିକ୍ସ ଡିଭାଇସ୍
ଭୁବନେଶ୍ୱର,୨୨।୮(ବ୍ୟୁରୋ): ପ୍ରାୟ ୧୫ ଦିନ ତଳେ ଦୁର୍ଘଟଣାରେ ମେରୁଦଣ୍ଡରେ ଗଭୀର ଆଘାତ ଯୋଗୁ ପଶ୍ଚିମବଙ୍ଗର ଜଣେ ୪୫ ବର୍ଷୀୟ ବ୍ୟକ୍ତି ପକ୍ଷାଘାତର ଶିକାର ହେବା ସହ ତାଙ୍କର ମଳ ଓ ମୂତ୍ର ପ୍ରକ୍ରିୟା ପ୍ରଭାବିତ ହୋଇଥିଲା। ଏଭଳି ଜଣେ ଜଟିଳ ରୋଗୀ…
ଆମ୍ବୁଲାନ୍ସ ପାଇଁ ଅଧକିଲୋମିଟର ଚାଲିଲେ ଗର୍ଭବତୀ
ଚୌଦ୍ୱାର,୨୨।୮(ଡି.ଏନ୍.ଏ): ଲଘୁଚାପ ବର୍ଷା ଯୋଗୁ ଟାଙ୍ଗୀ-ଚୌଦ୍ୱାର ବ୍ଲକର ବିଭିନ୍ନ ଅଞ୍ଚଳରେ ପାଣି ଜମି ରହିଥିବାରୁ ଲୋକଙ୍କ ସମସ୍ୟା ବଢିଯାଇଛି। ଫଳରେ ଲୋକେ ଘରୁ ବାହାରିପାରୁ ନ ଥିବାବେଳେ ରୋଗୀ ନେବା ପାଇଁ ଆମ୍ବୁଲାନ୍ସ ମଧ୍ୟ ସାହି ଭିତରକୁ ପଶିପାରୁ ନାହିଁ। ଏହି…
ଜୀବନ ସହ ଜୀବିକାକୁ ଗୁରୁତ୍ୱ ଦେଲେ ବିକାଶ ହୋଇପାରିବ: ନବୀନ
ଭୁବନେଶ୍ୱର,୨୨।୮(ବ୍ୟୁରୋ): କରୋନା ଯୁଦ୍ଧରେ ଜୀବନ ପାଇଁ ଚାଲିଥିବା ଲଢ଼େଇ ସାଙ୍ଗକୁ ଲୋକଙ୍କ ଜୀବିକା ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ରାଜ୍ୟରେ ସବୁ କ୍ଷେତ୍ରରେ ବିକାଶ ପ୍ରକ୍ରିୟାକୁ ଜୋରଦାର କରାଯିବ। ସଡ଼କ, ସେତୁ, କୃଷି, ଶିକ୍ଷା, ସ୍ବାସ୍ଥ୍ୟ ସବୁ କ୍ଷେତ୍ରରେ ଉନ୍ନୟନ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ…
ଆସୁଛି ଲଘୁଚାପ: ୨୪, ୨୫ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର,୨୨।୮(ବ୍ୟୁରୋ): ଆସନ୍ତା ୨୩ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଓ ୨୫ ତାରିଖରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ…
ବନ୍ୟା ପୀଡ଼ିତ ଛାତ୍ରୀଙ୍କ ଆଶା ସୋନୁ
କୋରୁକୋଣ୍ଡା,୨୨।୮(ଡି.ଏନ୍.ଏ.): ବନ୍ୟାରେ ଘରଦ୍ୱାର ହରାଇଥିବା ଜଣେ ଆଦିବାସୀ ଛାତ୍ରୀଙ୍କ ପାଇଁ ଆଶାର କିରଣ ପାଲଟିଛନ୍ତି ବଲିଉଡ ଅଭିନେତା ସୋନୁ ସୁଦ। ବହିପତ୍ର ନଷ୍ଟ ହୋଇଯାଇଥିବାରୁ ଛାତ୍ରୀ ଜଣକ କାନ୍ଦୁଥିବାର ଏକ ଭିଡିଓ ଟୁଇଟରରେ ଦେଖିବା ପରେ ସହାୟତା ପାଇଁ ସୋନୁ ଆଗେଇ…
କୋଭିଡ୍ ଟେଷ୍ଟରେ ଓଡ଼ିଶା ଦେଶରେ ଦ୍ୱିତୀୟ
ଭୁବନେଶ୍ୱର,୨୨।୮(ବ୍ୟୁରୋ): କୋଭିଡ୍-୧୯ ଟେଷ୍ଟରେ ଓଡ଼ିଶା ସମଗ୍ର ଦେଶରେ ଦ୍ୱିତୀୟ ସ୍ଥାନ ହାସଲ କରିଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନେଇ ଦୈନିକ ପ୍ରତି ନିୟୁତ(୧୦ ଲକ୍ଷ)ରେ ୧୪୦ରୁ ଅଧିକ କରାଯାଉଥିବା ଟେଷ୍ଟ ସୂଚକାଙ୍କରେ ଉକ୍ତ ସ୍ଥାନ ହାସଲ କରିଥିବା ଭାରତ ସରକାରଙ୍କ…

