ବଳାତ୍କାର ମାମଲା: ଅଭିଯୁକ୍ତ ବଳଙ୍ଗା ଥାନା ଏଏସ୍ଆଇ ଗିରଫ
ପୁରୀ ଅଫିସ, ୩ା୧: ପୁରୀ ଜିଲା ବଳଙ୍ଗା ଥାନାର ଏଏସ୍ଆଇ ଚିତ୍ତରଞ୍ଜନ ଦାଶଙ୍କ ନାମରେ ଜଣେ ବିବାହିତା ମହିଳା ଗୁରୁବାର ବଳାତ୍କାର ଅଭିଯୋଗ ଆଣିଥିଲେ। ଏ ନେଇ ସେ ପିପିଲି ଏସ୍ଡିପିଓ ଦେବଦତ୍ତ ବରାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ।...
ରାସ୍ତାକଡ଼କୁ ଓଲଟିଲା ସ୍କୁଲ ବସ୍
ବାସୁଦେବପୁର,୩।୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଜଗନ୍ନାଥପୁର-ବାଲିଛନ୍ଦା ଘାଟ ରାସ୍ତା କଣ୍ଟିଆ ନାଳୀପୋଲ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଏକ ସ୍କୁଲ ବସ୍ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି। ଏହି ବସ୍ରେ ବାସୁଦେବପୁର ଅଞ୍ଚଳର...
ଭଦ୍ରକରେ ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା ଘଟଣା, ମୃତକଙ୍କ ପରିବାରକୁ ଦିଆଯିବ ୨ଲକ୍ଷ: ବିଧାୟକ
ଭଦ୍ରକ ଅଫିସ,୩।୧: ଭଦ୍ରକ ଜିଲା ୧୬ନମ୍ବର ଜାତୀୟ ରାଜପଥ ବନ୍ତ ଛକ ନିକଟରେ ଶୁକ୍ରବାର ଭୋର ସମୟରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଏକ ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କାହୋଇ ଏଥିରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୮ଜଣ ଗୁରୁତର ହୋଇଥିଲେ। ତେବେ...
ଖୋର୍ଦ୍ଧାରେ ଡାକ୍ତର, ଔଷଧ ଦୋକାନୀଙ୍କୁ ଗୁଳିମାଡ଼ ଘଟଣା: ଅଭିଯୁକ୍ତଙ୍କ ଫଟୋ ସ୍କେଚ୍ ଜାରି
ଖୋର୍ଦ୍ଧା ଅଫିସ,୩।୧: ଖୋର୍ଦ୍ଧାରେ ଘରୋଇ କ୍ଲିନିକ୍ର ଡାକ୍ତର ଓ ଔଷଧ ଦୋକାନୀଙ୍କୁ ଗୁଳିମାଡ଼ ଘଟଣାର ୧୯ ଦିନ ପରେ ପୋଲିସ ସନ୍ଦିଗ୍ଧ ଅଭିଯୁକ୍ତଙ୍କ ଫଟୋ ସ୍କେଚ୍ ଜାରି କରିଛି। ସୂଚନାଯୋଗ୍ୟ, ଗତ ଡିସେମ୍ବର ୧୫ ତାରିଖ ସନ୍ଧ୍ୟାରେ ଡାକ୍ତର ମାନସ...
୫ରୁ ଶ୍ରୀକ୍ଷେତ୍ର ପୁସ୍ତକ ମେଳା
ପୁରୀ ଅଫିସ,୩।୧: ଶ୍ରୀକ୍ଷେତ୍ର ପୁସ୍ତକ ମେଳା କମିଟି ଆନୁକୂଲ୍ୟରେ ଜାନୁୟାରୀ ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ୨୬ତମ ପୁସ୍ତକ ମେଳା ଆୟୋଜିତ ହେବ। ୧୦ ଦିନ ବ୍ୟାପୀ ହେବାକୁ ଥିବା ଏହି ପୁସ୍ତକ ମେଳା ଶରଧାବାଲିଠାରେ ଅନୁଷ୍ଠିତ ହେବ ।...
୪ରେ ଶ୍ରୀକ୍ଷେତ୍ର ଆସିବେ ଶତାଧିକ ପାକିସ୍ତାନୀ ହିନ୍ଦୁ: ମହାପ୍ରଭୁଙ୍କ ଦର୍ଶନ ସହ ସମୁଦ୍ର ସ୍ନାନ କରିବେ
ପୁରୀ ଅଫିସ,୩ା୧: ପାକିସ୍ତାନରେ ରହୁଥିବା ପ୍ରାୟ ଶହେରୁ ଊର୍ଦ୍ଧ୍ୱ ହିନ୍ଦୁ ପୁରୀ ଆସି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ସେମାନେ ମହୋଦଧି ସ୍ନାନ କରିବା ସହ ବିଭିନ୍ନ ତୀର୍ଥସ୍ଥଳ ମଧ୍ୟ ପରିଦର୍ଶନରେ ଯିବେ। ଓଡ଼ିଶା ଇଣ୍ଟରନ୍ୟାଶନାଲ ସେଣ୍ଟର (ଓଆଇସି)ର ସଭାପତି...
ଭୁବନେଶ୍ୱର-ବାରାଣସୀ ବିମାନ ସେବା ଫେବୃୟାରୀ ୨୯ରୁ
ଭୁବନେଶ୍ୱର,୩ା୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ଲାଗି ଖୁସି ଖବର। ଫେବୃୟାରୀ ୨୯ରୁ ଆରମ୍ଭ ହେଉଛି ଭୁବନେଶ୍ୱର-ବାରାଣସୀ ବିମାନ ସେବା। ଘରୋଇ ବିମାନ ଚଳାଚଳ ସଂସ୍ଥା ଇଣ୍ଡିଗୋ ଏହି ସେବା ଯୋଗାଇବ ବୋଲି ଜଣାପଡ଼ିଛି। ଭୁବନେଶ୍ୱରରୁ ଦୈନିକ ରାତି ୯ଟାରେ ଓ ବାରାଣସୀରୁ ସନ୍ଧ୍ୟା...
ଶୀତ ପାଇଁ ସ୍ବତନ୍ତ୍ର ଟ୍ରେନ
ଭୁବନେଶ୍ୱର,୩ା୧(ବ୍ୟୁରୋ): ଶୀତ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ସ୍ଥାନକୁ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ନିୟମିତ ଟ୍ରେନରେ ମାତ୍ରାଧିକ ଭିଡ଼ ଓ ପର୍ଯ୍ୟଟକଙ୍କୁ ସୁହାଇବା ଭଳି ଜନପ୍ରିୟ ମାର୍ଗରେ ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ଯୋଜନା କରାଯାଇଛି। ହାଓଡ଼ା, କଲିକତା,...
ଶ୍ରୀଲିଙ୍ଗରାଜ ମନ୍ଦିର ଉଚ୍ଛେଦ ପ୍ରସଙ୍ଗ: ଜବରଦଖଲରେ ପାର୍ଶ୍ୱ ଦେବଦେବୀ ପୀଠ
ପୁରୁଣା ଭୁବନେଶ୍ୱର,୩ା୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ ପାଇଁ ଉଚ୍ଛେଦକୁ ସବୁ ମହଲରୁ ସ୍ବାଗତ କରାଯାଉଛି। ହେଲେ ଶ୍ରୀଲିଙ୍ଗରାଜଙ୍କ ରୀତିନୀତି ସହ ଜଡ଼ିତ ଅନ୍ୟ ପାର୍ଶ୍ୱ ଦେବଦେବୀଙ୍କ ପୀଠ ଓ ମନ୍ଦିର ଅବ୍ୟବସ୍ଥା ନେଇ ଭକ୍ତ ଓ ପର୍ଯ୍ୟଟକମାନେ କ୍ଷୋଭ...
ଆଶାନୁରୂପ ହେଉନି ଜିଏସ୍ଟି ଆଦାୟ
ଭୁବନେଶ୍ୱର,୩ା୧(ବ୍ୟୁରୋ): ରାଜ୍ୟରେ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍ଟି) ଆଦାୟ ଆଶାନୁରୂପ ହେଉନାହିଁ। ୨୦୧୯ ଡିସେମ୍ବରରେ ଜିଏସ୍ଟି ଆଦାୟରେ ମାତ୍ର ୨ ପ୍ରତିଶତ ଅଭିବୃଦ୍ଧି ହୋଇଛି। ଏହି ମାସରେ ରାଜ୍ୟରେ ୨୩୮୩ କୋଟି ଟଙ୍କା ଆଦାୟ କରାଯାଇଥିବା ବେଳେ ୨୦୧୮ରେ ୨୩୪୭...
ଓସ୍କାର ଦୌଡ଼ରେ ଆଉ ଜଣେ ଓଡ଼ିଆଙ୍କ ଚଳଚ୍ଚିତ୍ର: ବିଶ୍ୱ ଦରବାରରେ ଓଡ଼ିଶାକୁ ସଫଳତା
ଭୁବନେଶ୍ୱର,୩ା୧(ବ୍ୟୁରୋ): ନକଲ ତଥା କପି ପେଷ୍ଟ୍ର ଟ୍ରେଣ୍ଡ୍କୁ ନେଇ ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରି ବିଭିନ୍ନ ସମୟରେ ସମାଲୋଚିତ ହେଉଥିବାବେଳେ ମୌଳିକଧର୍ମୀ ଫିଲ୍ମ ଦେଖିବାକୁ ପାଉ ନ ଥିବାରୁ ଦର୍ଶକ ଧୀରେ ଧୀରେ ଓଡ଼ିଆ ଫିଲ୍ମରୁ ମୁହଁ ଫେରାଇ ନେଉଛନ୍ତି। କ୍ରମାଗତଭାବେ...
ଓଡ଼ିଶାରେ ଅଲ୍ ଇଣ୍ଡିଆ ଫରେଷ୍ଟ ସ୍ପୋଟର୍ସ
ଭୁବନେଶ୍ୱର,୩ା୧(ବ୍ୟୁରୋ): ଓଡ଼ିଶାରେ ଅଲ୍ ଇଣ୍ଡିଆ ଫରେଷ୍ଟ ସ୍ପୋଟର୍ସ-୨୦୨୦ ଆୟୋଜନ କରାଯିବ। ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିବା ଜଣାପଡ଼ିଛି। ଭୁବନେଶ୍ୱରକୁ ଦେଶର କ୍ରୀଡ଼ା ରାଜଧାନୀ କରିବାରେ ଏହି ପ୍ରତିଯୋଗିତା ସହାୟକ...
Archives


