ଗଞ୍ଜାମରେ ଦୋକାନୀମାନଙ୍କ ପାଇଁ ନୂଆ ନିୟମ: ରଖିବେ ଗ୍ରାହକଙ୍କ ତଥ୍ୟ; ସାମାଜିକ ଦୂରତା-ମାସ୍କ ବ୍ୟବହାର ନିଶ୍ଚିତ, ନହେଲେ ହେବ ସିଜ୍
ଛତ୍ରପୁର, ୧୩।୫(ଡି.ଏନ୍.ଏ.)- ରାଜ୍ୟର କରୋନା ଆକ୍ରାନ୍ତ ଜିଲାଗୁଡ଼ିକ ମଧ୍ୟରୁ ଗଞ୍ଜାମରେ ସର୍ବାଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ଏହି ସଂଖ୍ୟା ୨୧୦ ରହିଛି। ତେବେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ…
ଯାଜପୁରକୁ ପଛରେ ପକାଇଲା ବାଲେଶ୍ୱର: ପାଲଟିଲା ଦ୍ୱିତୀୟ ସର୍ବାଧିକ କରୋନା ଆକ୍ରାନ୍ତ ଜିଲା
ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ସକାଳେ ୧୦୧ ନୂଆ ପଜିଟିଭ୍ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୩୮ରେ ପହଞ୍ଚିଛି। ତେବେ ରାଜ୍ୟର ୨୧ଟି ଜିଲାରେ ଏବେ କରୋନା କବଳରେ ଥିବା…
୪ ଜିଲା ଲାଗି ୧୫ ଓଏଏସ୍ଙ୍କୁ ଦାୟିତ୍ୱ
ଭୁବନେଶ୍ୱର, ୧୩।୫(ବ୍ୟୁରୋ): ପ୍ରବାସୀ ଓଡ଼ିଆଙ୍କ ଘରବାହୁଡ଼ା ଯୋଗୁ କରୋନା ସଂକ୍ରମିତଙ୍କ ସଂଖ୍ୟା ରାଜ୍ୟରେ ବଢ଼ି ଚାଲଛି। ଏହାକୁ ଲକ୍ଷ୍ୟକରି ରାଜ୍ୟ ସରକାର ମଙ୍ଗଳବାର ୪ ଜିଲାରେ କରୋନା ପରିଚାଳନା ଦାୟିତ୍ୱରେ ୧୫ ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ଦାୟିତ୍ୱ ଦେଇଛନ୍ତି। ଯୁଗ୍ମ…
କ୍ଷୁଦ୍ର, ନାମମାତ୍ର ଚାଷୀଙ୍କୁ ଖରିଫ ଋଣ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୧୩।୫(ବ୍ୟୁରୋ): କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ମୂଲ୍ୟ ସହାୟକ ଯୋଜନାରେ ରବିଧାନ, ଡାଲି ଓ ତୈଳବୀଜ ସଂଗ୍ରହ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗୁରୁତ୍ବାରୋପ କରିଛନ୍ତି। ରାଜ୍ୟର ପ୍ରାୟ ୯୦ପ୍ରତିଶତ କ୍ଷୁଦ୍ର ଓ…
ମୁମ୍ବାଇରେ ଫସିଛନ୍ତି ୬୮ସଂସ୍କୃତ ଛାତ୍ରୀଛାତ୍ର
ଖୋର୍ଦ୍ଧା ଅଫିସ,୧୩ା୫: କରୋନା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ ଜାରି ରହିଛି। ଫଳରେ ମୁମ୍ବାଇ ସ୍ଥିତ ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ(ଆରଏସଏସ) ବିଦ୍ୟା ବିହାରରେ ଫସି ରହିଥିବା ଓଡ଼ିଶାର ୬୮ଜଣ ସଂସ୍କୃତ ଛାତ୍ରୀଛାତ୍ର ଫେରିବା ଲାଗି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କୁ ଏକ…
ଏଥର ଆସିବ ୧୪ଟି ରଥ ଟଣା ଦଉଡ଼ି
ପୁରୀ ଅଫିସ,୧୩ା୫: ଜୁନ୍ ୨୩ରେ ରଥଯାତ୍ରା। ଏଥିପାଇଁ ଆରମ୍ଭ ହୋଇଗଲାଣି ପ୍ରଶାସନିକ ପ୍ରସ୍ତୁତି। ରଥଖଳାରେ ତିନିରଥ ନିର୍ମାଣ ଆଗେଇ ଚାଲିଥିବାବେଳେ ରଥ ଦଉଡ଼ି ପାଇଁ ଓଡ଼ିଶା କତା ନିଗମ ସହ ଆଲୋଚନା କରିଛି ଶ୍ରୀମନ୍ଦିର ପ୍ରଶାସନ। ମଙ୍ଗଳବାର ଓଡ଼ିଶା କତା ନିଗମର…
ଜୁନ୍ ୨୨ସୁଦ୍ଧା ରଥ ନିର୍ମାଣ କାମ ସାର: ହାଇକୋର୍ଟ
କଟକ ଅଫିସ୍,୧୩ା୫: ଆସନ୍ତା ଜୁନ୍ ୨୨ତାରିଖ ସୁଦ୍ଧା ରଥ ନିର୍ମାଣ କାମ ସାରିବାକୁ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକ୍ ଏବଂ ଜଷ୍ଟିସ୍…
ଅନ୍ଲାଇନ୍ ପାଠପଢ଼ାରୁ କେହି ବଞ୍ଚିତ ନ ହୁଅନ୍ତୁ
କଟକ ଅଫିସ୍,୧୩ା୫: ସ୍କୁଲ ଫି’ ବୃଦ୍ଧି ସମ୍ପର୍କିତ ଏକ ଜନସ୍ବାର୍ଥ ମାମଲାର ବିଚାରକରି ହାଇକୋର୍ଟ ମଙ୍ଗଳବାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ଛାତ୍ରୀଛାତ୍ର ସ୍କୁଲ ଫି’ ଦାଖଲ କରିଥାନ୍ତୁ କିମ୍ବା ନ କରିଥାନ୍ତୁ, ଅନ୍ଲାଇନ୍ରେ ପାଠପଢ଼ାରୁ କାହାରିକୁ ବଞ୍ଚତ୍ତ କରାଯାଇପାରିବ ନାହିଁ…
ଗ୍ରୀନ୍ ଜୋନ୍ରେ ଚାଲିବ ସରକାରୀ ବସ୍: ଯାତ୍ରୀଙ୍କୁ ଦେବାକୁ ପଡ଼ିବ ଦୁଇ ଗୁଣା ଭଡ଼ା
ଭୁବନେଶ୍ୱର, ୧୩।୫(ବ୍ୟୁରୋ): ରାଜ୍ୟରେ ସାଧାରଣ ଯାତ୍ରୀଙ୍କ ପାଇଁ ଗ୍ରୀନ୍ ଜୋନ୍ରେ ସରକାରୀ ବସ୍ ଚାଲିବ। ଏ ନେଇ ବୁଧବାର ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ଘରୋଇ ବସ୍ ମାଲିକ ଗାଡ଼ି ଚଲାଇବାକୁ ଅରାଜି ହେବାରୁ ସରକାର ଏମିତି ନିଷ୍ପତ୍ତି…
ଟୁଇନ୍ସିଟିରେ ଗଡ଼ିଲା ବସ୍: ୩୦ ଟଙ୍କା ଭଡ଼ାଦେଇ ରାଜଧାନୀକୁ ଆସିଲେ ୨୦ ସରକାରୀ କର୍ମଚାରୀ
ଭୁବନେଶ୍ୱର/କଟକ ଅଫିସ, ୧୩।୫(ବ୍ୟୁରୋ): କଟକରୁ ଭୁବନେଶରକୁ ଗଡିଲା ସରକାରୀ ବସ୍ । ବୁଧବାର ୨୦ଜଣ ସରକାରୀ କର୍ମଚାରୀଙ୍କୁ ନେଇ ଗୋଟିଏ ବସ୍ କଟକରୁ ଭୁବନେଶର ଯାତ୍ରାକରିଛି । ବସ୍ଟି ସିଡିଏ ସେକ୍ଟର-୯ ଛକରୁ ବାହାରି ସତୀଚୌରା, ବାଦାମବାଡ଼ି ଦେଇ ଯାତ୍ରାକରିଛି। ଏହି…
ଭଦ୍ରକ ଜିଲାର ତିନି ପଞ୍ଚାୟତରୁ ହଟିଲା କଣ୍ଟେନମେଣ୍ଟ କଟକଣା
ଭଦ୍ରକ ଅଫିସ, ୧୩।୫: କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଭଦ୍ରକ ଜିଲାର ବିଭିନ୍ନ ପଞ୍ଚାୟତରେ କଣ୍ଟେନମେଣ୍ଟ କଟକଣା ଜାରି କରାଯାଇଥିଲା। ତେବେ ୩ଟି ପଞ୍ଚାୟତରୁ କଣ୍ଟେନମେଣ୍ଟ କଟକଣାକୁ ବୁଧବାର ପ୍ରତ୍ୟାହାର କରାଯାଇଛି। ବାସୁଦେବପୁର ବ୍ଲକର ଚୂଡ଼ାମଣି, କିସ୍ମତକୃଷ୍ଣପୁର ଓ…
ବାଲେଶ୍ୱରରେ ଆଉ ୩୩ ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦ରେ ପହଞ୍ଚିଲା
ବାଲେଶର ଅଫିସ, ୧୩।୫: ବାଲେଶ୍ୱରରେ ବୁଧବାର ନୂଆ ୩୩ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦ରେ ପହଞ୍ଚିଛି। ସେଥିମଧ୍ୟରୁ ୧୧ଜଣ ସୁସ୍ଥହୋଇ ଘରକୁ ଫେରିଥିବା ବେଳେ ୭୯ ଜଣ ବିଭିନ୍ନ କୋଭିଡ ହସ୍ପିଟରାଲରେ ଚିକିତ୍ସାଧୀନ ଅଛନ୍ତି।…
Archives


