ରାଜ୍ୟ

କଟକ-ଭୁବନେଶ୍ୱର ମଧ୍ୟରେ ଅଫିସ୍‌ ଟାଇମ୍‌ରେ ଚାଲିବ ବସ୍‌: ଭଡ଼ା ୩୦ ଟଙ୍କା

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ବୁଧବାରଠାରୁ କଟକ-ଭୁବନେଶ୍ୱର ମଧ୍ୟରେ ବସ୍‌ ଚାଲିବ। ତେବେ ସରକାରୀ ଚାକିରିଆଙ୍କ ସୁବିଧା ପାଇଁ କେବଳ ଗୋଟିଏ ଗାଡ଼ି ଚାଲିବ। ରାଜ୍ୟ ସଡ଼କ ପରିବହନ କର୍ତ୍ତୃପକ୍ଷ ଏହି ବସ୍‌ ଚଲାଇବେ। ବସ୍‌ଟି ଅଫିସ୍‌ ଟାଇମ୍‌ରେ ଯିବାଆସିବା କରିବ। ତେବେ ଭଡ଼ା…

ଭଦ୍ରକ ଷ୍ଟେସନରେ ଅପରାହ୍ନରେ ପହଞ୍ଚିବ ସ୍ବତନ୍ତ୍ର ଟ୍ରେନ୍‌: ଚରମ୍ପା ଅଞ୍ଚଳରେ ୨୪ ଘଣ୍ଟିଆ କର୍ଫ୍ୟୁ

ଭଦ୍ରକ ଅଫିସ, ୧୨।୫: ପ୍ରବାସୀ ଓଡ଼ିଆଙ୍କୁ ନେଇ ଭଦ୍ରକ ଷ୍ଟେସନରେ ମଙ୍ଗଳବାର ଅପରାହ୍ନରେ ୨ଟି ସ୍ବତନ୍ତ୍ର ଟ୍ରେନ୍‌ ପହଞ୍ଚିବ। ଏଥିପାଇଁ ପ୍ରଶାସନ ଓ ରେଲୱେ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରବାସୀ ଓହ୍ଲାଇବା ପରେ ପ୍ରଶାସନ ପକ୍ଷରୁ ସ୍କ୍ରିନିଂ ଓ ଅନ୍ୟାନ୍ୟ…

୪୬ କରୋନା ପଜିଟିଭଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୩୮ ସୁରଟ ଫେରନ୍ତା

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ରାଜ୍ୟରେ ସୋମବାର ସକାଳ ୯ଟାରୁ ମଙ୍ଗଳବାର ସକାଳ ୯ଟା ଅର୍ଥାତ୍‌ ୨୪ ଘଣ୍ଟା ମଧ୍ୟରେ ୪୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଚିହ୍ନଟ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ୪୬ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ…

୨୨ ଦିନ ପରେ ନୀଳଗିରି ଧରମପୁରରୁ ପୁଣି ଆଉ ଜଣେ କରୋନା ପଜିଟିଭ୍‌

ସଜନାଗଡ଼,୧୨।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଧରମପୁର ପଞ୍ଚାୟତ ବାଉଁଶପାଳ ଗାଁରୁ ମଙ୍ଗଳବାର ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ସୁରଟ ଫେରନ୍ତା ହୋଇଥିବା ବେଳେ ସେ ଧରମ୍‌ପୁର ଦୀନବନ୍ଧୁ ହାଇସ୍କୁଲରେ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ସୂଚନାଯୋଗ୍ୟ,…

ପୁରୀରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଛୁଇଁଲା

ପୁରୀ ଅଫିସ, ୧୨।୫: ପୁରୀ ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ…

୧୬ରେ ଆଣ୍ଡାମାନ ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ଏବଂ ଏହାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ଆସନ୍ତା ୧୩ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ୭୨ ଘଣ୍ଟା…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଦରମା କାଟ ହେବ ନାହିଁ: ସ୍ପଷ୍ଟ କଲା ଅର୍ଥ ମନ୍ତ୍ରଣାଳୟ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): କେନ୍ଦ୍ର ସରକାରୀ କର୍ମଚାରୀଙ୍କର ଦରମା କାଟ ହେବ ନାହିଁ। ଏ ନେଇ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। କରୋନା ଲକ୍‌ଡାଉନ୍‌ ଯୋଗୁ ଦେଶର ଅର୍ଥନୀତି ଦିନକୁ ଦିନ ବିଗୁଡୁଥିବାରୁ କେନ୍ଦ୍ର ସରକାର କର୍ମଚାରୀଙ୍କ ଦରମା କାଟ କରିବା ନେଇ…

ଅଧିକ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚଳାଇବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): କରୋନା (କୋଭିଡ୍‌-୧୯) ସଂକ୍ରମଣ ଆଶଙ୍କାରେ ଦୀର୍ଘ ଦେଢ଼ମାସରୁ ଊର୍ଦ୍ଧ୍ୱ କାଳ ଧରି ସମଗ୍ର ଦେଶ ଲକ୍‌ଡାଉନ୍‌ରେ ରହିଛି। କଳକାରଖାନା, ବ୍ୟବସାୟ ପ୍ରତିଷ୍ଠାନ ସବୁ କିଛି ବନ୍ଦ ରହିଛି। ବିଭିନ୍ନ ରାଜ୍ୟରେ ଫସି ରହିଥିବା ଅସହାୟ ଶ୍ରମିକମାନେ ନିଜ ଘରକୁ ଫେରିବାକୁ…

ଖାତା ଦେଖିବେ ଅଧିକ ଶିକ୍ଷକ

କଟକ ଅଫିସ,୧୨ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ। ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଓ ମଧ୍ୟମା ପରୀକ୍ଷାର ଖାତା ଦେଖା ମଧ୍ୟ ଏହି ତାରିଖରୁ ଆରମ୍ଭ…

ଲକ୍ଷଣ ନ ଥିଲେ ଘରେ ରହିପାରିବେ ସଂକ୍ରମିତ

ଭୁବନେଶ୍ୱର, ୧୨ା୫(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଆକ୍ରାନ୍ତଙ୍କ ମଧ୍ୟରେ ଲକ୍ଷଣ ନ ଥିବା ଜଣାପଡିଛି। ତେଣୁ ଲକ୍ଷଣ ନ ଥିବା ଏବଂ ସ୍ବଳ୍ପ ଲକ୍ଷଣ ଥିବା ସଂକ୍ରମିତଙ୍କୁ ହୋମ୍‌ କ୍ୱାରାଣ୍ଟାଇନରେ…

ବାଲେଶ୍ୱରରେ ୫୦ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ସକାଳେ ଆଉ ୨୩ କରୋନା ପଜିଟଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରେ ସର୍ବାଧିକ ୧୫, ଗଞ୍ଜାମ ଓ ଯାଜପୁରରେ ୩ଜଣ, ପୁରୀ ଏବଂ ବୌଦ୍ଧରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…

CORONAVIRUS UPDATE: ରାଜ୍ୟରେ ଆଉ ୨୩ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ଆଉ ୨୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପହଞ୍ଚିଛି। ନୂଆ ଚିହ୍ନଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri