ସରକାରୀ ବସ୍ରେ ପଇସା ନେଇ ଦେଉନାହାନ୍ତି ଟିକେଟ: କି ଫେରେଉନାହାନ୍ତି ଖୁଚୁରା
ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କାଟିଙ୍ଗିଆ ପଞ୍ଚାୟତକୁ ଜିଲା ହେଡକ୍ୱାଟର ଫୁଲବାଣୀରୁ ସରକାରୀ ବସ୍ ଚଳାଚଳ କରୁଛି ତେବେ ଉକ୍ତ ଯାତ୍ରୀବାହୀ ବସ୍ରେ ଯାତାୟାତ କରୁଥିବା ଯାତ୍ରୀଙ୍କୁ ଦାୟିତ୍ୱରେ ଥିବା କଣ୍ଡକ୍ଟର ସବ୍ୟସାଚୀ ବେହେରା ଟିଜେଟ ଅର୍ଥ ଆଦାୟ…
ଦିଲ୍ଲୀ ଯାଉଛନ୍ତି ନବୀନ-ମନମୋହନ, ରାଜ୍ୟ ରାଜନୀତିରେ ବଡ଼ ହଲଚଲ!
ଭୁବନେଶ୍ୱର, ୭।୯: ଓଡ଼ିଶାର ରାଜନୈତିକ ମହଲରେ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। କାରଣ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକା ସାଥିରେ ଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ଗସ୍ତ ଉପରାଷ୍ଟ୍ରପତି ନିର୍ବାଚକୁ…
ୟୁରିଆ ସାର ସଙ୍କଟ ପଛରେ ବଡ଼ କେଳେଙ୍କାରୀ
ବରଗଡ଼,୭।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅଧିକ ଧାନ ଉପତ୍ାଦନ ପାଇଁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏହି ଜିଲାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ରହିଛି। କେତେବେଳେ ଧାନ ବିକ୍ରିବଟା ତ ଆଉକେବେ ଧାନବିକ୍ରି ପାଇଁ ପଞ୍ଜୀକରଣ ନୀତିକୁ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବିଭିନ୍ନ ଜିଲାରେ ହେବ…
ସମ୍ବଲପୁର,୭ା୯(ପ୍ରମୋଦ ବହିଦାର): ରାଜ୍ୟ ସରକାର ଜନସାଧାରଣଙ୍କ ଅଭିଯୋଗଗୁଡ଼ିକର ପ୍ରତ୍ୟକ୍ଷ ଶୁଣାଣି କରୁଛନ୍ତି। ଏହିକ୍ରମେ ସେମାନଙ୍କ ସୁବିଧା ଅସୁବିଧା ବୁଝିବା ପାଇଁ ଆବଶ୍ୟକ ହେଲେ ବିଭିନ୍ନ ଜିଲାରେ କ୍ୟାବିନେଟ୍ ବୈଠକ କରାଯିବ ବୋଲି ଶନିବାର ସମ୍ବଲପୁରରେ ରାଜ୍ୟସ୍ତରୀୟ ନୂଅଁାଖାଇ ଭେଟ୍ଘାଟ୍ ଅବସରରେ ମୁଖ୍ୟମନ୍ତ୍ରୀ…
ପୁଣି ଦିଲ୍ଲୀ ଯିବେ ନବୀନ, ଜଣାପଡିଲା ବଡ଼ ପ୍ଲାନ!
ଭୁବନେଶ୍ୱର,୭ା୯(ସୁନୀତ୍ ମିଶ୍ର): ଉପରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୯ରେ ଅନୁଷ୍ଠିତ ହେବାକୁ ଯାଉଛି। ଏହା ପୂର୍ବରୁ ରବିବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ନବୀନଙ୍କ ଏହି ଗସ୍ତ ନେଇ ଚର୍ଚ୍ଚା…
ଓଡ଼ିଶାର କଂସା ଶିଳ୍ପ ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ କରୁଛି: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୭ା୯(ସୌମ୍ୟରଞ୍ଜନ ରାଉତ): ଏମ୍ଜିଏମ୍ ଫାଉଣ୍ଡେଶନ ଓ ଭୁବନେଶ୍ୱର ଏକ୍ସପେରିମେଣ୍ଟାଲ ଆର୍ଟ ଆଣ୍ଡ୍ ଡିଜାଇନ ଷ୍ଟୁଡିଓ ପକ୍ଷରୁ ଓଡ଼ିଶାର କଂସା ଶିଳ୍ପ ଐତିହ୍ୟ ଉପରେ ରଚିତ ପୁସ୍ତକ ‘କଂସା: ପରମ୍ପରା ଗଠନ, ଭବିଷ୍ୟତ ରୂପରେଖ’ର ଲୋକାର୍ପଣ ଉତ୍ସବ ଶନିବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ…
ଆଜି ଚନ୍ଦ୍ର ଗ୍ରହଣ: ଏହି ସମୟରୁ ପାକ ନିଷେଧ
ପୁରୀ,୭ା୯(ଅଜିତ୍ କୁମାର ମହାନ୍ତି): ୨୦୨୫ର ଦ୍ୱିତୀୟ ତଥା ଅନ୍ତିମ ଚନ୍ଦ୍ର ଗ୍ରହଣ ରବିବାର ହେବାକୁ ଯାଉଛି। ଆଜି ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ଶ୍ରୀମନ୍ଦିରରେ ସଅଳ ନୀତିକାନ୍ତି ହେବ। ମଧ୍ୟାହ୍ନ ୧୨ଟା ୫୭ମିନିଟ ୨୨ ସେକେଣ୍ଡ ପରେ ପାକ ତ୍ୟାଗ ଓ ଦେବ ନୀତି…
ଆଜି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ: କ’ଣ କରିବେ, କ’ଣ କରିବେନି?
ନୂଆଦିଲ୍ଲୀ/ ଭୁବନେଶ୍ୱର, (ସୁଚିସ୍ମିତା ସାହୁ) ୭ା୯: ୨୦୨୫ର ଦ୍ୱିତୀୟ ତଥା ଅନ୍ତିମ ଚନ୍ଦ୍ର ଗ୍ରହଣ ରବିବାର ହେବାକୁ ଯାଉଛି। ଏହି ଚନ୍ଦ୍ର ଗ୍ରହଣ ଭାରତରେ ଦୃଶ୍ୟମାନ ହେବ। ଏହା ଏକ ବିରଳ ମୁହୂର୍ତ୍ତ, ଯେଉଁଥିରେ ଚନ୍ଦ୍ର ପୃଥିବୀର ଛାଇ ଦେଇ ଗତି…
ବଡ଼ ଘୋଷଣା: ଓଡ଼ିଶାରେ ଏହିଦିନଠୁ ଲାଗୁ ହେବ ଏସ୍ଆଇଆର୍!
ନୂଆଦିଲ୍ଲୀ,୭ା୯: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍)କୁ ନେଇ ବିବାଦ ଲାଗିରହିଥିବାବେଳେ ଭାରତର ନିର୍ବାଚନ କମିଶନ (ଇସିଆଇ) ୨୦୨୬ ଜାନୁଆରୀ ୧ରୁ ସାରା ଦେଶରେ ଏସ୍ଆଇଆର୍ ଆରମ୍ଭ କରିପାରନ୍ତି। ଏହାର ପ୍ରଥମ ପଦକ୍ଷେପ ସ୍ବରୂପ…
୨୭ରେ ସ୍ବତନ୍ତ୍ର ଓଟିଇଟି: ୧୭ରୁ ମିଳିବ ଆଡ୍ମିଟ୍ କାର୍ଡ
କଟକ,୬।୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ସ୍ବତନ୍ତ୍ର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି) ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ ବୋର୍ଡ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ଦିନ ଦୁଇଟି ସିଟିଂରେ…
୩୦ରେ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା
ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ)- ସେପ୍ଟେମ୍ବର ୩୦ରେ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତରଯାତ୍ରା ଅନୁଷ୍ଠିତ ହେବ। ଏହି ଉତ୍ସବ ପାଳନ ପାଇଁ ଶନିବାର ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…
ଗଣେଶ ଭସାଣି ହେଲା କାଳ: ନାଚିଲା ବେଳେ ଟଳିପଡ଼ିଲେ ଯୁବକ
ରାୟଗଡ଼ା,(ଆଶିଷ ରଞ୍ଜନ ପଣ୍ଡା): ଗଣେଶ ଭସାଣି ବେଳେ ଏକ ଅଘଟଣ ସାମ୍ନାକୁ ଆସିଛି। ଡିଜେ ତାଳେ ତାଳେ ନାଚୁଥିବା ବେଳେ ଜଣେ ଯୁବକ ଟଳିପଡ଼ିଥିବା ଅଞ୍ଚଳରେ ଚର୍ଚ୍ଚା ହେଉଛି। ଯୁବକ ଜଣକ ହେଲେ ରାୟଗଡ଼ା ସହର ରାମକୃଷ୍ଣ ନଗରର ବାସିନ୍ଦା ଚନ୍ଦ୍ର…
Archives


