ରାଜ୍ୟ

ସବୁ ଜିଲାପାଳମାନଙ୍କୁ ଆଲର୍ଟ କଲେ ସ୍ବତନ୍ତ୍ର ରିଲିଫ କମିଶନର

ଭୁବନେଶ୍ୱର,୧୯।୮(ବ୍ୟୁରୋ)-ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ବୁଧବାର ୧୦ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଏ ନେଇ ପଦକ୍ଷେପ ନେବାକୁ ସମସ୍ତ ଜିଲାପାଳମାନଙ୍କୁ ଆଲର୍ଟ କରାଯାଇଛି। ଆକସ୍ମିକ ବନ୍ୟା, ପାଣି ଜମିବା, ଭୂସ୍ଖଳନ ନେଇ ଆଲର୍ଟ କଲେ ସ୍ବତନ୍ତ୍ର ରିଲିଫ କମିଶନର…

ଜାଣନ୍ତୁ ଭବିଷ୍ୟତ ଲକ୍ଷ୍ୟ ସମ୍ପର୍କରେ କ’ଣ କୁହନ୍ତି କେନ୍ଦୁଝର ଜିଲା ଟପ୍ପର

କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି। ତେବେ ସ୍ଥାନୀୟ କେନ୍ଦୁଝର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ର ବିଷ୍ଣୁ ପରିଡା ରାଜ୍ୟରେ ୧୩ ତମ ସ୍ଥାନ ଗ୍ରହଣ କରିଥିବା…

ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ: ଜାଣନ୍ତୁ କିଏ ହେଲେ ବାଲେଶ୍ୱର ଜିଲାର ଟପ୍ପର

ବାଲେଶ୍ୱର ଅଫିସ,୧୯।୮: ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ବାଲେଶ୍ୱର ଜିଲାର ୬୫.୯୪ ପ୍ରତିଶତ ପାସହାର ରହିଛି। ତେବେ ସୋର ମହାବିଦ୍ୟାଳୟର ଛାତ୍ର ଆଶୁତୋଷ ମହାନ୍ତି ଜିଲାରେ ସର୍ବାଧିକ ୫୪୨ ନଂ. ରଖି ଟପ୍ପର ହୋଇଛନ୍ତି। ଚଳିତ ବର୍ଷ…

ଆଜି ଆଉ ୧୦ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୭୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଗଞ୍ଜାମରୁ ସର୍ବାଧିକ ୪ କରୋନା…

ପାସ୍‌ ହାର: ନୟାଗଡ଼ ଆଗରେ, ଦେବଗଡ଼ ପଛରେ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ବୁଧବାର ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇଥିବା ବେଳେ ପାସ୍‌ ହାର ରହିଛି ୭୪.୯୫ ପ୍ରତିଶତ। ପାସ୍‌ ହାରରେ ନୟାଗଡ଼ ସବୁଠାରୁ ଆଗରେ ଥିବାବେଳେ ଦେବଗଡ଼ ସବୁଠୁ ପଛରେ ରହିଛି। ତେବେ ଚଳିତ ବର୍ଷ ପୁଅମାନେ ଭଲ…

CORONAVIRUS UPDATE: ରାଜ୍ୟରେ ଦିନକରେ ୨୫ଶହ ପାର କଲା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୨୯ ଜିଲାରୁ ଆଉ ୨୫୮୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୨୫୮୯ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୧୫୭୪ ଚିହ୍ନଟ…

ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ: ପାସ୍‌ ହାର ୭୪.୯୫ ପ୍ରତିଶତ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ୍‌ ହାର ୭୪.୯୫ ପ୍ରତିଶତ ରହିଛି। କରୋନା କଟକଣା ପାଇଁ ଗତବର୍ଷ ଅପେକ୍ଷା ଏଥର ୩ ମାସ ବିଳମ୍ବରେ…

ଲଘୁଚାପ: ୮ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ବର୍ଷାଜାରି ରହିଛି । ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଲଘୁଚାପ ବର୍ଷା ଲାଗିରହିବ। ତେବେ ୮ଟି ଜିଲାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।…

ଆର୍‌ଟିଓ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ପରିବହନ ବିଭାଗର କେତେକ ଅଧିକାରୀଙ୍କୁ ପଦୋନ୍ନତି ଦିଆଯିବା ସହ କେତେକ ଆର୍‌ଟିଓଙ୍କୁ ବଦଳି କରାଯାଇଛି। ଏ ନେଇ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଯୁଗ୍ମ ସଚିବ ପରିବହନ (ବୈଷୟିକ) ମନୋରଞ୍ଜନ ଲୋଧାଙ୍କୁ ଅତିରିକ୍ତ କମିଶନର…

ଅଧିକ ୟୁରିଆ ଆବଶ୍ୟକ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ଚଳିତ ଖରିଫ ଚାଷ ଲାଗି ରାଜ୍ୟକୁ ଅଧିକ ୟୁରିଆ ସାରର ଆବଶ୍ୟକତା ରହିଛି। ତେଣୁ ଅଧିକ ୟୁରିଆ ସାର ଯୋଗାଇବାକୁ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ କେନ୍ଦ୍ର ସରକାରଙ୍କ ରସାୟନ…

ପୂଜା ଅନୁମତି ପାଇଁ ଜନସ୍ବାର୍ଥ ମାମଲା

କଟକ ଅଫିସ,୧୯ା୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-କଟକ କମିଶନରେଟ୍‌ ପୋଲିସ ଦ୍ୱୈତନଗରୀରେ ଗଣେଶ ପୂଜା ଉପରେ କଟକଣା ଲଗାଇଛି। ପୋଲିସର ଏହି ପଦକ୍ଷେପକୁ ଚ୍ୟାଲେଞ୍ଜ କରି ମଙ୍ଗଳବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। କଟକ ନଗର ବୁଢ଼ା…

ବ୍ରାଉନସୁଗାର ର଼୍ୟାକେଟ୍‌ରେ ଏମ୍‌ବିଏ ଛାତ୍ର

ଭୁବନେଶ୍ୱର, (ବ୍ୟୁରୋ)/ ବାଲେଶ୍ୱର ଅଫିସ, ୧୯।୮: ବ୍ରାଉନସୁଗାର କାରବାର କରୁଥିବା ଜଣେ ଏମ୍‌ବିଏ ଛାତ୍ରଙ୍କୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଟିମ୍‌ ସୋମବାର ରାତିରେ ବାଲେଶ୍ୱର ବସ୍‌ଷ୍ଟାଣ୍ଡରୁ ଗିରଫ କରିଛି। ତାଙ୍କ ନିକଟରୁ ୧ କେଜି ୩୨୦ ଗ୍ରାମର ବ୍ରାଉନସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?