ରାଜ୍ୟ

ମଙ୍ଗଳବାରଠାରୁ ୧୪ ଜିଲା ଲକ୍‌ଡାଉନ୍‌

ଭୁବନେଶ୍ୱର,୨୩।୩(ବ୍ୟୁରୋ): ୧୪ ଜିଲାକୁ ସଂପ୍ରସାରଣ ହେଲା ଲକ୍‌ଡାଉନ୍‌। ରାଜ୍ୟ ସରକାର ପୂର୍ବରୁ ୫ ଜିଲାକୁ ଲକ୍‌ଡାଉନ୍‌ କରିଥିବା ବେଳେ ସୋମବାର ଆଉ ୯ଟି ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ଜିଲାଗୁଡ଼ିକ ହେଲା ପୁରୀ, ନୟାଗଡ଼, ଜଗତ୍‌ସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର,…

କରୋନା ସଚେତନତା: ପାନୀୟ ଜଳ ଯୋଗାଣ, ସଫେଇ କର୍ମଚାରୀଙ୍କୁ ୬ ମାସ ଆନ୍ଦୋଳନ ମନା

ଭୁବନେଶ୍ୱର, ୨୩।୩(ବ୍ୟୁରୋ): କରୋନା (କୋଭିଡ-୧୯)ର ଭୟାବହତା ସମଗ୍ର ବିଶ୍ୱକୁ ଥରହର କରିଛି। ରାଜ୍ୟ ସରକାର ଏହି ମହାମାରୀକୁ ପ୍ରତିହତ କରିବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି। ୫ ଜିଲା ଓ ୮ସହରକୁ ମାର୍ଚ୍ଚ ୨୨ରୁ ୨୯ ତାରିଖ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌…

ରାସ୍ତାକଡ଼ରୁ ନବଜାତ ଶିଶୁକନ୍ୟା ମୃତଦେହ ଉଦ୍ଧାର

ପୁରୁଷୋତ୍ତମପୁର,୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର-ହୁମ୍ମା ପୂର୍ତ୍ତ ବିଭାଗ ମୁଖ୍ୟ ରାସ୍ତାର ଆଛୁଲି କୁମାରୀ ମଧ୍ୟରେ ଥିବା ବୁଦା ନିକଟରୁ ସୋମବାର ଏକ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଛି। ରାସ୍ତାରେ ଯାଉଥିବା ଲୋକେ ଏହା ଦେଖି ପୁରୁଷୋତ୍ତମପୁର ପୋଲିସକୁ ଖବର ଦେଇଥିଲେ।…

ଟ୍ରକ୍‌କୁ ପଛରୁ ଧକ୍କା ଦେଲା ଜାଇଲୋ: ୪ ମୃତ, ୫ ଗୁରୁତର

ବାଲେଶ୍ୱର ଅଫିସ, ୨୩।୩: ପଶ୍ଚିମବଙ୍ଗ ଦାନ୍ତୁନ୍‌ ଥାନା ଅନ୍ତର୍ଗତ ନେକୁରସୁନି ଏନ୍‌ଏଚ୍‌ ୬୦ରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଗୁରୁତର ହୋଇଛନ୍ତି । ପ୍ରକାଶ ଯେ, ଏକ ଜାଇଲୋ ଯୋଗେ ୯ଜଣ…

ଲକ୍‌ଡାଉନ୍‌ ସମୟରେ ୬ଟି ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର(ସାହାରା ଟାଇମ୍ସ): କରୋନା ଭୂତାଣୁ ସଂକ୍ରମଣ ରୋକିବା ନେଇ ସରକାର ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ‘ମୋ ବସ୍‌’ ସେବା ଜାରି ରହିବ ବୋଲି କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌)…

ଲକ୍‌ଡାଉନ୍‌ର ଦ୍ୱିିତୀୟ ଦିନ: ବିଭିନ୍ନ ଛକରେ ଲୋକଙ୍କ ଭିଡ଼, ଜଗିଛି ପୋଲିସ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ୍‌ର ସୋମବାର ହେଉଛି ଦ୍ୱିିତୀୟ ଦିନ। ଲକ୍‌ଡାଉନ୍‌କୁ କଡ଼ାକଡ଼ି ଭାବେ ପାଳନ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ସୋମବାର ଟ୍ବିନ୍‌ ସିଟି ସମେତ ବିଭିନ୍ନ ଜିଲାର ଛକମାନଙ୍କରେ ପୋଲିସ ଜଗି ରହିଛି। ତେବେ ଭୁବନେଶ୍ୱରସ୍ଥିତ…

ହାଇକୋର୍ଟଙ୍କ ସର୍କୁଲାର: ଲକ୍‌ଡାଉନ୍‌ ଅଞ୍ଚଳରେ ପ୍ରତ୍ୟେକ ଦିନ ୧ ଘଣ୍ଟା ଖୋଲା ରହିବ ନିମ୍ନ କୋର୍ଟ

କଟକ ଅଫିସ,୨୩।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ୫ ଜିଲା ଏବଂ ୮ ପୌରାଞ୍ଚଳରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟଙ୍କ ପକ୍ଷରୁ ଅଧୀନସ୍ଥ କୋର୍ଟଗୁଡିକ ପାଇଁ ସୋମବାର ନୂତନ ନିର୍ଦ୍ଦେଶନାମା ଜାରି କରାଯାଇଛି।…

ଲୋକସେବା ଭବନରେ କରୋନା କଟକଣା: କମିଲା କର୍ମଚାରୀଙ୍କ ସଂଖ୍ୟା

ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଥିବା ବେଳେ ଭାରତରେ ମଧ୍ୟ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି ଘାତକ ଭୂତାଣୁର ଦମନ ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରିନାହିଁ। ତେଣୁ ସଚେତନତା ଏବଂ ସତର୍କତା ହିଁ…

କରୋନା ପାଇଁ ହାଇକୋର୍ଟଙ୍କ କଟକଣା: ୩୧ ପର୍ଯ୍ୟନ୍ତ କୌଣସି ମାମଲା ତାଲିକାଭୁକ୍ତ ହେବ ନାହିଁ, କୋର୍ଟରେ ନିୟୋଜିତ ରହିବେ ଡାକ୍ତର

କଟକ ଅଫିସ, ୨୩।୩: କରୋନା ମୁକାବିଲା ନେଇ ହାଇକୋର୍ଟରେ ବିଚାର ସମ୍ପର୍କିତ ନିର୍ଦ୍ଦେଶନାମା ଜାରି କରାଯାଇଛି। ୨୩ ତାରିଖ ପାଇଁ ତାଲିକାଭୁକ୍ତ ମାମଲାର ଶୁଣାଣି ସ୍ଥଗିତ ରହିବ। ଆସନ୍ତ ୩୧ ତାରିଖ ପର୍ଯ୍ୟନ୍ତ ଆଉ କୌଣସି ମାମଲା ତାଲିକାଭୁକ୍ତ ହେବ ନାହିଁ।…

ଗଞ୍ଜାମ ଫେରିଲେ ୩୯୫୦ ଦାଦନ: ସ୍କ୍ରିନିଂ ପରେ ପଞ୍ଜୀକରଣ, ସ୍ବତନ୍ତ୍ର ବସ୍‌ରେ ଘରକୁ ପଠାଇଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୨୩।୩: ବିଶ୍ୱବ୍ୟାପୀ ଆତଙ୍କ ସୃଷ୍ଟି କରିଥିବା ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଏବେ ଭାରତରେ ବଢ଼ିବାରେ ଲାଗିଛି। ଏହି ଭାଇରସ୍‌କୁ ନେଇ ସମସ୍ତେ ଏବେ ଭୟଭୀତ ହୋଇ ପଡ଼ିଛନ୍ତି। ଫଳରେ ସମସ୍ତ ରୁଟ୍‌ରେ ଟ୍ରେନ ଚଳାଚଳ ସୋମବାରଠାରୁ ବନ୍ଦ ପାଇଁ…

ହୋମ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

କଟକ ଅଫିସ, ୨୩।୩: ବିଦେଶରୁ ଫେରିବା ପରେ ଯେଉଁମାନେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି, ସେମାନେ ନିର୍ଦ୍ଦେଶନାମାକୁ ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ ନେଇ ସୋମବାର ଚେତାବନୀ ଦେଇଛି କଟକ ମହାନଗର ନିଗମ(ସିଏମ୍‌ସି)। ସମସ୍ତ ବିଦେଶ ଫେରନ୍ତାଙ୍କ ଗତିବିଧି…

କରୋନା କଟକଣା: ୫ ଜିଲା ସହ ୮ ସହରରେ ଲକ୍‌ଡାଉନ୍‌

ଭୁବନେଶ୍ୱର,୨୩।୩(ବ୍ୟୁରୋ): ମହାମାରୀ କରୋନାକୁ ନେଇ ସାରା ବିଶ୍ୱ ଆତଙ୍କିତ। ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଥିବାବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି ଘାତକ ଭୂତାଣୁ ଦମନ ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରି ନ ଥିବା ବେଳେ ସତର୍କତା ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri