ରାଜ୍ୟ

ଡବେରୀ ଅଙ୍ଗନାୱାଡି କେନ୍ଦ୍ରରେ ଅବ୍ୟବସ୍ଥା: ୧୧ଟା ପର୍ଯ୍ୟନ୍ତ ବାହାରେ ଠିଆ ହେଲେ ଶିଶୁ

ଦାରିଙ୍ଗବାଡ଼ି,୧।୧(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଡବେରୀଠାରେ ଥିବା ଅଙ୍ଗନାୱାଡ଼ି କେନ୍ଦ୍ରରେ ବହୁ ଅବ୍ୟବସ୍ଥା ଦେଖାଦେଇଛି। ମଙ୍ଗଳବାର ଶିଶୁମାନେ ସକାଳ ୯ଟାରୁ ଆସି କେନ୍ଦ୍ର ସମ୍ମୁଖରେ ବହୁ ସମୟ ଧରି ଅପେକ୍ଷା କରିଥିଲେ ମଧ୍ୟ ଚାବି ନ ଥିବାରୁ କେନ୍ଦ୍ର ଖୋଲି ନ...

ନୂଆବର୍ଷକୁ ସ୍ବାଗତ ଲାଗି ପର୍ଯ୍ୟଟନସ୍ଥଳୀ ଉତ୍ସବମୁଖର

ଭୋଗରାଇ, ୧।୧(ଡି.ଏନ.ଏ.)-ରାତି ପାହିଲେ ଆସିବ ନୂଆବର୍ଷ ୨୦୨୦। ୨୦୧୯ବର୍ଷର ଶେଷଦିନକୁ ସ୍ମରଣୀୟ କରିବା ପାଇଁ ସବୁଆଡେ ପରିବେଶ ଉତ୍ସବମୁଖର ହୋଇପଡିଛି। ବାଲେଶ୍ୱର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକମାନଙ୍କ ଭିଡ ପରିଲକ୍ଷିତ ହୋଇଛି। ମଙ୍ଗଳବାରଠାରୁ ଭୋଗରାଇର ଉଦୟପୁର, ତାଳସାରୀ, ବିଚିତ୍ରପୁର ଇକୋଟୁରିଜିମ୍‌...

ଟେକ୍ନୋଲୋଜି,ମହିଳା ଫ୍ରେଣ୍ଡ୍‌ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ: ଡିଜିପି

କଟକ ଅଫିସ, ୩୧।୧୨: ୨୦୨୦ରେ ଓଡ଼ିିଶା ପୋଲିସ ଲୋକଙ୍କ ସହ ବନ୍ଧୁତ୍ୱ ସହକାରେ ନିଜ କାର୍ଯ୍ୟ କରିବ। ବିଶେଷକରି ନୂତନ ବର୍ଷରେ ପୋଲିସ ପକ୍ଷରୁ ଟେକ୍ନୋଲୋଜି ଓ ମହିଳା ଫ୍ରେଣ୍ଡ୍‌ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ଡିଜିପି ଅଭୟ...

ମାଟିତଳୁ ମିଳିଲା ନିଖୋଜ ଯୁବକଙ୍କ କଙ୍କାଳ, ହତ୍ୟା ପରେ ପୋତି ଦିଆଯାଇଥିବା ସନ୍ଦେହ

ଦଶମନ୍ତପୁର,୩୧ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଚିକାମ୍ବ ପଞ୍ଚାୟତ ଅଞ୍ଚଳରୁ ମାଟିତଳୁ ଜଣେ ନିଖୋଜ ଯୁବକଙ୍କ ଅସ୍ଥି କଙ୍କାଳ ମିଳିଛି। ପଞ୍ଚାୟତର ବୋନାସିଲ ଓ ଧର୍ମଗୁଡ଼ା ଗ୍ରାମର ଟିଟିଝୋଲା ନିକଟରୁ ଏହି କଙ୍କାଳ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା ପରେ...

ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଉଚ୍ଛେଦ ସରିଲା: ବଦଳୁଛି ମନ୍ଦିର ପାରିପାର୍ଶ୍ୱିକ ପରିବେଶ, ଜୋର୍‌ସୋର୍‌ରେ ଚାଲିଛି ସୌନ୍ଦର୍ଯ୍ୟକରଣ କାର୍ଯ୍ୟ

ଭୁବନେଶ୍ୱର, ୩୧ା୧୨ (ବ୍ୟୁରୋ)- ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଉଚ୍ଛେଦ ପ୍ରାୟତଃ ସରି ଆସିଛି। ଏପଟେ ଆରମ୍ଭ ହୋଇଯାଇଛି ସୌନ୍ଦର୍ଯ୍ୟକରଣ କାର୍ଯ୍ୟ। ପୁରୁଣା ମାର୍କେଟ କମ୍ପ୍ଲେକ୍ସ ସ୍ଥାନ ଓ ଭଜନ ମଣ୍ଡପ ସ୍ଥାନକୁ ଏକାକାର କରାଯିବାପରେ ମନ୍ଦିର ସମ୍ମୁଖ ସୌନ୍ଦର୍ଯ୍ୟକରଣକୁ ଆହୁରି...

ବିଜେଡି ପ୍ରତିଷ୍ଠା ଦିବସରେ ବିନା ହେଲ୍‌ମେଟରେ ବାଇକ୍‌ ରାଲି: ୨୫ ଜଣଙ୍କ ନାମରେ ଚାଲାଣ କାଟିଲା ପୋଲିସ

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ)- ବିଜେଡି ପ୍ରତିଷ୍ଠା ଦିବସରେ ବିନା ହେଲ୍‌ମେଟରେ ବାଇକ ରାଲି ମହଙ୍ଗା ପଡ଼ିଛି। କମିଶନରେଟ ପୋଲିସ ସିସି ଟିଭି ଫୁଟେଜକୁ ଯାଞ୍ଚ କରି ପ୍ରାଥମିକ ପର୍ଯ୍ୟାୟରେ ୨୫ଜଣ ବାଇକ ଚାଳକଙ୍କ ଉପରେ ଜରିମାନା କରିିଛି। ୧ହଜାର ଟଙ୍କା ହିସାବରେ...

ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି: ଭିତ୍ତିଭୂମି ବିକାଶ ଲାଗି ୫୦ କୋଟି ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର ଅଫିସ, ୩୧।୧୨: ବଲାଙ୍ଗୀର ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କଲେଜର ଭିତ୍ତିଭୂମି ବିକାଶ ଓ ବିଜ୍ଞାନ ଶିକ୍ଷାର ଉନ୍ନତି ଲାଗି ୫୦ କୋଟି ଟଙ୍କାର...

ନୂଆବର୍ଷ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥର ନୂଆବର୍ଷ ପାଳିବେନି। ଭିଣୋଇ ସୋନି ମେହେଟ୍ଟାଙ୍କ ପରଲୋକରେ ବ୍ୟକ୍ତିଗତ ଶୋକ ପାଳନ କରୁଥିବାରୁ ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଛନ୍ତି। ନୂଆବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ନବୀନ ନିବାସ ନ ଆସିବାକୁ ଦଳୀୟ କର୍ମୀ...

ପ୍ରସିଦ୍ଧ ଶୁଲିଆ ଯାତ୍ରା ଆରମ୍ଭ: ପଶୁବଳିରେ ରକ୍ତରଞ୍ଜିତ ହେଲା ପୀଠ

ବଲାଙ୍ଗୀର ଅଫିସ, ୩୧।୧୨: ବଲାଙ୍ଗୀର ଜିଲାର ଦେଓଗାଁ ବ୍ଲକ ଖଇରଗୁରା ଓ କୁମୁରିଆରେ ମଙ୍ଗଳବାର କନ୍ଧ ସମେତ ବିଭିନ୍ନ ଆଦିବାସୀ ସମ୍ପ୍ରଦାୟର ପ୍ରସିଦ୍ଧ ଶୁଲିଆ ଯାତ୍ରା ଅନୁଷ୍ଠିତ ହୋଇଛି। ଚଳିତବର୍ଷ ଶୁଲିଆ ଯାତ୍ରା ୩ ଦିନ ଧରି ଅନୁଷ୍ଠିତ ହେବ।...

ଶୋଭାରାମପୁର ବ୍ରିଜ୍‌ ଗାର୍ଡ଼ର ଭାଙ୍ଗିବା ଘଟଣା: ସୋମବାର ଚାଲିଲା ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ବାଲେଶ୍ୱର ଶୋଭାରାମପୁରଠାରେ ରେଳ ଟ୍ରାକ୍‌ ଉପରେ ବ୍ରିଜ୍‌ ଗାର୍ଡ଼ର ଭାଙ୍ଗିବାରୁ ରବିବାର ହାଓଡ଼ା-ଚେନ୍ନାଇ ମୁଖ୍ୟ ଲାଇନ୍‌ରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଅଧିକାଂଶ ଟ୍ରେନ୍‌ ବାତିଲ୍‌ ଓ ବିଳମ୍ବ ହେତୁ ବିଭିନ୍ନ ଷ୍ଟେଶନରେ ଯାତ୍ରୀ ଭିଡ଼ ଜମିଥିଲା।...

ଘରୋଇ ସଂସ୍ଥାକୁ ସେସୁ ପରିଚାଳନା ଦାୟିତ୍ୱକୁ ବିରୋଧ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ରାଜ୍ୟ ସରକାର ବିଦ୍ୟୁତ୍‌ ବିତରଣ ପରିଚାଳନା ସଂସ୍ଥା ସେସୁକୁ ଏକ ଘରୋଇ କମ୍ପାନୀକୁ ବିକ୍ରି କରିବାକୁ ସିପିଆଇଏମ ଘୋର୍‌ ବିରୋଧ କରିଛି। ଏନେଇ ଦଳ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଦିଆଯାଇଛି। ସିପିଆଇଏମର ବରିଷ୍ଠ...

ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀ ଅଫିସ, ୩୧।୧୨: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧ଟାରେ କେନ୍ଦ୍ରମନ୍ତ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଦଳୀୟ କର୍ମକର୍ତ୍ତା ଏବଂ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିଥିଲେ। ପରେ ମନ୍ତ୍ରୀ ଶ୍ରୀମନ୍ଦିରକୁ ଯାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri