ରାଜ୍ୟ

୧୪ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପି ର଼୍ୟାଙ୍କ୍‌କୁ ପଦୋନ୍ନତି

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ରାଜ୍ୟ ସରକାର ୧୪ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପି ର଼୍ୟାଙ୍କ୍‌କୁ ପଦୋନ୍ନତି ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ପୋଲିସ ମୁଖ୍ୟାଳୟରେ ଥିବା ଡିଏସ୍‌ପି ପ୍ରଦୀପ କୁମାର ଜାଲିଙ୍କୁ ଭୁବନେଶ୍ୱର ବାଣିଜ୍ୟ ଓ ପରିବହନ ବିଭାଗକୁ ନିଯୁକ୍ତ ଦିଆଯିବା ସହ ରୋଡ୍‌...

ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏ.ଭି. ସ୍ବାମୀଙ୍କ ପରଲୋକ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏ.ଭି. ସ୍ବାମୀଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୯୧ ବର୍ଷ ବୟସ ହୋଇଥିଲା। ଖରିଆର ରୋଡ୍‌ସ୍ଥିତ ବାସଭବନରେ ପରଲୋକ ହୋଇଥିବା ନେଇ ତାଙ୍କ ପୁଅ ସୁରେଶ ଆଚାରୀ ସୂଚନା ଦେଇଛନ୍ତି। ୪...

ପୁଣି ଘୁଞ୍ଚିଲା ବିମାନବନ୍ଦର ରନ୍‌ଓ୍ବେ ରିକାର୍ପେଟିଙ୍ଗ: ଫେବୃୟାରୀରେ ଆରମ୍ଭ ହେବ କାମ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ହେବାକୁ ଥିବା ରନ୍‌ଓ୍ବେ ରିକାର୍ପେଟିଙ୍ଗ କାର୍ଯ୍ୟ ଆହୁରି ଦୁଇ ମାସ ଘୁଞ୍ଚତ୍ଲା। ପୂର୍ବରୁ ନଭେମ୍ବର ୧ରୁ ଘୁଞ୍ଚତ୍ ୧ ଡିସେମ୍ବରରେ ହେବାକୁ ଥିଲା। ଏବେ ଏହି ରିକାର୍ପେଟିଙ୍ଗ୍‌ କାର୍ଯ୍ୟ...

ସିଏଜି ରିପୋର୍ଟ ଦର୍ଶାଇଲା ଅନିୟମିତତା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ୨୦୧୪ରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର କ୍ଷମତାକୁ ଆସିବା ପରଠାରୁ ଅନେକ ଯୋଜନା ଆରମ୍ଭ କରିଛନ୍ତି। ଯୋଜନାର ସଫଳତା ନେଇ ମଧ୍ୟ ପ୍ରଚାର ଜୋରସୋର କରୁଛନ୍ତି। କରଦାତାଙ୍କ ଅର୍ଥକୁ ବ୍ୟବହାର କରି କେନ୍ଦ୍ର ଯୋଜନାର ପ୍ରଚାର ପାଇଁ ବ୍ୟାପକ...

ଶ୍ରୀକ୍ଷେତ୍ର ବିକାଶର ମାଷ୍ଟର ପ୍ଲାନ: ରାଜ୍ୟବାସୀଙ୍କୁ ଉତ୍ସର୍ଗ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ମହାପ୍ରଭୁ ଶ୍ରୀ ଜଗନ୍ନାଥ ମନ୍ଦିରକୁ ବିଶ୍ୱ ଐତିହ୍ୟରେ ପରିଣତ କରିବାକୁ ରାଜ୍ୟ ସରକାର ଆଉ ଦୁଇ ପାଦ ଆଗକୁ ବଢିଛନ୍ତି। ଶ୍ରୀ ଜଗନ୍ନାଥ ଐତିହ୍ୟ କରିଡର ଚିଠା (ଡ୍ରାଫ୍ଟ) ସ୍ଥାପତ୍ୟ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟବାସୀଙ୍କୁ...

ସହର ପ୍ରଦୂଷଣ: କଠୋର ହେଲେ ଏନ୍‌ଜିଟି

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଦେଶର ବଡ଼ ବଡ଼ ସହରରେ ମାତ୍ରାଧିକ ପ୍ରଦୂଷଣ ଚିନ୍ତା ବଢ଼ାଇଲାଣି। ବାୟୁ, ଜଳ, ମାଟି ଭୟଙ୍କର ଭାବେ ପ୍ରଦୂଷିତ ହେବାରେ ଲାଗିଛି। ଯାନବାହନ ବୃଦ୍ଧି ସାଙ୍ଗକୁ ସବୁଜ ବଳୟ ନଷ୍ଟ ଯୋଗୁ ପରିବେଶ ବିଗିଡିବାରେ ଲାଗିଛି। ନିକଟରେ ଦିଲ୍ଲୀରେ...

ପୁରୀ ଉନ୍ନତୀକରଣ ପଛର କାହାଣୀ କହିଲେ ପାଣ୍ଡିଆନ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ପୁରୀ ଜଗନ୍ନାଥ ମନ୍ଦିରର ସୌନ୍ଦର୍ଯ୍ୟକରଣ ଲାଗି ରାଜ୍ୟ ସରକାର ବଡ ପଦକ୍ଷେପ ଗ୍ରହଣ କରିଛନ୍ତି। ମନ୍ଦିର ଚତୁର୍ପାର୍ଶ୍ୱରୁ ୭୫ ମିଟର ପର୍ଯ୍ୟନ୍ତ ଘର ଏବଂ ଦୋକାନ ଉଚ୍ଛେଦ କରାଯାଉଛି। ତେବେ ହଠାତ୍‌ କାହିଁକି ପୁରୀ ପାଇଁ ଏତେ ବଡ...

ମୁଖ୍ୟମନ୍ତ୍ରୀଙ୍କ ଭିଣୋଇ ସୋନି ମେହେଟ୍ଟାଙ୍କ ପରଲୋକ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଣୋଇ ତଥା ଲେଖିକା ଗୀତା ମେହେଟ୍ଟାଙ୍କ ସ୍ବାମୀ ସୋନି ମେହେଟ୍ଟାଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୭୬ ବର୍ଷ ହୋଇଥିଲା। ଏନେଇ ଟୁଇଟରରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଭିଣୋଇଙ୍କ ମୃତ୍ୟୁରେ ସେ ଗଭୀର...

ଶ୍ରୀମନ୍ଦିରରେ ନୂଆବର୍ଷ ପ୍ରସ୍ତୁତି: ଆଜି ରାତି ସାଢେ ୧୦ ସୁଦ୍ଧା ପହୁଡ଼, ୧ଟାରେ ଦ୍ୱାରଫିଟା

ପୁରୀ ଅଫିସ,୩୧ା୧୨: ଆସୁଛି ନୂଆବର୍ଷ । ପୁରୁଣା ବର୍ଷକୁ ବିଦାୟ ଏବଂ ନୂଆବର୍ଷକୁ ସ୍ବାଗତ କରିବା ଲାଗି ପ୍ରସ୍ତୁତ ହୋଇଯାଇଛି ପୁରୀ ସହର। ଏଥିପାଇଁ ହୋଟେଲ, ଲଜ୍‌, ରେସ୍ତୋରାଁ, ହଲିଡେ ହୋମ୍‌ଗୁଡିକରେ ଭକ୍ତ ଓ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ଜିରୋ...

ରତ୍ନଭଣ୍ଡାର ଖୋଲିବାକୁ ଦାବି କଲା ଯୁବ କଂଗ୍ରେସ

ପୁରୀ ଅଫିସ,୩୧ା୧୨: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବାକୁ ଦାବି କରିଛି ପୁରୀ ଲୋକସଭା ଯୁବ କଂଗ୍ରେସ। ଏ ସଂକ୍ରାନ୍ତରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଛି । ଏଥିରେ ଦର୍ଶାଯାଇଛି ଯେ, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ...

ନୂଆ ବର୍ଷ ଲାଗି ଟ୍ରାଫିକ ବ୍ୟବସ୍ଥା କଡ଼ାକଡ଼ି

ପୁରୀ ଅଫିସ,୩୧ା୧୨- ନୂତନ ବର୍ଷରେ ଶ୍ରୀକ୍ଷେତ୍ରରେ ପ୍ରବଳ ଜନସମାଗମ ହେବ। ଏ ନେଇ ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ନିିୟନ୍ତ୍ରଣ ଓ ପାର୍କିଂ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଦୁଇ ଚକିଆ ଓ ଚାରି ଚକିଆ ଗାଡ଼ି ପାର୍କିଂ ପ୍ରବେଶ...

ନୂଆ ବର୍ଷ ଲାଗି ଶ୍ରୀମନ୍ଦିର ଚଳଚଞ୍ଚଳ -ଜୋରସୋରରେ ଚାଲିଛି ପ୍ରସ୍ତୁତି

ପୁରୀ ଅଫିସ,୩୧ା୧୨- ଆଉ ଦୁଇ ଦିନ ପରେ ହେବ ନୂଆବର୍ଷ। ଏଥିପାଇଁ ଶ୍ରୀମନ୍ଦିର ଚଳଚଞ୍ଚଳ ହୋଇପଡିଛି। ନୂତନ ବର୍ଷରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ନଜରରେ ରଖି ଜୋରସୋରରେ ପ୍ରସ୍ତୁତି ଚାଲିଛି। ଏ ନେଇ ଓଡ଼ିଶା ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri