‘ଜନତା କର୍ଫ୍ୟୁ’ରେ କମିଶନରେଟ ପୋଲିସର ସ୍ବତନ୍ତ୍ର ପାସ୍ ବ୍ୟବସ୍ଥା: ଜରୁରିକାଳୀନ କାମ ପାଇଁ ନେଇପାରିବେ
ଭୁବନେଶ୍ୱର,୨୨।୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ଓ ସମସ୍ତଙ୍କୁ ଏହି ଭୂତାଣୁ ସମ୍ପର୍କରେ ସଚେତନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିବେଦନ କ୍ରମେ ରବିବାର ସାରା ଦେଶରେ ଜନତା କର୍ଫ୍ୟୁ ପାଳନ କରାଯାଉଛି। ଏହି ସମୟରେ ଜରୁରିକାଳୀନ କାର୍ଯ୍ୟ ପାଇଁ କମିଶନରେଟ…
ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍ ରିଡ୍ଲେଙ୍କ ଗଣଅଣ୍ଡାଦାନ: ୭ ବର୍ଷ ପରେ ଦିନରେ ଅଣ୍ଡାଦାନ ପ୍ରକ୍ରିୟା
ଗଞ୍ଜାମ,୨୨।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍ ରିଡ୍ଲେଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଜାରିରହିଛି l ଦୀର୍ଘ ୭ ବର୍ଷ ପରେ ଚଳିତ ବର୍ଷ ଏହି ଅଲିଭ୍ ରିଡ୍ଲେ କଇଁଛମାନେ ଦିନବେଳା (ଦିନରେ ) ଗଣ ଅଣ୍ଡାଦାନ କରିଥିବା…
ଅଟକିଲା କଟକ
କଟକ ଅଫିସ,୨୨।୩: କଟକ ସହରରେ ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ସକାଳ ୭ଟାରୁ ସହରର ରାସ୍ତାଘାଟ ଶୂନଶାନ ହୋଇପଡିଛି। ବାଦାମବାଡ଼ି ବସ୍ଷ୍ଟାଣ୍ଡରୁ ବସ୍ ଚଳାଚଳ ବନ୍ଦ ରହିଛି। ପୂର୍ବରୁ ଏ ନେଇ ବସ୍ ମାଲିକ ସଂଘ ପକ୍ଷରୁ ଘୋଷଣା କରାଯାଇଥିଲା।…
‘ଜନତା କର୍ଫ୍ୟୁ’ରେ ଶୂନଶାନ୍ ବରଗଡ଼
ବରଗଡ଼ ଅଫିସ,୨୨।୩- କରୋନା ସଂକ୍ରମଣ ରୋକିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିବେଦନ କ୍ରମେ ରବିବାର ଦେଶବ୍ୟାପୀ ଚାଲିଥିବା ଜନତା କର୍ଫ୍ୟୁ ବରଗଡ଼ରେ ଅନୁଭୂତ ହୋଇଛି। ସକାଳୁ ଦୋକାନ ବଜାର ବନ୍ଦ ରହିଥିବା ବେଳେ ରାସ୍ତାଘାଟ ଶୂନଶାନ୍ ହୋଇ ପଡିଛି। ଉଭୟ…
ଦାରିଙ୍ଗବାଡ଼ିରେ ଜନତା କର୍ଫ୍ୟୁର ପ୍ରଭାବ: ଦୋକାନ ବଜାର, ଗାଡ଼ିମୋଟର ଚଳାଚଳ ବନ୍ଦ; ରାସ୍ତାଘାଟ ଜନଶୂନ୍ୟ
ଦାରିଙ୍ଗବାଡି,୨୨।୩(ଡି.ଏନ୍.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ରବିବାର ଜନତାକର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ଦାରିଙ୍ଗବାଡି ସମେତ ସିମନବାଡି, ବ୍ରାହ୍ମଣୀଗାଁ, ଗଦାପୁର ସମେତ ୨୫ ପଞ୍ଚାୟତରେ ଏହାର ପ୍ରଭାବ ପଡିଛି । କାଁ ଭାଁ ସ୍ଥାନକୁ ଛାଡିଦେଲେ ଲୋକେ ସ୍ବତ୍ତପ୍ରବୃତ ଭାବେ ଘରୁ…
କଟକଣାକୁ ବେଖାତିର: ବରୁଣେଇରେ ଭୋଜି
ଖୋର୍ଦ୍ଧା ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ଲାଗି ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଧାର୍ମିକ ପୀଠ ଏବଂ ପର୍ଯ୍ୟଟନସ୍ଥଳରେ ଭୋଜିଭାତ ଏବଂ ପର୍ଯ୍ୟଟକଙ୍କ ଆଗମନ ଉପରେ କଟକଣା ଲଗାଯାଇଛି। ତେବେ ଜିଲାର ପ୍ରମୁଖ ପର୍ଯ୍ୟଟନ…
ଏସ୍ସିବିରେ ବନ୍ଦ ରହିବ ନିୟମିତ ଅପରେଶନ
କଟକ ଅଫିସ, ୨୨।୩: କରୋନା ବିଶ୍ୱରେ ମହାମାରୀ ରୂପ ନେଇଛି। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଘୋଷଣା କରାଯାଇ ଥିବା ଜନତା କର୍ଫ୍ୟୁର ପ୍ରଭାବ ଏସ୍ସିବି ମେଡିକାଲରେ ମଧ୍ୟ ପଡିବ। ଏହାକୁ ଦୃଷ୍ଟିରେ ରଖି ଏସ୍ସିବି ମେଡିକାଲରେ ହେବାକୁ ଥିବା ସମସ୍ତ ନିୟମିତ ଅପରେସନ…
ଜନତା କର୍ଫ୍ୟୁ: ଘରୁ ନ ବାହାରିବା ପାଇଁ ପରାମର୍ଶ, କାର୍ଯ୍ୟାନୁଷ୍ଠାନ ନେବ କମିଶନରେଟ ପୋଲିସ
ଭୁବନେଶ୍ୱର,୨୨।୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସଚେତନତା ଓ କଟକଣାକୁ ଆହୁରି ବ୍ୟାପକ କରିବାକୁ ରବିବାର ସାରା ଦେଶରେ ଜନତା କର୍ଫ୍ୟୁ ଲାଗୁ ହୋଇଛି। ଏହାକୁ ସଫଳ କରିବା ସହ ସୁରକ୍ଷା ବ୍ୟବସ୍ଥାକୁ ନେଇ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ…
ନାକଚଣା ସ୍ପର୍ଶରେ କାଳିଆର ଅନୁଭବ
ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଜିଲା ପ୍ରଶାସନ ନେଇଛି ଏକ ବଡ଼ ନିଷ୍ପତ୍ତି। ଶୁକ୍ରବାରଠାରୁ ବନ୍ଦ ରହିଛି ଶ୍ରୀମନ୍ଦିରରେ ଦର୍ଶନ। ଶନିବାର ଦ୍ୱିତୀୟ ଦିନରେ ବି କୌଣସି ଭକ୍ତ ମନ୍ଦିର ଭିତରକୁ ପ୍ରବେଶ କରୁ ନ…
ବାହାର ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେବେ ଅଙ୍ଗନୱାଡି କର୍ମୀ
ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସମ୍ପର୍କିତ ସଚେତନତା ଓ ମୁକାବିଲା ନିମନ୍ତେ ଶନିବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ସ୍ବତନ୍ତ୍ର ଜିଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଛି। ଜିଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳାଇଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ…
ଦେଢ଼ଘଣ୍ଟା ପ୍ରବଳ ବର୍ଷିଲା, କୁଆପଥର ଖସିଲା
ଭୁବନେଶ୍ୱର, ୨୨।୩(ବ୍ୟୁରୋ): ଶନିବାର ମଧ୍ୟାହ୍ନରେ ଭୁବନେଶ୍ୱରରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ ହୋଇଥିଲା। ଏଥିସହ କେତେକ ସ୍ଥାନରେ ବଜ୍ରପାତ ମଧ୍ୟ ହୋଇଥିଲା। ସକାଳେ ପାଗ ସ୍ବାଭାବିକ ଥିବାବେଳେ ଦିନ ପ୍ରାୟ ସାଢ଼େ ୧୨ଟାବେଳକୁ କଳାହାଣ୍ଡିଆ ବାଦଲ ହଠାତ୍ ମାଡ଼ି ଆସିଥିଲା।…
ଜଟଣୀ: ୧୯ ବିଦେଶ ଫେରନ୍ତା ହୋମ୍ ଆଇସୋଲେଶନ୍ରେ
ଜଟଣୀ/ଯାଁଳା,୨୨।୩(ଡି.ଏନ.ଏ.): ଜଟଣୀ ଥାନା ଅଞ୍ଚଳକୁ ଆଉ ୩ ଜଣ ବିଦେଶରୁ ଫେରିଥିବା ଶନିବାର ଜଣାପଡ଼ିଥିଲା। ସେମାନଙ୍କୁ ହୋମ୍ ଆଇସୋଲେଶନ୍ରେ ରଖାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଜିତେନ୍ଦ୍ର କୁମାର ପଣ୍ଡା କହିଛନ୍ତି। ଏହି ୩ ଜଣଙ୍କୁ ମିଶାଇ ଜଟଣୀରେ ୧୯ ଜଣ…
Archives


