ରାଜ୍ୟ

କରୋନାରୁ ଆରୋଗ୍ୟ ପାଇଁ ଆୟୁର୍ବେଦ ଔଷଧ ବ୍ୟବହାରକୁ ସ୍ବାଗତ

କଟକ ଅଫିସ୍‌,୯।୫: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନ, କେନ୍ଦ୍ର ଆୟୁଷ ବିଭାଗ ମନ୍ତ୍ରୀ ଶ୍ରୀପଦ ନାୟକ ଏବଂ ଆୟୁଷ ମନ୍ତ୍ରଣାଳୟର ସଚିବ ବୈଦ ରାଜେଶ କୋଟେଚାଙ୍କ ଘୋଷଣା ଅନୁଯାୟୀ କରୋନାରୁ ଆରୋଗ୍ୟ ପାଇଁ କେତେକ ଆୟୁର୍ବେଦିକ ଔଷଧକୁ ପରୀକ୍ଷାମୂଳକ ବ୍ୟବହାର…

ଅନ୍‌ଲାଇନ୍‌ରେ ପାନ୍ଥନିବାସ ଖାଦ୍ୟ

ଭୁବନେଶ୍ୱର,୯।୫(ବ୍ୟୁରୋ): ଏଣିକି ଅନ୍‌ଲାଇନ୍‌ରେ ମିଳିବ ପାନ୍ଥନିବାସର ସୁସ୍ବାଦୁ ଖାଦ୍ୟ। ଘରେ ବସି ପାରମ୍ପରିକ ଓଡ଼ିଆ ଖାଦ୍ୟର ମଜା ନେଇହେବ। ଘରଠାରୁ ଦୂରରେ ଏକାକୀ ରହୁଥିଲେ ବି ଘର ଭଳି ଖାଦ୍ୟ ହାତପାଆନ୍ତାରେ ମିଳିବ। ତାହା ପୁଣି ବିନା କୌଣସି ଝିନ୍‌ଝଟରେ। ଡାଲ୍‌ମା,…

ୟୁକ୍ରେନ୍‌ରେ ପଢୁଥିବା ଛାତ୍ରୀଛାତ୍ରଙ୍କ ବିମାନ ଖର୍ଚ୍ଚରେ ସବ୍‌ସିଡି ଦାବି

ଭୁବନେଶ୍ୱର,୯।୫(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ୟୁକ୍ରେନ୍‌ରେ ଫସିଥିବା ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଫେରାଇ ଆଣିବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି ସେମାନଙ୍କ ମାତାପିତା। ପ୍ରତିବର୍ଷ ପ୍ରାୟ ୧ ହଜାର ଛାତ୍ରୀଛାତ୍ର ମେଡିକାଲ ଶିକ୍ଷା ପାଇଁ ୟୁକ୍ରେନ୍‌ ଯାଉଥିବାବେଳେ ସେମାନେ ଏବେ ସେଠାରେ ଫସି ରହିଛନ୍ତି।…

୧୦ ହଜାର ଟପିଲା ‘ମୋ ପ୍ରତିଭା’ ଆବେଦନ

ଭୁବନେଶ୍ୱର,୯।୫(ବ୍ୟୁରୋ): ଲକ୍‌ଡାଉନ୍‌ରେ ଶିଶୁଙ୍କ ସୃଜନଶୀଳତାର ବିକାଶ ପାଇଁ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ୟୁନିସେଫ୍‌ ଦ୍ୱାରା ଆରମ୍ଭ ହୋଇଥିବା ‘ମୋ ପ୍ରତିଭା’ ଅନ୍‌ଲାଇନ୍‌ ପ୍ରତିଯୋଗିତା ଇତି ମଧ୍ୟରେ ୫ ସପ୍ତାହ…

କରୋନା ସମ୍ପର୍କରେ ଶିଶୁଙ୍କୁ ସଚେତନ କରାଯିବ

କଟକ ଅଫିସ୍‌,୯।୫: ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ଶିଶୁମାନଙ୍କର ସୁରକ୍ଷା ପାଇଁ ଏକ ରାଜ୍ୟ ସ୍ତରୀୟ ପ୍ରଚାର ଅଭିଯାନର ଶୁକ୍ରବାର ଶୁଭାରମ୍ଭ ହୋଇଛି। ପ୍ରାଧିକରଣର କାର୍ଯ୍ୟକାରୀ ଅଧ୍ୟକ୍ଷା ତଥା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ କୁମାରୀ ସଞ୍ଜୁ ପଣ୍ଡା ମୁଖ୍ୟ…

କୋଭିଡ୍‌-୧୯: ‘ମାଇକ୍ରୋସଫ୍ଟ ଟିମ୍‌’ରେ ପାଠପଢ଼ିବେ ସରକାରୀ ସ୍କୁଲ ଛାତ୍ରୀଛାତ୍ର

ଭୁବନେଶ୍ୱର,୯।୫(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ଯୋଗୁ ଦେଶ ସମେତ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଥିବାବେଳେ ଛାତ୍ରୀଛାତ୍ରଙ୍କ ପାଇଁ ରାଜ୍ୟ ସରକାର ହ୍ବାଟ୍‌ସଆପ୍‌ ଏବଂ ଡିଡି ଓଡ଼ିଆ ମାଧ୍ୟମରେ ଶିକ୍ଷାଦାନର ବ୍ୟବସ୍ଥା କରିଛନ୍ତି। ପ୍ରଥମ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ…

ସ୍କୁଲ୍‌ରେ ଅଡ୍‌-ଇଭିନ ବ୍ୟବସ୍ଥା ପାଇଁ ଯୋଜନା

ଭୁବନେଶ୍ୱର, ୯।୫(ବ୍ୟୁରୋ): କରୋନା ପାଇଁ ସାରା ଦେଶ ଏବେ ଲକ୍‌ଡାଉନ୍‌। ଦିନକୁ ଦିନ ସ୍ଥିତି ଜଟିଳ ହୋଇଚାଲିଥିବାବେଳେ ଇତିମଧ୍ୟରେ ଲକ୍‌ଡାଉନ୍‌ ଅବଧିକୁ ୩ଥର ବଢ଼ାଯାଇଛି। ଏପରି ସ୍ଥଳେ ପିଲାଙ୍କ ପାଠପଢ଼ା ଗୁରୁତର ବାଧାପ୍ରାପ୍ତ ହୋଇଛି। ନୂଆ ଶିକ୍ଷାବର୍ଷ କେବେ ଆରମ୍ଭ ହେବ…

ସୁନ୍ଦରଗଡ଼ରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୩କୁ ବୃଦ୍ଧି

ସୁନ୍ଦରଗଡ଼, ୯।୫(ଡି.ଏନ୍‌.ଏ.): ରାଜ୍ୟରେ ଶନିବାର ସକାଳେ ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସୁନ୍ଦରଗଡ଼ ଜିଲାର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ରାଉରକେଲା…

CORONAVIRUS UPDATE: ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମୟୁରଭଞ୍ଜ ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଜିଲାରେ ଏପର୍ଯ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଞ୍ଚିଛି। ଶନିବାର ସକାଳ ସୁଦ୍ଧା ୧୭ଜଣ କରୋନା ପଜିଟିଭ୍‌…

ଚିନ୍ତା ବଢ଼ାଉଛି ସୁରଟ ଲିଙ୍କ୍‌: ଭଦ୍ରକରେ ଆଉ ଜଣେ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୫କୁ ବୃଦ୍ଧି

ଭଦ୍ରକ ଅଫିସ,୯।୫: ଭଦ୍ରକ ଜିଲାରେ ଶନିବାର ସକାଳୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଏପର୍ଯ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ତିହିଡି ବ୍ଲକ କୁବେରା ପଞ୍ଚାୟତ ଅଞ୍ଚଳର ବୋଲି…

ଗଞ୍ଜାମରେ ବେକାବୁ କରୋନା: ଜିଲାରେ ଆକ୍ରାନ୍ତ ସଂଖ୍ୟା ୮୩

ଭୁବନେଶ୍ୱର,୯।୫(ବ୍ୟୁରୋ): ପୁଣି ଚିନ୍ତା ବଢ଼ାଇଲା ଗଞ୍ଜାମ। ଜିଲାରେ ଶୁକ୍ରବାର ୪୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଶନିବାର ୧୨ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ଏବେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି। ସର୍ବାଧିକ ଆକ୍ରାନ୍ତ ଜିଲା ଭାବେ ଗଞ୍ଜାମ…

ବଢି ବଢି ଚାଲିଛି କରୋନା ପଜିଟିଭ: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪

ଭୁବନେଶ୍ୱର,୯।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୧୪ ଜଣକରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ରେ ପହଁଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ୧୨, ସୁନ୍ଦରଗଡ ୧ ଓ ଭଦ୍ରକ ଜିଲାର ଜଣେ  ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri