ନୂଆ ୨୫ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ମହାରାଷ୍ଟ୍ରର ବୋଲି ତଥ୍ୟ ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର,୮।୫(ବ୍ୟୁରୋ)-ରାଜ୍ୟରେ ଆଉ ୨୫ କରୋନା ପଜିଟିଭ ଶୁକ୍ରବାର ସନ୍ଧ୍ୟାରେ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ୨୪ଜଣ ଥିବାବେଳେ ଖୋର୍ଦ୍ଧା ଜିଲାର ଜଣେ ଥିବା ସୂଚନା ଦିଆଯାଇଥିଲା। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି ପାଇଥିଲା। କିନ୍ତୁ ଖୋର୍ଦ୍ଧା…
ଦିନକରେ ରାଜ୍ୟରେ ୫୨ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୮।୫(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ ଥିବାବେଳେ ଶୁକ୍ରବାର ଗୋଟିଏ ଦିନରେ ୫୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧ରେ ପହଞ୍ଚିଛି। ସକାଳେ ୨୬ଜଣ…
ଯାଜପୁରକୁ ଟପି ଶୀର୍ଷରେ ଗଞ୍ଜାମ: ଦିନକରେ ୪୩ ଆକ୍ରାନ୍ତ ଚିହ୍ନଟ; ସଂଖ୍ୟା ୭୧ରେ ପହଞ୍ଚିଲା
ଭୁବନେଶ୍ୱର,୮।୫(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ଗଞ୍ଜାମ। ଗୋଟିଏ ଦିନରେ ଗଞ୍ଜାମରେ ୪୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇସାରିଛନ୍ତି। ଏହାକୁ ନେଇ ଏବେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧କୁ ବୃଦ୍ଧି ପାଇଛି। ଫଳରେ ସର୍ବାଧିକ ଆକ୍ରାନ୍ତ ଜିଲା ଭାବେ ଗଞ୍ଜାମ ଶୀର୍ଷରେ ପହଞ୍ଚିଛି। ପୂର୍ବରୁ…
୨୮ ଦିନ କ୍ୱାରାଣ୍ଟାଇନ୍ ପାଇଁ ଯଦି କେହି ପ୍ରସ୍ତୁତ ନୁହନ୍ତି, ଓଡ଼ିଶା ଆସନ୍ତୁ ନାହିଁ: ବାଗ୍ଚୀ
ଭୁବନେଶ୍ୱର,୮।୫(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଓଡ଼ିଶା ଭଲ ପରିସ୍ଥିତିରେ ରହିଛି। ଏହାର ଶ୍ରେୟ ଜନସାଧାରଣଙ୍କର। ରାଜ୍ୟକୁ ଫେରୁଥିବା ବ୍ୟକ୍ତିମାନେ ଏହାକୁ ଦୃଷ୍ଟିରେ ରଖି ନିଜକୁ ଶୃଙ୍ଖଳିତ ରଖିବା ଆବଶ୍ୟକ। ସେମାନେ ୨୮ ଦିନ ସଂଗରୋଧକୁ ସମ୍ପୂର୍ଣ୍ଣ ପାଳନ କରିବା ଉଚିତ୍। ଯଦି କେହି…
ଓ୍ବାର୍କିଂ ଆଓ୍ବାର ୪ ଘଣ୍ଟା ବଢ଼ିଲା: ୮ ଘଣ୍ଟା ବଦଳରେ ୧୨ ଘଣ୍ଟା କାମ କରିବେ କର୍ମଚାରୀ, ମିଳିବ ଅଧିକ ପାରିଶ୍ରମିକ
ଭୁବନେଶ୍ୱର,୮।୫(ବ୍ୟୁରୋ): ବିଭିନ୍ନ ସଂସ୍ଥା ପାଇଁ ରାଜ୍ୟ ସରକାର ଓ୍ବାର୍କିଂ ଆଓ୍ବାର ବଢ଼ାଇଛନ୍ତି। ଦୈନିକ ୮ ଘଣ୍ଟା ବଦଳରେ ଓ୍ବାର୍କିଂ ଆଓ୍ବାରକୁ ୧୨ ଘଣ୍ଟା କରିଛନ୍ତି। ଦୁଇଟି ସିଫ୍ଟରେ ଏହାକୁ କରାଯିବ। ଏଥିପାଇଁ ପାରିଶ୍ରମିକ ମଧ୍ୟ ଅଧିକ ମିଳିବ ବୋଲି ଶୁକ୍ରବାର ଗୀତଗୋବିନ୍ଦ…
ବିଶ୍ୱସ୍ତରରେ ବୃଦ୍ଧିପାଉଛି କରୋନା ମୃତ୍ୟୁ ସଂଖ୍ୟା: ବାଗ୍ଚୀ
ଭୁବନେଶ୍ୱର,୮।୫(ବ୍ୟୁରୋ): ଶୁକ୍ରବାର ଅପରାହ୍ନ ୨ଟା ସୁଦ୍ଧା ବିଶ୍ୱରେ ୨୧୨ ଦେଶ, ୨ ଜାହାଜ କରୋନା ସଂକ୍ରମିତ ହୋଇଛନ୍ତି। ସେହିଭଳି ୩୮ ଲକ୍ଷ ୩୬ହଜାର ୭୧୪ ଜଣ ବ୍ୟକ୍ତି କରୋନା ଚିହ୍ନଟ ହୋଇଥିବା ବେଳେ ଶୁକ୍ରବାର ଏହି ସଂଖ୍ୟା ୩୯ ଲକ୍ଷ ୩୨…
କଣ୍ଟେନମେଣ୍ଟ ଜୋନ୍ ବିନା ସବୁଠି ଖୋଲିପାରିବ ଅଫିସ, ଗ୍ରୀନ ଜୋନ୍ରେ କୌଣସି କଟକଣା ନାହିଁ
ଭୁବନେଶ୍ୱର,୮।୫(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ଓଡ଼ିଶାକୁ ୪ଟି ଜୋନରେ ବିଭକ୍ତ କରାଯାଇଛି। କଣ୍ଟେନ୍ମେଣ୍ଟ ଜୋନ, ରେଡ, ଅରେଞ୍ଜ, ଗ୍ରୀନ ଜୋନ କରାଯିବା ପରେ ସେଥିରେ କିଛି କଟକଣା ମଧ୍ୟ ଲଗାଯାଇଛି। ସମ୍ପ୍ରତି ୩ୟ ପର୍ଯ୍ୟାୟ ଲକ୍ଡାଉନ୍ ଜାରି ରହିଥିବା ବେଳେ ଅର୍ଥନୈତିକ…
CORONAVIRUS BREAKING: ରାଜ୍ୟରେ ଆଉ ୨୫ଜଣ ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି
ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ସଂନ୍ଧ୍ୟାରେ ପୁଣି ୨୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ୨୪ଜଣ ଥିବା ବେଳେ ଖୋର୍ଦ୍ଧା ଜିଲାର ଜଣେ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା…
କରୋନା ମୁକାବିଲା ଚିନ୍ତା: ଗଞ୍ଜାମ ଗଲେ ୩ ଆଇଏଏସ୍
ଭୁବନେଶ୍ୱର,୧୮।୫(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲାରେ ୪୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜିଲାରେ ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ଆଗାମୀ ଦିନରେ ଏହା ଆହୁରି ବଢ଼ିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜିଲା ଉପରେ ସ୍ବତନ୍ତ୍ର ନଜର…
ବଢ଼ିଲା କ୍ୱାରାଣ୍ଟାଇନ୍ ଅବଧି: ଏଣିକି ୧୪ ଦିନ ପରିବର୍ତ୍ତେ ୨୮ ଦିନ ରହିବେ ଲୋକେ
ଭୁବନେଶ୍ୱର,୮।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବାହାରୁ ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ପଜିଟିଭ୍ ସଂଖ୍ୟା ଆହୁରୀ ବଢ଼ିବା ଆଶଙ୍କା କରାଯାଉଛି। ସେମାନେ ଫେରିବା ପରେ କ୍ୱାରାଣ୍ଟାଇନ୍ ବ୍ୟବସ୍ଥା କରାଯାଇଛି। ହେଲେ କିଛି ଲୋକଙ୍କ…
ଓଡ଼ିଶାକୁ ଫେରିପାରିବେ ପ୍ରବାସୀ: ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ
ଭୁବନେଶ୍ୱର,୮।୫(ବ୍ୟୁରୋ): ଓଡ଼ିଶାକୁ ଫେରି ପାରିବେ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆ। ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ରହିତାଦେଶ ଦେଇଛନ୍ତି। ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ଠିକ୍ ନୁହେଁ। ଏହାଦ୍ୱାରା ବାହାରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ…
CORONAVIRUS UPDATE: ଭଦ୍ରକରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଲା
ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଶୁକ୍ରବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ସେ ଭଦ୍ରକ ଜିଲାର ୩୩ ବର୍ଷୀୟ ଯୁବକ। ନିକଟରେ ସେ ସୁରଟରୁ ଫେରିଥିଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଛି। ଶୁକ୍ରବାର…
Archives


