କାର୍ଯ୍ୟକାଳ ସରିବା ପୂର୍ବରୁ ବଦଳିଲେ କୁଳସଚିବ
କଟକ ଅଫିସ,୨୧ା୩: ରେଭେନ୍ଶା ବିଶ୍ୱବିଦ୍ୟାଳୟରେ କୁଳସଚିବ ଭାବେ କାର୍ଯ୍ୟ କରୁଥିବା ଅଶୋକ କୁମାର ଦାଶଙ୍କୁ ରାଜ୍ୟ ସରକାରଙ୍କ ଜେନେରାଲ ଆଡମିନିଷ୍ଟ୍ରେଶନ ଆଣ୍ଡ ପର୍ସନାଲ ଗ୍ରିଭାନ୍ସ ବିଭାଗକୁ ବଦଳି କରାଯାଇଛି। ଏ ନେଇ ଶୁକ୍ରବାର କୁଳାଧିପତି ତଥା ରାଜ୍ୟପାଳଙ୍କ କାର୍ଯ୍ୟାଳୟରୁ ନୋଟିସ ଜାରି…
ସ୍ୟାଣ୍ଡ ଆନିମେଶନରେ ନିର୍ଭୟା ଦୋଷୀଙ୍କ ଫାଶୀ
ପୁରୀ ଅଫିସ,୨୧ା୩: ଶେଷରେ ଫାଶୀଖୁଣ୍ଟରେ ଝୁଲିଛନ୍ତି ନିର୍ଭୟା ଦୋଷୀ। ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀ ମୁକେଶ ସିଂ, ଅକ୍ଷୟ ସିଂ, ବିନୟ ଶର୍ମା ଓ ପବନ ଗୁପ୍ତାଙ୍କୁ ଶୁକ୍ରବାର ସକାଳ ସାଢେ ୫ଟାରେ ଫାଶୀ ଦିଆଯାଇଛି। ଏହାକୁ…
ଐତିହ୍ୟ ସ୍ଥଳ ନିକଟରେ ବେଆଇନ ନିର୍ମାଣ
ପୁରୁଣା ଭୁବନେଶ୍ୱର,୨୧ା୩ (ଡି.ଏନ.ଏ.): ରାଜଧାନୀକୁ ସରସ ସୁନ୍ଦର ରୂପେ ଗଢି ତୋଳିବାର ଦାୟିତ୍ୱ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେଶନ(ବିଏମସି) ଓ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଙ୍କର ରହିଛି। ଭୁବନେଶ୍ୱରର ବଢୁଥିବା ଜନସଂଖ୍ୟାକୁ ନଜରରେ ରଖି ନୀତିନିୟମ ଓ କଟକଣା ଅନୁଯାୟୀ ଗୃହ ନିର୍ମାଣ…
ଅଲାରନାଥ ମନ୍ଦିରରେ ଦର୍ଶନ ବନ୍ଦ
ବ୍ରହ୍ମଗିରି,୨୧ା୩(ଡି.ଏନ.ଏ) : କରୋନା ଭୂତାଣୁ ସଂକ୍ରମଣରୁ ରୋକିବା ପାଇଁ ସମସ୍ତଙ୍କୁ ସଚେତନତା କରାଇବା ସହ ବ୍ରହ୍ମଗିରିରେ ଥିବା ମହାପ୍ରଭୁ ଅଲାରନାଥ ମନ୍ଦିରରେ ଦର୍ଶନ ପାଇଁ କଟକଣା ଲଗାଯାଇଛି। ଏ ନେଇ ଶୁକ୍ରବାର ପ୍ରଶାସନ ତରଫରୁ ମନ୍ଦିରରେ ଦର୍ଶନ ବନ୍ଦ କରି ଦିଆଯାଇଛି।…
ଧାନ ବିଲରେ ଫୁଟିଲା ପଦ୍ମ
କଣାସ,୨୧ା୩ (ସ୍ବ.ପ୍ର.): ସମାଜ ଯେତିକି ଆଧୁନିକ ଆଡ଼କୁ ଗତି କରୁଛି ପାଣିପାଗର ପରିବର୍ତ୍ତନ ଯୋଗୁ ବେଳେବେଳେ ଅଜବ ଘଟଣାମାନ ଦେଖିବାକୁ ମିଳୁଛି। ଜଣେ ଚାଷୀଙ୍କ ଖରାଟିଆ ଧାନ ବିଲରେ ପଦ୍ମ ଫୁଲ ଫୁଟିଥିବାର ଦେଖାଯାଇଛି। ତାହା ବି ପୁଣି ଗୋଟିଏ ଦିନ…
ସୁଧାର ଗୃହରେ ଫସିଛନ୍ତି ୧୩ ମହିଳା
ଖୋର୍ଦ୍ଧା ଅଫିସ,୨୧ା୩ : ସାରା ବିଶ୍ୱରେ ଲାଗି ରହିଛି କରୋନା ଆତଙ୍କ। ଏ ନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। କରୋନା ସଂକ୍ରମଣ ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି। ବିଦେଶ ଫେରନ୍ତାଙ୍କ…
ଅନ୍ ଲାଇନ୍ କାରବାର ପାଇଁ ଇପିଏଫ୍ ଉପଭୋକ୍ତାଙ୍କୁ ପରାମର୍ଶ
ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ଇପିଏଫ୍ଓ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଉପଭୋକ୍ତାଙ୍କୁ ଅନ୍ ଲାଇନ୍ ଜରିଆରେ କାର୍ଯ୍ୟ ସମ୍ପାଦନ କରିବା ପାଇଁ ନିବେଦନ କରାଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ କୋଭିଡ୍-୧୯ ସଂକ୍ରମଣକୁ ରୋକିବା ପାଇଁ କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ ତରଫରୁ…
ପଖାଳକୁ ରୋକିପାରିଲାନି କରୋନା: ଘରେ ପାଳନ ହେଲା ପଖାଳ ଦିବସ
ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ପଖାଳ କଂସାକୁ ରୋକିପାରିଲାନି କରୋନା ଭୟ। ପଖାଳ ଦିବସରେ ଓଡ଼ିଆଙ୍କ ଘରେ ଘରେ ଜମିଲା ପଖାଳର ଆସର। ସାମାଜିକ ଦୂରତ୍ୱ ପାଇଁ ସରକାର ଜାରି କରିଥିବା ଗାଇଡ୍ଲାଇନକୁ ମାନି ଲୋକେ ଘରେ ନିଜ ବନ୍ଧୁ ପ୍ରିୟଜନଙ୍କ ସହ ପଖାଳ…
ଆଜିଠୁ ଦୋକାନ ଉପରେ କଟକଣା
ପୁରୀ ଅଫିସ,୨୧ା୩: କରୋନା ଭାଇରସକୁ ନେଇ ଏବେ ସବୁଠି ଆଲୋଚନା। ଏହି ପ୍ରାଣଘାତୀ ଭାଇରସ୍କୁ କିପରି ମୁକାବିଲା କରାଯାଇପାରିବ ସେ ନେଇ ରାଜ୍ୟ ସରକାର ବିଭିନ୍ନ ସମୟରେ ନିର୍ଦ୍ଦେଶନାମା ଜାରି କରୁଛନ୍ତି। ପୁରୀ ଜିଲା ପ୍ରଶାସନ ଏହିସବୁ ନିର୍ଦ୍ଦେଶ କିପରି ଠିକ୍…
ରାଜଧାନୀରେ ଯୁଗ୍ମ ଅଯୁଗ୍ମ ନିୟମ: ଆଜି ଗଡ଼ିବ ଯୁଗ୍ମ ନମ୍ବର ଥିବା ଗାଡ଼ି
ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ସାଧାରଣ ପ୍ରଶାସନ ବିଭାଗର ନିର୍ଦ୍ଦେଶ ପରେ କରୋନାକୁ ନେଇ କଠୋର ହୋଇଛି କମିଶନରେଟ ପୋଲିସ। ଏଥିପାଇଁ ଶୁକ୍ରବାର ଆଉଏକ ଗାଇଡଲାଇନ୍ ଜାରି ହୋଇଛି। ଯେଉଁଥିରେ ଲୋକମାନେ କିପରି ଅଧିକ ସଚେତନ ରହିବେ ତାହା ଉପରେ ଅଧିକ ଗୁରୁତ୍ୱ ଦିଆଯିବା…
ଅଟୋ ଚାଳକଙ୍କୁ ପିଟିଲେ ଯୁବତୀ
ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ଶୁକ୍ରବାର ଅଟୋ ଭଡ଼ାକୁ କେନ୍ଦ୍ରକରି ଶହୀଦନଗର ଥାନା ବାଣୀବିହାର ଛକରେ ଅପ୍ରୀତିକର ଘଟଣା ଦେଖିବାକୁ ମିଳିଛି। ଅଟୋ ଭଡ଼ା ଅଧିକ ନେବା କାରଣରୁ ଚାଳକଙ୍କୁ ଯୁବତୀ ଜଣକ ବିଚ୍ ରାସ୍ତାରେ ପିଟିଥିଲେ। ସମସ୍ତେ ଦେଖୁଥିଲେ ମଧ୍ୟ କେହି ଅଟକାଇ…
କ୍ୱାରାଣ୍ଟାଇନ୍ ଥିବା ହୋଟେଲ କର୍ମଚାରୀଙ୍କୁ ଘର ମାଲିକ ହଇରାଣ କଲେ ପଦକ୍ଷେପ
ଭୁବନେଶ୍ୱର,୨୧ା୩ (ବ୍ୟୁରୋ): କରୋନା ସଂକ୍ରମଣରୁ ଲୋକଙ୍କୁ ରକ୍ଷା କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସହରର ୩ ହୋଟେଲକୁ କ୍ୱାରାଣ୍ଟାଇନ୍ ସେଣ୍ଟରରେ ପରିଣତ କରାଯାଇଛି। ଜୟଦେବ ବିହାର, କଳ୍ପନା ଛକ ଓ ଶହୀଦନଗରସ୍ଥିତ ଏକ ହୋଟେଲରେ ବିଏମ୍ସି ଦେୟଯୁକ୍ତ…
Archives


