ଜୋର୍ ଧରୁଛି ‘ଜଷ୍ଟିସ୍ ଫର୍ ଏପ୍ରିଲ୍’ କ୍ୟାମ୍ପେନ୍
ଭୁବନେଶ୍ୱର,୭ା୫(ବ୍ୟୁରୋ): ଲକ୍ଡାଉନ୍ରେ ବିଭିନ୍ନ ସ୍ଥାନରେ ହତ୍ୟା ଓ ଆକ୍ରମଣ ଶିକାର ହେଉଛନ୍ତି ବୁଲା ଜୀବଜନ୍ତୁ। ଗତ ଏପ୍ରିଲ୍ ମାସରେ ଭୁବନେଶ୍ୱରରେ ଏପ୍ରିଲ ନାମକ ଏକ କୁକୁର ଓ ତା’ ପେଟରେ ଥିବା ଛୁଆକୁ ପିଟି ପିଟି ହତ୍ୟା କରାଯାଇଥିଲା। ଏପରି ନିଷ୍ଠୁରତା…
ମାର୍ଚ୍ଚରେ ଉପକୃତ ହୋଇଛନ୍ତି ୧ଲକ୍ଷ ସଂସ୍ଥା
ଭୁବନେଶ୍ୱର,୭ା୫(ବ୍ୟୁରୋ): ମହାମାରୀ କରୋନା ବେଳେ କ୍ଷୁଦ୍ର ବେସରକାରୀ ସଂସ୍ଥାଗୁଡ଼ିକରେ କାମ କରୁଥିବା ସ୍ବଳ୍ପ ବେତନଧାରୀ କର୍ମଚାରୀଙ୍କ ଆର୍ଥିକ ଉନ୍ନତି ନିମନ୍ତେ ଭାରତ ସରକାରଙ୍କ ଶ୍ରମ ମନ୍ତ୍ରାଳୟ ତରଫରୁ ଆରମ୍ଭ କରାଯାଇଛି ‘ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା’। ଏହି ଯୋଜନା ଅଧୀନରେ ମାର୍ଚ୍ଚ…
ଜୀବନକୁ ବାଜି ଲଗାଇ ଫେରିଲେ ଅନିଲ
ଜଗତ୍ସିଂହପୁର ଅଫିସ,୭ା୫: ଜୀବନକୁ ବାଜି ଲଗାଇ ସୁଦୂର ମଧ୍ୟପ୍ରଦେଶରୁ ଜଗତ୍ସିଂହପୁରରେ ପହଞ୍ଚିଛନ୍ତି ବାଲିକୁଦା ଥାନା ଅଳାଭର ପଞ୍ଚାୟତ କଣିଆ ଗ୍ରାମର ଅନିଲ ବାରିକ। ସେ ତାଙ୍କ ପଞ୍ଚାୟତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲା ପରେ ‘ଧରିତ୍ରୀ’କୁ ସ୍ବତନ୍ତ୍ର ଭାବେ ଅଭୁଲାସ୍ମୃତି ବଖାଣିଛନ୍ତି। ଏହି…
CORONAVIRUS UPDATE: ମୟୁରଭଞ୍ଜ ଛୁଇଁଲା କରୋନା; ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୨୦୦ ଟପିଲା
ଭୁବନେଶ୍ୱର,୭।୫:(ବ୍ୟୁରୋ): ରାଜ୍ୟରେ ଆଉ ୨୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ଗୁରୁବାର ନୂଆ ଚିହ୍ନଟ ହୋଇଥିବା ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୭ ଜଣ ଗଞ୍ଜାମ ଜିଲା ଓ ୩ଜଣ ମୟୁରଭଞ୍ଜ ଜିଲାର…
ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ରଙ୍କ ପରଲୋକ
ବାଲେଶ୍ୱର ଅଫିସ/ସୋର.୬ା୫(ଡି.ଏନ୍.ଏ): ବାଲେଶ୍ୱରର ଅନ୍ୟତମ ବିଶିଷ୍ଟ ବ୍ୟକ୍ତି ତଥା ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ର(୯୭)ଙ୍କର ବୁଧବାର ସହଦେବଖୁଣ୍ଟାସ୍ଥିତ ବାସଭବନରେ ପରଲୋକ ଘଟିଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ଆକ୍ରାନ୍ତ ହୋଇ ସେ ଚିକିତ୍ସାଧୀନ ଥିଲେ। ତେବେ ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା…
କୋଭିଡ୍ ହେଲ୍ଥ ସେଣ୍ଟରରେ ୫-ଟି ସଚିବ
ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଭିନ୍ନ କୋଭିଡ୍ ହସ୍ପିଟାଲ୍ ଯାଇ ସ୍ଥିତି ପରଖୁଛନ୍ତି। ଏହି କ୍ରମରେ ବୁଧବାର ୫-ଟି ସଚିବ ଭି.କେ. ପାଣ୍ଡିଆନ ଓ ଉନ୍ନୟନ କମିଶନର ସୁରେଶ ମହାପାତ୍ର…
୧୧୫୭ ପ୍ରବାସୀଙ୍କ ମଧ୍ୟରୁ ୫୮ କରୋନା ନେଗେଟିଭ୍
କେନ୍ଦ୍ରାପଡ଼ା ଅଫିସ, ୬ା୫: ଗତ ୪ ତାରିଖରୁ ଅଦ୍ୟାବଧି ୧୧୫୭ ପ୍ରବାସୀ ଜିଲାକୁ ଫେରିଛନ୍ତି। ସେମାନଙ୍କଠାରୁ ସଂଗୃହୀତ ସ୍ବାବ୍ ଟେଷ୍ଟିଂ ପରେ ୫୮ ଜଣ କରୋନା ନେଗେଟିଭ୍ ବୋଲି ଜିଲା ପ୍ରଶାସନ ବୁଧବାର ଗଣମାଧ୍ୟମକୁ ସୂଚନା ଦେଇଛି। ଜିଲାର ୪ଟି ସ୍ଥାନରେ…
କଣ୍ଟେନମେଣ୍ଟ ଜୋନ୍ରେ ୩ ପଞ୍ଚାୟତର ୯ଗାଁ
ରସୁଲପୁର, ୬।୫(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ନଠୁଆବର ପଞ୍ଚାୟତର ଜଣେ ୫୮ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍ (କ୍ରମିକ ନଂ.୧୭୬)ଙ୍କ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତାଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ୩୬ଜଣଙ୍କୁ ମଧ୍ୟରୁ…
ପରିବାରର ୩ ସମେତ ୪ କରୋନା ସଂକ୍ରମିତ: ଜିଲାରେ ଭୟର ବାତାବରଣ
ଜଗତ୍ସିଂହପୁର ଅଫିସ, ୬ା୫: ଜଗତ୍ସିଂହପୁର ଜିଲାକୁ ବୁଧବାର କରୋନା ଛୁଇଁଛି। ଜିଲାର ୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ନାଉଗାଁ ବ୍ଲକ ଅଞ୍ଚଳର ବୋଲି ଜଣାପଡିଛି। ଏହି ୪ ଜଣଙ୍କ ମଧ୍ୟରୁ ୩ଜଣ ଗୋଟିଏ ପରିବାରର। ମାତ୍ର ଏହି…
ଆପାତକାଳିନ ସେବା ଦେବେ ବିଡିଏ କର୍ମଚାରୀ: ଗୁରୁବାରଠୁ ଯୋଗଦେବେ ସବୁ କର୍ମଚାରୀ
ଭୁବନେଶ୍ୱର, ୬।୪(ବ୍ୟୁରୋ): ଭୁବନେଶ୍ୱରରେ ବିଏମ୍ସି କର୍ମଚାରୀ ଯେପରି ଆପତାକଳୀନ ସେବା ଯୋଗାଉଛନ୍ତି, ବିଡିଏ କର୍ମଚାରୀମାନେ ମଧ୍ୟ ଆପାତକାଳିନ ସେବା ଯୋଗାଇବେ। ସମସ୍ତ କର୍ମଚାରୀ ଗୁରୁବାର ଅର୍ଥାତ ଆସନ୍ତାକାଲିଠାରୁ ବିଡିଏ କାର୍ଯ୍ୟାଳୟରେ ଯୋଗଦେବା ସହ ଫୁଲ୍ ଟାଇମ୍ ଡ୍ୟୁଟି କରିବେ। କରୋନା ମୁକାବିଲା…
ଜୁନ୍ ୨୦ ପରେ ଯୁକ୍ତ୩, ଅଗଷ୍ଟ ୨୦ ସୁଦ୍ଧା ସରିବ ପିଜି ପରୀକ୍ଷା
ଭୁବନେଶ୍ୱର, ୬।୫(ବ୍ୟୁରୋ): ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଯୁକ୍ତ୩ ମହାବିଦ୍ୟାଳୟ ଏବଂ ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ୩ ଶେଷବର୍ଷ ପରୀକ୍ଷା ଜୁନ୍ ୨୦ ପରେ ଆରମ୍ଭ ହେବ। ଜୁଲାଇ ୨୪ ସୁଦ୍ଧା ପରୀକ୍ଷା ଶେଷ ହେବ ଓ ଅଗଷ୍ଟ ୩୧ ସୁଦ୍ଧା…
ନୃସିଂହ ଚତୁର୍ଦ୍ଦଶୀରେ କଣଗୁଜ ଅନୁକୂଳ ହେଲାନି
ପୁରୀ ଅଫିସ, ୬ା୫: ବୁଧବାର ଥିଲା ପବିତ୍ର ନୃସିଂହ ଚତୁର୍ଦ୍ଦଶୀ। ଏହି ତିଥିରେ ପରମ୍ପରା ଅନୁଯାୟୀ ରଥଖଳାରେ ତିନିରଥର କଣଗୁଜ ଅନୁକୂଳ ହୋଇଥାଏ। କିନ୍ତୁ ଏଥର ନୃସିଂହ ଚତୁର୍ଦ୍ଦଶୀରେ କଣଗୁଜ ଅନୁକୂଳ ହୋଇପାରିଲା ନାହିଁ। କେତେଜଣ ରୂପକାର ସେବକ ରଥଖଳାକୁ ଆସିଥିଲେ।…
Archives


