ରାଜ୍ୟ

ଆଠମଲ୍ଲିକରେ ବଢ଼ୁଛି ପର୍ଯ୍ୟଟକଙ୍କ ଗହଳି:ପ୍ରାକୃତିକ ପରିବେଶରୁ ଉଠାଇଛନ୍ତି ମଜା

ମାଧପୁର, ୨୮।୧୨ (ମନୋଜ କୁମାର ପ୍ରଧାନ) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଞ୍ଚଳରେ ରହିଛି ବହୁ ପର୍ଯ୍ୟଟନସ୍ଥଳୀ। ଏହା ମଧ୍ୟରୁ ଅନେକ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇ ନ ଥିଲେ ମଧ୍ୟ ରାଜ୍ୟର କୋଣ ଅନୁକୋଣରୁ ହଜାର ହଜାର...

ମାଓବାଦୀ ପ୍ରବଣ ଅଞ୍ଚଳରେ ବିଦେଶୀ ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିକୁ ଆସୁଛନ୍ତି। ମଝିରେ ମଝିରେ ବିଦେଶୀ ପର୍ଯ୍ୟଟକ ମଧ୍ୟ ଏଠାକୁ ଆସୁଛନ୍ତି। ଶୁକ୍ରବାର କାନାଡାର ୬ଜଣ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବଜାର...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ :ବ୍ରାହ୍ମଣୀଗାଁ ଫରେଷ୍ଟରଙ୍କ ୧କୋଟିରୁ ଊର୍ଦ୍ଧ୍ୱ ସମ୍ପତ୍ତି ଠାବ

ଫୁଲବାଣୀ ଅଫିସ/ଦାରିଙ୍ଗବାଡ଼ି/ବାଲିଗୁଡ଼ା(ଡି.ଏନ୍‌.ଏ.)୨୮ା୧୨-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇପଡ଼ିଛନ୍ତି କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଫରେଷ୍ଟର କୈଳାସ ଚନ୍ଦ୍ର ସାହୁ ା ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ବାଲିଗୁଡା ବଜାର ସାହିରେ ଥିବା କୈଳାସଙ୍କ...

ମହିଳାଙ୍କୁ ଅସଦାଚରଣ, ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୨୮ା୧୨: ଜଣେ ମହିଳାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଅଭିଯୁକ୍ତ ଯୁବକଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଗେଟବଜାର ପଞ୍ଚାନନ ନଗରର ଶ୍ରୀକାନ୍ତ ବେହେରା। ମାମଲା ନଂ.୨୬୩/୧୯ରେ ତାଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ...

ବେପରୁଆ ଗାଡ଼ି ଚାଳକଙ୍କୁ ଜଗିବ ସ୍ପିଡ୍‌ ହଣ୍ଟର କ୍ୟାମେରା

ଛତ୍ରପୁର,୨୮ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଦ୍ରୁତଗତିରେ ଗାଡ଼ି ଚଳାଉଥିବା ଚାଳକଙ୍କୁ ଚିହ୍ନଟ କରିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଆରମ୍ଭ ହୋଇଛି। ଏଥିପାଇଁ ସ୍ପିଡ୍‌ ହଣ୍ଟର ୨ ପ୍ଲସ୍‌ କ୍ୟାମେରା ଜିଲାକୁ ଆସିଛିା ଶୁକ୍ରବାର ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଏହାର ଶୁଭାରମ୍ଭ...

କୀଟନାଶକ ଗନ୍ଧରେ ୨ ଭଉଣୀଙ୍କ ମୃତ୍ୟୁ

ଦିଗପହଣ୍ଡି,୨୮ା୧୨(ଡିଏନଏ)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମ ତଳସାହିରେ ରହୁଥିବା ମୋହନ ରେଡ୍ଡୀଙ୍କ ୨ ନାତୁଣୀ ଟିକିନା (୬) ଓ ସୋମା(୯)ଙ୍କର ଶୁକ୍ରବାର କୀଟନାଶକ ଗନ୍ଧରେ ମୃତ୍ୟୁ ଘଟିଛି। ଅନ୍ୟଜଣେ ଭଉଣୀ ବର୍ଷା (୧୨) ଗୁରୁତର ଅବସ୍ଥାରେ...

ଖୋର୍ଦ୍ଧା ବଲାଙ୍ଗୀର ରେଳ ପ୍ରକଳ୍ପ : କ୍ଷତିଗ୍ରସ୍ତ ପ୍ରଜା ସଂଗ୍ରାମ ସମିତିର ବିକ୍ଷୋଭ

ବୌଦ୍ଧ,୨୮।୧୨(ସ୍ବ.ପ୍ର) ଖୋର୍ଦ୍ଧା ବଲାଙ୍ଗୀର ରେଳ ପ୍ରକଳ୍ପ ପାଇଁ ବୌଦ୍ଧ ଜିଲାରେ ୧୦୭ କିଲୋମିଟର ରେଳପଥ ନିର୍ମାଣ ହେବାକୁ ଥିବାବେଳେ ଏହାର ଜମି ଅଧିଗ୍ରହଣ ପ୍ରକିୟା ଆଗେଇ ପାରୁନାହିଁ। ଖୋର୍ଦ୍ଧା ପଟୁ ମହିପୁର ଓ ବଲାଙ୍ଗୀର ପଟୁ ତରଭା ପର୍ଯ୍ୟନ୍ତ ରେଳପଥ...

ମଣ୍ଡିରୁ ଉଠୁନି ଧାନ, ମିଲର୍ସଙ୍କୁ ଅନୁକମ୍ପା

ବରଗଡ଼ ଅଫିସ୍‌,୨୮।୧୨ ବରଗଡ଼ ଜିଲାରେ ଧାନ କିଣାବିକା ଅନିୟମିତତା ସାଧାରଣରେ ପରିଣତ ହୋଇଛି। ଧାନର ଅଭାବୀ ବିକ୍ରି, ମଲର୍ସଙ୍କ ମର୍ଜିରେ ଧାନକିଣା, ମଣ୍ଡିରେ କଟନୀଛଟନୀ ଭଳି ଅଭିଯୋଗ ନିତିଦିନିଆ ଘଟଣା ହୋଇପଡ଼ିଛି। ହେଲେ ସେଭଳି ଅଭିଯୋଗ ଉପରେ ଆଶାନୁରୂପ କାର୍ଯ୍ୟାନୁଷ୍ଠାନ...

ଭତା, ପୋରଛାହନ୍‌ରୁ ବଁଚିତ୍‌ ଗଣ୍ଡାବଜା କଳାକାର: ବିପଦ୍‌ରେ ପଶ୍ଚିମ ଓଡ଼ିଶାର କଳା, ସଂସ୍କୃତି

  ଲାଠୋର, ୨୮ା୧୨ (ଡି.ଏନ୍‌.ଏ.)- ପଶ୍ଚିମ ଓଡ଼ିଶାର କଳା, ସଂସ୍କୃତି ବହୁତ୍‌ ପ୍ରାଚୀନ। ସେନ୍‌ତା ଇଠାନର ଜାନିଯାତ୍‌ରା, ପରବ୍‌, ଉଛବ୍‌, ବିହାବରୁ ସଂଗେ ଯୁଡ଼ି ହେଇରହିଛେ ଢୋଲ, ଲିସାନ, ତାସା, ମୁହୁରୀ ଲେଖେଁ ପ୍ରାଚୀନ ବାଦ୍ୟଯନ୍ତ୍ର। ଇ ବଜାମାନ ଆଗରୁ...

ମା’କେ ଝୁରି ହେଉଛନ୍‌ ଶିବାନନ୍ଦ: ସରକାରୀ ସାହାଯ୍‌ ଆଶ୍‌ରେ ପରିବାର

ଲୋଇସିଂହା, ୨୮ା୧୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଛେଲବାହାଲ ଗଁାର ପ୍ରେମାନନ୍ଦ ଦନ୍ତା(୪୫)କଁର ମାଏକିନା ଲବଙ୍ଗକଁର ମାସେ ତଲେ ମୁର୍‌ତୁ ହେଇଛେ। ଏନ୍‌ତାଥି ତାକର ସାଢ଼େ ୪ ବଛର୍‌ର ପୁଓ ଶିବାନନ୍ଦ ମା’କେ ହରମେଶା ଝୁରି ହେଉଛନ୍‌। ବଡ଼ଭାଗି...

ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଚଳିତବର୍ଷର ଯୁକ୍ତ ୨ ପରୀକ୍ଷା ଲାଗି ଶୁକ୍ରବାର ତାରିଖ ଘୋଷଣା କରାଯାଇଛି। ମାର୍ଚ୍ଚ ୩ରୁ ପରୀକ୍ଷା ଆରମ୍ଭ ହେବ। ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ମାର୍ଚ୍ଚ ୩ରୁ ଆରମ୍ଭ ହେବାକୁ ଥିବା ବେଳେ ମାର୍ଚ୍ଚ ୨୮ଯାଏ ଚାଲିବ। ସେହିଭଳି...

ଶିଶିର ସରସ-୨୦୨୦: ଜାନୁୟାରୀ ୪ରୁ ଆରମ୍ଭ, ୧୧ ଦିନ ଚାଲିବ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଆସନ୍ତାବର୍ଷ ଜାନୁୟାରୀ ପ୍ରଥମ ସପ୍ତାହରୁ ଆରମ୍ଭ ହେବ ଜାତୀୟସ୍ତରୀୟ ମେଳା ‘ଶିଶିର ସରସ’। ଏହି ମେଳା ଜାନୁୟାରୀ ୪ରୁ ୧୪ ତାରିଖ ଯାଏ ଭୁବନେଶ୍ୱର ୟୁନିଟ-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବ। ଚଳିତ ଥର ମେଳାରେ ମୋଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri