କୋଭିଡ୍ ହେଲ୍ଥ ସେଣ୍ଟରରେ ୫-ଟି ସଚିବ
ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଭିନ୍ନ କୋଭିଡ୍ ହସ୍ପିଟାଲ୍ ଯାଇ ସ୍ଥିତି ପରଖୁଛନ୍ତି। ଏହି କ୍ରମରେ ବୁଧବାର ୫-ଟି ସଚିବ ଭି.କେ. ପାଣ୍ଡିଆନ ଓ ଉନ୍ନୟନ କମିଶନର ସୁରେଶ ମହାପାତ୍ର…
୧୧୫୭ ପ୍ରବାସୀଙ୍କ ମଧ୍ୟରୁ ୫୮ କରୋନା ନେଗେଟିଭ୍
କେନ୍ଦ୍ରାପଡ଼ା ଅଫିସ, ୬ା୫: ଗତ ୪ ତାରିଖରୁ ଅଦ୍ୟାବଧି ୧୧୫୭ ପ୍ରବାସୀ ଜିଲାକୁ ଫେରିଛନ୍ତି। ସେମାନଙ୍କଠାରୁ ସଂଗୃହୀତ ସ୍ବାବ୍ ଟେଷ୍ଟିଂ ପରେ ୫୮ ଜଣ କରୋନା ନେଗେଟିଭ୍ ବୋଲି ଜିଲା ପ୍ରଶାସନ ବୁଧବାର ଗଣମାଧ୍ୟମକୁ ସୂଚନା ଦେଇଛି। ଜିଲାର ୪ଟି ସ୍ଥାନରେ…
କଣ୍ଟେନମେଣ୍ଟ ଜୋନ୍ରେ ୩ ପଞ୍ଚାୟତର ୯ଗାଁ
ରସୁଲପୁର, ୬।୫(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ନଠୁଆବର ପଞ୍ଚାୟତର ଜଣେ ୫୮ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍ (କ୍ରମିକ ନଂ.୧୭୬)ଙ୍କ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତାଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ୩୬ଜଣଙ୍କୁ ମଧ୍ୟରୁ…
ପରିବାରର ୩ ସମେତ ୪ କରୋନା ସଂକ୍ରମିତ: ଜିଲାରେ ଭୟର ବାତାବରଣ
ଜଗତ୍ସିଂହପୁର ଅଫିସ, ୬ା୫: ଜଗତ୍ସିଂହପୁର ଜିଲାକୁ ବୁଧବାର କରୋନା ଛୁଇଁଛି। ଜିଲାର ୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ନାଉଗାଁ ବ୍ଲକ ଅଞ୍ଚଳର ବୋଲି ଜଣାପଡିଛି। ଏହି ୪ ଜଣଙ୍କ ମଧ୍ୟରୁ ୩ଜଣ ଗୋଟିଏ ପରିବାରର। ମାତ୍ର ଏହି…
ଆପାତକାଳିନ ସେବା ଦେବେ ବିଡିଏ କର୍ମଚାରୀ: ଗୁରୁବାରଠୁ ଯୋଗଦେବେ ସବୁ କର୍ମଚାରୀ
ଭୁବନେଶ୍ୱର, ୬।୪(ବ୍ୟୁରୋ): ଭୁବନେଶ୍ୱରରେ ବିଏମ୍ସି କର୍ମଚାରୀ ଯେପରି ଆପତାକଳୀନ ସେବା ଯୋଗାଉଛନ୍ତି, ବିଡିଏ କର୍ମଚାରୀମାନେ ମଧ୍ୟ ଆପାତକାଳିନ ସେବା ଯୋଗାଇବେ। ସମସ୍ତ କର୍ମଚାରୀ ଗୁରୁବାର ଅର୍ଥାତ ଆସନ୍ତାକାଲିଠାରୁ ବିଡିଏ କାର୍ଯ୍ୟାଳୟରେ ଯୋଗଦେବା ସହ ଫୁଲ୍ ଟାଇମ୍ ଡ୍ୟୁଟି କରିବେ। କରୋନା ମୁକାବିଲା…
ଜୁନ୍ ୨୦ ପରେ ଯୁକ୍ତ୩, ଅଗଷ୍ଟ ୨୦ ସୁଦ୍ଧା ସରିବ ପିଜି ପରୀକ୍ଷା
ଭୁବନେଶ୍ୱର, ୬।୫(ବ୍ୟୁରୋ): ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଯୁକ୍ତ୩ ମହାବିଦ୍ୟାଳୟ ଏବଂ ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ୩ ଶେଷବର୍ଷ ପରୀକ୍ଷା ଜୁନ୍ ୨୦ ପରେ ଆରମ୍ଭ ହେବ। ଜୁଲାଇ ୨୪ ସୁଦ୍ଧା ପରୀକ୍ଷା ଶେଷ ହେବ ଓ ଅଗଷ୍ଟ ୩୧ ସୁଦ୍ଧା…
ନୃସିଂହ ଚତୁର୍ଦ୍ଦଶୀରେ କଣଗୁଜ ଅନୁକୂଳ ହେଲାନି
ପୁରୀ ଅଫିସ, ୬ା୫: ବୁଧବାର ଥିଲା ପବିତ୍ର ନୃସିଂହ ଚତୁର୍ଦ୍ଦଶୀ। ଏହି ତିଥିରେ ପରମ୍ପରା ଅନୁଯାୟୀ ରଥଖଳାରେ ତିନିରଥର କଣଗୁଜ ଅନୁକୂଳ ହୋଇଥାଏ। କିନ୍ତୁ ଏଥର ନୃସିଂହ ଚତୁର୍ଦ୍ଦଶୀରେ କଣଗୁଜ ଅନୁକୂଳ ହୋଇପାରିଲା ନାହିଁ। କେତେଜଣ ରୂପକାର ସେବକ ରଥଖଳାକୁ ଆସିଥିଲେ।…
ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି
ପୁରୀ ଅଫିସ, ୬ା୫: ପବିତ୍ର ନୃସିଂହ ଚତୁର୍ଦ୍ଦଶୀରେ ବୁଧବାର ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି ସମ୍ପନ୍ନ ହୋଇଛି। ସ୍ଥାନୀୟ ବ୍ରାହ୍ମଣ ଯୁବକମାନେ କୂଅରୁ ଜଳ ଆଣି ଏହି ନୀତିରେ ସାମିଲ ହୋଇ ଥିଲେ। ଠାକୁରାଣୀଙ୍କୁ ଜଳ ମଧ୍ୟରେ ନିମଗ୍ନ କରିଥିଲେ।…
CORONAVIRUS UPDATE: ରାଜ୍ୟରେ ଆଉ ୫ ପଜିଟିଭ୍, ଆକ୍ରାନ୍ତ ସଂଖ୍ୟା ୧୮୫ରେ ପହଞ୍ଚିଲା
ଭୁବନେଶ୍ୱର,୬।୫(ବ୍ୟୁରୋ)- ରାଜ୍ୟରେ ଆଉ ୫ କରୋନା ପଜିଟିଭ୍ ବୁଧବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୧୮୫ରେ ପହଞ୍ଚିଛି। ସେଥିରୁ ୪ ଜଣ ଜଗତସିଂହପୁର ହୋଇଥିବାବେଳେ ଜଣେ କେନ୍ଦ୍ରାପଡ଼ା ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ…
ସୋଗର ଗ୍ରାମରେ ବାଣ ବିସ୍ଫୋରଣ: ୨ ଶିଶୁ ମୃତ, ଜଣେ ଗୁରୁତର
କାମାକ୍ଷାନଗର,୬।୫(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆଫାଣ୍ଡି ସୋଗର ଗ୍ରାମରେ ବୁଧବାର ପୂର୍ବାହ୍ନରେ ଅଭାବନୀୟ ଘଟଣା ଘଟିଛି। ବାଣ ବିସ୍ଫୋରଣ ଘଟି ଗୋଟିଏ ପରିବାରର ଦୁଇଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ସେହିଭଳି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଅଛି। ସୂଚନାନୁଯାୟୀ, ଗ୍ରାମର ସରୋଜ…
ଆସିଲାନି ଆମ୍ବୁଲାନ୍ସ, ଟ୍ରଲିରେ ବୁହାହେଲେ ପ୍ରସୂତି
ରତ୍ନଗିରି,୬।୫(ଡି.ଏନ୍.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବାଇଁଶିରିଆ ପଞ୍ଚାୟତରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୁଧବାର ଆଉ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆମ୍ବୁଲାନ୍ସ ନ ଆସିବାରୁ ଜଣେ ପ୍ରସୂତିଙ୍କୁ ଟ୍ରଲିରେ ବୁହାଯାଇଥିବା ଦେଖିବାକୁ ମିଳିଛି।…
ହୋମ୍ କ୍ୱାରାଣ୍ଟାଇନ୍ରେ ରହିପାରିବେ ପ୍ରବାସୀ ଗର୍ଭବତୀ: ଗଞ୍ଜାମ ଜିଲାପାଳ
ଛତ୍ରପୁର, ୬।୫(ଡି.ଏନ୍.ଏ.)- ଗଞ୍ଜାମ ଜିଲାକୁ ସୁରଟ, କେରଳରୁ ପ୍ରବାସୀମାନେ ଆସିବାରେ ଲାଗିଛନ୍ତି। ଏହି ପ୍ରବାସୀମାନଙ୍କ ମଧ୍ୟରେ କେତେକ ଗର୍ଭବତୀ ରହିଥିବା ଦେଖାଯାଇଛି। ଆବଶ୍ୟକ ହେଲେ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଗର୍ଭବତୀଙ୍କୁ ହୋମ କ୍ୱାରେଣ୍ଟାଇନରେ ରଖାଯାଇପାରିବ। ଏନେଇ ଜିଲାର ସମସ୍ତ ୨୨…
Archives


