ରାଜ୍ୟ

ବିଦ୍ୟୁତ୍‌ ଆଘାତରେ ନାବାଳକଙ୍କ ମୃତ୍ୟୁ ଘଟଣା: ୪ ସପ୍ତାହରେ କ୍ଷତିପୂରଣ ଦେବାକୁ ଏନ୍‌ଏଚ୍‌ଆର୍‌ସିର ନିର୍ଦ୍ଦେଶ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): କଟକ ଜିଲା ବାଙ୍କୀର ନାବାଳକ ଶଙ୍କର ନାୟକଙ୍କର ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ଘଟଣା ନେଇ ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) କ୍ଷୋଭ ପ୍ରକାଶ କରିଛନ୍ତି। ଗତ ଫେବୃୟାରୀ ମାସରେ ଏହି ମାମଲାର ବିଚାର କରି କମିଶନ ମୃତକଙ୍କ...

ବିବାଦ ପିଛା ଛାଡୁନି: ପୁଣି ଠକେଇ ଅଭିଯୋଗ ଅଡୁଆରେ ଅଭିନେତ୍ରୀ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଓଲିଉଡ୍‌ର ଜଣେ ଅଭିନେତ୍ରୀଙ୍କ ପିଛା ଛାଡ଼ୁନି ବିବାଦ। ପ୍ରଥମେ ପ୍ରେମ ନାଁରେ ପ୍ରେମିକଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେବା ଅଭିଯୋଗରେ ସେ ଚର୍ଚ୍ଚାକୁ ଆସିଥିଲେ। ଏବେ ତାଙ୍କ ନାମରେ ଆଉ ଜଣେ ଯୁବକ ବ୍ରହ୍ମପୁରର ପପୁନ ମହାରଣା ଆଣିଛନ୍ତି ଏକ...

ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତିଙ୍କ ବଲାଙ୍ଗୀର ଗସ୍ତ ବାତିଲ

ବଲାଙ୍ଗୀର ଅଫିସ, ୨୭।୧୨: ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତି ଏମ.ଭେଙ୍କିୟା ନାଇଡୁଙ୍କ ବଲାଙ୍ଗୀର ଗସ୍ତ ବାତିଲ ହୋଇଛି। ବଲାଙ୍ଗୀରଠାରେ ନବନିର୍ମିତ ବିପିସିଏଲର ବଟ୍‌ଲିଂ ପ୍ଳାଣ୍ଟ ଏବଂ ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ସମାରୋହ ଉଦ୍‌ଘାଟନ ସମାରୋହରେ ଉପରାଷ୍ଟ୍ରପତି ଶୁକବ୍ରାର ଯୋଗଦେବାର...

ଭୁବନେଶ୍ୱରରେ କର୍ନାଟକ ବସ୍‌ ଜଳିବା ଘଟଣା: ଆରଟିଓରୁ ମାଲିକଙ୍କ ତଥ୍ୟ ଆଣିବ ପୋଲିସ

ଭୁବନେଶ୍ୱର, ୨୭।୧୨(ବ୍ୟୁରୋ): ଶହୀଦନଗର ଇମ୍ପା ପାର୍କ ନିକଟରେ ତାମିଲନାଡୁର କଳା ତାଲିକାଭୁକ୍ତ ବସ୍‌ ଜଳିବା ଘଟଣାରେ ରହସ୍ୟ ବଢିବାରେ ଲାଗିଛି। ପୋଲିସ ବସ୍‌ ମାଲିକଙ୍କ ପତ୍ତା ପାଉ ନ ଥିବାବେଳେ ଏନେଇ ଥାନାରେ କୌଣସି ଅଭିଯୋଗ ହୋଇନାହିଁ। ବସ୍‌ରେ କିଏ...

ଦେବାଳୟର ସ୍ମୃତିଚିହ୍ନ ବହନ କରୁଥିବାରୁ ଦେଉଳସାହି

କଟକ ଅଫିସ, ୨୭।୧୨: ବାଉନ ବଜାର ତେପନ ଗଳିର ସହର କଟକ। ଯଦିଓ ଏବେ ବାଉନ ବଦଳରେ ଶହେ ବଜାର, ହଜାରେ ଗଳି ସୃଷ୍ଟି ହେଲାଣି ତଥାପି କଟକ ସହିତ ଏହି ଢଗଟି ଚିରକାଳଧରି ଅମର ରହିଛି। ପ୍ରାଚୀନ ଏହି...

ଓଡ଼ିଆରେ ଅଣସଂରକ୍ଷିତ ଟ୍ରେନ୍‌ ଟିକେଟ ଶୁଭାରମ୍ଭ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଟ୍ରେନ୍‌ ଟିକେଟରେ ସ୍ଥାନ ପାଇଲା ଓଡ଼ିଆ ଭାଷା। ଏଣିକି ଇଂଲିଶ, ହିନ୍ଦୀ ସହ ଓଡ଼ିଆ ଭାଷାରେ ଅଣସଂରକ୍ଷିତ ଟ୍ରେନ୍‌ ଟିକେଟ ରାଜ୍ୟର ୩୧୭ଟି ଷ୍ଟେଶନରେ ଉପଲବ୍ଧ ହେବ। ଗୁରୁବାର କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ରେଳଷ୍ଟେଶନରେ...

ବିଡିଏକୁ ମଲ୍‌ ମାଲିକଙ୍କ ଚ୍ୟାଲେଞ୍ଜ: ହାଇକୋର୍ଟ ଅର୍ଡର ଦେଖାଇ ନିଆଯାଉଛି ପାର୍କିଂ ଫି

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜଧାନୀରେ ଥିବା ମଲ୍‌, ସିନେମା ହଲ୍‌, ଆପାର୍ଟମେଣ୍ଟ ଓ ବ୍ୟବସାୟିକ ପ୍ରତିଷ୍ଠାନ ପାର୍କିଂ ଫି ଆଦାୟ କରିପାରିବେ ନାହିଁ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଏହି କଡ଼ା ନିର୍ଦ୍ଦେଶ ଓ କାର୍ଯ୍ୟାନୁଷ୍ଠାନ ପରେ କିଛିଦିନ ପର୍ଯ୍ୟନ୍ତ ପାର୍କିଂ ଫି...

ମହୀପୁରକୁ ସମ୍ପ୍ରସାରଣ ହେଲା ପାସେଞ୍ଜର ଟ୍ରେନ୍‌

ନୟାଗଡ଼ ଅଫିସ,୨୭।୧୨: ନୟାଗଡ଼ ଜିଲା ନୂଆଗାଁ ବ୍ଲକର ମହୀପୁର ଷ୍ଟେଶନ ଗୁରୁବାର ରେଳ ମାନଚିତ୍ରରେ ସ୍ଥାନ ପାଇଛି। ଫଳରେ ବହୁ ପ୍ରତୀକ୍ଷିତ ଅଞ୍ଚଳବାସୀ ଏ ନେଇ ଖୁସି ବ୍ୟକ୍ତ କରିଛନ୍ତି। ନୟାଗଡ଼ ଟାଉନ ଷ୍ଟେଶନଠାରେ ମହିପୁର ନୂଆ ରେଳ ଲାଇନ୍‌ର...

ଆଳୁ, ପିଆଜ ଚିନ୍ତା: ଅଧିକ ଗଚ୍ଛିତ କଲେ ବ୍ୟବସାୟୀଙ୍କୁ ହେବ ଦଣ୍ଡ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଗତ ୩ ମାସ ହେବ ରାଜ୍ୟରେ ପିଆଜ ଦର ଆକାଶ ଛୁଆଁ ରହିଛି। ଖୁଚୁରା ବଜାରରେ କିଲୋ ପିଛା ୧୦୦ରୁ ୧୨୦ ଟଙ୍କାରେ ବିକ୍ରି ହେଉଛି। ନୂଆ ପିଆଜ ମାର୍କେଟକୁ ସେତେ ପରିମାଣରେ ଆସି ନାହିଁ। ତୁର୍କିରୁ ମଗାଯାଇଥିବା...

ପାକିସ୍ତାନ ସେନା ମୁଖପାତ୍ରଙ୍କ ଟୁଇଟ୍‌କୁ ଓଡ଼ିଆ ନେତାଙ୍କ ସମାଲୋଚନା

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଖ୍ରୀଷ୍ଟମାସ ଶୁଭେଚ୍ଛା ଜଣାଇବା ବାହାନାରେ ପାକିସ୍ତାନ ସେନା ମୁଖପାତ୍ର ତଥା ମେଜର ଜେନେରାଲ ଆସିଫ ଗଫୁର ଓଡିଶାକୁ ବୁଧବାର ଟାର୍ଗେଟ କରିଥିଲେ। ସେ ହିନ୍ଦୁତ୍ୱ ଆସକ୍ତ ରାଜ୍ୟର ଖ୍ରୀଷ୍ଟ ଧର୍ମାବଲମ୍ବୀ ବୋଲି କହି ଓଡିଶାକୁ ଟାର୍ଗେଟ କରିଛନ୍ତି। ତେବେ...

ସାମାଜିକ ଉତ୍ସବ ନେଇ ପ୍ରଦୂଷଣ ଚିନ୍ତା: ଏନ୍‌ଜିଟିଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ବିବାହ, ବ୍ରତ, ଜନ୍ମ ଦିନ ସମାରୋହ, ମେଳା ମହୋତ୍ସବ ଆଦି ସାମାଜିକ କାର୍ଯ୍ୟକ୍ରମ ବେଳେ ଶବ୍ଦ ପ୍ରଦୂଷଣଠାରୁ ଆରମ୍ଭ କରି ବାୟୁ, ଜଳ, ମାଟି ଆଦି ପ୍ରଦୂଷଣ ହେଉଛି। ଏହା ଉପରେ କାହାର ନଜର ରହୁ ନାହିଁ। ଏଭଳି...

ଉତ୍ତମ ପ୍ରଶାସନ ଯୋଗାଇବାରେ ବିଫଳ ହେଉଛି ରାଜ୍ୟ: ଗୁଡ୍‌ ଗଭର୍ନାନ୍ସରେ ଓଡ଼ିଶାର ସ୍ଥାନ ୧୪

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ଉତ୍ତମ ପ୍ରଶାସନିକ ସୁବିଧା ଯୋଗାଇବା ସହ ସରକାରୀ ଯୋଜନାଗୁଡ଼ିକର ଲାଭ ଲୋକଙ୍କ ନିକଟରେ କିଭଳି ପହଞ୍ଚୁଛି ସେ ନେଇ କେନ୍ଦ୍ର ସରକାର ଉତ୍ତମ ପ୍ରଶାସନ ମାପକାଠି(ଗୁଡ୍‌ ଗଭର୍ନାନ୍ସ ଇଣ୍ଡେକ୍ସ) ରିପୋର୍ଟ ପ୍ରକାଶ କରିଛନ୍ତି। ବୃହତ୍‌ ରାଜ୍ୟଗୁଡ଼ିକ ମଧ୍ୟରେ ଓଡ଼ିଶା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri