ପ୍ରବାସୀ ଓଡ଼ିଆଙ୍କ ବସ୍ ଦୁର୍ଘଟଣାଗ୍ରସ୍ତ
ଖୋର୍ଦ୍ଧା ଅଫିସ/ ନିରାକାରପୁର,୬ା୫(ଡି.ଏନ୍.ଏ.): ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ବସ୍ ପୁଣି ଦୁର୍ଘଟଣାଗ୍ରସ୍ତ ହୋଇଛି। ମଙ୍ଗଳବାର ପ୍ରତ୍ୟୁଷରେ ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ କୁହୁଡି ଛକରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ବସ୍ ଡ୍ରାଇଭରଙ୍କ…
ଜୁନ ୧୮ ଯାଏ ବଢ଼ିଲା ସମସ୍ତ ଅନ୍ତରୀଣ ନିର୍ଦ୍ଦେଶ
କଟକ ଅଫିସ,୬।୫: ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ମଙ୍ଗଳବାର କେତେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ବିଭିନ୍ନ ମାମଲାରେ ପୂର୍ବରୁ ହାଇକୋର୍ଟ କିମ୍ବା ନିମ୍ନକୋର୍ଟଗୁଡ଼ିକ ଯେଉଁ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି, ଯାହା ମାର୍ଚ୍ଚ ୨୪ ତାରିଖ ପରେ ସମାପ୍ତ ହେଉଛି,…
ଆଜିଠାରୁ ରବି ଧାନ ସଂଗ୍ରହ
ଭୁବନେଶ୍ୱର,୬ା୫(ବ୍ୟୁରୋ): ରାଜ୍ୟରେ ରବି ଧାନ ଅମଳ ୪୦ ପ୍ରତିଶତ ଶେଷ ହୋଇଛି। ବୁଧବାରଠାରୁ ରାଜ୍ୟର ୧୭ଟି ଜିଲାରେ ରବି ଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ ହେବ। ମୁଗ, ବିରି, କୋଳଥ,ଚଣା ଆଦି ଡାଲିଜାତୀୟ ଏବଂ ତୈଳବୀଜ ଫସଲ କ୍ରୟ ପ୍ରକ୍ରିୟା ମଧ୍ୟ…
ରଥ ନିର୍ମାଣ ଲାଗି ଆସିଲାନି ନିର୍ଦ୍ଦେଶ
ପୁରୀ ଅଫିସ,୬ା୫: ଚଳିତ ବର୍ଷ ବଡ଼ଦାଣ୍ଡରେ ମହାପ୍ରଭୁଙ୍କ ତିନିରଥ ଗଡ଼ିବା ନେଇ ସଂଶୟ ଦେଖାଦେଇଛି। ମଙ୍ଗଳବାର ଦିନତମାମ୍ର ଘଟଣା ଚିତ୍ର ସମସ୍ତଙ୍କ ମନରେ ଏଭଳି ଭାବିବାକୁ ସୁଯୋଗ ସୃଷ୍ଟି କରିଛି। ସୋମବାର ସନ୍ଧ୍ୟାରେ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା ପରେ ମଙ୍ଗଳବାର…
ମଦ କାରବାର: ଜିଲାପାଳଙ୍କ ପଲା ଭାରି
ଭୁବନେଶ୍ୱର, ୬ା୫(ବ୍ୟୁରୋ): ରାଜ୍ୟର ମଦ ଦୋକାନ ଖୋଲିବା ନେଇ ଦ୍ୱନ୍ଦ୍ୱ ଏ ପର୍ଯ୍ୟନ୍ତ ଦୂର ହୋଇପାରୁନାହିଁ। ଗତ ୧ ତାରିଖରେ ଦେଶର ସମସ୍ତ ଗ୍ରୀନ ଜୋନ୍ ଅଞ୍ଚଳରେ ମଦ ଦୋକାନ ଖୋଲିବାକୁ କେନ୍ଦ୍ର ସରକାର ଅନୁମତି ଦେଇଥିଲେ। ହେଲେ ଓଡ଼ିଶାରେ ଏପର୍ଯ୍ୟନ୍ତ…
କେତେ କୃତଘ୍ନ ହେବା
ଭୁବନେଶ୍ୱର, ୬।୫ (ଜିତେନ୍ଦ୍ର କୁମାର ନାୟକ): କରୋନା ଭାଇରସ୍ ସଂକ୍ରମଣରୁ ଦେଶକୁ ରକ୍ଷାକରିବା ପାଇଁ ଲକ୍ଡାଉନ୍ ଅବଧିକୁ ମେ’ ୧୭ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କିଛିଦିନ ହେବ କୁହାଯାଇଆସୁଛି ଯେ, ଚଳିତ ମାସ ଶେଷ ଆଡ଼କୁ ସଂକ୍ରମଣ ସ୍ତର ବୃଦ୍ଧି ପାଇବ।…
ସୁରଟରୁ ବସ୍ ନୁହେଁ, ଟ୍ରେନ୍ରେ ଫେରିବେ ଶ୍ରମିକ
ଭୁବନେଶ୍ୱର,୬ା୫(ବ୍ୟୁରୋ): ଗୁଜରାଟର ସୁରଟରୁ ଓଡ଼ିଶା ଫେରୁଥିବା ଶ୍ରମିକମାନେ ଆଉ ବସ୍ରେ ଆସିବେ ନାହିଁ। ଦୀର୍ଘବାଟ ହୋଇଥିବାରୁ ଫେରିବା ସମୟରେ ଖାଇବା ପିଇବାରେ ଅସୁବିଧା, ଅଂଶୁଘାତ, ଦୁର୍ଘଟଣା ଭଳି ସମସ୍ୟା ଦେଖାଦେଉଛି। ମହିଳା ଓ ଶିଶୁମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ…
ଜେଇଇ, ଏନ୍ଇଇଟି ପାଇଁ ତାରିଖ ଘୋଷଣା: ହେବନି ସିବିଏସ୍ଇ ୧୦ମ ପରୀକ୍ଷା
ଭୁବନେଶ୍ୱର,୬ା୫(ବ୍ୟୁରୋ): ଦେଶରେ ବ୍ୟାପୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜେଇଇ ମେନ୍ ଓ ନ୍ୟାଶନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍ଇଇଟି ୟୁଜି ୨୦୨୦) ନେଇ ମଙ୍ଗଳବାର ତାରିଖ ଘୋଷଣା କରାଯାଇଛି। ଗତ ଏପ୍ରିଲ୍ରେ ଅନୁଷ୍ଠିତ ହେବାକୁ ଥିବା ଜେଇଇ ମେନ୍…
CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୭
ଭୁବନେଶ୍ୱର,୬।୫:(ବ୍ୟୁରୋ)-ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ଆକ୍ରାନ୍ତଜଣକ ଗଂଜାମ ଜିଲାର ଏବଂ ସୁରତରୁ ଫେରିଛନ୍ତି ବୋଲି ବୁଧବାର ଲୋକ ସୂଚନା ଓ ସମ୍ପର୍କ ବିଭାଗ ତରଫରୁ…
CORONAVIRUS UPDATE: ରାଜ୍ୟରେ ଦ୍ଵିତୀୟ କରୋନା ମୃତ୍ୟୁ
ଭୁବନେଶ୍ୱର,୬।୫:(ବ୍ୟୁରୋ)- ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ମୃତକ ୭୭ ବର୍ଷୀୟ ମଧୁସୂଦନନଗର, ଭୁବନେଶ୍ୱର ବାସିନ୍ଦା ଯିଏକି କିଛିଦିନ ଧରି କିମ୍ସ କୋଭିଡ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ, ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। ରାଜ୍ୟରେ ଏହା ଦ୍ଵିତୀୟ କରୋନା…
CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୬
ଭୁବନେଶ୍ୱର,୫।୫:(ବ୍ୟୁରୋ)- ମଙ୍ଗଳବାର ରାତିରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୬ରେ ପହଞ୍ଚିଛି। ପଜିଟିଭ୍ ଚିହ୍ନଟ ହୋଇଥିବା ୫୮ ବର୍ଷୀୟ ବ୍ୟକ୍ତି ଯାଜପୁର ଜିଲାର ଏବଂ ସେ କୋଲକାତା ଫେରନ୍ତା ବୋଲି…
୬ କରୋନା ପଜିଟିଭ୍ଙ୍କ ସମ୍ପର୍କରେ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ୧୦୩ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ୪ ଜଣ
ଭୁବନେଶ୍ୱର,୫।୫(ବ୍ୟୁରୋ)-ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ୧୦୩, ୧୧୨, ୧୧୩, ୧୧୪, ୧୧୫, ୧୬୩ ନଂ କରୋନା ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ପ୍ରଦାନ କରାଯାଇଛି। ୬ ଜଣଙ୍କ ଘର ସୁନ୍ଦରଗଡ଼ ଜିଲା ରାଉରକେଲାରେ ବୋଲି କୁହାଯାଇଛି। ୧୦୩…
Archives


