ଭୀମକୁଣ୍ଡରେ ବୁଡି ଯାଇ ପର୍ଯ୍ୟଟକ ନିଖୋଜ
ପାଟଣା/ଠାକୁରମୁଣ୍ଡା, ୨୫।୧୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡର ବୁଧବାର ଅପରାହ୍ନରେ ଜଣେ ପର୍ଯ୍ୟଟକ ପ୍ରଥମ କୁଣ୍ଡରେ ଗାଧୋଉଥିବା ବେଳେ ଭାସି ଯାଇ ନିଖୋଜ ହୋଇଥିବା ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ମିଳିଛି। ତେବେ ନିଖୋଜ ବ୍ୟକ୍ତି ଜଣଙ୍କ...
ଚାକିରି ନାଁରେ ଠକେଇ: ଜେଲ ଗଲେ ଯୁବକ
ଭଦ୍ରକ ଅଫିସ,୨୫।୧୨: ଭଦ୍ରକ ସହର ଚରମ୍ପାଠାରେ ଏକ ନକଲି ଏଜେନ୍ସି ଖୋଲି ନିଯୁକ୍ତି ଦେବା ନାଁରେ ଆଶାୟୀଙ୍କଠାରୁ ଅର୍ଥ ଆଦାୟ କରି ଠକେଇ ଅଭିଯୋଗରେ ଟାଉନ ଥାନା ପୋଲିସ ଉତ୍ତରପ୍ରଦେଶ ଅଞ୍ଚଳର ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ...
ଅଯଥାରେ ବିଭ୍ରାନ୍ତି କରୁଛି କଂଗ୍ରେସ: ପୃଥ୍ବୀରାଜ
ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ଏନ୍ଆର୍ସି ଏବଂ ଏନ୍ପିଆର୍ ପ୍ରସଙ୍ଗକୁ ନେଇ କଂଗ୍ରେସ ଅଯଥାରେ ବିଭ୍ରାନ୍ତି କରୁଛି। ରାଜ୍ୟ ଭାଜପା ଏହି ପ୍ରସଙ୍ଗରେ ଲୋକମାନଙ୍କ ପାଖକୁ ଯିବା ସହ ସେମାନଙ୍କୁ ସଚେତନ କରାଇବ। ପ୍ରାୟ ୧ କୋଟି ଲୋକଙ୍କ ପାଖରେ ଭାଜପା ପହଞ୍ଚିବ ବୋଲି...
ରାଜଧାନୀରେ ଜଳିଗଲା ବସ୍
ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ଭୁବନେଶ୍ୱର ଶହୀଦନଗର ପ୍ଲଟ ନଂ ୩୧୬ ନିକଟରେ ଥିବା ଏକ ବସ୍(କେଏ-୦୧ଡି-୫୧୮୦)ରେ ବୁଧବାର ନିଆଁ ଲାଗି ଜଳିିଯାଇଛି। ଏଥିରେ ବସ୍ଟି ସମ୍ପୂର୍ଣ୍ଣ ଜଳିଯାଇଥିବା ବେଳେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ତେବେ କେହି ଉଦ୍ଦେଶ୍ୟମୂଳକ ଭାବେ ଅଥବା...
ଦୁଇରୁ ତିନି ଦିନ ମଧ୍ୟରେ କମିବ ପିଆଜ ଦର: ମନ୍ତ୍ରୀ
ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ଦୀର୍ଘ ଚାରି ମାସ ଧରି ପିଆଜ ଦର ଆକାଶଛୁଆଁ। ମହାରାଷ୍ଟ୍ର ଓ ଇଜିପ୍ଟରୁ ପିଆଜ ଆସିବା ସତ୍ତ୍ୱେ ବଜାରରେ ଏହାର ଖୁଚୁରା ଦର କମୁନାହିଁ। ଏବେ ବି ପିଆଜ କିଲୋ ପ୍ରତି ୯୦ରୁ ୧୦୦ ଟଙ୍କାରେ ବିକ୍ରି ହେଉଛି।...
ଶିମିଳିପାଳରେ ପର୍ଯ୍ୟଟକଙ୍କୁ ଆକ୍ରମଣ କଲା ବବ୍ଲୁ, ଭିଡିଓ ଭାଇରାଲ
ବାରିପଦା ଅଫିସ,୨୫।୧୨- ମୟୂରଭଞ୍ଜ ଜିଲା ସ୍ଥିତ ଶିମିଳିପାଳ ଅଭୟାରଣ୍ୟ ତଥା ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ଅଧୀନ ଲୁଲୁଙ୍ଗଠାରେ ବନ ବିଭାଗର ପୋଷା ହାତୀ ବବ୍ଲୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଘଟଣା...
ଖୋର୍ଦ୍ଧାରେ ଟ୍ରାଫିକ୍ ପୋଲିସ, ଏଏସ୍ଆଇଙ୍କ ଦାଦାଗିରି: ଲାଞ୍ଚ ନ ଦେବାରୁ ପିଟିଲେ, ଚାଲାଣ ନ କାଟି ଛଡ଼ାଇନେଲେ ୫ଶହ ଟଙ୍କା
ଖୋର୍ଦ୍ଧା ଅଫିସ, ୨୫ ।୧୨: ଖୋର୍ଦ୍ଧା ଆଦର୍ଶ ଥାନା ବ୍ୟାଙ୍କ ଛକରେ ଜଣେ ଟ୍ରାଫିକ ପୋଲିସ ଓ ଆଦର୍ଶ ଥାନା ଏଏସ୍ଆଇଙ୍କର ଦାଦାଗିରି ଯୋଗୁ ବୁଧବାର ଖୋର୍ଦ୍ଧା ସହରରେ ଉତ୍ତେଜନା ଦେଖା ଦେଇଛି। ଏପରିକି ଏହାକୁ କେନ୍ଦ୍ରକରି ବ୍ୟାଙ୍କ ଛକ...
ସ୍କୁଲକୁ ଛାତ୍ରୀଛାତ୍ର ଗାଡ଼ି ନେଇ ଆସିବା ମନା, ଜାରି ହେଲା ଗାଇଡ୍ଲାଇନ୍
ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ସ୍କୁଲରେ ପଢ଼ୁଥିବା ପିଲାଙ୍କୁ ବାଇକ୍ ମନା। ୧୮ ବର୍ଷରୁ କମ୍ ବୟସର ପିଲାମାନେ ସ୍କୁଲକୁ ବାଇକ ଆଣି ଆସିପାରିବେ ନାହିଁ। ଏହି ନିୟମକୁ କଡ଼ାକଡ଼ି ପାଳନ କରିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ଉଚ୍ଚ...
କାଜୁ ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଠାବ, ହତ୍ୟା ସନ୍ଦେହ
ମହାକାଳପଡ଼ା, ୨୫।୧୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ଥାନା ଅନ୍ତର୍ଗତ ପେଟଛେଲା ପଞ୍ଚାୟତର ବି.ବି. କଲୋନୀ କାଜୁ ଜଙ୍ଗଲରେ ବୁଧବାର ଝୁଲନ୍ତା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଠାବ କରାଯାଇଛି। ମୃତକ ହେଲେ ଲୁଣିମାଠିଆ ଶବରପଡ଼ା ଗ୍ରାମର ଫକ ମଳିକ। ଘଟଣାସ୍ଥଳରେ...
ପାଳନ ହେଲା ବଡ଼ଦିନ: ବାଇବେଲ୍ ପାଠ ସହ ପ୍ରାର୍ଥନାରେ ପ୍ରକମ୍ପିତ ଚର୍ଚ୍ଚ ଗୃହ
ଦାରିଙ୍ଗବାଡ଼ି,୨୫।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବୁଧବାର ବଡ଼ଦିନ ଶାନ୍ତି ଶୃଙ୍ଖଳାର ସହ ପାଳନ ହେଉଛି। ଏହି ଅବସରରେ ସମସ୍ତ ଖ୍ରୀଷ୍ଟଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ ଦେଖାଯିବା ସହ ମଙ୍ଗଳବାର ମଧ୍ୟରାତ୍ରରେ ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମ ଦିବସ ପାଳନ କରାଯାଇଥିଲା।...
ଦନ୍ତା ଆକ୍ରମଣରେ ବୃଦ୍ଧାଙ୍କ ଜୀବନଗଲା
ବାରିପଦା ଅଫିସ,୨୫।୧୨: ମୟୂରଭଞ୍ଜ ଜିଲ୍ଲା ବାଙ୍ଗରିପୋଷି ବନାଞ୍ଚଳ ଅଧୀନ ଗୋଶାଣିପାଳ ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସ୍ନେହଲତା ସେଠୀ (୬୫)। ସେ ସକାଳୁ ଗ୍ରାମ ନିକଟସ୍ଥ କାତରା ନଦୀକୁ ଶୌଚ...
ସଡ଼କ ଦୁର୍ଘଟଣାରେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ମୃତ୍ୟୁ
ରାୟଗଡା ଅଫିସ, ୨୫।୧୨: ଏକ ସଡ଼କ ଦୁର୍ଘଟଣାରେ ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ରାମନାଗୁଡ଼ା ବ୍ଲକର ତାଣ୍ଡିକଣା ଗ୍ରାମ ନିକଟରେ ଏହି ଦୁର୍ଘଟଣା ହୋଇଛି। ଅଧ୍ୟକ୍ଷ ରାୟଗଡାରୁ ଗୁଣୁପୁର ଫେରୁଥିବା...
Archives


