ରାଜ୍ୟ

ବାଲିଆପାଳରେ ଦିବ୍ୟାଙ୍ଗଙ୍କୁ ରାଶନ ବଣ୍ଟନ

ଲଙ୍ଗଳେଶ୍ୱର, ୫।୫(ଡି.ଏନ.ଏ.)-କରୋନା ମହାମାରୀରେ ସାରା ପୃଥିବୀ କବଳିତ ହୋଇଥିବା ବେଳେ ଦିବ୍ୟାଙ୍ଗମାନେ ଏଥିରେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ଗ୍ରାମାଞ୍ଚଳରେ ବାସ କରୁଥିବା ଦିବ୍ୟାଙ୍ଗମାନେ ବିଭିନ୍ନ ସୁବିଧା ସୁଯୋଗ ପାଇବାରୁ ବଞ୍ଚିତ ହେଉଥିବାରୁ ଡବ୍ଲ୍ୟୁସିଏସ୍‌ଆର ଗ୍ରୁପର ସଦସ୍ୟମାନେ ସହାୟତାର ହାତ ବଢ଼ାଇଛନ୍ତି।…

ପରିବା ବ୍ୟବସାୟୀଙ୍କୁ ମାକ୍ସ ବଣ୍ଟନ

ଲଙ୍ଗଳେଶ୍ୱର, ୫।୫(ଡି.ଏନ.ଏ.)-ବାଲିଆପାଳ ବ୍ଲକ ଅନ୍ତର୍ଗତ କୁଣ୍ଡୁଳି ହାଟରେ ମହିଳାମାନଙ୍କ ପକ୍ଷରୁ କରୋନା ସଚେତନତା ଏବଂ ମାକ୍ସ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଠାକୁ ବ୍ୟବସାୟ କରିବା ପାଇଁ ବିଭିନ୍ନ ଅଞ୍ଚଳରୁ ପରିବା ବେପାରୀମାନେ ଆସିଥାନ୍ତି। ହାଟରେ ଗହଳି ହେବା ସହିତ ବ୍ୟବସାୟୀ…

ହାଇଦ୍ରାବାଦରୁ ପ୍ରବାସୀ ଓଡିଆଙ୍କୁ ନେଇ ଆସୁଥିବା ବସ ଦୁର୍ଘଟଣା : ଡ୍ରାଇଭର ମୃତ, ୨ଆହତ

ଖୋର୍ଦ୍ଧା ଅଫିସ,୫।୫ : ଖୋର୍ଦ୍ଧା ଟାଙ୍ଗି ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ କୁହୁଡ଼ି ଛକରେ ହାଇଦ୍ରାବାଦ ରୁ ପ୍ରବାସୀ ଓଡିଆଙ୍କୁ ଧରି ଫେରୁଥିବା ବସ ମଙ୍ଗଳବାର ସକାଳେ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଏଥିରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି ଏବଂ…

ଗଞ୍ଜାମରେ ପୁଣି କରୋନା ପଜିଟିଭ: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦

ଭୁବନେଶ୍ୱର,୫।୫ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଁଚିଛି। ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲାର ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚୀତ କରାଯାଇଛି।

ସୁରଟ, କୋଟାରୁ ଆସିଲେ ୧୦୫

ଅନୁଗୋଳ ଅଫିସ, ୫।୫ ସୁରଟ୍‌ ଓ କୋଟାରୁ ଦୁଇଟି ବସ୍‌ରେ ଆସିଥିବା ପ୍ରବାସୀମାନେ ସୋମବାର ଅନୁଗୋଳରେ ପହଞ୍ଚତ୍ଛନ୍ତି। ସୁରଟ୍‌ରୁ ଗୋଟିଏ ବସ୍‌ରେ ୬୬ ଜଣ ଓ କୋଟାରୁ ୩୯ ଛାତ୍ରୀଛାତ୍ର ଆସିଥିବା ପ୍ରଶାସନ ସୂଚନା ଦେଇଛି। ସୁରଟ୍‌ରୁ ଆସିଥିବା ବସ୍‌ ଭୋର…

୧୨ ଘଣ୍ଟା ପରେ ବାଇକ୍‌ରେ ଗଲେ ୬ ପ୍ରବାସୀ

ଅନୁଗୋଳ ଅଫିସ, ୫।୫ ଓଡ଼ିଶା ଫେରିବାକୁ ଚାହଁୁଥିବା ପ୍ରବାସୀମାନଙ୍କୁ କିପରି ଅଣାଯାଇ କ୍ୱାରାଣ୍ଟାଇନ୍‌ରେ ରଖାଯିବ ସେ ନେଇ ରାଜ୍ୟ ସରକାର ସ୍ବତନ୍ତ୍ର ଯୋଜନା କରିଛନ୍ତି। ଯେଉଁମାନେ ଏଥିପାଇଁ ପଞ୍ଜୀକରଣ କରିନାହାନ୍ତି ସେମାନଙ୍କୁ ରାଜ୍ୟ ସୀମାନ୍ତ ଚେକ୍‌ଗେଟ୍‌ରେ ପଞ୍ଜୀକୃତ କରାଯାଇ ନିଜ ଅଞ୍ଚଳର…

କୋହଳ ପରେ ଗହଳି

ଅନୁଗୋଳ ଅଫିସ, ୫।୫ ଅନୁଗୋଳ ଜିଲା ଗ୍ରୀନ୍‌ ଜୋନ୍‌ରେ ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନ ନିୟମ କୋହଳ କରାଯାଇଛି। ଫଳରେ ସୋମବାରଠାରୁ ଅନେକ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବାକୁ ଅନୁମତି ଦିଆଯାଇଛି। ତେବେ ମଦ ଦୋକାନକୁ ଅନୁମତି ମିଳିନାହିଁ। ପ୍ରଶାସନ ଏ…

୫.୯୧ ଲକ୍ଷ ଟଙ୍କା ସହାୟତା ସଂଗ୍ରହ

ଭୁବନ, ୫।୫(ଡି.ଏନ୍‌.ଏ.) କରୋନା ସଙ୍କଟ ସମୟରେ ରାଜ୍ୟ ସରକାରଙ୍କୁ ସହାୟତାର ହାତ ବଢ଼ାଇବାକୁ ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିଲା ଅଭିଯାନ। ବ୍ଲକ ଅଧ୍ୟକ୍ଷ ଗଁା ଗଁା ବୁଲି ସହାୟତା କରିବାକୁ ନିବେଦନ କରିଥିଲେ।…

କୂଅରେ ଗଲା ମା’ପୁଅଙ୍କ ଜୀବନ

ପରଜଙ୍ଗ, ୫।୫(ଡି.ଏନ.ଏ.) ମା’ ସାମ୍ନାରେ କୂଅ ଭିତରେ ଖସିପଡ଼ିଲା ୩ବର୍ଷର ଶିଶୁପୁତ୍ର। ନିଜ ଆଖି ଆଗରେ ପୁଅର ମୃତ୍ୟୁକୁ କେମିତିବା ଦେଖିଥାନ୍ତା ମା’? ପୁଅକୁ ରକ୍ଷା କରିବାକୁ ଜୀବନକୁ ବାଜି ଲଗାଇ ସେ ଡେଇଁପଡ଼ିଲେ କୂଅ ଭିତରକୁ। ହେଲେ ମୃତ୍ୟୁର ଗର୍ତ୍ତରୁ…

୧୨ ଘଣ୍ଟିଆ ୧୪୪ ଧାରା

ଢେଙ୍କାନାଳ ଅଫିସ, ୫।୫ କରୋନା ପ୍ରଭାବିତ ଢେଙ୍କାନାଳ ଜିଲାକୁ ଅରେଞ୍ଜ ଜୋନ୍‌ରେ ରଖାଯାଇଛି। ଜିଲା ସଦରରେ ଜଣେ ମହିଳାଙ୍କ ନିକଟରୁ ଏପ୍ରିଲ୍‌ ୯ରେ କୋଭିଡ୍‌-୧୯ ଭୂତାଣୁଠାବ କରାଯାଇଥିଲା। ଏହାପରେ ନୂଆ ମାମଲା ଆସିନାହିଁ। ଏହାସତ୍ତ୍ୱେ ପଡୋଶୀ ଯାଜପୁର ଏବଂ କେନ୍ଦୁଝର ଜିଲାରେ…

କରୋନା ଭୟ: ମୃତଦେହ ଛୁଇଁଲେନି ଗ୍ରାମବାସୀ

ସିମୁଳିଆ, ୪ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଜାମୁଝାଡି ପଞ୍ଚାୟତ ଖଟନଗର ଅଞ୍ଚଳରେ ରବିବାର ଅପରାହ୍ନରେ ମୃତ୍ୟୁ ହୋଇଥିବା ଶ୍ରୀଧର ଦଳାଇ(୫୦) ନାମକ ବ୍ୟକ୍ତିଙ୍କ ମୃତଦେହକୁ କରୋନା ଭୟରେ ଗ୍ରାମବାସୀ ନ ଛୁଇଁବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ଫଳରେ…

‘ଜୀବନ ଦେବୁ ପଛେ ପରମ୍ପରା ବନ୍ଦ କରାଇ ଦେବୁନି’

ପୁରୀ ଅଫିସ, ୪ା୫:  ଶହ ଶହ ବର୍ଷ ଧରି ଶ୍ରୀକ୍ଷେତ୍ରରେ ପାଳିତ ହୋଇଆସୁଛି ଯମୁନା ଗାଧୁଆ ପରମ୍ପରା। ମାତ୍ର ଏହାକୁ ବନ୍ଦ କରିବା ଲାଗି ପ୍ରଶାସନିକ ଷଡ଼ଯନ୍ତ୍ର ହେଉଛି ବୋଲି ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏହାକୁ ବିରୋଧକରି ସୋମବାର ଅଞ୍ଚଳବାସୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri