ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ
ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଥାନା ମାମଲା ନଂ.୩୫୧/୨୬ ବିଏନ୍ଏସର ଦଫା –…
ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା
ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି । ସତ୍ୟଭୂଷଣ ସାହୁ ୧୯୮୦,…
ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ବଲାଙ୍ଗୀର/ଲୋଇସିଂହା,୨୬।୮(ସୁନିଲ କୁମାର ମହାନ୍ତି/ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ ନାବାଳକ ସାହିଲ ପଟେଲ । ସୂଚନା ଅନୁସାରେ, କୌଣସି କାରଣକୁ ନେଇ…
ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…
ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା ସୁରକ୍ଷା ଓ ସଚେତନତା ପାଇଁ ନିମ୍ନଲିଖିତ ମୁଖ୍ୟ ନିଷ୍ପତ୍ତିଗୁଡ଼ିକ ନିଆଯାଇଛି। ଜିଲାରେ ବାଲ୍ୟ…
ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ
ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ ଜିଲା ବାଙ୍କୀ ଅନ୍ତର୍ଗତ ଡମପଡ଼ା ବ୍ଲକ କଇଁମୁଣ୍ଡି ଗ୍ରାମରେ। ସୂଚନା ଅନୁଯାୟୀ, ପାଥପୁର…
ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି
ପୁରୀ,୨୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି ହୋଇଥିବା ସୂଚନା ମିଳିଛି। ତେବେ ପୋଲିସ ଉଭୟ ଗୋଷ୍ଠୀକୁ ନେଇ ସିଂହଦ୍ୱାର ଥାନାରେ…
ପିଏମ୍ ସୂର୍ଯ୍ୟଘର ଯୋଜନା: ସବ୍ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି
କଟକ ସଦର,୨୬ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କ୍ଷୋଭ ପ୍ରକାଶ କରିଥିଲେ। କଟକ ସଦର ବ୍ଲକ…
ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…
ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା ଓ କାଇତାଲା ରାଜସ୍ବ ମୌଜାର ୫୩୨ଜଣ ସ୍ବତ୍ୱାଧିକାରୀ ଜମି ମାଲିକଙ୍କୁ ପଟ୍ଟା ପ୍ରଦାନ…
ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର
ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା ବାହାନାରେ ଅଭିଯୁକ୍ତ ଟେକଚାନ୍ଦ ବେହେରା (୨୪) ଚମ୍ପଟ ମାରିଥିବା ନେଇ ସୁନ୍ଦରଗଡ଼ ଜେଲ୍…
ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ
ଭୁବନେଶ୍ୱର,୨୬ା୮(ସୁନିତ୍ ମିଶ୍ର): ରାଜ୍ୟ ସରକାର ଆଇଏଏସ୍ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ ଥିବା ଆଇଏଏସ୍ ଅଫିସର ସଞ୍ଜୟ କୁମାର ବିଶ୍ୱାଳଙ୍କୁ ସୂଚନା ଓ ଲୋକ ସମ୍ପର୍କ…
ଆଳୁ ମିଶନ: ଟଙ୍କାଟିଏ ବି ଖର୍ଚ୍ଚ ହୋଇନି
ଭୁବନେଶ୍ୱର,୨୬।୮ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ସ୍ବାବଲମ୍ବୀ କରିବା ସହିତ ଆଳୁ ଚାହିଦା ମେଣ୍ଟାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୪-୧୫ରେ ‘ଆଳୁ ମିଶନ’ ଆରମ୍ଭ ହୋଇଥିଲା। ଏହାର ଉଦ୍ଦେଶ୍ୟ ରହିଥିଲା ଓଡ଼ିଶାରେ ଆଳୁ ଉତ୍ପାଦନ ବଢ଼ାଇବା ସହିତ ରାଜ୍ୟକୁ ଆଳୁ…
ଓଏଏସ୍ ଅଫିସର ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ
ଭୁବନେଶ୍ୱର, ୨୬।୮(ସୁନିତ୍ ମିଶ୍ର): ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର…

