କଟକଣା ମାନି ରଥଯାତ୍ରା ଆୟୋଜନ ହେଉ
ପୁରୀ ଅଫିସ, ୪ା୫: ମହାମାରୀ କରୋନା ପାଇଁ ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗିରହିଛି। ଏଭଳି ସ୍ଥିତିରେ ପୁଣିଥରେ ରଥଯାତ୍ରାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛି ଦଇତାପତି ନିଯୋଗ। କରୋନା ପାଇଁ ରଥଯାତ୍ରା…
କରୋନା ଯୋଦ୍ଧାଙ୍କୁ ସମ୍ମାନ: ଯୁଦ୍ଧ ଜାହାଜରେ ଜଳିଲା ଲାଇଟ୍
ପାରଦୀପ,୪ା୫(ସ୍ବ.ପ୍ର.): କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ନିମନ୍ତେ ଭାରତୀୟ ତଟରକ୍ଷୀ ବାହିନୀ(କୋଷ୍ଟଗାର୍ଡ) ପକ୍ଷରୁ ଅଭିନବ ଉପାୟରେ ସମ୍ମାନ ଜଣାଯାଇଛି। ପୂର୍ବ ଉପକୂଳ ସୀମାର ସାଗରଦୀପ, ପୁରୀ ଓ ପାରୀଦୀପ ସମୁଦ୍ରରେ ଥିବା ପାଟ୍ରୋଲିଂ ଯୁଦ୍ଧ ଜାହଜଗୁଡିକରେ ସବୁଜ, କମଳା ରଙ୍ଗର ଲାଇଟ୍…
୭୬୧ ଜଣଙ୍କ ସ୍ବାବ୍ ନମୁନା ସଂଗୃହୀତ
ରତ୍ନଗିରି, ୪।୫ (ଡି.ଏନ.ଏ.): ବରୀ ବ୍ଲକରୁ ୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଳାମାଟିଆ ପଞ୍ଚାୟତ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ୬୦ ଜଣଙ୍କ ସ୍ବାବ ନମୁନା ରବିବାର ସଂଗ୍ରହ କରାଯାଇଥିଲା। ସୋମବାର ସମ୍ପୃକ୍ତ ୬୦ ଜଣଙ୍କ ସଂସ୍ବର୍ଶରେ ଆସିଥିବା ୨୧୯…
ସୁରଟରୁ ଫେରିଲେ ୧୨୦ ପ୍ରବାସୀ ଓଡ଼ିଆ: କୋଲକାତାରୁ ଜଣେ ଚାଲି ଚାଲି ଆସିଲେ
ଔପଦା, ୪।୫(ଡି.ଏନ୍.ଏ.): ସୁରଟରୁ ୧୨୦ଜଣ ପ୍ରବାସୀ ଓଡ଼ିଆ ବସ୍ ଯୋଗେ ସୋମବାର ପହଞ୍ଚିଛନ୍ତି। ଆସିବା ବାଟରେ ଭଦ୍ରକରେ ଜଣେ, ସୋରରେ ୨, ଖଇରା ବ୍ଲକ ତୁଡ଼ିଗଡ଼ିଆରେ ୪ ଓ ଗଣ୍ଡିବେଡ଼ରେ ୨ଜଣ ଓହ୍ଲାଇଥିବା ବେଳେ ବାକି ୧୧୧ଜଣ ଅପରାହ୍ନ ୨ଟା ବେଳେ…
କ୍ୱାରାଣ୍ଟାଇନ ଶେଷ ପରେ ଗାଁରେ ପହଞ୍ଚାଇଲାନି ପ୍ରଶାସନ: ରାତିରେ ଅଧାରାସ୍ତାରେ ଛାଡ଼ିଗଲେ ଡ୍ରାଇଭର
ମାଲକାନଗିରି,୪ା୫(ଡି.ଏନ୍.ଏ.) : କରୋନା ଭୂତାଣୁର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣକରି ଚାଲିଛନ୍ତି। ମାଲକାନଗିରି ଜିଲା ପ୍ରଶାସନ ଏହି ନିୟମକୁ କଡ଼ାକଡ଼ି ପାଳନ କରୁଛି। ବାହାର ରାଜ୍ୟରୁ ଆସୁଥିବା ଶ୍ରମିକଙ୍କୁ ସଙ୍ଗରୋଧ ଗୃହରେ ୧୪ ଦିନ…
ବେନିୟମ ଚାଲାଣ ହେଉଛି କେନ୍ଦୁପତ୍ର: ବିନା ନଥିପତ୍ରରେ ଚାଲିଛି କାରବାର
ମାଲକାନଗିରି,୪ା୫(ଡି.ଏନ୍.ଏ.) : ମାଲକାନଗିରି ଜିଲାରେ ବର୍ଷକୁ କୋଟି କୋଟି ଟଙ୍କାର କେନ୍ଦୁପତ୍ର କାରବାର ହୋଇଥାଏ। ଜିଲାର ଆଦିବାସୀ ଏବଂ ଅଣ ଆଦିବାସୀ କେନ୍ଦୁପତ୍ର ସଂଗ୍ରହକରି ଗୁଜୁରଣ ମେଣ୍ଟାଇଥାନ୍ତି। ଚଳିତବର୍ଷ କରୋନା ଯୋଗୁ କେନ୍ଦୁପତ୍ର ସଂଗ୍ରହ ଓ ବ୍ୟବସାୟ ଉପରେ ଆଶଙ୍କା ଥିଲା।…
କେବଳ ଗ୍ରୀନ୍ ଜୋନ୍ରେ ଚାଲିବ ବସ୍
ଭୁବନେଶ୍ୱର, ୪ା୫(ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ ସୋମବାରଠାରୁ ଆରମ୍ଭ ହୋଇଥିବା ବେଳେ ଗ୍ରୀନ୍ ଜୋନ୍ରେ ଥିବା ଜିଲାଗୁଡ଼ିକରେ ଯାତ୍ରୀବାହୀ ବସ୍ ଚଳାଚଳ କରିବାରିବ। ଏ ନେଇ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୋମବାର ସୂଚନା ଦେଇଛନ୍ତି। ସେ କହିଛନ୍ତି…
CORONAVIRUS UPDATE: ଆଉ ୬ କରୋନା ପଜିଟିଭ ଚିହ୍ନଟ; ୧୬୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର, ୪।୫(ବ୍ୟୁରୋ): ରାଜ୍ୟରେ ଆଉ ୬ କରୋନା ପଜିଟିଭ ସୋମବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ତେବେ ଏହି ୬ଜଣଙ୍କ ମଧ୍ୟରେ ଯାଜପୁରର ୪ ଜଣ ହୋଇଥିବା ବେଳେ ଭଦ୍ରକର ୨ ପଜିଟିଭ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ରେ…
ଆସୁଛି ଲଘୁଚାପ: ରାଜ୍ୟରେ ୭ ତାରିଖ ଯାଏ ବର୍ଷା ସମ୍ଭାବନା, ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି
ଭୁବନେଶ୍ୱର, ୪ା୫(ବ୍ୟୁରୋ): ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ। ଏ ନେଇ ଆସନ୍ତା ୭ ତାରିଖ ଯାଏ ରାଜ୍ୟର କିଛି ସ୍ଥାନାରେ ବର୍ଷା ହେବାର…
ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆଙ୍କୁ ଡିଜିପିଙ୍କ କଡ଼ା ଚେତାବନୀ
ଭୁବନେଶ୍ୱର, ୪ା୫(ବ୍ୟୁରୋ): ବାହାର ରାଜ୍ୟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କୁ ଡିଜିପି ଅଭୟ କଡ଼ା ଚେତାବନୀ ଦେଇଛନ୍ତି। କ୍ୱାରାଣ୍ଟାଇନ ନିୟମ ମାନିବାକୁ ସେ ଟୁଇଟ୍ କରି ଅପିଲ୍ କରିଛନ୍ତି। ସେ ଟୁଇଟ୍କରି କହିଛନ୍ତି ଯେ, ପ୍ରବାସୀ ଓଡ଼ିଆମାନେ କ୍ୱାରାଣ୍ଟାଇନ ନିୟମ ନ ମାନିଲେ…
ଗଞ୍ଜାମରେ ଖୋଲିବନି ମଦ ଦୋକାନ: ଜିଲାପାଳ
ଛତ୍ରପୁର, ୪।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ୨ କରୋନା ପଜିଟିଭ ରବିବାର ଚିହ୍ନଟ ହୋଇଛନ୍ତି। ଏହାଫଳରେ ଗଞ୍ଜାମ ଜିଲା ଗ୍ରୀନ୍ ଜୋନରୁ ତଳକୁ ଖସି ଅରେଞ୍ଜ ଜୋନକୁ ଆସିଛି। ଅପରପକ୍ଷରେ ଜିଲାରେ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ ଲାଗୁ ହୋଇଛି। ଫଳରେ କୌଣସି ଅଫ…
ଆକ୍ରମଣ କରି ଗ୍ୟାସ ଏଜେନ୍ସି କର୍ମଚାରୀଙ୍କଠାରୁ ୧୦ ଲକ୍ଷ ୮୦ହଜାର ଲୁଟିନେଲେ ଦୁର୍ବୃତ୍ତ
ଭଦ୍ରକ ଅଫିସ, ୪।୫: ଭଦ୍ରକ ଜିଲା ତିହିଡି ବ୍ଲକରେ ସୋମବାର ଜଣେ ଗ୍ୟାସ ଏଜେନ୍ସି କର୍ମଚାରୀ ଲୁଟ୍ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିବା ସହ ତାଙ୍କ ନିକଟରୁ ୧୦ ଲକ୍ଷ ୮୦ ହଜାର ନେଇଯାଇଥିବା ଜଣାପଡ଼ିଛି। ଲୁଟ୍ର ଶିକାର…
Archives


