ପ୍ରବାସୀ ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ: ନିୟମ ଉଲ୍ଲଂଘନ କଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟ ବାହାରୁ ଆସୁଥିବା ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା ଚେତାବନୀ ଦେଇଛନ୍ତି। ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆମାନେ ନିଜ ତଥା ନିଜ ପରିବାରର ଜୀବନ ସୁରକ୍ଷା ପାଇଁ କ୍ୱାରାଣ୍ଟାଇନରେ ରହିବା ସହ ସରକାରଙ୍କ ସମସ୍ତ ନିୟମ କଡ଼ାକଡ଼ି ଭାବେ…
କେନ୍ଦୁଝର ଜିଲାର ୩ ଗାଁ କଣ୍ଟେନମେଣ୍ଟ, ୧୧ ଗାଁ ବଫର ଜୋନ ଘୋଷଣା
ହାଟଡିହୀ,୪।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ପଞ୍ଚୁଗୋଛିଆ ପଞ୍ଚାୟତ ହୀରାପୁର ଗ୍ରାମରେ ରବିବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମାସକ ତଳେ ସେ କୋଲକାତାରୁ ଫେରିଥିଲେ। କରୋନା ପଜିଟିଭ ଚିହ୍ନଟ ପରେ ଜିଲାପାଳ ଆଶିଷ ଠାକରେ ହୀରାପୁର…
ଖାଦ୍ୟ ତାଲିକା ଜାରିକଲେ ଗଞ୍ଜାମ ଜିଲାପାଳ: କ୍ୱାରାଣ୍ଟାଇନ କେନ୍ଦ୍ରରେ ସପ୍ତାହରେ ୪ଦିନ ମିଳିବ ଆମିଷ, ଶିଶୁଙ୍କୁ ହର୍ଲିକ୍ସ, କ୍ଷୀର
ଛତ୍ରପୁର, ୪।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକର ୨ଟି କ୍ୱାରାଣ୍ଟାଇନ ସେଣ୍ଟରରେ କିଛି ଦିନ ତଳେ ଖାଦ୍ୟ ଅଭାବ ନେଇ ଗଣ୍ଡଗୋଳ କରି ସୁରଟ ଫେରନ୍ତାମାନେ ସେଠାରୁ ଚମ୍ପଟ ମାରିଥିଲେ। ଏଥିସହ ଗଞ୍ଜାମର ଅନ୍ୟ ଏକ କ୍ୱାରାଣ୍ଟାଇନ ସେଣ୍ଟରରେ ଖାଦ୍ୟକୁ ନେଇ…
CORONAVIRUS UPDATE: ରାଜ୍ୟର ନୂଆ କରୋନା ପଜିଟିଭ୍ ରାଉରକେଲାର ଜଣେ ମହିଳା; ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଛୁଇଁଲା
ଭୁବନେଶ୍ୱର,୪ା୫(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ରାଉରକେଲା ନାଲା ରୋଡ୍ର ଜଣେ ୨୯ ବର୍ଷୀୟା ମହିଳା ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ଏହାକୁ ମିଶାଇ…
ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼, କ୍ୟାମେରା ଭାଙ୍ଗିଲେ
ପୁରୀ ଅଫିସ,୪ା୫: ପ୍ରେସ୍ ସ୍ବାଧୀନତା ଦିବସରେ ରବିବାର ପୁରୀରେ କର୍ତ୍ତବ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ମରାଯିବା ସହ ଗାଳିଗୁଲଜ କରାଯାଇଛି। ବାଲୁଖଣ୍ଡ ଅଭୟାରଣ୍ୟର ପ୍ରକୃତି ନିବାସରେ ଶୁଟିଂ ବେଳେ ବନ କର୍ମଚାରୀ ମାଡ଼ ମାରିବା ସହ କ୍ୟାମେରା ଭାଙ୍ଗି ଦେଇଛନ୍ତି। କ୍ୟାମେରାମ୍ୟାନ୍…
ଭୁବନେଶ୍ୱରରେ ଘଣ୍ଟାଏ ଚାଲିବ କୋର୍ଟ
ଭୁବନେଶ୍ୱର,୪ା୫(ବ୍ୟୁରୋ): କେନ୍ଦ୍ର ସରକାର ଦୁଇ ସପ୍ତାହ ଲକ୍ଡାଉନ୍ ଅବଧି ବୃଦ୍ଧି କରିଛନ୍ତି। ହେଲେ ଏହି ସମୟରେ କୋର୍ଟ କାର୍ଯ୍ୟ ବନ୍ଦ ରହୁଥିବାରୁ ଅନେକ ମାମଲା ଫଇସଲା ନ ହୋଇ ପଡିରହିଛି। ଯାହାକି ଦିନକୁ ଦିନ ମାମଲା ସଂଖ୍ୟା ବଢିବାରେ ଲାଗିଛି। ତେଣୁ…
ଲଘୁଚାପ ବିଳମ୍ବିତ: ୭ ଯାଏ ସ୍ବଳ୍ପ ବର୍ଷା, ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୪।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏବେ ଲଘୁଚାପ ଦାନା ବାନ୍ଧୁଛି। ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ସମୁଦ୍ର ପତ୍ତନଠାରୁ ଟ୍ରପୋସ୍ପିୟର ମଧ୍ୟଭାଗ ପର୍ଯ୍ୟନ୍ତ ଲମ୍ବିଥିବା ସୂଚନା ମିଳିଛି। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ…
ବିପୁଳ କ୍ଷତି ସହିଲେଣି ପରିବା ଚାଷୀ, ବ୍ୟବସାୟୀ
ଭୁବନେଶ୍ୱର,୪ା୫(ବ୍ୟୁରୋ): ଲକ୍ଡାଉନ୍ରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇ କୃଷି କାର୍ଯ୍ୟ ଓ କୃଷିଜାତ ଦ୍ରବ୍ୟ ବିକ୍ରିବଟାକୁ ଅନୁମତି ଦିଆଯାଇଛି। ଏଭଳି ସଙ୍କଟ ସମୟରେ ଚାଷୀମାନେ ପରିବା ଚାଷ କରି ବଜାରକୁ ଛାଡୁଥିବାବେଳେ ବ୍ୟବସାୟୀମାନେ ମଧ୍ୟ ନାନା ହଟହଟା ହୋଇ ଖରାବର୍ଷାରେ ଲୋକଙ୍କୁ…
ଆନ୍ତଃ ରାଜ୍ୟ ଯାତାୟାତ ଲାଗି ଅନୁମତି
ଭୁବନେଶ୍ୱର,୪ା୫(ବ୍ୟୁରୋ): ଲକ୍ଡାଉନ ଯୋଗୁ ରାଜ୍ୟ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକ ବସ୍ ଏବଂ ଟ୍ରେନ୍ ଯୋଗେ ଫେରିବା ଆରମ୍ଭ କରିଛନ୍ତି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଆନ୍ତଃରାଜ୍ୟ ଗମନାଗମନ ଲାଗି ଗ୍ରୀନ୍ ସିଗନାଲ ଦେଇଛନ୍ତି। ନିର୍ଦ୍ଦିଷ୍ଟ କିଛି କାରଣ ଥିଲେ…
ଜୋନ୍ ଅନୁଯାୟୀ ଖୋଲିବ ନିମ୍ନ ଅଦାଲତ: ରେଡ୍ରେ ଘଣ୍ଟାଏ, ଅରେଞ୍ଜରେ ଦୁଇ, ଗ୍ରୀନ୍ରେ ଅଢ଼େଇ ଘଣ୍ଟା
କଟକ ଅଫିସ,୪ା୫: କରୋନା ଭୂତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ଲକ୍ଡାଉନ୍କୁ ବଢ଼ାଇଛନ୍ତି। ତେବେ ଭୂତାଣୁର ପ୍ରଭାବ ଅନୁଯାୟୀ ୩ଟି ଜୋନ୍ରେ ଭାଗ କରାଯାଇଛି। ସେଗୁଡ଼ିକ ହେଲା ରେଡ୍, ଅରେଞ୍ଜ…
ତୃତୀୟ ପର୍ଯ୍ୟାୟ ଲକ୍ଡାଉନ ନେଇ ନୂଆ ନିୟମ
ଭୁବନେଶ୍ୱର,୪ା୫(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ଲକ୍ଡାଉନକୁ ଆଉ ଦୁଇ ସପ୍ତାହ ଅର୍ଥାତ୍ ମେ ୧୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସୋମବାରଠାରୁ ୩ୟ ପର୍ଯ୍ୟାୟ ଲକ୍ଡାଉନ୍ ଆରମ୍ଭ ହେବ। ତେଣୁ ରବିବାର ରାଜ୍ୟ ସରକାରଙ୍କ ପକ୍ଷରୁ କ’ଣ ସବୁ…
ଆଜି ବସ୍ ଚଳାଚଳ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ: ଦାବି ପୂରଣ ନ ହେଲେ ଚାଲିବନି ଗାଡ଼ି
ଭୁବନେଶ୍ୱର, ୪ ।୫(ବ୍ୟୁରୋ): ରାଜ୍ୟରେ ଆଗକୁ ଘରୋଇ ବସ୍ ଚଳାଚଳ କେବେ ହେବ ଏବଂ ଏଥିଲାଗି କ’ଣ ସବୁ ନିୟମକାନୁନ ରହିବ ତାକୁ ନେଇ ବିଚାରବିମର୍ଶ ଚାଲିଛି। ହଜାର ହଜାର ବସ୍ ଦେଢ଼ ମାସ ହେଲା ନ ଚାଲିବା କାରଣରୁ ମାଲିକମାନଙ୍କ…
Archives


