ରାଜ୍ୟ

ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ପୂର୍ତ୍ତ ବିଭାଗ ଆକାଉଣ୍ଟାଣ୍ଟ

ଫୁଲବାଣୀ ଅଫିସ/ବାଲିଗୁଡ଼ା/କୋଟଗଡ଼(ଡି.ଏନ୍‌.ଏ.)୨୪ା୧୨-କନ୍ଧମାଳ ଜିଲା ବାଲିଗୁଡ଼ା ପୂର୍ତ୍ତ ବିଭାଗ ଆକାଉଣ୍ଟାଣ୍ଟ ଭିନିତ୍‌ ପ୍ରସାଦ ଶ୍ରୀବାସ୍ତବ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଏକ ପୁରୁଣା ବିଲ୍‌ ପାସ୍‌ କରାଇ ଦେବାପାଇଁ ଜଣେ ଠିକାଦାରଙ୍କଠାରୁ ସେ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ...

ପର୍ଯ୍ୟଟନସ୍ଥଳରେ ପର୍ଯ୍ୟଟକଙ୍କୁ ଶୋଷଣ ଅଭିଯୋଗ : ପାର୍କିଂ ପାଇଁ ଶତାଧିକ ଟଙ୍କା ଆଦାୟକୁ ବିରୋଧ

ଦାରିଙ୍ଗବାଡ଼ି,୨୪।୧୨(ଡି.ଏନ.ଏ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ତେବେ ପର୍ଯ୍ୟଟନକେନ୍ଦ୍ରଗୁଡ଼ିକରେ ଗାଡ଼ି ପାର୍କିଂ ପାଇଁ ଶହ ଶହ ଟଙ୍କା ଆଦାୟ କରାଯାଉଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଏହାକୁ ନେଇ କେଉଁଠି ଯୁକ୍ତିତର୍କ ହେଉଛି ତ କେଉଁଠି...

କିଲୋ ୬ ଟଙ୍କାରେ ସ୍କୁଲ ବହି ବିକ୍ରି ଘଟଣା: ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

ପାଟପୁର,୨୪ା୧୨-ଗଞ୍ଜାମ ଜିଲା ପାଟପୁର ଗ୍ରାମ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ବହିକୁ ଜଣେ ଶିକ୍ଷୟିତ୍ରୀ ୬ଟଙ୍କା କିଲୋରେ ବିକ୍ରି କରିଥିବା ଅଭିଯୋଗ ହୋଇଥିଲା। ଏହାର ପ୍ରମାଣ ମିଳିବା ପରେ ଶିକ୍ଷୟିତ୍ରୀ ସାବିତ୍ରୀ ଦେବୀଙ୍କୁ ବ୍ଲକ ଶିକ୍ଷାଧିକାରୀ ମୁକୁନ୍ଦ ଚନ୍ଦ୍ର...

ପେସାରେ ମେକାନିକ୍‌, ନିଶା କଳାକୃତି : ପେନ୍‌ସିଲମୁନରେ ହରିଗୋବିନ୍ଦଙ୍କ କ୍ଷୁଦ୍ର ସାନ୍ତାକ୍ଲଜ୍‌

ବ୍ରହ୍ମପୁର ଅଫିସ,୨୪ା୧୨-ପେସାରେ ଜଣେ ମେକାନିକ୍‌ । କିନ୍ତୁ ନିଶା ତାଙ୍କର ନୂତନ କଳାକୃତି ଗଢ଼ିିବାରେ । ଖାଦ୍ୟଶସ୍ୟ, ପେନସିଲରେ ବିଭିନ୍ନ କଳାକୃତି କରି ସେ ପାଲଟି ଯାଇଛନ୍ତି ଜଣେ ଚର୍ଚ୍ଚିତ ଚେହେରା । ସେ ହେଲେ ଶ୍ରୀରାମନଗର ଜଗନ୍ନାଥ ବିହାର...

ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍‌ ୩୫ରୁ ଊଦ୍ଧର୍‌ବ ଆହତ, ୧୯ ଗୁରୁତର

ଦିଗପହଣ୍ଡି,(ଡି.ଏନ୍‌.ଏ.)/ପାଟପୁର,୨୪ା୧୨- ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟିରେ ସୋମବାର ରାତି ପ୍ରାୟ ୮ଟାରେ ଏକ ପିକ୍‌ନିକ୍‌ ବସ୍‌ ଓଲଟି ପଡିବାରୁ ୩୫ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯ ଜଣ ଗୁରୁତର ଅଛନ୍ତି। ପ୍ରକାଶ...

ଗୋପାଳପୁର ବେଳାଭୂମି ମହୋତ୍ସବ ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଗୋପାଳପୁର,୨୪ା୧୨-ଚଳିତ ବର୍ଷ ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ମହୋତ୍ସବ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ଅପରାହ୍ନରେ ମହୋତ୍ସବର ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ବ୍ରହ୍ମପୁର ପୋଲିସ ପକ୍ଷରୁ ଏକ ଖବରଦାତା ସମ୍ମିଳନୀରେ...

ଜିଲାସ୍ତରୀୟ ଛତୁଚାଷୀ ସମ୍ମିଳନୀ :ଚାଷୀଙ୍କୁ ନିୟମିତ ରୋଜଗାର ଦେବା ଲକ୍ଷ୍ୟ

ଓଡ଼ଗାଁ,୨୪ା୧୨(ସ୍ବ.ପ୍ର.): ସମ୍ପ୍ରତି ଛତୁ ଏକ ପ୍ରମୁଖ ଖାଦ୍ୟ ସାମଗ୍ରୀ ହିସାବରେ ସମସ୍ତଙ୍କ ଗ୍ରହଣୀୟ ହୋଇପାରିଛି ା ଦିନ ଥିଲା ଏହା କେବଳ ଋତୁ ଅନୁସାରେ ଉପଲବ୍ଧ ହେଉଥିଲା। ବର୍ତ୍ତମାନ ବୈଜ୍ଞାନିକ ପଦ୍ଧତି ଦ୍ୱାରା ଏହା ସବୁ ସମୟରେ ମିଳିପାରୁଛି ା...

ଭାଷା ଆନ୍ଦୋଳନ ସମିତି ପକ୍ଷରୁ ଖବରଦାତା ସମ୍ମିଳନୀ:ବିଦଗ୍ଧ ପ୍ରତିଭାମାନଙ୍କ ଜୟନ୍ତୀ ପାଳନକୁ ନେଇ କ୍ଷୋଭ

ନୟାଗଡ଼ ଅଫିସ,୨୪ା୧୨: ନୟାଗଡ଼ ଭାଷା ଆନ୍ଦୋଳନ ସମିତି ପକ୍ଷରୁ ସୋମବାର ସ୍ଥାନୀୟ ଏକ ହୋଟେଲଠାରେ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାର ବିଦଗ୍ଧ ପ୍ରତିଭାମାନଙ୍କ ଜୟନ୍ତୀ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଭିନ୍ନ ଭିନ୍ନ ସମୟରେ ପାଳନ କରାଯିବା ଓ...

ଡାକ୍ତର ନିଯୁକ୍ତି ନ ହେଲେ ଅନଶନ ଚେତାବନୀ

ରାଜକନିକା, ୨୪।୧୨ (ଡି.ଏନ୍‌.ଏ.) ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେବ ସ୍ଥାୟୀ ଡାକ୍ତର ନାହାନ୍ତି। ଫାର୍ମାସିଷ୍ଟ ଓ ଆୟୁଷ ଡାକ୍ତର ରୋଗୀ ସେବା କରୁଥିବା ବେଳେ ଜ୍ୱର, ଥଣ୍ଡା, ଝାଡ଼ାବାନ୍ତିକୁ ଛାଡ଼ିଲେ ଅନ୍ୟ ରୋଗୀମାନଙ୍କୁ ଆଳି, କେନ୍ଦ୍ରାପଡ଼ା ଓ କଟକକୁ...

ମୌଳିକ ସୁବିଧାରୁ ବଞ୍ଚିତ ବଗପାଟିଆବାସୀ

କେନ୍ଦ୍ରାପଡ଼ା ଅଫିସ୍‌, ୨୪।୧୨ ସମୁଦ୍ର କୂଳରେ ଥିବା ରାଜନଗର ବ୍ଲକ ସାତଭାୟା ଅଞ୍ଚଳବାସୀଙ୍କୁ ୧୦ କିଲୋମିଟର ଦୂର ଗୁପ୍ତି ନିକଟ ବଗପାଟିଆଠାରେ ଥଇଥାନ କରାଯାଇଛି। ସାତଭାୟାର ୫୭୧ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯିବା ସହ ବଗପାଟିଆରେ ଜମି...

ଉର୍ବଶୀକଁର ଘରେ ପୁହୁଁଚିଲା ଡାକ୍‌ତରୀ ଦଲ

  ପର୍ଲା, ୨୪।୧୨ (ଡି.ଏନ୍‌.ଏ.)- ସୋମବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଚିକିଛା ଲାଗି ଟଁକା ଅଭାବ, ଅଜନା ରୋଗ୍‌ରେ ପୀଡ଼ିତ ଉର୍ବଶୀ’ ଶୀରଷକ୍‌ରେ ଖବର ବାହାରିଥିଲା। ଖବର ବାହାରଲାରୁ ପର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଚିକିଛା ଅଧ୍‌କାରୀକଁର ନିରଦେଶରେ ଡା.ଲଲିତ...

କଳାପଟା ସାହିତ୍ୟ ବାସପତରିର ବଛରକିଆ ଉଛବ୍‌: ଯୋଗ୍‌ଦେଲେ ଶତାଧିକ କବି କଳାକାର

  ଭେଡ଼େନ, ୨୪।୧୨ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଳକ ସହରାଟିକ୍ରାନେ ଥିବାର କଳାପଟା ସାହିତ୍ୟ ବାସପତରିର ତିନ ନମର ବଛରକିଆ ଉଛବ୍‌ ସୋମବାର ଦିନ ବେଲହୁବେଲି ହଇଥିଲା। ପହେଲା ସବୁ କବି କଳାକାର ଏକଜୋଟ ହଇ ସହରାଟିକ୍ରା କଳାପଟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri