ରାଜ୍ୟ

ଓଏଚ୍‌ପିସି ଜେନେରାଲ ମ୍ୟାନେଜରଙ୍କ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବି

ଧର୍ମଗଡ଼,୨୩।୧୩(ଡି.ଏନ.ଏ.):କଳାହାଣ୍ଡି ଜିଲା ମୁଖିଗୁଡା ଇନ୍ଦ୍ରାବତୀ ଓଏଚ୍‌ପିସିରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ନାରାୟଣ ପ୍ରସାଦ ମେହେର ଗତ ୧୭ ତାରିଖରୁ ନିଖୋଜ ଥିବାବେଳେ ତାଙ୍କ ମୃତଦେହ ମୁଖିଗୁଡା ଏୟାରଟେଲ ଟାୱାର ନିକଟ ବୁଦା ଆଡୁଆଳରୁ ଠାବ ହୋଇଛି। ବୁଦା ମୂଳରୁ ଦୁର୍ଗନ୍ଧ...

ଶ୍ରୀମନ୍ଦିର ଫଟୋ ଭାଇରାଲ ଘଟଣା: ପୋଲିସର ତତ୍ପରତା

ପୁରୀ ଅଫିସ୍‌, ୨୩।୧୨: ଶ୍ରୀମନ୍ଦିର ଓ ଗୁଣ୍ଡିଚା ମନ୍ଦିର ଫଟୋ ଭାଇରାଲ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଫଟୋ ଭାଇରଲ ହୋଇଥିବା ଫେସବୁକ ଆକାଉଣ୍ଟଧାରୀଙ୍କୁ ତଦନ୍ତ ପାଇଁ ଡକାଯାଇଛି। କେଉଁ ପରିସ୍ଥିତିରେ...

କଡା ସୁରକ୍ଷା ମଧ୍ୟରେ ଓଡ଼ିଶା ଛାଡିଲେ ଭାରତୀୟ ଦଳ

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ବାରବାଟୀ ଷ୍ଟାଡିୟମରେ ବିରାଟ ବିଜୟ ପରେ ଭାରତୀୟ କ୍ରିକେଟ ଦଳ ଓଡ଼ିଶା ଛାଡିଛି। କଡା ସୁରକ୍ଷା ମଧ୍ୟରେ ହୋଟେଲ ମେ ଫେୟାରରୁ ଖେଳାଳିଙ୍କୁ ଭୁବନେଶ୍ୱର ବିମାନବନ୍ଦରକୁ ନିଆଯାଇଥିଲା। ନିଜ ପ୍ରିୟ ଖେଳାଳିଙ୍କ ଝଲକ ଟିକେ ପାଇବା ପାଇଁ...

ସେବା ଯୋଗାଇବ ସିଟି ଆପ୍‌ ‘ଭୁବନେଶ୍ୱର ଡଟ୍‌ ମି’: ମିଳିବ ପାର୍କଠାରୁ ଐତିହ୍ୟସ୍ଥଳ ଯାଏ ତଥ୍ୟ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଆସୁଥିବା ପର୍ଯ୍ୟଟକ କିମ୍ବା ସହରରେ ରହୁଥିବା ବାସିନ୍ଦାଙ୍କୁ ଆଉ ପାର୍କ କିମ୍ବା ଐତିହ୍ୟସ୍ଥଳ ଖୋଜିବାକୁ ପଡ଼ିବନି। ସହରର ଯେକୌଣସି ସ୍ଥାନ ବିଷୟରେ ସୂଚନା ଦେବା ପାଇଁ ସ୍ମାର୍ଟସିଟି ପକ୍ଷରୁ ଏକ ସିଟି ମୋବାଇଲ୍‌ ଫୋନ୍‌ ଆପ୍‌...

୨୪ରୁ ଜାଗୃତି ଯାତ୍ରା: ଯୋଗଦେବେ ଓଡ଼ିଶାର ୨୦ ଉଦ୍ୟୋଗୀ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଓଡ଼ିଶାରୁ ୨୦ ଉଦ୍ୟୋଗୀ ଜାଗୃତି ଯାତ୍ରାରେ ସାରା ଭାରତ ଭ୍ରମଣ କରିବାକୁ ମନୋନୀତ ହୋଇଛନ୍ତି। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ(ଓଏସ୍‌ଡିଏ) ତତ୍ତ୍ୱାବଧାନରେ ଓଡ଼ିଶାରୁ ୧୦ ନାନୋ ୟୁନିକର୍ନ ଓ ୧୦ ଷ୍ଟାର୍ଟଅପ୍‌ ଏହି ଯାତ୍ରାରେ ସାମିଲ ହେବେ। ଏନେଇ...

ଓୟୁଜେର ୪୮ତମ ପ୍ରତିଷ୍ଠା ଦିବସ ସମାରୋହ: ସାମ୍ବାଦିକଙ୍କ ସୁରକ୍ଷା ଲାଗି ସମ୍ମିଳିତ ପ୍ରୟାସ ହେବ

ଭୁବନେଶ୍ୱର,୨୩ା୧୨ (ବ୍ୟୁରୋ): ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ସୁରକ୍ଷା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଏଥିଲାଗି ସମ୍ମିଳିତ ପ୍ରୟାସ ହେବ। ସମ୍ପୃକ୍ତ ବିଭାଗଗୁଡ଼ିକ ମଧ୍ୟରେ ଉପଯୁକ୍ତ ସମନ୍ବୟ ରକ୍ଷା କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ। ଖୁବଶୀଘ୍ର ଏକ ମିଳିତ ବୈଠକ ବସିବାର...

ମତ୍ସ୍ୟଜୀବୀଙ୍କ ପାଇଁ ୫ ବର୍ଷୀୟା ଯୋଜନା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଭାରତରେ ପାରମ୍ପରିକ କୃଷିକୁ ଛାଡ଼ି ଦେଲେ ଅନେକ ଲୋକ ମତ୍ସ୍ୟଜୀବୀ ଭାବେ ଜୀବିକା ନିର୍ବାହ କରିଥାନ୍ତି। କୃଷି ଭଳି ମତ୍ସ୍ୟଜୀବୀଙ୍କୁ ଅଧିକ ସଶକ୍ତୀକରଣ ସହ ସେମାନଙ୍କ ରୋଜଗାର ବୃଦ୍ଧି ପାଇଁ କେନ୍ଦ୍ର ସରକାର ଚିନ୍ତା କରୁଛନ୍ତି। ଏଥିପାଇଁ ଖୁବଶୀଘ୍ର...

ଏମ୍‌କେସିଜି ପଥ୍ୟ ବିଭାଗ ପଙ୍ଗୁ

ବ୍ରହ୍ମପୁର ଅଫିସ,୨୩ା୧୨-ବ୍ରହ୍ମପୁର ମେଡିକାଲକୁ ଦକ୍ଷିଣ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଖୋର୍ଦ୍ଧା ଓ ପୁରୀ ଜିଲାରୁ ପ୍ରତିଦିନ ରୋଗୀ ଆସିଥାନ୍ତି। ଏମାନଙ୍କୁ ଉତ୍ତମ ସେବା ଯୋଗାଇଦେବା ସହ ମାଗଣାରେ ଖାଦ୍ୟ ଓ ଔଷଧ ଯୋଗାଇ ଦେବା ନେଇ ସରକାର ଅନେକ ଯୋଜନା...

ଗୁରୁବାରଠାରୁ ରାଜଧାନୀ ଏକ୍ସପ୍ରେସରେ ଓଡ଼ିଶା କଳା, ସଂସ୍କୃତି

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଆସନ୍ତା ଗୁରୁବାରଠାରୁ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଯାଉଥିବା ରାଜଧାନୀ ଏକ୍ସପ୍ରେସରେ ଓଡ଼ିଶାର କଳା, ସଂସ୍କୃତି ଓ ଐତିହ୍ୟ ପ୍ରଦର୍ଶିତ ହେବ। ଏହାସହ ଓଡ଼ିଶୀ, ଛଉନୃତ୍ୟ, ପ୍ରତ୍ନତତ୍ତ୍ୱ କାରୁକାର୍ଯ୍ୟ, ଜଙ୍ଗଲ, ଜୀବଜନ୍ତୁ ରାଜଧାନୀ ଏକ୍ସପ୍ରେସର ବାହାରପାର୍ଶ୍ୱରେ ସ୍ଥାନ ପାଇବ। ଏଥିପାଇଁ ନାଲ୍‌କୋ...

ଭାଜପାରେ ରାଜ୍ୟ ପରିଷଦ ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ସଭାପତି ପଦ ପାଇଁ ଦିଲ୍ଲୀ ଦୌଡୁଛନ୍ତି ନେତା

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଭାଜପାର ରାଜ୍ୟ ସଭାପତି ଚୟନ ଚଳିତ ମାସ ଶେଷସୁଦ୍ଧା ଶେଷ ହେବ। ଏଥିପାଇଁ ଦଳର ସାଙ୍ଗଠନିକ ନିର୍ବାଚନ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିସାରିଛି। ଦଳ ପକ୍ଷରୁ ୩୬ଟି ସାଙ୍ଗଠନିକ ଜିଲା ମଧ୍ୟରୁ ୩୪ଟି ପାଇଁ ନୂଆ ସଭାପତି ଚୟନ...

୨୧୬ ଦିନରେ ୩ଶହ ଲୋକୋମୋଟିଭ ଇଞ୍ଜିନ ନିର୍ମାଣ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ) : ଟ୍ରେନ୍‌ ଇଞ୍ଜିନ ତିଆରି କରୁଥିବା ଚିତ୍ତରଞ୍ଜନ ଲୋକୋମୋଟିଭ ଓ୍ବାର୍କସ (ସିଏଲ୍‌ଡବ୍ଲ୍ୟୁ) ଶନିବାର ଆଉଏକ ନୂଆ ରେକର୍ଡ଼ ସ୍ଥାପନ କରିଛି। ଚଳିତ ଆର୍ଥିକ ବର୍ଷରେ ସିଏଲ୍‌ଡବ୍ଲ୍ୟୁ ୨୧୬ ଦିନରେ ୩ଶହ ଲୋକୋମୋଟିଭ ଇଞ୍ଜିନ ତିଆରି କରିପାରିଛି। ଶେଷ ୧୦୦ଟି...

ବିଶ୍ୱଦରବାରରେ ପରିଚିତ ହେବ ଓଡ଼ିଶା

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଦେଶର ବିଭିନ୍ନ ରାଜ୍ୟରେ ପୁଞ୍ଜିନିବେଶ, ପର୍ଯ୍ୟଟନର ପ୍ରଚାର ଇତ୍ୟାଦି କାର୍ଯ୍ୟକୁ ଅଧିକ ସୁସଙ୍ଗଠିତ ଢଙ୍ଗରେ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂତନ ପଦକ୍ଷେପ ନିଆଯାଇଛି। ସେହିକ୍ରମରେ ଓଡ଼ିଶା ପାଇଁ ୧୧ ଜଣ ଭାରତୀୟ ବୈଦେଶିକ ସେବା(ଆଇଏଫ୍‌ଏସ୍‌) ଅଧିକାରୀଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri