ସୀମା ଚେକ୍ ପଏଣ୍ଟରେ ସମନ୍ବିତ ପରିଚାଳନା, ଏସ୍ଓପି ଜାରି
ଭୁବନେଶ୍ୱର,୩।୫(ବ୍ୟୁରୋ): ଦେଶର ବିଭିନ୍ନ ଭାଗରେ ଅଟକି ରହିଥିବା ଓଡ଼ିଆ ମାନେ ରାଜ୍ୟକୁ ଫେରିବା ଆରମ୍ଭ କରିଛନ୍ତି। ସେମାନଙ୍କୁ ସମନ୍ବିତ ଢଙ୍ଗରେ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ସମ୍ମିଳିତ ଉଦ୍ୟମ ଜାରି ରଖିଛନ୍ତି। ବିଶେଷ ଭାବେ ରାଜ୍ୟ ସୀମାରେ କରାଯାଇଥିବା ଚେକ୍…
‘ଫନୀ’କୁ ବର୍ଷେ: ଉଜାଡ଼ି ଦେଇଥିଲା ୧୪ ଜିଲା
ଭୁବନେଶ୍ୱର,୩।୫(ବ୍ୟୁରୋ): ୨୦୧୯ ମେ ୩ ତାରିଖ ଶୁକ୍ରବାର। ଓଡ଼ିଶା ଉପକୂଳକୁ ମାଡ଼ିଆସିଥିଲା ଭୟଙ୍କର ସାମୁଦ୍ରିକ ଝଡ଼ ‘ଫନୀ’। ସକାଳ ୮ଟାରେ ପୁରୀ ଉପକୂଳକୁ ଧକ୍କା ଦେଇ ଘଣ୍ଟାକୁ ୧୭୫ରୁ ୧୮୫ କି.ମି. ବେଗରେ ପବନ ସୁ ସୁ ଗର୍ଜନ କରି ତାଣ୍ଡବ…
ଗଞ୍ଜାମ ଛୁଇଁଲା କରୋନା: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦
ଭୁବନେଶ୍ୱର,୩।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ରେ ପହଁଚିଛି। ଆକ୍ରାନ୍ତ ୩ ଜଣ ଙ୍କ ମଧ୍ୟରୁ ଦୁଇ ଜଣ ଗଞ୍ଜାମ ଜିଲାର ଏବଂ ଜଣେ ଝାରସୁଗୁଡା ଜିଲାର…
ଆର୍ଥିକ ଅନଟନରେ ବାରିକ ପରିବାର
ସିନାପାଲି,୩ା୫(ଡି.ଏନ୍.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କୌଣସି ସେଲୁନ ଓ ବିଉଟି ପାର୍ଲର ଖୋଲିବା ନାହିଁ ବୋଲି ସରକାର ଘୋଷଣା କରିଛନ୍ତି ା ଏଥିପାଇଁ ଗତ ଦେଢ଼ ମାସ ହେବ ସେଲୁନଗୁଡିକ ବନ୍ଦ ରହିଛି ା ଫଳରେ ଏହି ବେଉସାକୁ ଆଶ୍ରା…
ବର୍ଷକ ପରେ ପହଞ୍ଚିଲା ବିବାହ ଉପହାର ଟଙ୍କା
ଟିକ୍ରାପଡା,୩ା୫(ଡି.ଏନ.ଏ.) ଡାକ ଯୋଗେ ପଠାଯାଇଥିବା ମନିଅର୍ଡର ଟଙ୍କା ପଠାଇବାର ବର୍ଷକ ପରେ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚିଥିବା ଖବର ସମସ୍ତଙ୍କୁ ଚକିତ କରିଛି। ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ ସଦର ମହକୁମାର ମହେନ୍ଦ୍ର ତ୍ରିପାଠୀ ୨୬ ଏପ୍ରିଲ ୨୦୧୯ରେ ବଲାଙ୍ଗୀର ଜିଲା ସଇଁନ୍ତଳା…
ରାଜଧାନୀକୁ ଟପିଲା ଯାଜପୁର: ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଛୁଇଁଲା, ଆଜି ଗୋଟିଏ ଦିନରେ ୮ ଚିହ୍ନଟ
ଭୁବନେଶ୍ୱର,୨ା୫(ବ୍ୟୁରୋ) : ଶନିବାର ସକାଳେ ଯାଜପୁର ଜିଲାରେ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ଜଣେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ଘର ବରୀ ବ୍ଲକ ଅଞ୍ଚଳରେ। ସେ ଜଣେ ପୁରୁଷ ଏବଂ ତାଙ୍କ ବୟସ…
ପ୍ରବାସୀ ଓଡ଼ିଆଙ୍କ ପାଇଁ ‘ଅପରେଶନ ଶୁଭଯାତ୍ରା’ ଆରମ୍ଭ: ଓଡ଼ିଶା ଆସୁଛନ୍ତି ୧୧୫୦ ଜଣ
ଭୁବନେଶ୍ୱର,୨ା୫(ବ୍ୟୁରୋ) : ଅନ୍ୟ ରାଜ୍ୟରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କ ଘରବାହୁଡ଼ା ପାଇଁ ରାଜ୍ୟ ସରକାର ଏକ ନୂଆ ଅଭିଯାନ ‘ଅପରେଶନ ଶୁଭଯାତ୍ରା’ ଆରମ୍ଭ କରିଛନ୍ତି। ପ୍ରବାସୀଙ୍କୁ କିଭଳି ସୁରକ୍ଷିତ ଭାବେ ଓଡ଼ିଶା ଫେରାଇ ଅଣାଯିବ ଏବଂ ନିଜ ପଞ୍ଚାୟତରେ ୧୪ ଦିନ…
ଯାଜପୁରରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଲା, ସୁସ୍ଥ ହେଲେ ୫୬
ଭୁବନେଶ୍ୱର,୨ା୫(ବ୍ୟୁରୋ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ଶନିବାର ଅପରାହ୍ନରେ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ…
ସରକାରୀ କର୍ମଚାରୀଙ୍କ ପାଇଁ ବଦଳିଲା କ୍ରିଟିକାଲ-ପାର୍ସିଆଲି କ୍ରିଟିକାଲ୍ ବର୍ଗ: ରୋଷ୍ଟର ଡ୍ୟୁଟି କରିବେ କର୍ମଚାରୀ
ଭୁବନେଶ୍ୱର,୨।୫(ବ୍ୟୁରୋ): ସରକାରୀ କର୍ମଚାରୀଙ୍କ ପାଇଁ କ୍ରିଟିକାଲ ଓ ପାର୍ସିଆଲି କ୍ରିଟିକାଲ୍ ବର୍ଗକୁ ବଦଳାଯାଇଛି। କ୍ରିଟିକାଲ ବର୍ଗରେ ୧୫ଟି ବିଭାଗ ରହିଛି। ସେହିଭଳି ପାର୍ସିଆଲି କ୍ରିଟିକାଲ ବର୍ଗରେ ଅନ୍ୟ ସମସ୍ତ ବିଭାଗ ରହିଛି। କୃଷି, ବାଣିଜ୍ୟ ପରିବହନ, ସମନ୍ବୟ, ଅବକାରୀ, ଏଫ୍ ଆଣ୍ଡ…
ସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ଗାଇଡ୍ଲାଇନ୍ ଜାରି: ଗୁରୁତର ରୋଗୀଙ୍କୁ ନ ଫେରାଇବାକୁ ନିର୍ଦ୍ଦେଶ, ଖିଲାପକଲେ ରେଜିଷ୍ଟ୍ରେଶନ ରଦ୍ଦ
ଭୁବନେଶ୍ୱର,୨।୫(ବ୍ୟୁରୋ): ସ୍ବାସ୍ଥ୍ୟସେବା ନିର୍ଦ୍ଦେଶାଳୟ ପକ୍ଷରୁ ଶନିବାର ଘରୋଇ ହସ୍ପିଟାଲଗୁଡ଼ିକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି । ବିଭିନ୍ନ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ସେବା ଯୋଗାଇଦେବାରେ କିଛି ହସ୍ପିଟାଲ ଦ୍ୱିଧା ପ୍ରକାଶ କରୁଛନ୍ତି। ଏନେଇ ଅଭିଯୋଗ ଆସିବା ପରେ ରାଜ୍ୟର ବିଭିନ୍ନ ହସ୍ପିଟାଲ ପାଇଁ…
ଗ୍ରୀନ୍ ଜୋନ୍ରେ ଗଞ୍ଜାମ, ଏଣୁ ସରକାରଙ୍କ ଗାଇଡ୍ଲାଇନ୍ ପାଳନ ହେବ: ଜିଲାପାଳ
ଛତ୍ରପୁର, ୨।୫(ଡି.ଏନ୍.ଏ.)- କରୋନା ମୁକାବିଲାକୁ ନେଇ ମେ ୧୭ ତାରିଖ ପର୍ଯ୍ୟନ୍ତ ଲକ୍ଡାଉନ୍ ଅବଧିକୁ କେନ୍ଦ୍ର ସରକାର ବୃଦ୍ଧି କରିଛନ୍ତି । ତେବେ ଏହି ସମୟରେ ଗ୍ରୀନ, ଅରେଞ୍ଜ, ରେଡ ଜୋନ୍ ପାଇଁ ଗାଇଡଲାଇନ୍ ଅଲଗା ରହିଛି। ଗ୍ରୀନ ଜୋନ୍ ପାଇଁ…
ଘରକୁ ଫେରିବେ ଫସି ରହିଥିବା ଓଡ଼ିଆ: କର୍ଣ୍ଣାଟକ-ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ନବୀନଙ୍କ ଆଲୋଚନା
ଭୁବନେଶ୍ୱର, ୨।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନ୍ଫରେନ୍ସିଂ ଜରିଆରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍.ୟେଦୁୟୁରପ୍ପା ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍. ଜଗମୋହନ ରେଡ୍ଡିୀଙ୍କ ସହ କଥା ହୋଇଛନ୍ତି। ଉଭୟ ରାଜ୍ୟରେ ଅଟକି ରହିଥିବା ଓଡ଼ିଆମାନଙ୍କ ଫେରିବା ସମ୍ପର୍କରେ ଏଥିରେ ଆଲୋଚନା…
Archives


