ଗୋପାଳପୁର ବେଳାଭୂମି ମହୋତ୍ସବ ଆଜି ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ଗୋପାଳପୁର,୨୪ା୧୨-ଚଳିତ ବର୍ଷ ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ମହୋତ୍ସବ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ଅପରାହ୍ନରେ ମହୋତ୍ସବର ଉଦ୍ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ବ୍ରହ୍ମପୁର ପୋଲିସ ପକ୍ଷରୁ ଏକ ଖବରଦାତା ସମ୍ମିଳନୀରେ...
ଜିଲାସ୍ତରୀୟ ଛତୁଚାଷୀ ସମ୍ମିଳନୀ :ଚାଷୀଙ୍କୁ ନିୟମିତ ରୋଜଗାର ଦେବା ଲକ୍ଷ୍ୟ
ଓଡ଼ଗାଁ,୨୪ା୧୨(ସ୍ବ.ପ୍ର.): ସମ୍ପ୍ରତି ଛତୁ ଏକ ପ୍ରମୁଖ ଖାଦ୍ୟ ସାମଗ୍ରୀ ହିସାବରେ ସମସ୍ତଙ୍କ ଗ୍ରହଣୀୟ ହୋଇପାରିଛି ା ଦିନ ଥିଲା ଏହା କେବଳ ଋତୁ ଅନୁସାରେ ଉପଲବ୍ଧ ହେଉଥିଲା। ବର୍ତ୍ତମାନ ବୈଜ୍ଞାନିକ ପଦ୍ଧତି ଦ୍ୱାରା ଏହା ସବୁ ସମୟରେ ମିଳିପାରୁଛି ା...
ଭାଷା ଆନ୍ଦୋଳନ ସମିତି ପକ୍ଷରୁ ଖବରଦାତା ସମ୍ମିଳନୀ:ବିଦଗ୍ଧ ପ୍ରତିଭାମାନଙ୍କ ଜୟନ୍ତୀ ପାଳନକୁ ନେଇ କ୍ଷୋଭ
ନୟାଗଡ଼ ଅଫିସ,୨୪ା୧୨: ନୟାଗଡ଼ ଭାଷା ଆନ୍ଦୋଳନ ସମିତି ପକ୍ଷରୁ ସୋମବାର ସ୍ଥାନୀୟ ଏକ ହୋଟେଲଠାରେ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାର ବିଦଗ୍ଧ ପ୍ରତିଭାମାନଙ୍କ ଜୟନ୍ତୀ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଭିନ୍ନ ଭିନ୍ନ ସମୟରେ ପାଳନ କରାଯିବା ଓ...
ଡାକ୍ତର ନିଯୁକ୍ତି ନ ହେଲେ ଅନଶନ ଚେତାବନୀ
ରାଜକନିକା, ୨୪।୧୨ (ଡି.ଏନ୍.ଏ.) ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେବ ସ୍ଥାୟୀ ଡାକ୍ତର ନାହାନ୍ତି। ଫାର୍ମାସିଷ୍ଟ ଓ ଆୟୁଷ ଡାକ୍ତର ରୋଗୀ ସେବା କରୁଥିବା ବେଳେ ଜ୍ୱର, ଥଣ୍ଡା, ଝାଡ଼ାବାନ୍ତିକୁ ଛାଡ଼ିଲେ ଅନ୍ୟ ରୋଗୀମାନଙ୍କୁ ଆଳି, କେନ୍ଦ୍ରାପଡ଼ା ଓ କଟକକୁ...
ମୌଳିକ ସୁବିଧାରୁ ବଞ୍ଚିତ ବଗପାଟିଆବାସୀ
କେନ୍ଦ୍ରାପଡ଼ା ଅଫିସ୍, ୨୪।୧୨ ସମୁଦ୍ର କୂଳରେ ଥିବା ରାଜନଗର ବ୍ଲକ ସାତଭାୟା ଅଞ୍ଚଳବାସୀଙ୍କୁ ୧୦ କିଲୋମିଟର ଦୂର ଗୁପ୍ତି ନିକଟ ବଗପାଟିଆଠାରେ ଥଇଥାନ କରାଯାଇଛି। ସାତଭାୟାର ୫୭୧ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯିବା ସହ ବଗପାଟିଆରେ ଜମି...
ଉର୍ବଶୀକଁର ଘରେ ପୁହୁଁଚିଲା ଡାକ୍ତରୀ ଦଲ
ପର୍ଲା, ୨୪।୧୨ (ଡି.ଏନ୍.ଏ.)- ସୋମବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଚିକିଛା ଲାଗି ଟଁକା ଅଭାବ, ଅଜନା ରୋଗ୍ରେ ପୀଡ଼ିତ ଉର୍ବଶୀ’ ଶୀରଷକ୍ରେ ଖବର ବାହାରିଥିଲା। ଖବର ବାହାରଲାରୁ ପର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଚିକିଛା ଅଧ୍କାରୀକଁର ନିରଦେଶରେ ଡା.ଲଲିତ...
କଳାପଟା ସାହିତ୍ୟ ବାସପତରିର ବଛରକିଆ ଉଛବ୍: ଯୋଗ୍ଦେଲେ ଶତାଧିକ କବି କଳାକାର
ଭେଡ଼େନ, ୨୪।୧୨ (ଡି.ଏନ୍.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଳକ ସହରାଟିକ୍ରାନେ ଥିବାର କଳାପଟା ସାହିତ୍ୟ ବାସପତରିର ତିନ ନମର ବଛରକିଆ ଉଛବ୍ ସୋମବାର ଦିନ ବେଲହୁବେଲି ହଇଥିଲା। ପହେଲା ସବୁ କବି କଳାକାର ଏକଜୋଟ ହଇ ସହରାଟିକ୍ରା କଳାପଟା...
ଟୁଁଡ୍କେ ସୁଆଦ ବମ୍ବେଇ ଲଡୁ
ଗଣ୍ଡତୁରୁମ, ୨୪।୧୨ (ଡି.ଏନ୍.ଏ.)- ଉତ୍ତର ପ୍ରଦେଶ କାନପୁର ଜିଲା ରସୁଲ୍ଲାବାଦ ଗଁାର ସୁରଜ ଗୁପ୍ତା(୨୩)। ସେ ଆଜ୍କେ ୨ ବଛର ହେଲା ବରଗଡ଼ ଜିଲାକେ କମେଇ ଖାଏବାର ଲାଗି ଆସିଛନ୍। ସୁରଜ ନିଜେ ବମ୍ବେଇ ଲଡୁ ତିଆର କରବାର...
କ୍ୟୁଆର-ଏସ୍ଏଏମ୍ କ୍ଷେପଣାସ୍ତ୍ରର ପରୀକ୍ଷଣ
ବାଲେଶ୍ୱର ଅଫିସ,୨୩।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର(ସମନ୍ବିତ ପରୀକ୍ଷଣ କେନ୍ଦ୍ର) ପରିସର ୩ ନମ୍ବର ଲଞ୍ଚପ୍ୟାଡରୁ ପୂର୍ବାହ୍ନ ୧୧ଟା ୪୫ ମିନିଟ୍ରେ ସ୍ବଳ୍ପ ଦୂରଗାମୀ କ୍ୟୁଆର-ଏସ୍ଏଏମ୍ କ୍ଷେପଣାସ୍ତ୍ରର ପରୀକ୍ଷଣ କରାଯାଇଛି। ଏକ ଟ୍ରକ୍ରେ ଲାଗିଥିବା କାନିଷ୍ଟରରୁ ଏହି କ୍ଷେପଣାସ୍ତ୍ରକୁ ଭୂପୃଷ୍ଠରୁ ଆକାଶମାର୍ଗକୁ...
୩୫ ଦିନ ମଧ୍ୟରେ ଦାବି ପୂରଣ ନ ହେଲେ ଆତ୍ମାହୁତି: ସୁର ରାଉତରାୟ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଖୋର୍ଦ୍ଧା ଜିଲା ଜଟଣୀ ନିର୍ବାଚନମଣ୍ଡଳୀ ଅଧୀନରେ ଥିବା ୨୭ଟି ଗାଁର ସ୍ଥିତିବାନ ସମ୍ପତ୍ତିକୁ ପୂର୍ବ ସ୍ଥିତିକୁ ଫେରାଇବା ସହ ଦାରେୁଠଙ୍ଗ ଡମ୍ପିଂୟାର୍ଡକୁ ସ୍ଥାନାନ୍ତର କରିବା ଦାବି ଜୋର ଧରିଛି। ଆସନ୍ତା ୩୫ ଦିନ ମଧ୍ୟରେ ଏହି ଦାବି ପୂରଣ...
କୁନ୍ଦୁଲି ଗଣବଳାତ୍କାର ଘଟଣା: ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କଲା ଏସ୍ଆଇଟି
କଟକ ଅଫିସ,୨୩।୧୨: କୁନ୍ଦୁଲି ଗଣବଳାତ୍କାର ଓ ମୃତ୍ୟୁ ମାମଲାରେ ସୋମବାର ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିଛି ଏସ୍ଆଇଟି। ରିପୋର୍ଟ ଦାଖଲ ପରେ ହାଇକୋର୍ଟ ଉକ୍ତ ମାମଲାର ଅନ୍ତ ଘଟାଇବା ସହିତ ଟ୍ରାଏଲ କୋର୍ଟରେ ମଧ୍ୟ ଉକ୍ତ ରିପୋର୍ଟକୁ ଦାଖଲ...
ଓଏଚ୍ପିସି ଜେନେରାଲ ମ୍ୟାନେଜରଙ୍କ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବି
ଧର୍ମଗଡ଼,୨୩।୧୩(ଡି.ଏନ.ଏ.):କଳାହାଣ୍ଡି ଜିଲା ମୁଖିଗୁଡା ଇନ୍ଦ୍ରାବତୀ ଓଏଚ୍ପିସିରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ନାରାୟଣ ପ୍ରସାଦ ମେହେର ଗତ ୧୭ ତାରିଖରୁ ନିଖୋଜ ଥିବାବେଳେ ତାଙ୍କ ମୃତଦେହ ମୁଖିଗୁଡା ଏୟାରଟେଲ ଟାୱାର ନିକଟ ବୁଦା ଆଡୁଆଳରୁ ଠାବ ହୋଇଛି। ବୁଦା ମୂଳରୁ ଦୁର୍ଗନ୍ଧ...
Archives


