ମଣ୍ଡିରେ ତାଲା ପକାଇ ଧାରଣା ଦେଲେ ଚାଷୀ
ବରଗଡ଼ ଅଫିସ,୨୧।୧୨: ବରଗଡ଼ ଜିଲାରେ ଧାନ କିଣାବିକା ସମ୍ପୂର୍ଣ୍ଣ ଭାବେ ସ୍ବାଭାବିକ ହୋଇପାରିନାହିଁ। ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଟୋକନ ମିଳିପାରିନାହିଁ। ସେହିଭଳି ଧାନଚାଷ ହୋଇଥିଲେ ସୁଦ୍ଧା କେତେକ ଚାଷୀଙ୍କ ବିଭିନ୍ନ କିସମର ଜମିକୁ ଧାନ ସଂଗ୍ରହ ପ୍ରକ୍ରିୟାରେ ଅନ୍ତର୍ଭୁକ୍ତ...
କେନ୍ଦ୍ରାପଡ଼ାରେ ସିଏଏ, ଏନ୍ଆର୍ସିକୁ ବିରୋଧ: ଶୋଭାଯାତ୍ରା ପାଇଁ ଅନୁମତି ନ ଦେବାରୁ ଉତ୍ତେଜନା
କେନ୍ଦ୍ରାପଡ଼ା ଅଫିସ,୨୧।୧୨: କେନ୍ଦ୍ରାପଡ଼ା ଜିଲାର ମୁସଲମାନ ଓ ଦଳିତ ମହାସଂଘ ପକ୍ଷରୁ ସିଏଏ ଓ ଏନ୍ଆର୍ସିକୁ ଶନିବାର ବିରୋଧ କରାଯାଇଛି। ସକାଳେ ସହରର ନୂଆ ଇଦ୍ଗାହ ପଡିଆଠାରୁ ୫ ହଜାରରୁ ଊର୍ଦ୍ଧ୍ୱ ଲୋକେ ନୀରବ ଶୋଭାଯାତ୍ରାରେ ବାହାରିଥିଲେ। ମାତ୍ର ସହର...
ମହାପ୍ରଭୁଙ୍କ ସ୍ଥାବର, ଅସ୍ଥାବର ସମ୍ପତ୍ତି: ସୁପ୍ରିମକୋର୍ଟଙ୍କୁ ଦିଆଯିବ ସ୍ବତ୍ୱଲିପି ତଥ୍ୟ
ପୁରୀ ଅଫିସ, ୨୧ା୧୨: ମହାପ୍ରଭୁଙ୍କ ରତ୍ନଅଳଙ୍କାର ସୁରକ୍ଷିତ ଅଛି କି ନାହିଁ ତାକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚା ହେଉଛିି। ଭିତର ରତ୍ନଭଣ୍ଡାର ଖୋଲିବାକୁ ଦାବି ହେଉଥିବାବେଳେ ଗତ ନଭେମ୍ବର ୨୬ ତାରିଖରେ ଆଇନମନ୍ତ୍ରୀ ପ୍ରତାପ ଜେନା ଏବେ ରତ୍ନଭଣ୍ଡାର...
ଗଛ ଲଗାଇଥିଲେ ଏବେ କାଟିଦେଲେ: ୫୭ ନଂ. ଜାତୀୟ ରାଜପଥ କଡ଼ ବୃକ୍ଷଶୂନ୍ୟ
ଖୋର୍ଦ୍ଧା ଅଫିସ/ବୋଲଗଡ, ୨୧ା୧୨ (ଡି.ଏନ.ଏ.): ରାସ୍ତା ପ୍ରଶସ୍ତୀକରଣର ଆଳ ଦେଖାଇ ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥ(ଏନଏଚ୍) କଡରୁ କଟା ଚାଲିଛି ଗଛ। ତେବେ ରାସ୍ତା ପ୍ରଶସ୍ତୀକରଣକୁ ପରିବେଶବିତ ବିରୋଧ କରୁନାହାନ୍ତି। ବିରୋଧ କରୁଛନ୍ତି ବୃକ୍ଷରୋପଣ କରାଯାଉଥିଲା କାହିଁକି। ପୁଣି...
ଧିମଉଛି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ
ପୁରୁଣା ଭୁବନେଶ୍ୱର ,୨୧ା୧୨(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା ଧିମୋଉଛି। ଶୁକ୍ରବାର ଲିଙ୍ଗରାଜ ଥାନା ଭାଙ୍ଗିବାର ଥିଲା। ମାତ୍ର ମାଲଖାନାରେ ଥିବା ଆସବାବପତ୍ର ଓ ଗୁରୁତ୍ୱପୂର୍ଣ୍ଣ ନଥିପତ୍ର ସବୁ ସ୍ଥାନାନ୍ତର ହୋଇ ନ ଥିବାରୁ ବାଧ୍ୟ ହୋଇ ନିକଟସ୍ଥ...
ମହାବୀର ମୃତ୍ୟୁର କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା
ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଆନ୍ତଃ ରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତରଣ ପ୍ରକଳ୍ପ ବନ୍ଦ ହେଲା। ଏବେ ‘ସୁନ୍ଦରୀ’ ନିଜ ଘରକୁ ଫେରିଯିବ। କିନ୍ତୁ ଏହା ଭିତରେ ଅନେକ ପ୍ରଶ୍ନ ଅସମାହିତ ରହିଗଲା। କାହା ଯୋଗୁ ୨ଟି ବାଘ ମହାବୀର ଓ ସୁନ୍ଦରୀ ଏତେ...
୭ମ ରାଜ୍ୟ ଟେଲି ପୁରସ୍କାର ଉତ୍ସବ: ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର ‘ପେନ୍ସନ’ ଓ ‘ପାଇକ ବିଦ୍ରୋହ’
ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶୁକ୍ରବାର ଉତ୍କଳ ମଣ୍ଡପରେ ୭ମ ରାଜ୍ୟ ଟେଲି ପୁରସ୍କାର ଉତ୍ସବ-୨୦୧୮ ଅନୁଷ୍ଠିତ ହୋଇଯାଇଛି। ‘ପେନ୍ସନ’ ଓ ‘ପାଇକ ବିଦ୍ରୋହ’କୁ ‘ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର’ଭାବେ ପୁରସ୍କୃତ କରାଯାଇଛି। ‘ପେନ୍ସନ’...
ଅନିଶ୍ଚିତତାରେ ୧୫୦୦ ଚାଷୀ
ଗତ ୨୮ତାରିଖରୁ ଯାଜପୁର ଜିଲାରେ ଖରିଫ ଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ ଜିଲାର ବିଭିନ୍ନ ସ୍ଥାନରେ ଅମଳ ପୂର୍ଣ୍ଣମାତ୍ରାରେ ହୋଇ ନ ଥିବାରୁ ଧାନକିଣା ସେତେଟା ଅଗ୍ରଗତି ହୋଇନାହିଁ। ଚଳିତବର୍ଷ ଧାନ ବିକ୍ରିରେ ଚାଷୀ ଯେପରି...
ବଢ଼ିଛି ଧାନ ସଂଗ୍ରହ
ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ଚଳିତ ବର୍ଷ ଖରିଫ ଧାନ ସଂଗ୍ରହ ବୃଦ୍ଧି ପାଇଛି। ୨୦୧୯ ଡିସେମ୍ବର ୨୦ ତାରିଖ ସୁଦ୍ଧା ରାଜ୍ୟରୁ ମୋଟ ୧୧୪ ଲକ୍ଷ ୫୫ ହଜାର ୪୪୮ କୁଇଣ୍ଟାଲ ଧାନ ସଂଗ୍ରହ ହୋଇଛି। ଗତ ବର୍ଷ ତୁଳନାରେ ୫୬...
ପ୍ରକାଶ ପାଇଲା ଭାଜପାର ଜିଲା ସଭାପତି ତାଲିକା
ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ରାଜ୍ୟ ଭାଜପା ପକ୍ଷରୁ ଶୁକ୍ରବାର ଦଳର ୩୬ ସାଙ୍ଗଠନିକ ଜିଲା ମଧ୍ୟରୁ ୩୪ଟି ପାଇଁ ସଭାପତିଙ୍କ ନାମ ପ୍ରକାଶ କରାଯାଇଛି। ଗତ ୧୫ ଏବଂ ୧୬ ତାରିଖରେ ଜିଲା ସଭାପତି ଚୟନ ପାଇଁ ଦଳୀୟ ନିର୍ବାଚନ କରାଯାଇଥିଲା। ଏହାର...
ଶ୍ରଦ୍ଧାଳୁଙ୍କ ପାଇଁ ୧ ହଜାର କୋଠରି ବିଶିଷ୍ଟ ଭକ୍ତନିବାସ
ପୁରୀ ଅଫିସ, ୨୧ା୧୨: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ପରିଚାଳନା କମିଟି ବୈଠକ ବସିଥିଲା। ଏଥିରେ ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍କୋର୍ଟ ଯେଉଁ ୨୩ଟି ଆଦେଶ ଦେଇଥିଲେ ତାହା ଉପରେ ପୁଙ୍ଖାନୁପୁଙ୍ଖ ତର୍ଜମା...
ସମର୍ଥନରେ ଶୋଭାଯାତ୍ରା
ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଦେଶ ସାରା ଆନ୍ଦୋଳନର ନିଅଁ। ଜଳୁଥିବାବେଳେ ଏହାକୁ କେତେକ ସଙ୍ଗଠନ ସମର୍ଥନ ଜଣାଇଛନ୍ତି। ଏହି ଆଇନକୁ ସମର୍ଥନ କରି ଶୁକ୍ରବାର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ପକ୍ଷରୁ...
Archives


