ରାଜ୍ୟ

ଶୁକ୍ରବାରଠାରୁ ଖୋଲିବ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଶିଳ୍ପ: ଶ୍ରମିକ ପରିବହନ ନେଇ ଜିଲାପାଳ ଜାରି କରିବେ ଗାଇଡଲାଇନ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଶୁକ୍ରବାରଠାରୁ ରାଜ୍ୟରେ ଥିବା ସମସ୍ତ ଅଣୁ, କ୍ଷୁଦ୍ର୍ର ଓ ମଧ୍ୟମ ଉଦ୍ୟୋଗ ଖୋଲିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଦୀର୍ଘ ଦେଢ଼ମାସ ହେବ ବନ୍ଦ ହୋଇ ରହିଥିବା ୩ ଲକ୍ଷ କ୍ଷୁଦ୍ର ଉଦ୍ୟୋଗ କାର୍ଯ୍ୟକ୍ଷମ ହେବ। ଗୁରୁବାର ଭିଡିଓକନ୍‌ଫରେନ୍ସିଂ ମାଧ୍ୟମରେ…

CORONAVIRUS UPDATE: ମାସକରେ ୧୨ ଜିଲାରେ ୧୩୮ ସଂକ୍ରମିତ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ରାଜ୍ୟ ସରକାରଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏହାକୁ ରୋକିବା ସରକାରଙ୍କ ପକ୍ଷେ ବେଳକୁ ବେଳ ମୁସ୍କିଲ ହୋଇପଡୁଛି। ସରକାର ଯେତେ ଯାହା ପଦକ୍ଷେପ ନେଲେ ବି ଏହି ରୋଗ ନିୟନ୍ତ୍ରଣକୁ ଆସୁ ନାହିଁ। ଦିନକୁ…

ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ: କେତେକ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅବପାତ ରୂପ ନେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଲଘୁଚାପ ଧୀରେ…

ଦୋକାନ ଦ୍ୱନ୍ଦ୍ୱ ଦୂର କଲେ ବିଏମ୍‌ସି କମିଶନର: ଏକାଠି ୫ରୁ ଅଧିକ ଦୋକାନ ନ ଥିବା ମାର୍କେଟ ଖୋଲି ପାରିବ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କେଉଁ ଦୋକାନ ଖୋଲିବ ଓ କେଉଁ ଦୋକାନ ବନ୍ଦ ରହିବ ସେ ନେଇ ଦ୍ୱନ୍ଦ୍ୱ ଲାଗିରହିଥିଲା। ଗୁରୁବାର ଏହି ଦ୍ୱନ୍ଦ୍ୱ ଦୂର କରିଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ସେ କହିଛନ୍ତି, ସମସ୍ତ…

୧୪ ନୂଆ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଅଛନ୍ତି ୬ ପୁରୁଷ, ୫ ମହିଳା, ଜଣେ ନାବାଳକ, ୨ ଶିଶୁ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଯାଜପୁର ଜିଲା କଟିକଟା ଅଞ୍ଚଳରୁ ଚିହ୍ନଟ ହୋଇଥିବା ୧୪ ନୂଆ ଅକ୍ରାନ୍ତଙ୍କ ତଥ୍ୟ ମିଳିଛି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୧୪ ଆକ୍ରାନ୍ତଙ୍କ ମଧ୍ୟରେ ୬ ପୁରୁଷ, ୫ ମହିଳା, ଜଣେ…

ସର୍ବାଧିକ ଆକ୍ଟିଭ୍‌ କେସ୍‌ ମାମଲା: ଖୋର୍ଦ୍ଧାକୁ ଟପି ଶୀର୍ଷରେ ପହଞ୍ଚିଲା ଯାଜପୁର

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ଯାଜପୁରରୁ ଆଉ ୧୪ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ଏବେ ଏହି ସଂଖ୍ୟା ୧୪୨ରେ ପହଞ୍ଚିଛି। ଅପରପକ୍ଷେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ସେଥିରୁ ଜଣେ ସୁସ୍ଥ…

ରାଜ୍ୟରେ ଚିହ୍ନଟ ହେଉଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୧୫-୪୦ ବର୍ଷୀୟଙ୍କ ସଂଖ୍ୟା ଅଧିକ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଛି। ସେଥିରୁ ୧୦୨ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ଜଣଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷେ କରୋନା ଏବେ ରାଜ୍ୟର ୧୪ ଜିଲାରେ ମଧ୍ୟ ପହଞ୍ଚିଛି।…

ଯାଜପୁରରୁ ଚିହ୍ନଟ ନୂଆ ୧୪ ଆକ୍ରାନ୍ତ କଟିକଟା ଅଞ୍ଚଳର: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୬କୁ ବୃଦ୍ଧି

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଯାଜପୁର ଜିଲାରେ ଚିହ୍ନଟ ହୋଇଥିବା ସମସ୍ତ ୧୪ ନୂଆ ଆକ୍ରାନ୍ତ କଟିକଟା ଅଞ୍ଚଳର। ପୂର୍ବରୁ ଏଠାରେ ୬ଟି କେସ୍‌ ବାହାରିଥିଲା। ସେମାନେ ପଶ୍ଚିମବଙ୍ଗ ଫେରନ୍ତା ଥିଲେ। ପରେ ଏହି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିଲା। ଅଞ୍ଚଳରେ ମୋଟ ୨୬୯…

CORONAVIRUS UPDATE: ଯାଜପୁରରେ ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୪୨

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଛି। ତେବେ…

ଫୁଲବାଣୀ ପୂର୍ବତନ ବିଧାୟକଙ୍କ ଗାଡ଼ିକୁ ଗୁଳିମାଡ଼

ଫୁଲବାଣୀ ଅଫିସ, ୩୦ା୪- କନ୍ଧମାଳ ଜିଲା ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁରଙ୍କ ଏକ ବୋଲେରୋ ଗାଡିକୁ କେହି ଦୁର୍ବୃତ୍ତ ଗୁଳିମାଡ କରିଛନ୍ତି । ଗାଡିରେ କେହି ନ ଥିବା ବେଳେ ଏଭଳି କାଣ୍ଡ ଦୁର୍ବୃତ୍ତ ଜଣକ ଭିଆଇଛନ୍ତି। ପୂର୍ବ ଶତ୍ରୁତା…

ଚିତ୍ରରେ ଗଞ୍ଜାମ ଜିଲାପାଳଙ୍କ କରୋନା ବାର୍ତ୍ତା: ଘରୁ ବାହାରିବା ବେଳେ ମାସ୍କ ସହ ବ୍ୟବହାର କରନ୍ତୁ ଛତା, ସାମାଜିକ ଦୂରତ୍ୱ ରହିବ

ଛତ୍ରପୁର, ୩୦।୪(ଡି.ଏନ୍‌.ଏ.)- କରୋନାର ମୁକାବିଲା ନିମନ୍ତେ ମାସ୍କର ବ୍ୟବହାର ଏବଂ ସାମାଜିକ ଦୂରତା ରଖିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହାକୁ ନେଇ ସରକାରୀସ୍ତରରେ ଲୋକମାନଙ୍କୁ ସଚେତନ କରାଯାଉଛି। ଏହି କ୍ରମରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ଚିତ୍ର ଆଙ୍କି ଭିନ୍ନ…

ପୁଣି ସୁରଟ୍‌ରୁ ୨ ବସ୍‌ରେ ଗଞ୍ଜାମ ଫେରୁଛନ୍ତି ପ୍ରବାସୀ

ଛତ୍ରପୁର, ୩୦।୪( ଡି.ଏନ୍‌.ଏ.)- ପରିବାର ପ୍ରତିପୋଷଣ ପାଇଁ ରାଜ୍ୟ ବାହାରେ ରହିଥିବା ପ୍ରବାସୀ ଓଡିଆ ଏବେ ଘର ବାହୁଡା ହେଉଛନ୍ତି । ଏହି କ୍ରମରେ ଗୁରୁବାର ଗୁଜରାଟର ସୁରଟରୁ ଆଉ ୨ ବସରେ ପ୍ରବାସୀ ଓଡିଆ ଗଞ୍ଜାମ ଜ଼ିଲା ଅଭିମୁଖେ ବାହାରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri