ରାଜ୍ୟ

ଇତିହାସ ଅଧ୍ୟାପକ ପରୀକ୍ଷା ବାତିଲ୍‌ କଲେ ହାଇକୋର୍ଟ: ସାନି ପରୀକ୍ଷା ପାଇଁ ଆଦେଶ

କଟକ ଅଫିସ, ୧୯।୧୨ : ଅଣଅନୁଦାନପ୍ରାପ୍ତ କଲେଜଗୁଡ଼ିକ ନିମନ୍ତେ ୮୧ଟି ଇତିହାସ ଅଧ୍ୟାପକ ପଦବୀ ପାଇଁ ଗତ ମାର୍ଚ୍ଚ ୧୦ ତାରିଖରେ ଲିଖିତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ମାତ୍ର ପ୍ରଶ୍ନପତ୍ରରେ ବ୍ୟାପକ ତ୍ରୁଟି ରହିଥିଲା। ଏ ନେଇ ଅଭିଯୋଗ ହୋଇଥିଲେ...

ଶୁକ୍ରବାର କଟକ ବଦଳରେ ନରାଜ ଦେଇ ଯିବ ୪ ଟ୍ରେନ

ଭୁବନେଶ୍ୱର, ୧୯।୧୨ (ବ୍ୟୁରୋ): ଗୁରୁଡ଼ିଝାଟିଆ ରେଳ ଷ୍ଟେଶନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ଶୁକ୍ରବାର ୪ଟି ଟ୍ରେନ ନରାଜ ଷ୍ଟେଶନ ଦେଇ ଚଳାଚଳ କରିବ। ୧୮୪୨୫ ପୁରୀ-ଦୁର୍ଗ ଏକ୍ସପ୍ରେସ, ୧୨୮୩୨ ଭୁବନେଶ୍ୱର-ଧାନବାଦ ଗରିବ ରଥ ଏକ୍ସପ୍ରେସ, ୧୮୪୫୨ ପୁରୀ-ହାଟିଆ...

୨୦୧୯-୨୦ ଆର୍ଥିକ ବର୍ଷର ଖରିଫ ଧାନ ସଂଗ୍ରହ: ଚାଷୀଙ୍କଠାରୁ କିଣା ହେଲା ୯୬,୧୧,୦୨୪ କୁଇଣ୍ଟାଲ ଧାନ

ଭୁବନେଶ୍ୱର,୧୯।୧୨ (ବ୍ୟୁରୋ): ଓଡ଼ିଶା ସରକାରଙ୍କ ଦ୍ୱାରା ୨୦୧୯-୨୦ ବର୍ଷ ନିମନ୍ତେ ବୁଧବାର ସୁଦ୍ଧା ୧ଲକ୍ଷ ୪୧ ହଜାର ୫୪୦ ଜଣ ଚାଷୀ ବିଭିନ୍ନ ଧାନ ସଂଗ୍ରହ କେନ୍ଦ୍ର ଜରିଆରେ ମୋଟ ୯୬ ଲକ୍ଷ ୧୧ ହଜାର ୨୪ କୁଇଣ୍ଟାଲ ଧାନ...

୨ ସେବା ସମବାୟ ସମିତିରେ ଖୋଲିଲା ଧାନମଣ୍ଡି: ଚାଷୀଙ୍କୁ ହଇରାଣ ନ କରିବାକୁ ନିର୍ଦ୍ଦେଶ

ବଡମ୍ବା,୧୯।୧୨(ଡି.ଏନ୍‌.ଏ): ବଡମ୍ବା ବ୍ଲକ୍‌ ଅନ୍ତର୍ଗତ ଗୋପପୁର ଓ ବଡମ୍ବା ସେବା ସମବାୟ ସମିତି ଆନୁକୂଲ୍ୟରେ ବୁଧବାର ଧାନମଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ବଡମ୍ବା ଓ ଗୋପପୁରରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥିଭାବେ ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଯୋଗଦେଇଥିଲେ...

ହାତୀ ଉପଦ୍ରବ, ଲୋକେ ଆତଙ୍କିତ

ଖୁଣ୍ଟୁଣୀ/ ଚୌଦ୍ୱାର, ୧୯।୧୨(ଡି.ଏନ୍‌.ଏ.):ଖୁଣ୍ଟୁଣୀ ଥାନା ଅଧୀନ ଡାଳଭାଗ ଓ ତଳଗଡ଼ ଗ୍ରାମରେ ହାତୀପଲ ପଶି ଫସଲ ନଷ୍ଟ କରିବା ସହ ଧାନ, ପନିପରିବା ଖାଇଦେଇଛନ୍ତି। ଡାଳଭାଗ ଗ୍ରାମର ନିଧି ମହାନ୍ତିଙ୍କ ବାରିରୁ ୬୦ ହଳା ଓ ଲକ୍ଷ୍ମୀଧର ମହାନ୍ତିଙ୍କ ବାରିରୁ...

କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ରି-ବିଡିଂ ବୈଠକ: ‘କମ୍ପାନୀ ହାତକୁ ଯିବାକୁ ଲାଗିବ ୨ ମାସ’

କଟକ ଅଫିସ,୧୯।୧୨: କଟକ ମହାନଗର ନିଗମ(ସିଏମ୍‌ସି)ର କଠିନ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ଆହୁତ ଗ୍ଲୋବାଲ ଟେଣ୍ଡରର ବୁଧବାର ପ୍ରି-ବିଡିଂ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୭ଟି କମ୍ପାନୀର ପ୍ରାୟ ୧୨ଜଣ ପ୍ରତିନିଧି ଯୋଗଦେଇଥିଲେ। ଆସନ୍ତା ୧୪ତାରିଖରେ ଟେକ୍ନିକାଲ ବିଡ୍‌ ବୈଠକ...

ଦୋକାନର ମାଲିକାନା ଦାବି: ମହିଳାଙ୍କ ଧାରଣା

ନିଶ୍ଚିନ୍ତକୋଇଲି,୧୯।୧୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ କଟିକଟା ବଜାରରେ ଥିବା ଏକ ଜଳଖିଆ ଦୋକାନର ମାଲିକାନା ଦାବି କରି ବୁଧବାର ଜଣେ ବୟସ୍କ ମହିଳା ଧାରଣାରେ ବସିଛନ୍ତି। ସେ ହେଲେ ଅସୁରେଶ୍ୱର ପଞ୍ଚାୟତ ଅନ୍ତର୍ଗତ କୁଳଗାଁଇଶାଳ ଗ୍ରାମର ସ୍ବର୍ଗତ...

ଏସ୍‌ସିବି ମେଡିକାଲ: ୟୁଜର୍ସ ପାଣ୍ଠିରୁ ଠକେଇ

କଟକ ଅଫିସ, ୧୯।୧୨: ଏସ୍‌ସିବି ମେଡିକାଲ ୟୁଜର୍ସ ପାଣ୍ଠିରୁ ବଡ଼ଧରଣର ଠକେଇ କରାଯାଇଛି। ମେଡିକାଲରେ ୟୁଜର୍ସ ଫି’ ଆଦାୟ ଦାୟିତ୍ୱରେ ଥିବା ଏକ ଘରୋଇ ସଂସ୍ଥା ଏହି ଠକେଇ କରିଛି। ଲୋକାଲ ଅଡିଟ୍‌ରୁ ଠକେଇ ଧରାପଡ଼ିବା ପରେ ସମ୍ପୃକ୍ତ ଘରୋଇ...

ଓଡ଼ିଶାରେ ନିବେଶ ପାଇଁ ଆଇଟି କମ୍ପାନୀଙ୍କୁ ଆମନ୍ତ୍ରଣ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ):ଓଡ଼ିଶାକୁ ସୂଚନା ପ୍ରଯୁକ୍ତି ବିଦ୍ୟା(ଆଇଟି) ହବ୍‌ରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି। ବିଭିନ୍ନ ଦେଶୀ ଏବଂ ବିଦେଶୀ କମ୍ପାନୀଗୁଡ଼ିକୁ ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ ଓ ଉତ୍ସାହିତ କରାଯାଉଛି। ଏହି କ୍ରମରେ ରାଜ୍ୟ ଇଲେକ୍‌ଟ୍ରୋନିକ୍ସ ଏବଂ...

ପର୍ଯ୍ୟଟନସ୍ଥଳର ବିକାଶ

ବୌଦ୍ଧ ଜିଲା ପର୍ଯ୍ୟଟନ କ୍ଷେତ୍ରର ଗନ୍ତାଘର। ପ୍ରାଚୀନ କୀର୍ତ୍ତିରାଜି, ଐତିହାସିକ କଳାକୃତି ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ଏହି ଜିଲାରେ ଭରି ରହିଛି। ଏଠାରେ ଥିବା ଇକୋ ଟୁରିଜମର ପର୍ଯ୍ୟାପ୍ତ ସୁଯୋଗ ଜିଲାର ବିକାଶ ପାଇଁ ବାଟ ଫିଟାଇଛି। ତଥାପି ପର୍ଯ୍ୟଟନସ୍ଥଳର...

ନୂଆ ମୋଟର ଯାନ ଆଇନ ପରେ କମିଛି ଦୁର୍ଘଟଣା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟରେ ମୋଟର ଯାନ ଆଇନ କଡାକଡି ହେବା ପରେ ସଡ଼କ ଦୁର୍ଘଟଣା ହ୍ରାସ ପାଇଛି। ଗତବର୍ଷ ତୁଳନାରେ ଚଳିତବର୍ଷ ୪.୭ ପ୍ରତିଶତ କମିଛି। ମୃତ୍ୟୁହାର ୧୨% କମିଛି। ସଡ଼କ ସୁରକ୍ଷା ନେଇ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ ସଡ଼କ...

ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ: ‘ଓଡ଼ିଶାକୁ ଅନ୍ତର୍ଜାତୀୟ ବିମାନ ସଂଖ୍ୟା ବୃଦ୍ଧି କରାଯାଉ’

ଭୁବନେଶ୍ୱର, ୧୯।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ଅଧିକ ଅନ୍ତର୍ଜାତୀୟ ବିମାନ ସଂଯୋଗ ଓ ଘରୋଇ ବିମାନ ଚଳାଚଳକୁ ଆହୁରି ବ୍ୟାପକ କରିବା ପାଇଁ ମଙ୍ଗଳବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଛନ୍ତି। ଅନ୍ତର୍ଜାତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri