ବରଗଡ଼ରେ ପୋଲିସ ମହାନିର୍ଦ୍ଦେଶକ, ପରଖିଲେ ଲକ୍ଡାଉନ୍ ସ୍ଥିତି
ବରଗଡ଼ ଅଫିସ,୩୦।୪- ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ଗୁରୁବାର ବରଗଡ଼ ଜିଲା ଗସ୍ତରେ ଆସିଛନ୍ତି। ଅପରାହ୍ନ ପ୍ରାୟ ୧ଟାରେ ସେ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସହିତ ବରଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ସେ ଓହ୍ଲାଇଥିଲେ। ସେଠାରୁ ଜିଲାର ବିଭିନ୍ନ…
ଝାରସୁଗୁଡ଼ା ଏସ୍ପି ଭାବେ କାର୍ଯ୍ୟରେ ଯୋଗଦେଲେ ରାହୁଲ ପି. ଆର୍: କରୋନା ମୁକାବିଲାକୁ ଦେବେ ପ୍ରାଥମିକତା
ଝାରସୁଗୁଡା ଅଫିସ,୩୦।୪- ୨୦୧୩ ବ୍ୟାଚ୍ର ଭାରତୀୟ ପୋଲିସ ସେବା(ଆଇପିଏସ୍) ଅଫିସର ରାହୁଲ ପି.ଆର୍ ଝାରସୁଗୁଡ଼ା ଜିଲା ଏସ୍ପି ଭାବେ ଗୁରୁବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଝାରସୁଗୁଡ଼ା ଏସ୍ପି ଭାବେ କାର୍ଯ୍ୟ କରୁଥିବା ଅଶ୍ୱିନୀ କୁମାର ମହାନ୍ତିଙ୍କଠାରୁ ସେ ଏହି କାର୍ଯ୍ୟଭାର ଗ୍ରହଣ…
ଯାଜପୁର ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨ରେ ପହଞ୍ଚିଲା, ସମସ୍ତେ କଟିକଟା କଣ୍ଟେନ୍ମେଣ୍ଟ ଅଞ୍ଚଳର
ଯାଜପୁର ଅଫିସ,୩୦।୪- ଯାଜପୁର ଜିଲାରେ ଗୁରୁବାର ଆଉ ୩ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। । ତେବେ ଏହାକୁ ମିଶାଇ ଜିଲାରେ ମୋଟ ସଂକ୍ରମିତ ସଂଖ୍ୟା ୨୨ରେ ପହଞ୍ଚିଛି। ସଂକ୍ରମିତ ବ୍ୟକ୍ତିମାନେ ଦଶରଥପୁର ବ୍ଲକ କଟିକଟା ଗ୍ରାମପଞ୍ଚାୟତ କଟିକଟା ଗ୍ରାମର…
ସୁକତେଲ୍ ବ୍ରିଜ୍ ଭୁଶୁଡ଼ିବା ଘଟଣା: ପହଞ୍ଚିଲେ ଦୁଇଜଣିଆ ଉଚ୍ଚସ୍ତରୀୟ ତଦନ୍ତକାରୀ ଟିମ୍
ପାଟଣାଗଡ, ୩୦ା୪ (ଡି.ଏନ.ଏ.)- ବଲାଙ୍ଗୀର ଜିଲା ପାଟଣାଗଡ ବ୍ଳକ ଅନ୍ତର୍ଗତ ତମିଆଁ-ମୁଦଲସର ସୁକତେଲ ନଦୀ ବ୍ରିଜ ବୁଧବାର ସକାଳେ ମରାମତି ବେଳେ ଭୁଶୁଡି ପଡିଥିଲା। ଭାଙ୍ଗି ଯାଇଥିବା ବ୍ରିଜ ସ୍ଲାବ ତଳେ ଦୁଇଜଣ ଶ୍ରମିକ ଚାପି ହୋଇ ମୃତ୍ୟୁବରଣ କରିଥିଲେ। ଘଟଣାରେ…
ଝାରସୁଗୁଡ଼ାରେ ହସ୍ପିଟାଲ ଥାଇବି କରୋନା ଆକ୍ରାନ୍ତଙ୍କୁ ପଠାଗଲା ରାଉରକେଲା, ବିଭିନ୍ନ ମହଲରୁ ସମାଲୋଚନାର ସ୍ବର
ଝାରସୁଗୁଡା ଅଫିସ,୩୦ା୪- ପଶ୍ଚିମବଙ୍ଗରୁ ଝାରସୁଗୁଡା ଜିଲା ବ୍ରଜରାଜନଗର ଅଞ୍ଚଳକୁ ଆସିଥିବା ଜଣେ ଯୁବତୀ ବୁଧବାର କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହାପରେ ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ ଚିକିତ୍ସା ପାଇଁ ତୁରନ୍ତ ରାଉରକେଲା ସ୍ଥିତ କୋଭିଡ୍ ହସ୍ପିଟାଲକୁ ପଠାଯାଇଥିଲା। ତେବେ ଝାରସୁଗୁଡାଠାରେ…
କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କ ସ୍ବାବ ପରୀକ୍ଷା
ଭଦ୍ରକ ଅଫିସ,୩୦।୪: ଭଦ୍ରକ ସହରରେ କାର୍ଯ୍ୟରତ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିଙ୍କ ଗୁରୁବାର ସ୍ବାବ ସଂଗ୍ରହ କରାଯାଇଛି। ସହରର ବିଜୁ କଲ୍ୟାଣ ମଣ୍ଡପ ପରିସରରେ ଏହି ସ୍ବାବ ସଂଗ୍ରହ କରାଯାଇଛି। ଏମାନେ ବିଭିନ୍ନ କଣ୍ଟେନମେଣ୍ଟ ଅଞ୍ଚଳରେ ଖବର ସଂଗ୍ରହ ପାଇଁ ନିୟୋଜିତ ଥିବାରୁ…
୧୪୪୬୪ ଫେରନ୍ତାଙ୍କ ପାଇଁ ୧୧୫ ସଙ୍ଗରୋଧ କେନ୍ଦ୍ର ପ୍ରସ୍ତୁତ
ବୁଗୁଡ଼ା, ୩୦।୪(ଡି.ଏନ୍.ଏ): ବର୍ତ୍ତମାନ ସାରା ଦେଶ ଓ ରାଜ୍ୟରେ କରୋନା ମହାମାରୀରୁ ଉଦ୍ଧାର ନିମନ୍ତେ ମାସେରୁ ଊର୍ଦ୍ଧ୍ୱ ହେବ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍ଡାଉନ ଘୋଷଣା କରାଯାଇଛି। ଓଡିଶା ରାଜ୍ୟର ଶ୍ରମିକମାନେ ବାହାର ରାଜ୍ୟରେ ବିଭିନ୍ନ କମ୍ପାନୀରେ କାମକରି…
ଭଦ୍ରକକୁ ଆସିବେ ୩୨ ହଜାର ପ୍ରବାସୀ
ଭଦ୍ରକ ଅଫିସ, ୩୦ା୪: ଭଦ୍ରକ ଜିଲାକୁ ଫେରିବେ ୩୨ ହଜାର ପ୍ରବାସୀ। ଘରକୁ ଫେରିବା ପାଇଁ ଏମାନେ ନିଜ ନାମ ଅନ୍ଳାଇନ୍ରେ ପଞ୍ଜୀକରଣ କରିସାରିଛନ୍ତି। ପ୍ରବାସୀମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା ଓ ସଂଗରୋଧ କେନ୍ଦ୍ରରେ ରହଣୀ ଆଦି ପ୍ରସ୍ତୁତି ସମ୍ପର୍କରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ…
ନେପାଳରୁ ଉଦ୍ଧାର ପାଇଁ ଦାଦନ ଶ୍ରମିକଙ୍କ ନିବେଦନ
ଭଦ୍ରକ ଅଫିସ,୩୦।୪: କରୋନା ଲକ୍ଡାଉନ ହେବାର କିଛି ମାସ ପୂର୍ବରୁ କେନ୍ଦୁଝର ଓ ଭଦ୍ରକ ଜିଲାର କିଛି ଶ୍ରମିକ କାର୍ଯ୍ୟ ପାଇଁ ନେପାଳ ଯାଇଥିବା ଜଣାପଡ଼ିଛି। ହେଲେ ସାରା ଦେଶରେ ଲକ୍ଡାଉନ ହେବାରୁ ସେଠାରେ ସେମାନଙ୍କୁ ଖାଇବା ଓ ରହିବାର ଅସୁବିଧା…
ଘୂର୍ଣ୍ଣିବଳୟ : ୮ଜିଲାରେ ବର୍ଷା ଝଡ଼ ସମ୍ଭାବନା
ଭୁବନେଶ୍ୱର,୩୦।୪ (ବ୍ୟୁରୋ): ଦକ୍ଷିଣ ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଜିଲାଗୁଡ଼ିକ ସମେତ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ନୂଆପଡ଼ା ଏବଂ…
ଲକ୍ଡାଉନ ଉଠିଲେ ହେବ ବାକି ଯୁକ୍ତ ୨ ପରୀକ୍ଷା
ଭୁବନେଶ୍ୱର, ୩୦।୪(ବ୍ୟୁରୋ): କରୋନା କଟକଣା ଯୋଗୁ ଯୁକ୍ତ୨ ପରୀକ୍ଷାକୁ ଅଧାରୁ ବନ୍ଦ କରି ଦିଆଯାଇଥିଲା। ଏବେ ବାକି ଥିବା ପରୀକ୍ଷା କିପରି ହେବ ତାହାକୁ ନେଇ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପ୍ରସ୍ତୁତି ଚଳାଇଛି। ଲକ୍ଡାଉନ ଶେଷ ହେବାପରେ ଏହି ପରୀକ୍ଷା…
ସ୍ବାବ୍ ପରୀକ୍ଷା ପରେ ଛଡ଼ାଯିବ: ହାଇକୋର୍ଟ
କଟକ ଅଫିସ୍,୩୦।୪: ସଙ୍ଗରୋଧରେ ଗୋଟିଏ ମାସ ରଖିବା ପରେ ପୁଣି ଥରେ ସ୍ବତନ୍ତ୍ର ସଙ୍ଗରୋଧରେ ରଖାଗଲା। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଏଥିରେ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଜବାବ ଦାଖଲ ହୋଇଥିଲା। ସନ୍ଦିଗ୍ଧଙ୍କ ସ୍ବାବ୍…
Archives


