କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ରି-ବିଡିଂ ବୈଠକ: ‘କମ୍ପାନୀ ହାତକୁ ଯିବାକୁ ଲାଗିବ ୨ ମାସ’
କଟକ ଅଫିସ,୧୯।୧୨: କଟକ ମହାନଗର ନିଗମ(ସିଏମ୍ସି)ର କଠିନ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ଆହୁତ ଗ୍ଲୋବାଲ ଟେଣ୍ଡରର ବୁଧବାର ପ୍ରି-ବିଡିଂ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୭ଟି କମ୍ପାନୀର ପ୍ରାୟ ୧୨ଜଣ ପ୍ରତିନିଧି ଯୋଗଦେଇଥିଲେ। ଆସନ୍ତା ୧୪ତାରିଖରେ ଟେକ୍ନିକାଲ ବିଡ୍ ବୈଠକ...
ଦୋକାନର ମାଲିକାନା ଦାବି: ମହିଳାଙ୍କ ଧାରଣା
ନିଶ୍ଚିନ୍ତକୋଇଲି,୧୯।୧୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ କଟିକଟା ବଜାରରେ ଥିବା ଏକ ଜଳଖିଆ ଦୋକାନର ମାଲିକାନା ଦାବି କରି ବୁଧବାର ଜଣେ ବୟସ୍କ ମହିଳା ଧାରଣାରେ ବସିଛନ୍ତି। ସେ ହେଲେ ଅସୁରେଶ୍ୱର ପଞ୍ଚାୟତ ଅନ୍ତର୍ଗତ କୁଳଗାଁଇଶାଳ ଗ୍ରାମର ସ୍ବର୍ଗତ...
ଏସ୍ସିବି ମେଡିକାଲ: ୟୁଜର୍ସ ପାଣ୍ଠିରୁ ଠକେଇ
କଟକ ଅଫିସ, ୧୯।୧୨: ଏସ୍ସିବି ମେଡିକାଲ ୟୁଜର୍ସ ପାଣ୍ଠିରୁ ବଡ଼ଧରଣର ଠକେଇ କରାଯାଇଛି। ମେଡିକାଲରେ ୟୁଜର୍ସ ଫି’ ଆଦାୟ ଦାୟିତ୍ୱରେ ଥିବା ଏକ ଘରୋଇ ସଂସ୍ଥା ଏହି ଠକେଇ କରିଛି। ଲୋକାଲ ଅଡିଟ୍ରୁ ଠକେଇ ଧରାପଡ଼ିବା ପରେ ସମ୍ପୃକ୍ତ ଘରୋଇ...
ଓଡ଼ିଶାରେ ନିବେଶ ପାଇଁ ଆଇଟି କମ୍ପାନୀଙ୍କୁ ଆମନ୍ତ୍ରଣ
ଭୁବନେଶ୍ୱର,୧୯।୧୨(ବ୍ୟୁରୋ):ଓଡ଼ିଶାକୁ ସୂଚନା ପ୍ରଯୁକ୍ତି ବିଦ୍ୟା(ଆଇଟି) ହବ୍ରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି। ବିଭିନ୍ନ ଦେଶୀ ଏବଂ ବିଦେଶୀ କମ୍ପାନୀଗୁଡ଼ିକୁ ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ ଓ ଉତ୍ସାହିତ କରାଯାଉଛି। ଏହି କ୍ରମରେ ରାଜ୍ୟ ଇଲେକ୍ଟ୍ରୋନିକ୍ସ ଏବଂ...
ପର୍ଯ୍ୟଟନସ୍ଥଳର ବିକାଶ
ବୌଦ୍ଧ ଜିଲା ପର୍ଯ୍ୟଟନ କ୍ଷେତ୍ରର ଗନ୍ତାଘର। ପ୍ରାଚୀନ କୀର୍ତ୍ତିରାଜି, ଐତିହାସିକ କଳାକୃତି ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ଏହି ଜିଲାରେ ଭରି ରହିଛି। ଏଠାରେ ଥିବା ଇକୋ ଟୁରିଜମର ପର୍ଯ୍ୟାପ୍ତ ସୁଯୋଗ ଜିଲାର ବିକାଶ ପାଇଁ ବାଟ ଫିଟାଇଛି। ତଥାପି ପର୍ଯ୍ୟଟନସ୍ଥଳର...
ନୂଆ ମୋଟର ଯାନ ଆଇନ ପରେ କମିଛି ଦୁର୍ଘଟଣା
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟରେ ମୋଟର ଯାନ ଆଇନ କଡାକଡି ହେବା ପରେ ସଡ଼କ ଦୁର୍ଘଟଣା ହ୍ରାସ ପାଇଛି। ଗତବର୍ଷ ତୁଳନାରେ ଚଳିତବର୍ଷ ୪.୭ ପ୍ରତିଶତ କମିଛି। ମୃତ୍ୟୁହାର ୧୨% କମିଛି। ସଡ଼କ ସୁରକ୍ଷା ନେଇ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ ସଡ଼କ...
ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ: ‘ଓଡ଼ିଶାକୁ ଅନ୍ତର୍ଜାତୀୟ ବିମାନ ସଂଖ୍ୟା ବୃଦ୍ଧି କରାଯାଉ’
ଭୁବନେଶ୍ୱର, ୧୯।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ଅଧିକ ଅନ୍ତର୍ଜାତୀୟ ବିମାନ ସଂଯୋଗ ଓ ଘରୋଇ ବିମାନ ଚଳାଚଳକୁ ଆହୁରି ବ୍ୟାପକ କରିବା ପାଇଁ ମଙ୍ଗଳବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଛନ୍ତି। ଅନ୍ତର୍ଜାତୀୟ...
ସ୍ତ୍ରୀ ଅଧିକାର ନ ମିଳିବାରୁ ହତ୍ୟା
ବାଲେଶ୍ୱର ଅଫିସ,୧୯।୧୨: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ମଡେଲ ଥାନା ଅଧୀନ ଗୁଡ଼ିପଦା ଅଞ୍ଚଳରେ ବୁଧବାର ଭୋର୍ ସମୟରେ ଏକ ହତ୍ୟାକାଣ୍ଡ ଘଟିଛି। ଭାରତୀୟ ଖାଦ୍ୟ ନିଗମ ବାଲେଶ୍ୱର ଶାଖା ଅଫିସ୍ରେ ଜଗୁଆଳି ଭାବେ କାର୍ଯ୍ୟ କରୁଥିବା ବଢ଼ା ମାରାଣ୍ଡି (୪୮)ଙ୍କ...
ଏନ୍ଆର୍ସିକୁ ନବୀନଙ୍କ ନା
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟ ସରକାର ଜାତୀୟ ନାଗରିକ ପଞ୍ଜିକା(ଏନ୍ଆରସି)କୁ ସମର୍ଥନ କରନ୍ତି ନାହିଁ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଏହା ସ୍ପଷ୍ଟ କରିଛନ୍ତି। ୫ ଦିନିଆ ଦିଲ୍ଲୀ ଗସ୍ତର କେଇ ଘଣ୍ଟା ପୂର୍ବରୁ ଏନ୍ଆରସି ସମ୍ପର୍କରେ ନବୀନ...
ହୋଲ୍ଡିଂ ଟ୍ୟାକ୍ସ ଆଦାୟ କରିବେ କିନ୍ନର
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ସାଧାରଣ ଲୋକଙ୍କ ଭଳି ଏଣିକି କିନ୍ନରମାନେ ମଧ୍ୟ ଉଚ୍ଛେଦରେ ସାମିଲ ହେବା ସହ ହୋଲ୍ଡିଂ ଟ୍ୟାକ୍ସ ଓ ଟ୍ରେଡ଼ ଲାଇସେନ୍ସ ଆଦାୟ କରିବେ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ସହ ବୁଧବାର ଟିଜି ସ୍ବୀକୃତି ଏସ୍ଏଚ୍ଜିର...
ପୋଲିସ ଉପରକୁ ଗୁଳି ଚାଳନା ମାମଲା: ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ୍, ଜରିମାନା
କଟକ ଅଫିସ,୧୯।୧୨: ୨୦୧୦ ଜୁନ୍ ୨୪ ତାରିଖରେ କଟକ ଓଡ଼ିଆ ବଜାର ନିକଟରେ ଏକ ଗଣ୍ଡଗୋଳ ଘଟିଥିଲା। ଖବରପାଇ ଏଏସ୍ଆଇ ପ୍ରିୟବ୍ରତ୍ତ ଦାସଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ପିସିଆର ଭ୍ୟାନ୍ରେ ସେଠାକୁ ଯାଇଥିଲେ। ମାତ୍ର ଗଣ୍ଡଗୋଳ କରୁଥିବା ସୟଦ୍ ଖାନ୍...
ବିଡିଏ ସେକ୍ସନ ଅଫିସରଙ୍କ ଘରେ ଭିଜିଲାନ୍ସ ଯାଞ୍ଚ: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ
କଟକ ଅଫିସ, ୧୯।୧୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିସମେଣ୍ଟ) ବିଭୂତି ଭୂଷଣ ରାୟଙ୍କ ଘରେ ବୁଧବାର ଭିଜିଲାନ୍ସ ଟିମ୍ ଯାଞ୍ଚ କରିଛି। ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ପକ୍ଷରୁ...
Archives


