ବାରବାଟୀ-କଟକ ନିର୍ବାଚନୀ ମାମଲା: ପିଟିଶନ ଖାରଜ କରିବାକୁ ଯୁକ୍ତି
କଟକ ଅଫିସ,୧୯।୧୨ : ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ ନିର୍ବାଚନୀ ସତ୍ୟପାଠରେ ତଥ୍ୟ ଲୁଚାଇଛନ୍ତି। ତେଣୁ ତାଙ୍କ ସଭ୍ୟପଦକୁ ରଦ୍ଦ କରିବା ପାଇଁ ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିଲେ। ବୁଧବାର ଉକ୍ତ ମାମଲାର...
‘ଲାକ୍ମେ ଫ୍ୟାଶନ ୱିକ୍’: ସେଟ୍ ଡିଜାଇନ୍ କରିବେ ଓଡ଼ିଆ ଛାତ୍ରୀ
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଦେଶର ପ୍ରମୁଖ ଫ୍ୟାଶନ ଓ ଲାଇଫ୍ଷ୍ଟାଇଲ ଶୋ ‘ଲାକ୍ମେ ଫ୍ୟାଶନ ୱିକ୍’ରେ ଡିଜାଇନ୍ ପ୍ରଦର୍ଶନ କରିବେ ଜଣେ ଓଡ଼ିଆ ଛାତ୍ରୀ। ଇଣ୍ଟେରିୟର ଡିଜାଇନ୍ ବର୍ଗରେ ‘ଲାକ୍ମେ ଫ୍ୟାଶନ ୱିକ୍’ର ମୁଖ୍ୟ ଶୋ ଏରିଆରେ ଜଣେ ଖ୍ୟାତନାମା ଡିଜାଇନରଙ୍କ ଶୋ’ର...
ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣା: ଆଉ ଜଣଙ୍କୁ ଗିରଫ କଲା କ୍ରାଇମ୍ବ୍ରାଞ୍ଚ
ଭୁବନେଶ୍ୱର,୧୯।୧୨ (ବ୍ୟୁରୋ): ଭବାନୀପାଟଣାରୁ ଗତମାସ ୭ତାରିଖରେ ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣାରେ କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ ବୁଧବାର ଆଉ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ନାଁ ହେଉଛି ପରମାନନ୍ଦ ଧାରୁଆ ଓରଫ ଶାଖା(୨୯)। ତାଙ୍କ ଘର ବରଗଡ଼ ଜିଲା ଭଟଲି...
ତରୁଣକାନ୍ତି ମିଶ୍ର ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର’
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ୨୦୧୯ ମସିହା ଲାଗି ଓଡ଼ିଶାରୁ ସମ୍ମାନଜନକ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର’ ପାଇବେ ଖ୍ୟାତନାମା ଲେଖକ ତରୁଣକାନ୍ତି ମିଶ୍ର। ସେ ତାଙ୍କ ରଚିତ କ୍ଷୁଦ୍ରଗଳ୍ପ ସଙ୍କଳନ ‘ଭାସ୍ବତୀ’ ପାଇଁ ଏକାଡେମୀ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। କେନ୍ଦ୍ର ସାହିତ୍ୟ...
ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା: ଦିନରେ ଲୋକକଳା, ରାତିରେ ନୃତ୍ୟ, ସଙ୍ଗୀତ
ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଜନତା ମଇଦାନଠାରେ ଚାଲିଥିବା ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାରେ ଆକର୍ଷଣ ସାଜୁଛି ମନଛୁଆଁ ସାଂସ୍କୃତିକ କାର୍ଯ୍ୟକ୍ରମ। କେବଳ ସନ୍ଧ୍ୟାରେ ନୁହେଁ, ଦିନତମାମ ମେଳା ପରିସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମକୁ...
ଶ୍ରୀକ୍ଷେତ୍ରକୁ ଜଗିଛି ଅଚଳ ସିସିଟିଭି କ୍ୟାମେରା
ପୁରୀ ଅଫିସ, ୧୯।୧୨ : ଅନ୍ତର୍ଜାତୀୟ ପର୍ଯ୍ୟଟନ ସହର ଶ୍ରୀକ୍ଷେତ୍ର। ଦୈନିକ ଏଠାକୁ ଦେଶ ବିଦେଶର ଲକ୍ଷାଧିକ ଭକ୍ତ ଆସିଥାନ୍ତି। ସେମାନେ ମହାପ୍ରଭୁଙ୍କ ଦର୍ଶନ କରିବା ସହିତ ବେଳାଭୂମିର ମଜା ନେଇଥାନ୍ତି। ଶ୍ରୀମନ୍ଦିର ସୁରକ୍ଷା ଏବଂ ଅପରାଧିକ ଗତିବିଧି ଉପରେ...
ଶ୍ୱେତଗଙ୍ଗା କୂଳରେ ଶ୍ୱେତ ରାଜା
ପରମ ପାବନ ନୀଳାଚଳ କ୍ଷେତ୍ରରେ ରହିଥିବା ପଞ୍ଚତୀର୍ଥ ପ୍ରତି ସମସ୍ତଙ୍କ ଆସ୍ଥା ଓ ବିଶ୍ୱାସ ରହିଛି। ପଞ୍ଚତୀର୍ଥରେ ବୁଡ଼ ପକାଇଲେ ପୁରୀକୁ କରିଥିବା ତୀର୍ଥଯାତ୍ରା ସଫଳ ହୁଏ ବୋଲି ଲୋକେ ବିଶ୍ୱାସ ରଖନ୍ତି। ତେବେ ଏହି ପଞ୍ଚତୀର୍ଥ ମଧ୍ୟରୁ ଅନ୍ୟତମ...
ଛତିଶା ନିଯୋଗ ବୈଠକ: ଅଙ୍ଗାରକୁ ନେଇ ତୁମ୍ବିତୋଫାନ
ପୁରୀ ଅଫିସ,୧୯।୧୨: ଶ୍ରୀମନ୍ଦିର ଭିତରକୁ ଆସୁଛି ବାହାର ଅଙ୍ଗାର। ତାହା ପୁଣି ରୋଷଘରେ ବ୍ୟବହାର ହେଉଛି। ପ୍ରସ୍ତୁତ କରାଯାଉଛି ଆନନ୍ଦ ବଜାରରେ ବିକ୍ରି କରାଯାଉଥିବା ଭୋଗ (କୋଠଭୋଗ ନୁହେଁ)। ଅଳ୍ପ କେତେଜଣ ସୁଆର ସେବକ ଏଭଳି ଲାଭଖୋର ମନୋବୃତ୍ତି ରଖି...
ଶ୍ରୀମନ୍ଦିର ସୁରକ୍ଷା ଜୋନ୍: ଭକ୍ତ ଦେଖିପାରିବେ ସବୁଜ ବଳୟ
ପୁରୀ ଅଫିସ, ୧୯।୧୨ : ଶ୍ରୀମନ୍ଦିର ସୁରକ୍ଷା ଜୋନ୍ର ଚିତ୍ର ବଦଳିବ। ଏହାର ସୌନ୍ଦର୍ଯ୍ୟକରଣ କରାଯିବ। ଏଥିପାଇଁ ଉଚ୍ଛେଦ ଅଭିଯାନ ଜାରି ରହିଥିବାବେଳେ କେତେକ କାମ ମଧ୍ୟ ଚାଲିଛି। ନୂତନ ବ୍ୟାରିକେଡ ନିର୍ମାଣ ସହ ଭକ୍ତଙ୍କ ପାଇଁ ସ୍ଥାୟୀ ଜୋତା...
ସଂଶୋଧିତ ଭୋଟର ତାଲିକା ପାଇଁ ପ୍ରକ୍ରିୟା ଆରମ୍ଭ
ପୁରୀ ଅଫିସ,୧୯।୧୨ : ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧିତ ଭୋଟର ତାଲିକା ପ୍ରକାଶନ ନିମନ୍ତେ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ଜାନୁୟାରୀ ପହିଲା ସୁଦ୍ଧା ୧୮ବର୍ଷ ପୂରଣ ହେଉଥିବା ନାଗରିକମାନେ...
ଶ୍ରୀମନ୍ଦିର ସୁରକ୍ଷା ଜୋନ୍: ଭଙ୍ଗା ହେଲା ୨ ଲଜ୍, ଘରୋଇ କୋଠା
ପୁରୀ ଅଫିସ,୧୯।୧୨: ଶ୍ରୀମନ୍ଦିର ଚୌହଦିରେ ଉଚ୍ଛେଦ ଜାରି ରହିଛି। ପ୍ରଥମେ ମଠ ଏହାପରେ ଘରୋଇ କୋଠା ଉଚ୍ଛେଦ ପରେ ବୁଧବାର ୨ଟି ଲଜ୍ ଏବଂ ଗୋଟିଏ ଘରୋଇ କୋଠା ଭଙ୍ଗାଯାଇଛି। ଗଡ଼ନ୍ତି ଛକଠାରେ ଥିବା କାଳୀଚରଣ ଲଜ୍ ଓ ରାୟବାହାଦୁର...
ଗଞ୍ଜେଇ ବେପାରୀଙ୍କୁ ୩ ବର୍ଷ ଜେଲ
ନିମାପଡ଼ା,୧୯।୧୨ (ଡି.ଏନ୍.ଏ.): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଅଭିଯୁକ୍ତ ପୂର୍ଣ୍ଣଚନ୍ଦ୍ର ମଲ୍ଲିକଙ୍କୁ ୩ବର୍ଷ ଜେଲ୍ ଦଣ୍ଡ ସହ ୨୦ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରାଯାଇଛି। ନିମାପଡ଼ା ସ୍ବତନ୍ତ୍ର ଅତିରିକ୍ତ ଜିଲା ଦୌରା ଜଜ୍ ପ୍ରଦୀପ୍ତ କୁମାର ସାହୁ ବୁଧବାର ଏହି...
Archives


