CORONAVIRUS UPDATE: ୩ ନୂଆ ଜିଲାକୁ ଛୁଇଁଲା କରୋନା: କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼ରେ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ଅପରାହ୍ନ ସୁଦ୍ଧା ୪ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨ରେ ପହଞ୍ଚିଛି। ଅପରପକ୍ଷେ ୩ ନୂଆ ଜିଲାକୁ ଛୁଇଁଛି କରୋନା। କେନ୍ଦୁଝର, ଦେବଗଡ଼…
CORONAVIRUS UPDATE: ରାଜ୍ୟରେ ଆଉ ୩ ପଜିଟିଭ୍ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨କୁ ବୃଦ୍ଧି
ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଆଉ ୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାପରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୨କୁ ବୃଦ୍ଧି ପାଇଛି। ନୂଆ ପଜିଟିଭ୍ମାନେ କେନ୍ଦୁଝର, ଦେବଗଡ଼ ଓ ଝାରସୁଗୁଡ଼ା ଜିଲାର। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ବିନା ଅନୁମତିରେ ଘରକୁ ଯାଇଛନ୍ତି ଜୁନାଗଡ଼ର ୬୦ରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ/ଶିକ୍ଷକ: କାରଣ ଦର୍ଶାଅ ନୋଟିସ ଜାରି
ଜୁନାଗଡ଼,୨୯।୪(ଡି.ଏନ୍.ଏ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସ୍କୁଲ, କଲେଜ ଆଦି ଶିକ୍ଷାନୁଷ୍ଠାନଗୁଡିକୁ ଆଗୁଆ ଛୁଟି ଘୋଷଣା କରିଛନ୍ତି। ଏପରିକି ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ନିଜ ମହକୁମାରେ ରହି କୋଭିଡ-୧୯ ମୁକାବିଲା କରିବା କାର୍ଯ୍ୟରେ ପ୍ରଶାସନକୁ ସହଯୋଗ କରିବା ପାଇଁ ନିର୍ଦ୍ଦେଶ…
ରଥଯାତ୍ରା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଦଇତାପତି ନିଯୋଗ
ପୁରୀ ଅଫିସ,୨୯।୪: ମହାମାରୀ କରୋନାକୁ ନେଇ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିଁ ସେ ନେଇ ଅନିଶ୍ଚିନ୍ତତା ଲାଗି ରହିଥିବା ବେଳେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛି ଦଇତାପତି ନିଯୋଗ। କଟକଣା ଭିତରେ ରଥଯାତ୍ରା କରିବା ଲାଗି ନିଯୋଗ…
ଅନ୍ୟ ରାଜ୍ୟରୁ ଗଞ୍ଜାମ ଫେରିବାକୁ ପଞ୍ଜୀକରଣ କଲେଣି ୧.୯୧ ଲକ୍ଷ ଲୋକ
ଛତ୍ରପୁର, ୨୯।୪(ଡି.ଏନ୍.ଏ.): ଲକ୍ଡାଉନ ଉଠିବା ପରେ ବିଭିନ୍ନ ରାଜ୍ୟରୁ ଗଞ୍ଜାମ ଜ଼ିଲାକୁ ଶ୍ରମିକ, ଛାତ୍ରୀଛାତ୍ର ଓ ଅନ୍ୟମାନେ ଫେରିବେ। ଏ ନେଇ ପଞ୍ଜୀକରଣ କରିବାକୁ ଓଡିଶା ସରକାର ବାଧ୍ୟତାମୂଳକ କରିଛନ୍ତି। ଗତ ୨୪ ତାରିଖରୁ ଏହି ପଞ୍ଜୀକରଣ ଆରମ୍ଭ ହୋଇଛି। ଅନଲାଇନ…
କାମ ଚାଲିଥିବାବେଳେ ଦବିଗଲା ସୁକତେଲ ବ୍ରିଜ, ୨ ଶ୍ରମିକଙ୍କ ଜୀବନ ଗଲା
ପାଟଣାଗଡ, ୨୯।୪ (ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ଅଧୀନ ଟମିଆ ଗାଁ ନିକଟରେ ଥିବା ସୁକତେଲ ବ୍ରିଜ ବୁଧବାର ସକାଳ ୯ଟାରେ କାମ ଚାଲିଥିବାବେଳେ ଦବି ଯାଇଛି। ବ୍ରିଜ ତଳେ ୨ଜଣ ଶ୍ରମିକ ଚାପି ହୋଇଯିବାରୁ ସେମାନଙ୍କର ମୃତ୍ୟୁ ଘଟିଛି।…
୬ ଇନ୍ଷ୍ଟ୍ରକ୍ଟର ତିଆରି କଲେ ରୋବଟ୍
କଟକ ଅଫିସ,୨୯ା୪: କରୋନା ଭୂତାଣୁ ବିପକ୍ଷରେ ସାରା ବିଶ୍ୱ ଲଢେଇ କରୁଛି। ଜିତିବାର ଆଶା ସମସ୍ତଙ୍କ ମନରେ ରହିଛି। ଏହି ଭୂତାଣୁ ବିଶ୍ୱରେ ନିଜ କାୟା ବିସ୍ତାର କରୁଥିବାବେଳେ ତା’ର ମୁକାବିଲା ପାଇଁ ବିଭିନ୍ନ ସ୍ତରରେ ପ୍ରୟାସ ଜାରି ରହିଛି। ଏଥିରେ…
ଲକ୍ଡାଉନ୍ରେ ବି ଗୁରୁଦାୟିତ୍ୱ ଭୁଲିନାହାନ୍ତି ପିକକ୍ମ୍ୟାନ୍
ତ୍ରିନାଥ ମହାନ୍ତି ଭୁବନେଶ୍ୱର,୨୯ା୪(ବ୍ୟୁରୋ): କରୋନା ମହାମାରୀ ପାଇଁ ସାରା ଦେଶରେ ମାସେରୁ ଊର୍ଦ୍ଧ୍ୱ ହେଲାଣି ଲକ୍ଡାଉନ୍ ଜାରି ରହିଛି। ରୋଜଗାର ହରାଇ ଲୋକେ ଘରେ ରହିଛନ୍ତି। ଲୋକେ ପେଟ ଚିନ୍ତାରେ ଦିନରାତି ଘାରି ହେଉଥିବାବେଳେ ପଶୁପକ୍ଷୀଙ୍କ କଥା ଭାବିବାକୁ କାହାର ସମୟ…
କଣ୍ଟେନମେଣ୍ଟ ଜୋନ୍ରେ ନଜର ରଖିବ ଡ୍ରୋନ୍
ଭଦ୍ରକ ଅଫିସ,୨୯ା୪ ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ପୁଣି ୩ ପଜିଟିଭ୍ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବାସୁଦେବପୁର ବ୍ଲକର ୨ ଓ ଅନ୍ୟ…
ଭୁବନେଶ୍ୱରରେ କୋହଳ ହେଲା କଟକଣା
ଭୁବନେଶ୍ୱର,୨୯ା୪(ବ୍ୟୁରୋ): ଭୁବନେଶ୍ୱରରେ ବ୍ୟବସାୟିକ କଟକଣାକୁ କୋହଳ କରାଯାଇଛି। ଏନେଇ ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ବୁଧବାରଠାରୁ ବିଏମ୍ସି ଅଞ୍ଚଳରେ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ। ଗ୍ରସେରି, ଫଳ, ପନିପରିବା, ମାଛ,ମାଂସ, ଓମ୍ଫେଡ ଷ୍ଟଲ…
ବୁଲୁଛି ‘କରୋନା’ ଗାଡି
ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଅମାନିଆ ଲୋକଙ୍କୁ ସଚେତନ କରିବାକୁ ପ୍ରଥମେ ଭୁବନେଶ୍ୱରରେ କରୋନା ସ୍ଥାପତ୍ୟ ନିର୍ମାଣ କରିଥିଲେ କେତେଜଣ ଶିଳ୍ପୀ। ଏବେ ରାଜଧାନୀ ରାଜରାସ୍ତାରେ ବୁଲିବୁଲି ସଚେତନ କରୁଛି କରୋନା ଗାଡ଼ି। ଖଣ୍ଡଗିରି ବାସିନ୍ଦା ଶିଳ୍ପୀ ପ୍ରମୋଦ ମୁଦୁଲି ନିଜ ସ୍କୁଟିକୁ ଫୋମ୍ ଓ…
ଆଜି ବିଶ୍ୱ ନୃତ୍ୟ ଦିବସ: ମଞ୍ଚ ନୁହେଁ, ଏଥର ଡିଜିଟାଲ ପ୍ଲାଟ୍ଫର୍ମ
ଭୁବନେଶ୍ୱର,୨୯ା୪(ବ୍ୟୁରୋ): ମଞ୍ଚରେ ନୁହେଁ, ଏଥର ଡିଜିଟାଲ ପ୍ଲାଟ୍ଫର୍ମରେ ପାଳନ ହେବ ବିଶ୍ୱ ନୃତ୍ୟ ଦିବସ। ସୋସିଆଲ ମିଡ଼ିଆରେ ଏକାଠି ହେବେ ବିଶ୍ୱର କୋଣ ଅନୁକୋଣର ନୃତ୍ୟଶିଳ୍ପୀ। ଶାସ୍ତ୍ରୀୟ ନୃତ୍ୟର ଗୁରୁତ୍ୱକୁ ବିଶ୍ୱବାସୀଙ୍କ ଆଗରେ ଏଭଳି ନିଆରା ଢଙ୍ଗରେ ଉପସ୍ଥାପନ କରିବେ। କରୋନା…
Archives


