ରାଜ୍ୟ

ବଙ୍ଗୀୟ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ମାଡ଼ ଘଟଣା: ହୋଟେଲ ପରିଚାଳକ, କର୍ମଚାରୀ ଗିରଫ

କଟକ ରୋଡ,୧୯।୧୨ (ଡି.ଏନ୍‌.ଏ.): ହୋଟେଲରେ ଜଣେ ବଙ୍ଗୀୟ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଓ ମାଡ଼ ଘଟଣାରେ ଲକ୍ଷ୍ମୀସାଗର ପୋଲିସ ବୁଧବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ହୋଟେଲ ପରିଚାଳକ ମିଥୁନ ସ୍ବାଇଁ ଓ...

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଣ୍ଟାପଡ଼ା,୧୯।୧୨ (ଡି.ଏନ୍‌.ଏ.): ଗୋବିନ୍ଦପୁର ଥାନା ଅନ୍ତର୍ଗତ ପାଟସୁନ୍ଦରପୁର ଗ୍ରାମରୁ ବୁଧବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ସେ ହେଲେ ଏହି ଗ୍ରାମର ବିଶ୍ୱରଞ୍ଜନ ସ୍ବାଇଁ। ସୂଚନା ଅନୁଯାୟୀ, ବିଶ୍ୱରଞ୍ଜନ ପାରିବାରିକ ସମସ୍ୟା ଓ ଶାରୀରିକ ଅସୁସ୍ଥତା...

ମହିଳାଙ୍କୁ ଅସଦାଚାରଣ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୧୯।୧୨(ବ୍ୟୁରୋ): ଶହୀଦନଗର ଥାନା ଅନ୍ତର୍ଗତ ଭିଏସଏସ ନଗର ଅଞ୍ଚଳରେ ଜଣେ ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଭିଏସଏସ ନଗର ଅଞ୍ଚଳର ଜୀବନ ପଟ୍ଟନାୟକ ଓରଫ...

ରାଜସ୍ବ ଗ୍ରାମ ଦାବିରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୧୯।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ରାଣୀପଡ଼ା ପଞ୍ଚାୟତ ବିରିଡିହି ଗ୍ରାମକୁ ରାଜସ୍ବ ଗ୍ରାମ ପ୍ରଦାନ ଦାବି କରାଯାଇଛି। ଏ ନେଇ ଗ୍ରାମବାସୀ ବୁଧବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ଅନୁସାରେ, ବିରିଡିହି ଏକ ପଡ଼ାଗ୍ରାମ ହୋଇଥିବା ବେଳେ...

ଧରିତ୍ରୀ ପ୍ରଭାବ: ଖଜୁରି ଗଛ ପାଲଟିଛି ଆଶ୍ରୟସ୍ଥଳ; ଖବର ପ୍ରକାଶ ପରେ ରାମ କବାସୀଙ୍କୁ ମିଳିବ ପକ୍କା ଘର

ପାଣ୍ଡ୍ରିପାଣି,୧୮ା୧୨: ମାଲକାନଗିରି ଜିଲା ସଦର ବ୍ଲକ ପଦ୍ମଗିରି ପଞ୍ଚାୟତ ତଳସାହିରେ ରାମ କବାସୀ (୭୦) ଦୀର୍ଘ ୬ ବର୍ଷ ହେଲା ନିଜ ଘରଦ୍ୱାର ନ ଥିବାରୁ ଏକ ଖଜୁରି ଗଛ ତଳେ ଆଶ୍ରୟ ନେଇଥିଲେ। ଏ ସମ୍ପର୍କରେ ଖବର ପ୍ରକାଶ...

ଖଇରପୁଟ ବିଡିଓଙ୍କ ବଦଳି ନେଇ ତାତିଲେ ଲୋକ ପ୍ରତିନିଧି: ବ୍ଲକ କାର୍ଯ୍ୟାଳୟରେ ପକାଇଲେ ତାଲା

ମାଲକାନଗିର/ଖଇରପୁଟ, ୧୮ା୧୨(ଡି.,ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ କାର୍ଯ୍ୟାାଳୟକୁ ବୁଧବାର ବହୁ ସଂଖ୍ୟାରେ ଆଦିବାସୀ ମହିଳାପୁରୁଷ ଘେରାଉ କରି ବିଡିଓ ବିଶ୍ୱଜିତ ବର୍ମନଙ୍କ ବଦଳି ଦାବି କରିଛନ୍ତି। କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ସେମାନେ କାର୍ଯ୍ୟାଳୟରେ ତାଲା...

ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀଙ୍କ ସ୍ବାଭିମାନ ଅଞ୍ଚଳ ଗସ୍ତ: ଶିକ୍ଷକ କ୍ଲଷ୍ଟର ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ

ମାଲକାନଗିରି / ଚିତ୍ରକୋଣ୍ଡା,୧୮ା୧୨ (ଡି.ଏନ୍‌.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ବୁଧବାର ମାଲକାନଗିରି ଜିଲା ଗସ୍ତରେ ଆସି ସ୍ବାଭିମାନ ଅଞ୍ଚଳର ବଡ଼ପଡ଼ାଠାରେ ଶିକ୍ଷକ କ୍ଲଷ୍ଟର ସହ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏକ ହେଲିକପ୍ଟର...

ଡିଜେ ସାଉଣ୍ଡରେ କମ୍ପିଲା ଭାପୁର

ଭାପୁର,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ସଦର ବ୍ଲକ ଭାପୁର ଗ୍ରାମରେ ଚାଲିଥିବା ମାଣବସା ଗୁରୁବାର ମହାଲକ୍ଷ୍ମୀ ପୂଜାର ଭସାଣି ଉତ୍ସବ ବୁଧବାର ଧୁମଧାମରେ ପାଳିତ ହୋଇଛି। ନିର୍ଦ୍ଧାରିତ ସମୟରେ ସମସ୍ତ ମେଢ ଗୁଡ଼ିକ ଭାପୁର ବାଳିକା ଉପ୍ରା ବିଦ୍ୟାଳୟସ୍ଥିତ ମେଲଣ ପଡ଼ିଆରେ...

ଚୋରା ଶାଳ ଗଣ୍ଡି ସହ ଶଗଡ଼ ଜବତ, ୨ ଗିରଫ

ପରଜଙ୍ଗ,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅଧିନ ଜାତୀୟ ରାଜପଥଠାରୁ କୁଲେଇ ଯାଇଥିବା ରାସ୍ତାର କୁଲେଇ ଗ୍ରାମ ନିକଟ ଆମ୍ବ ତୋଟା ନିକଟରେ ବୁଧବାର ବନବିଭାଗ ଚଢାଉ କରି ଏକ ଶଗଡ଼ ଗାଡ଼ି ସହ ଚୋରା...

ଢ଼େପସାହି ହତ୍ୟା ମାମଲା: ଗିରଫ ୧୧ ଜଣଙ୍କୁ କୋର୍ଟ ଚାଲାଣ

ଭଞ୍ଜନଗର,୧୮।୧୨(ଡି.ଏନ୍‌.ଏ): ତାରସିଂ ଥାନା ବୁରପଲ୍ଲୀ ଢ଼େପସାହିର ହାଡ଼ିଆ ନାଇକ ହତ୍ୟା ମାମଲାରେ ପୋଲିସ ବୁଧବାର ୧୧ ଜଣଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟକୁ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଭଞ୍ଜନଗର ସ୍ବତନ୍ତ୍ର ଉପ କାରାଗାରକୁ ପଠାଇ ଦିଆଯାଇଛି।...

ପୋଡାଗଲା ୫୧ହଜାର ଗଞ୍ଜେଇ ଗଛ

ଆର.ଉଦୟଗିରି,୧୮ା୧୨(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ନୂଆଗଡ ବ୍ଲକ ଅନୁଗୁରୁ ପଞ୍ଚାୟତର ଟଣ୍ଡରଙ୍ଗ ଗ୍ରାମ ପାହାଡ ଉପରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ବୁଧବାର ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି। ଜିଲାପାଳ ଅନୁପ ସାହା, ଏସ୍‌ପି...

୨୬ରେ ସୂର୍ଯ୍ୟପରାଗ: ବଡ଼ଦିନ ରାତିସାରା ଦର୍ଶନ ଦେବେ ମହାପ୍ରଭୁ

ପୁରୀ ଅଫିସ, ୧୮ା୧୨:ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଅଧ୍ୟକ୍ଷତା କରିଥିବାବେଳେ ପହିଲି ଭୋଗ, ସୂର୍ଯ୍ୟପରାଗ, ନୂଆବର୍ଷ ଓ ମକରସଂକ୍ରାନ୍ତି ନୀତି ସମ୍ପର୍କରେ ଆଲୋଚନା କରାଯାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri