ରାଜ୍ୟ

ଖରା ଛୁଟିରେ ଖୋଲିବ ହାଇକୋର୍ଟ, ନିମ୍ନକୋଟ

କଟକ ଅଫିସ,୨୯।୪: ଚଳିତବର୍ଷ ଖରାଛୁଟିରେ ହାଇକୋର୍ଟ କିମ୍ବା ନିମ୍ନକୋର୍ଟଗୁଡ଼ିକ ବନ୍ଦ ରହିବ ନାହିଁ। ମଙ୍ଗଳବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରେଜିଷ୍ଟ୍ରାର୍‌ (ଜୁଡ଼ିସିଆଲ୍‌) ଲଳିତ କୁମାର ଦାସଙ୍କ ତରଫରୁ କୁହାଯାଇଛି ଯେ, ଲକ୍‌ଡାଉନ୍‌ ଯୋଗୁ କୋର୍ଟଗୁଡ଼ିକ ଏକ ପ୍ରକାର ବନ୍ଦ ରହିଛି।…

ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୯ା୪(ବ୍ୟୁରୋ) ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ସମୁଦ୍ର ପତ୍ତନରୁ ୯ କି.ମି. ଉପରେ ଦକ୍ଷିଣ ଛତିଶଗଡ଼ରୁ ଦକ୍ଷିଣ ତାମିଲନାଡୁ ପର୍ଯ୍ୟନ୍ତ ଏକ ଟ୍ରପ୍‌ ଲାଇନ୍‌ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪…

ଡାକ୍ତରଙ୍କୁ ପଚାରି ଖାଇହେବ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌

ଭୁବନେଶ୍ୱର,୨୯ା୪(ବ୍ୟୁରୋ): କରୋନା ସଂକ୍ରମଣର ସାମାନ୍ୟ କିମ୍ବା ସେଭଳି କିଛି ଲକ୍ଷଣ ଦେଖାଯାଉଥିବା ବ୍ୟକ୍ତିମାନେ ନିଜ ଘରେ ଏକାନ୍ତବାସ ବା ସଙ୍ଗରୋଧ( ହୋମ୍‌ ସେଲ୍‌ଫ ଆଇସୋଲେଶନ)ରେ ରହି ପାରିବେ। ସେଭଳି ରୋଗୀ କୋଭିଡ୍‌ ହସ୍ପିଟାଲ କିମ୍ବା କୌଣସି ସ୍ବାସ୍ଥ୍ୟକେନ୍ଦ୍ରକୁ ଯିବା ଦରକାର ନାହିଁ।…

ଆଉ ୩ ସ୍ଥାନରେ ସ୍ଥାପନ ହେବ କୋଭାସ୍‌ ମେଶିନ

ଭୁବନେଶ୍ୱର, ୨୯।୪(ବ୍ୟୁରୋ): କରୋନାକୁ ମୁକାବିଲା କରିବା ପାଇଁ ଏବେ ରାଜ୍ୟର ସବୁ ବିଭାଗ ଏକତ୍ର ହୋଇ କାର୍ଯ୍ୟ କରୁଛି। ରାଜ୍ୟବାସୀଙ୍କୁ କରୋନା କବଳରୁ କିପରି ରକ୍ଷା କରାଯାଇପାରିବ ତାହା ହିଁ ଏବେ ରାଜ୍ୟ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ହୋଇଛି। ଶୀଘ୍ର ନମୁନା…

ପୁଣି ବୋଟ୍‌ରେ ଆସିଲେ ୩୩ ମତ୍ସ୍ୟଜୀବୀ

ଛତ୍ରପୁର,୨୯ା୪(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ଯୋଗୁ ଚେନ୍ନାଇରେ ଫସି ରହିଥିବା ମତ୍ସ୍ୟଜୀବୀ ଓ ଶ୍ରମିକମାନେ ନିଜ ଉଦ୍ୟମରେ ବୋଟ୍‌ କିଣି ସମୁଦ୍ର ପଥରେ ଗଞ୍ଜାମ ଫେରିବାରେ ଲାଗିଛନ୍ତି। କରୋନା ଭୟ ହେଉ କି କାମଧନ୍ଦା ମିଳୁ ନ ଥିବାରୁ ଖାଦ୍ୟ ଯୋଗାଡ଼ କରି ନ…

ଅସ୍ଥାୟୀ କ୍ୟାମ୍ପ ପାଇଁ ଗାଇଡ୍‌ଲାଇନ ଜାରି

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ ବାହାରୁ ଫେରୁଥିବା ଲୋକମାନଙ୍କ ଲାଗି ପଞ୍ଚାୟତ ଓ ପୌରାଞ୍ଚଳରେ ନିର୍ମାଣ ହୋଇଥିବା ଅସ୍ଥାୟୀ ଚିକିତ୍ସା ଶିବିର ବା କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଚାଳନା ନେଇ ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗାଇଡ୍‌ଲାଇନ ଜାରି କରାଯାଇଛି। ବାହାର ରାଜ୍ୟରୁ ଫେରୁଥିବା…

ଚିନ୍ତା ବଢ଼ାଇଲେ ସୁପରସ୍ପ୍ରେଡର

ଭୁବନେଶ୍ୱର, ୨୯।୪(ବ୍ୟୁରୋ): ଲକ୍‌ଡାଉନ୍‌ ଜାରି ରହିଥିବାବେଳେ କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରତିଦିନ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହାସତ୍ତ୍ୱେ ସଂକ୍ରମଣ ବଢ଼ି ଚାଲିଛି। ପ୍ରଥମେ ବିଦେଶ ଫେରନ୍ତା, ପରେ ନିଜାମୁଦ୍ଦିନ, ଆଉ ଏବେ ପଶ୍ଚିମବଙ୍ଗ ଫେରନ୍ତାଙ୍କ ମଧ୍ୟରୁ କେତେଜଣ…

CORONAVIRUS UPDATE: ପୁଣି ଭୁବନେଶ୍ୱରରେ କରୋନା ପଜିଟିଭ ଚିହ୍ନଟ : ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ ଛୁଇଁଲା

ଭୁବନେଶ୍ୱର,୨୯।୪ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଁଚିଛି। ସେହି ବ୍ୟକ୍ତି ଜଣକ ଭୁବନେଶ୍ୱରର ମଧୂସୁଦନ ନଗରର ବାସିନ୍ଦା ହୋ‍ଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚୀତ…

ଖରା ଛୁଟିରେ ଖୋଲିବ ହାଇକୋର୍ଟ, ନିମ୍ନ କୋର୍ଟ

କଟକ ଅଫିସ,୨୮।୪: ଚଳିତବର୍ଷ ଖରାଛୁଟିରେ ହାଇକୋର୍ଟ କିମ୍ବା ନିମ୍ନକୋର୍ଟଗୁଡ଼ିକ ବନ୍ଦ ରହିବ ନାହିଁ। ମଙ୍ଗଳବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରେଜିଷ୍ଟ୍ରାର୍‌ (ଜୁଡ଼ିସିଆଲ୍‌) ଲଳିତ କୁମାର ଦାସଙ୍କ ତରଫରୁ କୁହାଯାଇଛି ଯେ, କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ୍‌ ଘୋଷଣା…

ବିକ୍ରି ହେଲାନି, ରାସ୍ତାରେ କ୍ଷୀର ଢାଳିଲେ ଚାଷୀ

ସୋନପୁର,୨୮।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଦୁଗ୍ଧ ଶୀତଳ କେନ୍ଦ୍ର ସମ୍ମୁଖ ରାସ୍ତାରେ ମଙ୍ଗଳବାର ଚାଷୀମାନେ କ୍ଷୀର ଢାଳି ପ୍ରତିବାଦ କରିଥିଲେ। ଓମ୍‌ଫେଡ୍‌ ଚାଷୀଙ୍କ ନିକଟରୁ କ୍ଷୀର ନେବାକୁ ମନା କରିବା ପରେ ସେମାନେ ଏହିପରି ଅସନ୍ତୋଷ ଜାହିର କରିଛନ୍ତି।…

ରାଜସ୍ଥାନରେ ଫସିଛନ୍ତି କଳାହାଣ୍ଡିର ୨ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର: ଫେରାଇ ଆଣିବାକୁ ନିବେଦନ

ଭବାନୀପାଟଣା, ୨୮ା୪(ସ୍ବ.ପ୍ର): ଲକ୍‌ଡାଉନ ଯୋଗୁ କଳାହାଣ୍ଡି ଜିଲାର ୨ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ରାଜସ୍ଥାନର କୋଟାକୁ ପଢିବାକୁ ଯାଇ ସେଠାରେ ଫସିରହିଛନ୍ତି। ସେଠାରେ କରୋନା ସଂକ୍ରମଣ ଅଧିଜ ହୋଇଥିବା ଯୋଗଁୁ ଛାତ୍ରୀଛାତ୍ରମାନେ ଘରୁ ବାହାରକୁ ବାହାରୁ ନାହାନ୍ତି। ଏହି ପରିସ୍ଥିତିରେ ସେମାନଙ୍କୁ ନିଜ…

ରାହୁଲ ପି.ଆର୍‌ଙ୍କୁ ଝାରସୁଗୁଡ଼ା ଏସ୍‌ପି ଦାୟିତ୍ୱ

ଭୁବନେଶ୍ୱର,୨୮।୪(ବ୍ୟୁରୋ)- ୨୦୧୩ ବ୍ୟାଚ୍‌ର ଭାରତୀୟ ପୋଲିସ ସେବା(ଆଇପିଏସ୍‌) ଅଫିସର ରାହୁଲ ପି.ଆର୍‌ଙ୍କୁ ଝାରସୁଗୁଡ଼ା ଜିଲା ଏସ୍‌ପି ଭାବେ ନିଯୁକ୍ତି ମିଳିଛି। ରାହୁଲଙ୍କ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଝାରସୁଗୁଡ଼ା ଏସ୍‌ପି ଭାବେ କାର୍ଯ୍ୟ କରୁଥିବା ଅଶ୍ୱିନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri