ରାଜ୍ୟ

ଲକ୍‌ଡାଉନ କଟକଣାର ପ୍ରଭାବ: ଘରୋଇ ବସ୍‌ ମାଲିକ,କର୍ମଚାରୀ ହତାଶ

ଭବାନୀପାଟଣା,୨୮ା୪(ଡି.ଏନ୍‌.ଏ.)-ଲକ୍‌ଡାଉନ ଯୋଗୁ କଳାହାଣ୍ଡି ଜିଲାର ପ୍ରାୟ ୧୦ହଜାରରୁ ଊର୍ଦ୍ଧ୍ୱ ଗାଡି ମାଲିକ, ଡ୍ରାଇଭର, ହେଲପର, କଣ୍ଡକ୍ଟର ଏବଂ ଏହା ଉପରେ ନିର୍ଭର କରି ଚଳୁଥିବା ଅନ୍ୟାନ୍ୟ କର୍ମଚାରୀମାନେ ହାତବାନ୍ଧି ବସିଛନ୍ତି ା ଜିଲାର ଭବାନୀପାଟଣା ସମେତ ବିଭିନ୍ନ ସହରଠାରୁ ଆରମ୍ଭ କରି…

ଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୨୮ା୪ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଲ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦) ପୋଡ଼ିଯାଇ ଗୁରୁତର ଅସୁସ୍ଥ ଅଛନ୍ତି। ଏ ନେଇ ସୋମବାର ଧରିତ୍ରୀରେ ଝିଅର ଚିକିତ୍ସାରେ ଅର୍ଥ ବାଧକ ଶୀର୍ଷକ ଏକ ଖବର ପ୍ରକାଶ ପାଇଥିଲା।…

ଲକ୍‌ଡାଉନ ନିୟମ ଉଲ୍ଲଂଘନକାରୀଙ୍କୁ ଜରିମାନା

ଲାଠୋର, ୨୮ା୪(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ପଞ୍ଚାୟତ ପକ୍ଷରୁ ସୋମବାର ସକାଳେ ବସଷ୍ଟାଣ୍ଡରେ ଲକ୍‌ଡାଉନ ନିୟମ ଉଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ସରପଞ୍ଚ ପ୍ରବୀଣ ଅଗ୍ରୱାଲଙ୍କ ନେତୃତ୍ୱରେ ଲାଠୋର ପଞ୍ଚାୟତ ନୋଲାଡ ଅଫିସର ମିନିକେତନ ବରିହା ଓ ଲାଠୋର…

ଶିଶୁକନ୍ୟାକୁ କରୋନା ନେଇ ଭିଡ଼ିଓ ଭାଇରାଲ

ଲାଠୋର, ୨୮ା୪(ଡି.ଏନ.ଏ.) ସାରା ଦେଶରେ କରୋନା ଭୁତାଣୁ କାୟା ବିସ୍ତାର କରି ଚାଲିଛି। ଏଭଳି ସ୍ଥିତିରେ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ କରାଯିବାକୁ ନେଇ ଲୋକେ ଆତଙ୍କିତ ହୋଇଛନ୍ତି ା ସୋମବାର ସକାଳେ ଏକ ନିର୍ଦ୍ଧିଷ୍ଟ ଓଡ଼ିଆ ବୈଦ୍ୟୁତିକ ଗଣମାଧ୍ୟମର ବ୍ରେକିଂ…

୧୦୭୧ରୁ ୯୮୯ ନମୁନା ନେଗେଟିଭ୍‌

ବାରିପଦା ଅଫିସ, ୨୭ା୪:  କରୋନା ସନ୍ଦେହରେ ମୟୂରଭଞ୍ଜ ଜିଲାର ୧୦୭୧ ଜଣଙ୍କ ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିମଧ୍ୟରୁ ୯୮୯ ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ଅବଶିଷ୍ଟ ୮୨ ଜଣଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ୧୦୭୧ ଜଣଙ୍କ ମଧ୍ୟରୁ ୭୯…

ଯୋଡ଼ାରେ ୩ ଜଣଙ୍କ ସ୍ବାବ୍‌ ସଂଗ୍ରହ

ଯୋଡ଼ା, ୨୭।୪ (ଡି.ଏନ.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ବାହାରୁ ଆସିିଥିବା ଲୋକମାନଙ୍କ ସ୍ବାବ ସଂଗ୍ରହ ପାଇଁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରୁ ଏକ ମେଡିକାଲ ଟିମ୍‌ ରବିବାର ଯୋଡାରେ ପହଞ୍ଚିଛନ୍ତି। ରବିବାର ପ୍ରଥମ ଦିନରେ ରାଜ୍ୟ…

ରବିଧାନ ପାଇଁ ୧୦ରୁ ଖୋଲିବ ମଣ୍ଡି: ସାମାଜିକ ଦୂରତା, ସାନିଟାଇଜର, ମାସ୍କ ସବୁ ମଣ୍ଡିରେ ବାଧ୍ୟତାମୂଳକ

ରାୟଗଡ଼ା ଅଫିସ,୨୭ା୪: ରାୟଗଡ଼ା ଜିଲାରେ ପୂର୍ବରୁ ୧୩ଟି ମଣ୍ଡିରୁ ଧାନ ସଂଗ୍ରହ କରାଯାଉଥିବା ବେଳେ ଏଥର ୪ଟି ଅଧିକ ମଣ୍ଡି ଖୋଲାଯିବ। ସେହି ୪ଟି ନୂଆ ମଣ୍ଡିଗୁଡ଼ିକ ହେଲା ରାମନାଗୁଡ଼ା ବ୍ଲକ ଗୁମୁଡ଼ା, ବିଷମକଟକ ବ୍ଲକ ଗଜମହଲ, ମୁନିଗୁଡ଼ା ବ୍ଲକ କୁମୁଡ଼ାବାଲି,…

ରାସ୍ତା ଖୋଳି ସୀମା ଅବରୋଧ

ଗୁଣପୁର,୨୭ା୪(ଡି.ଏନ୍‌.ଏ.): ଗଜପତି ଜିଲା ସୀମାନ୍ତ ଆନ୍ଧ୍ରରେ କରୋନା ରୋଗୀ ଚିହ୍ନଟ ହେବା ପରେ ରାୟଗଡ଼ା ଜିଲା ପୋଲିସ ଓ ପ୍ରଶାସନ ପାଇଁ ଏହା ଏବେ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଗୁଣପୁର ସୀମାକୁ ଲାଗି ରହିଥିବା ୪ଟି ରାଜ୍ୟର ସୀମାନ୍ତ ରାସ୍ତା…

୨ ଡାକ୍ତରଙ୍କୁ ଆକ୍ରମଣ ଉଦ୍ୟମ ଅଭିଯୋଗ

ବରୀ,୨୭ା୪(ସ୍ବ.ପ୍ର.): ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚ୍‌ସି)ର ୨ଜଣ ଡାକ୍ତରଙ୍କୁ ସୋମବାର ପୂର୍ବାହ୍ନରେ ଜଣେ ବ୍ୟକ୍ତି ଅଶ୍ଳୀଳ ଭାଷାରେ ଗାଳିଗୁଳଜ କରିବା ସହିତ ଆକ୍ରମଣ ଉଦ୍ୟମ କରିଥିବା ବରୀ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଡାକ୍ତର ଜ୍ୟୋତି ଚୌଧୁରୀ ଓ ଜିନ୍ନତ ଦାସ…

୪ ସ୍ବାବ୍‌ ଗ୍ରହଣ କେନ୍ଦ୍ରରେ ୨୭୨ ଜଣଙ୍କ ନମୁନା ସଂଗ୍ରହ

ବିଞ୍ଝାରପୁର,୨୭।୪(ଡି.ଏନ.ଏ): ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଞ୍ଝାରପୁର ବ୍ଲକରେ କୋଲକାତା ଫେରନ୍ତାଙ୍କ ପାଇଁ ୪ଟି ସ୍ବାବ୍‌ ଗ୍ରହଣ କେନ୍ଦ୍ର କରାଯାଇଛି। ବ୍ଲକର ସୟଦପୁରସ୍ଥିତ ବ୍ରଜସୁନ୍ଦର ହାଇସ୍କୁଲ, ଉତ୍ତଙ୍ଗରା ହାଇସ୍କୁଲ, ବାଚ୍ଛୋଳ ହାଇସ୍କୁଲ, ଆଉଁରୀ ପ୍ରାଥମିକ ବିଦ୍ୟାଳୟ ସମେତ ପ୍ରଶାସନ ତରଫରୁ…

ମହିଳା ପୋଲିସ ଅଧିକାରୀଙ୍କ କରୋନା ଗୀତ ଭାଇରାଲ

ଖୋର୍ଦ୍ଧା ଅଫିସ,୨୭ା୪ : ସାରା ବିଶ୍ୱ ଆଜି କରୋନା ଯୋଗୁ ଆତଙ୍କିତ ଅବସ୍ଥାରେ ରହିଛି। କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ଦେଶରେ ଲକ୍‌ଡାଉନ ଜାରି ରହିଛି। ଏ ନେଇ ସରକାରଙ୍କ ପକ୍ଷରୁ ବହୁବିଧ ପଦକ୍ଷେପ ଗ୍ରହଣ କରାଯାଇଛି। ସରକାରଙ୍କଠାରୁ ବିଭିନ୍ନ…

ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ବିଫଳ: ୯ ବର୍ଷ ପରେ ସନ୍ତାନ ପ୍ରସବ କଲେ ମହିଳା

କାଳିଆପାଣି,୨୭।୪(ଡିଏନଏ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡ଼ିପାଳ ପଞ୍ଚାୟତ ରୁଗୁଡ଼ିସାହିର କୃଷ୍ଣ ବିରୁଆଙ୍କ ସ୍ତ୍ରୀ ନମାନି (୪୦) ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରିବାର ୯ବର୍ଷ ପରେ ରବିବାର ଏକ କନ୍ୟା ସନ୍ତାନ ଜନ୍ମ କରିଥିବା ଜଣାପଡ଼ିଛି। ଏହି ଘଟଣା ଏବେ ପରିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri