ରାଜ୍ୟ

ରାଉରକେଲା ଆଇଜିଏଚରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଉରକେଲା ଆଇଜିଏଚରେ ଶୁକ୍ରବାର ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ ହୋଇଛି। ଭିଡିଓ କନଫରେନ୍ସସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିଛନ୍ତି। ରାଉରକେଲା ରାଜ୍ୟର ୩ୟ ଓ ପଶ୍ଚିମ ଓଡ଼ିଶାର ପ୍ରଥମ ପ୍ଲାଜମା ବ୍ୟାଙ୍କ। ପୂର୍ବରୁ କଟକ ଏସସିବି ଓ ଭୁବନେଶ୍ୱର…

କଟକରୁ ଆଉ ୨୨ ପଜିଟିଭ୍‌: ରହିଛି ୭ ଲୋକାଲ କେସ୍‌

ଭୁବନେଶ୍ୱର, ୩୧।୭(ବ୍ୟୁରୋ): କଟକ ସହରରୁ ଶୁକ୍ରବାର ୨୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭ ଲୋକାଲ କେସ୍‌ ରହିଛି। ଏ ନେଇ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଟୁଇଟ୍‌…

ସନ୍ଧ୍ୟା ୬ଟାରେ ଜଣାପଡ଼ିବ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଆଜି ସନ୍ଧ୍ୟା ସାଢ଼େ ୬ଟାରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଜରୁରୀ ପ୍ରେସ୍‌ମିଟ୍‌ ରହିଛି। ଏହି ଅବସରରେ ଅନ୍‌ଲକ୍‌-୩ ସମ୍ପର୍କରେ କହିପାରନ୍ତି। ପୂର୍ବରୁ ୨୯ ତାରିଖରେ କେନ୍ଦ୍ର ସରକାର ଏନେଇ ଗାଇଡ୍‌ଲାଇନ୍‌ ଜାରି କରିସାରିଛନ୍ତି। ୪ଟି ଜିଲା ଓ…

ବାହାର ପଟୁ ତାଲା ମାରି ନିଆଁ ଲଗାଇଦେଲେ: ଗୋଟିଏ ପରିବାରର ୫ ଗୁରୁତର

କେନ୍ଦ୍ରାପଡା ଅଫିସ/ ମାର୍ଶାଘାଇ (ଡି.ଏନ୍‌.ଏ.), ୩୧ା୭- କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଦୁମୁକା ପଞ୍ଚାୟତ ଗିରଙ୍ଗ ଗ୍ରାମରେ ଶୁକ୍ରବାର ଭୋର ସମୟରେ ଏକ ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଅଗ୍ନିକାଣ୍ଡରେ ଟୁକୁନା ଓରଫ ମାନସ ବାରିକଙ୍କ ୫ ଜଣ ସଦସ୍ୟ ପୋଡିଯାଇ ଗୁରୁତର…

୫ ଦିନ ବନ୍ଦ ରହିବ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ, ହସ୍ପିଟାଲ: ଜାଣନ୍ତୁ କେଉଁ ଦିନରୁ କେଉଁ ଦିନ

କୋରାପୁଟ,୩୧।୭(ସ୍ବ.ପ୍ର.): କୋରାପୁଟ ଜିଲାରେ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ଶୁକ୍ରବାରଠାରୁ ୫ ଦିନ ପର୍ଯ୍ୟନ୍ତ ସହରରେ ଥିବା ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲକୁ ବନ୍ଦ କରାଯାଇଛି। ଏ ନେଇ କୋରାପୁଟ ଜିଲାପାଳ ମଧୁସୂଦନ ମିଶ୍ର…

ଗଞ୍ଜାମରେ ବୋଲ ମାନୁନି କରୋନା: ଆଜି ୧୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗୀନ ହୋଇ ପଡ଼ିଲାଣି। ଶୁକ୍ରବାର ୩୬୮ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୦ ହଜାର ଟପିଛି। ରାଜ୍ୟର ପ୍ରଥମ ଜିଲା ଭାବେ ଜିଲାରେ ମୋଟ…

ଆଜି ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୭୭କୁ ବୃଦ୍ଧି

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଶୁକବ୍ରାର ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୭୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମରୁ…

CORONAVIRUS UPDATE: ରାଜ୍ୟରେ ୩୧ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୪୯୯ ଚିହ୍ନଟ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଶୁକବ୍ରାର ଆଉ ୧୪୯୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍‌ରୁ ୯୧୪ ଜଣ ଚିହ୍ନଟ ହୋଇଥିବା ବେଳେ…

ମହାନଦୀ ପାଇଁ କଟକକୁ ଭୂକମ୍ପ ଭୟ

କଟକ ଅଫିସ,୩୧।୭: ଦେଶର ଯେଉଁ ୩୦ଟି ସହରକୁ ଭୂକମ୍ପ ଭୟ ରହିଛି, ସେହି ତାଲିକାରେ କଟକର ନାମ ସ୍ଥାନ ପାଇଛି। ମହାନଦୀର ତ୍ରିକୋଣ ଭୂମିରେ କଟକ ସହର ରହିଥିବାରୁ ଭୂକମ୍ପ ବିପଦ ରହିଛି। ଏହି ସହର ଉପରେ ଭୂକମ୍ପର ପ୍ରଭାବ କେମିତି…

‘ରାଜ୍ୟ ସରକାର ଜିମ୍‌ ଖୋଲିବାକୁ ଅନୁମତି ଦିଅନ୍ତୁ’

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଆସନ୍ତା ୫ ତାରିଖରୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ବାହାରେ ଥିବା ଜିମ୍‌ ଓ ଯୋଗ ଅନୁଷ୍ଠାନଗୁଡ଼ିକୁ ଗାଇଡ୍‌ଲାଇନ୍‌ ଅନୁଯାୟୀ ଖୋଲିବାକୁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। ବୁଧବାର ଅନ୍‌ଲକ୍‌-୩ରେ ଏ ସମ୍ପର୍କରେ ଘୋଷଣା କରାଯାଇଛି। ଏଭଳିସ୍ଥଳେ ଓଡ଼ିଶା ସରକାର ମଧ୍ୟ କଣ୍ଟେନମେଣ୍ଟ…

କରୋନା ବ୍ୟାପିବା ଘଟଣା: ଜେଲ ବିଭାଗକୁ ଓଏଚ୍‌ଆର୍‌ସିଙ୍କ ନୋଟିସ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲ୍‌ରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ନିକଟରେ ବ୍ରହ୍ମପୁର ଜେଲ୍‌ରେ ୩୩ କଏଦୀ ଓ ଜେଲରଙ୍କ ସମେତ ୧୦ଜଣ କର୍ମଚାରୀ ପଜିଟିଭ୍‌ ଚିହ୍ନଟ ହେବା ପରେ କଏଦୀଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ଏ ସଂକ୍ରାନ୍ତ ଏକ…

୨୪୧ ପିଜି ଡାକ୍ତରଙ୍କୁ କୋଭିଡ୍‌ ଦାୟିତ୍ୱ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ପରିଚାଳନା ପାଇଁ ୩୦ ଜିଲାରେ ୨୪୧ ପିଜି ଡାକ୍ତରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ଏହି ପିଜି ଡାକ୍ତରମାନେ ମୁଖ୍ୟତଃ ଏସ୍‌ସିବି, ଭିମ୍‌ସାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?