ମୁଖ୍ୟମନ୍ତ୍ରୀଙ୍କ ନଁ।ରେ ଏତଲା ଦେଲା କୃଷକ ସଙ୍ଗଠନ
ଛତ୍ରପୁର,୧୭ା୧୨(ଡି.ଏନ.ଏ)-କାଳିଆ ଯୋଜନାରେ ରାଜ୍ୟ ସରକାର ଲୋକଙ୍କୁ ଠକିଥିବା ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନଁ। ରେ ଠକେଇ, ବିଶ୍ୱାସଭଙ୍ଗ ଓ ବିଶ୍ୱାସଘାତକ ପାଇଁ ଆଇନଗତ ତଦନ୍ତ କରି ମାମଲା ରୁଜୁ କରିବାକୁ ଦାବି ହୋଇଛି...
ଛତ୍ରପୁର ବଜାର ରାସ୍ତାରେ ଟ୍ରାଫିକ୍ ବ୍ୟବସ୍ଥା ବିପର୍ଯ୍ୟସ୍ତ
ଛତ୍ରପୁର,୧୭ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହର ବଜାର ମୁଖ୍ୟ ରାସ୍ତାରେ ଟ୍ରାଫିକ୍ ସମସ୍ୟା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଫଳରେ ଦୀର୍ଘ ସମୟ ଧରି ଟ୍ରାଫିକ୍ ଜାମ୍ ରହୁଛି। ଏଥିପାଇଁ ଲୋକଙ୍କୁ ନାକେଦମ ହେବାକୁ ପଡୁଛିା ଅପରପକ୍ଷରେ ଏହାକୁ ସୁଧାରିବା ପାଇଁ...
ପରିଚୟ ଦେଇଛି ଖବରକାଗଜ
ଛେଣ୍ଡିପଦା,୧୭ା୧୨(ସ୍ବ.ପ୍ର.) ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ରୋଜଗାର ଆଶାରେ ମାତ୍ର ୧୫ ବର୍ଷ ବୟସରେ ଘରୁ ଗୋଡ଼ କାଢ଼ିଥିବା ଛେଣ୍ଡିପଦା ବ୍ଲକ ସାଲୁଇଖମଣ ଗ୍ରାମର ନୀଳମଣି ପଣ୍ଡା ଆଜି ଜଣେ ଜଣାଶୁଣା ମଣିଷ। ପରିଶ୍ରମ ବଳରେ ସେ...
ମାଷ୍ଟର୍ସ ସେଫ୍ରେ ଅନୁଗୋଳର ଲଳନା ସ୍ମୃତିଶ୍ରୀ:ବିଚାରକଙ୍କ ମନ ଜିଣିଲା ‘କୁଟ୍ଟୁ-ଏ-ପାସ୍ତା’
ଅନୁଗୋଳ ଅଫିସ, ୧୭।୧୨ ଷ୍ଟାର ପ୍ଲସର ରିଏଲିଟି ଶୋ’ ମାଷ୍ଟର୍ସ ସେଫ୍ର ଶ୍ରେଷ୍ଠ ୧୫ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ଅନୁଗୋଳର ଲଳନା ସ୍ମୃତିଶ୍ରୀ ସିଂହ (୨୬)। ଭୁବନେଶ୍ୱରରେ ଅନୁଷ୍ଠିତ ‘ମାଷ୍ଟର୍ସ ସେଫ୍ ସିଜନ୍-୬’ର ଅଡିସନରେ ସ୍ମୃତିଶ୍ରୀ ୫୦ ପ୍ରତିଯୋଗୀ...
ସରିଆସୁଛି ସମୟସୀମା, ସରିନି ଚଉଠେ କାମ:୧୬୮ ଜୀବନ ନେଲାଣି ଏନ୍ଏଚ୍ ୫୫
ଅନୁଗୋଳ ଅଫିସ, ୧୭।୧୨- ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥର ଦୋହରୀକରଣ କାର୍ଯ୍ୟକୁ ନେଇ ଏବେ ବଢ଼ୁଛି ଅସନ୍ତୋଷ। ଏହି କାର୍ଯ୍ୟ କରୁଥିବା ଠିକାସଂସ୍ଥା ଅତ୍ୟନ୍ତ କଛପ ଗତିରେ କାମ କରୁଥିବାରୁ ନିର୍ଦ୍ଧାରିତ ସମୟସୀମା ଶେଷ ହେବାକୁ...
ଅନୁଗୋଳ ଜିଲାରେ ଖୋଲିଲା ୩ ମଣ୍ଡି
ଅନୁଗୋଳ ଅଫିସ/ତାଳଚେର/ପାଲଲହଡ଼ା/ବଇଣ୍ଡା, ୧୭।୧୨ ଅନୁଗୋଳ ଜିଲାର ୩ଟି ବ୍ଲକ ଅଞ୍ଚଳରେ ସୋମବାର ଧାନମଣ୍ଡି ଉଦ୍ଘାଟିତ ହୋଇଛି। ପାଲଲହଡ଼ା ବ୍ଲକ ନିଜିଗଡ଼ରେ ଜିଲାପାଳ ମନୋଜ କୁମାର ମହାନ୍ତି ମଣ୍ଡି ଉଦ୍ଘାଟନ କରିଥିବାବେଳେ କଳମଛୁଇଁରେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଓ...
ମାନିଲେନି ସେଣ୍ଟ୍ରାଲ ଜୁ ଅଥରିଟି ନିର୍ଦ୍ଦେଶ:ମାନ୍ୟତା ହରାଇବ କପିଳାସ ଚିଡ଼ିଆଖାନା
ଢେଙ୍କାନାଳ ଅଫିସ,୧୭ା୧୨ବନ ବିଭାଗର ଚରମ ଅବହେଳା, ଆନୁଷଙ୍ଗିକ ବ୍ୟବସ୍ଥା ନ ଥିବାରୁ ମାନ୍ୟତା ହରାଇବାକୁ ଯାଉଛି ଢେଙ୍କାନାଳ ଜିଲାର କପିଳାସ ଚିଡ଼ିଆଖାନା। ଏ ନେଇ ନୂଆଦିଲ୍ଲୀସ୍ଥିତ ସେଣ୍ଟ୍ରାଲ ଜୁ ଅଥରିଟି ଅଫ୍ ଇଣ୍ଡିଆ ଗତ ନଭେମ୍ବରରେ ବନ ବିଭାଗକୁ ପତ୍ର...
ଅବ୍ୟବସ୍ଥାରେ ଚନ୍ଦ୍ରପୁର ସରକାରୀ ଉଚ୍ଚ ବିଦ୍ୟାଳୟ: ୧୨ ଶିକ୍ଷକ ବଦଳରେ ଅଛନ୍ତି ୬
ଚନ୍ଦ୍ରପୁର, ୧୭।୧୨ (ଡି.ଏନ୍.ଏ.) – ଗୁଣାତ୍ମକ ଶିକ୍ଷା ପାଇଁ ଅନେକ ସରକାରୀ ଯୋଜନା ରହିଛି। ସେଗୁଡିକର ଫାଇଦା କିନ୍ତୁ ସବୁଠି ମିଳୁନି। କେଉଁଠି ଆବଶ୍ୟକ ସଂଖ୍ୟକ ଶିକ୍ଷକ ନାହାନ୍ତି ତ କେଉଁଠି ଜରାଜୀର୍ଣ୍ଣ ଶ୍ରେଣୀଗୃହରେ ବିପଦସଙ୍କୁଳଭାବେ ପାଠପଢା ହେଉଛି। ଏଥିସହ...
ଭତା ପାଏଲେ ଦିବ୍ୟାଙ୍ଗ ସୁବାସ, ମା’ ବଁଚିତ୍
ଲାଞ୍ଜିଗଡ଼, ୧୭।୧୨ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଁଚେତ୍ ଅଧୀନ ଜଙ୍ଗେରଗୁଡ଼ା ଗଁାର ସ୍ବର୍ଗତ କାଲା ମାଝି ଆର ମନାଙ୍ଗ ମାଝି(୬୫)କଁର ପୁଓ ସୁବାସ ମାଝି(୧୨)। ସେ ଜନ୍ମୁ ଦିବ୍ୟାଙ୍ଗ ଆନ୍। ପରିବାରଟା ନିହାତି ଗରିବ୍...
୧୫ ବଛର ହେଲା ଖୁଲା ଆକାଶ ତଲେ ଉର୍ମିଳା
ତଳଗଁ।, ୧୭।୧୨ (ଡି.ଏନ୍.ଏ.)- ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଅନେକ ସରକାରୀ ଯୋଜନା ବାଟ୍ବନା ହେଉଥିବାର ଦେଖ୍ବାକେ ମିଲିଛେ। ଅଧ୍କାରୀ, କରମ୍ଚାରୀକଁର ଅଁାତରିକତା ଅଭାବୁ ଅନେକ ଗରିବ୍ ଦୁଖି, ହକ୍ଦାର ହିତାଧିକାରୀ ସରକାରୀ ଯୋଜନାରୁ ବଁଚିତ୍ ହେଇ ବଡ଼ା...
ଖୋର୍ଦ୍ଧା ଗୁଳିକାଣ୍ଡ ଘଟଣାର ଫିଟିଲା ଗୁମର
ଖୋର୍ଦ୍ଧା ଅଫିସ୍,୧୬।୧୨: ଖୋର୍ଦ୍ଧା ଡାକ୍ତର ଓ ଔଷଧ ଦୋକାନୀଙ୍କୁ ଗୁଳିମାଡ ମାମଲାର ଗୁମର ଫିଟିଛି। ଜମିଜମା ବିବାଦକୁ ନେଇ ଗୁଳିକାଣ୍ଡ ଘଟିଥିବା ଖୋର୍ଦ୍ଧା ଏସଡିପିଓ ସୁଶୀଲ ମିଶ୍ର ସୂଚନା ଦେଇଛନ୍ତି। ବିଭିନ୍ନ ଦିଗରୁ ପୋଲିସ ଟିମ ତଦନ୍ତ ଚଳାଇଛି। ଅଭିଯୁକ୍ତକୁ...
ଗୁଳିକାଣ୍ଡରେ ଓଷଧ ଦୋକାନୀଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କ ଗିରଫ ଦାବିରେ ଖୋର୍ଦ୍ଧାରେ ସବୁ ମେଡିସିନ୍ ଷ୍ଟୋର ବନ୍ଦ
ଖୋର୍ଦ୍ଧା ଅଫିସ୍,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାକୁ ବିରୋଧ କରି ସୋମବାର ଖୋର୍ଦ୍ଧା ଜିଲାରେ ସବୁ ଓଷଧ ଦୋକାନ ବନ୍ଦ ରହିଛି। ୨୪ ଘଣ୍ଟା...
Archives


