ରାଜ୍ୟ

ଆମ୍ବୁଲାନ୍ସ, ରୋଗୀଙ୍କୁ ଛାଡ଼ିଲେନି ଆନ୍ଦୋଳନକାରୀ

ପାଲଲହଡ଼ା, ୧୨ା୩(ଡି.ଏନ.ଏ.): ୬ ଦଫା ଦାବି ନେଇ ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର କେନ୍ଦୁପତ୍ର ତୋଳାଳିମାନେ ବୁଧବାର ୪୯ନଂ. ଜାତୀୟ ରାଜପଥର ଶିବ ମନ୍ଦିର ଛକ ଓ ୧୪୯ ନଂ. ବାଇପାସ୍‌ ରାସ୍ତା ଅବରୋଧ ବେଳେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ବିଜେଡି ରାଜ୍ୟ ସଭା ପ୍ରାର୍ଥୀଙ୍କ ସତ୍ୟପାଠ: ସୁଜିତ୍‌ ସମସ୍ତଙ୍କଠାରୁ ଧନୀ

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଚଳିତ ରାଜ୍ୟ ସଭା ପାଇଁ ବୁଧବାର ବିଜେଡିର ୪ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଏହି ୪ ଜଣ ପ୍ରାର୍ଥତ୍ପତ୍ର ଦାଖଲ ବେଳେ ଦେଇଥିବା ସତ୍ୟପାଠରେ ନିଜର ସମ୍ପତ୍ତି, ଶିକ୍ଷାଗତ ଯୋଗ୍ୟତା ଆଦି ଉଲ୍ଲେଖ କରିଛନ୍ତି। ସତ୍ୟପାଠରୁ ମିଳିଥିବା…

ନାଲ୍‌କୋ ବସଲା ସାହି ହଟିଂ ନିକଟରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ବଅଁରପାଳ,୧୨।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ବସଲା ସାହି ନିକଟ ପଡ଼ିଆରୁ ଗୁରୁବାର ଏକ ନବଜାତ ଶିଶୁକନ୍ୟାକୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। କେହି ଯୁବତୀ କିମ୍ବା ମହିଳା ଶିଶୁକୁ ଛାଡ଼ି ପଳାଇଯାଇଥିବା ସନ୍ଦେହ କରାଯାଉଛି। ସୂଚନାନୁଯାୟୀ, ଭୋର…

ଦୋଳପୂର୍ଣ୍ଣିମାରେ ପୁଣି ଏକ ପରମ୍ପରାରେ ବ୍ୟତିକ୍ରମ

ପୁରୁଣା ଭୁବନେଶ୍ୱର, ୧୨ା୩ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିରରେ ଥରକୁ ଥର ପରମ୍ପରା ଭଙ୍ଗ ହେବା ନେଇ ଜନ ଅସନ୍ତୋଷ ଦେଖାଦେଇଛି। ସୋମବାର ଦୋଳପୂର୍ଣ୍ଣିମାରେ ପୁଣି ଏକ ପରମ୍ପରାରେ ବ୍ୟତିକ୍ରମ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରାତଃରୁ ଶ୍ରୀଜୀଉମାନଙ୍କର ଯଥାରୀତି…

ମୂଳ ସ୍କୁଲକୁ ଫେରିଲେ ବଦଳି ଶିକ୍ଷକ

ବାଳକାଟୀ,୧୨ା୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲିଅନ୍ତା ବ୍ଲକରେ ଗୋଟିଏ ସାଦା କାଗଜରେ ହୋଇଥିବା ୨୦ ଶିକ୍ଷକଙ୍କ ବଦଳି ମୌଖିକ ଭାବେ ପ୍ରତ୍ୟାହାର ହୋଇଛି। ଦୋଳପୂର୍ଣ୍ଣିମା ତଥା ଛୁଟି ପୂର୍ବଦିନ ଫୋନ ଯୋଗେ ସମ୍ପୃକ୍ତ ଶିକ୍ଷକମାନଙ୍କୁ ମୂଳ ସ୍କୁଲକୁ ଫେରିଯିବାକୁ ନିର୍ଦ୍ଦେଶ ଆସିବା ପରେ…

ବସ୍‌ ମାଲିକଙ୍କୁ ଆକ୍ରମଣ ଘଟଣା:୨ ଗିରଫ

ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁର୍ବୁତ୍ତମାନେ ରବିବାର ବସ୍‌ ମାଲିକ ଆଇଗିଣିଆର ବିମ୍ବାଧର ସୁନ୍ଦରାୟଙ୍କୁ ଗୁଳି ମାଡ଼ କରିବା ସହ ଗୋଡେଇ ଗୋଡେଇ ହାଣିଥିଲେ। ଏହି ଘଟଣାରେ ଖଣ୍ଡଗିରି ଥାନା ପୋଲିସ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ…

ପ୍ରେମରେ ଧୋକା: ଥାନା ଆଗରେ ଦେହରେ ନିଆଁ ଲଗାଇଲେ ମହିଳା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ପ୍ରେମିକଙ୍କ ଧୋକା ସହି ନ ପାରି ନୂଆପଲ୍ଲୀ ଥାନା ସମ୍ମୁଖରେ ଜଣେ ମହିଳା ଦେହରେ କିରୋସିନ ଢାଳି ନିଅଁା ଲଗାଇ ଦେଇଥିଲେ। ମହିଳାଙ୍କ ଘର ଜଗତସିଂହପୁର ଜିଲା ଝଙ୍କଡ ଅଞ୍ଚଳରେ। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ପରେ…

ଦାୟିତ୍ୱ ନେଲେ ମେହେର୍ଦ୍ଦା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ୧୯୯୭ ବ୍ୟାଚ୍‌ ଆଇଏଏସ୍‌ ଅଫିସର ପ୍ରମୋଦ ମେହେର୍ଦ୍ଦା ବୁଧବାର ରାଜ୍ୟପାଳଙ୍କ ସଚିବଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମେହେର୍ଦ୍ଦା ରାଜଭବନ ଯାଇ ପ୍ରଥମେ ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କୁ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା ପରେ ବିଧିବଦ୍ଧଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ସ୍ବାସ୍ଥ୍ୟ ଓ…

ଚିକିତ୍ସାଧୀନ ଅବସ୍ଥାରେ ନୀଳ ଇଗୁଆନା ଏଣ୍ଡୁଅ ମୃତ

ବାରଙ୍ଗ,୧୨ା୩(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ଆମେରିକାନ ନୀଳ ଇଗୁଆନା ଏଣ୍ଡୁଅର ମଙ୍ଗଳବାର ମୃତ୍ୟୁ ଘଟିଛି। ତେବେ ବୁଧବାର ତା’ର ବ୍ୟବଚ୍ଛେଦ ପରେ ତା’ ପେଟରୁ ୫୫ଟି ଅଣ୍ଡା ବାହାରିଥିବା ଜଣାପଡ଼ିଛିା। ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ଏହି…

୧୦୫ ଟଙ୍କା ପେଟ୍ରୋଲ ପାଇଁ ବନ୍ଧୁକ ଦେଖାଇଲେ ଦୁର୍ବୃତ୍ତ

ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ରାଜଧାନୀରେ କଥା କଥାକେ ଗର୍ଜୁଛି ଚୋରା ବନ୍ଧୁକ। ସାମାନ୍ୟ କଥାରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଭୟଭୀତ କରୁଛନ୍ତି। ସୋମବାର ରାତିରେ ଏଭଳି ଏକ ଘଟଣା ଘଟିଛି ସୁନ୍ଦରପଦା ରୋଡରେ ଥିବା ଅନିଲ ପାଇକରାୟଙ୍କ ପେଟ୍ରୋଲ ପମ୍ପରେ। ୩ଜଣ ଯୁବକ…

ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ବିବୁଧେନ୍ଦ୍ରଙ୍କ ପ୍ରତିମୂର୍ତ୍ତି

କଟକ ଅଫିସ,୧୨ା୩: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଘନିଷ୍ଠ ସହଯୋଗୀ, କ୍ରାନ୍ତିକାରୀ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିବୁଧେନ୍ଦ୍ର ମିଶ୍ରଙ୍କ ପ୍ରତିମୂର୍ତ୍ତି ବାରବାଟୀ ଷ୍ଟାଡିୟମସ୍ଥିତ ବିବୁଧେନ୍ଦ୍ର ମାର୍ଗଠାରେ ବୁଧବାର ଲୋକାର୍ପିତ କରାଯାଇଛି। ସ୍ବର୍ଗତ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ କଟକ…

ସରିଲା ମହିଳା ୱେଲ୍ଡିଂ ଲିଗ୍‌

ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ସି.ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଚାଲିଥିବା ଜାତୀୟ ମହିଳା ୱେଲ୍ଡିଂ ଲିଗ୍‌ ଉଦ୍‌ଯାପିତ ହୋଇଯାଇଛି। ଫ୍ରୋନିୟସ୍‌ ଭାରତୀୟ ଘରୋଇ ସଂସ୍ଥାର ଅଧ୍ୟକ୍ଷ ବିଶ୍ୱନାଥ କାମାଥ୍‌ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri