ହେଟେଲରେ ବଙ୍ଗୀୟ ଯୁବତୀଙ୍କୁ ମାରପିଟ୍, ୨ ଅଟକ
କଟକ ରୋଡ୍,୧୭।୧୨(ଡି.ଏନ୍.ଏ.): ରାଜଧାନୀର ଏକ ହୋଟେଲରେ ମଙ୍ଗଳବାର ଜଣେ ବଙ୍ଗୀୟ ଯୁବତୀଙ୍କୁ ଅସଦାଚରଣ ସହ ମାରପିଟ୍ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୋଲିସ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ସୂଚନା ମିଳିଛି। ତେବେ ସମ୍ପୃକ୍ତ ଯୁବତୀଙ୍କ ଘର...
ରାଜ୍ୟରେ ବଢ଼ିଚାଲିଛି ମହିଳା ବିରୋଧୀ ହିଂସା, କେବେ ପ୍ରତିଷ୍ଠା ହେବ ଫାଷ୍ଟଟ୍ରାକ୍ କୋର୍ଟ: ଭାଜପା
ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ମହିଳା ବିରୋଧୀ ହିଂସା ବଢ଼ିବାରେ ଲାଗିଛି। ଅପରାଧୀଙ୍କର ପୋଲିସ ପ୍ରତି ଆଉ ଭୟ ନାହିଁ। ଏସବୁ ହିଂସାର ବିଚାର ପାଇଁ ଆନ୍ଧ୍ରପ୍ରଦେଶର ୭୨ଟି, ତାମିଲନାଡ଼ୁରେ ୬୯ଟି, ପଶ୍ଚିମବଙ୍ଗରେ ୮୮ଟି ଓ ମହାରାଷ୍ଟ୍ରରେ ୧୦୦ଟି ଫାଷ୍ଟଟ୍ରାକ୍...
୩୧ରୁ ବରଗଡ଼ ଧନୁଯାତ୍ରା: କଳାକାରଙ୍କ ରିହର୍ସାଲ ଆରମ୍ଭ
ବରଗଡ଼ ଅଫିସ,୧୭।୧୨: ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୩୧ ତାରିଖରେ ଆରମ୍ଭ ହେବ। ଏହା ଦୀର୍ଘ ୧୧ଦିନ ଧରି ୨୦୨୦ ଜାନୁୟାରୀ ମାସ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବଧିରେ ବରଗଡ଼...
‘ମୋ ସରକାର’ରେ ସାମିଲ ହେଲା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ବିଭାଗ
ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ମୋ ସରକାରରେ ସାମିଲ ହୋଇଛି। ଫଳରେ ସରକାର ଏହି ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ହିତାଧିକାରୀଙ୍କ ସହ ସିଧାସଳଖ କଥା ହେବେ। ମଙ୍ଗଳବାର ଲୋକସେବା...
ଜାନୁୟାରୀରେ ପିସିସି ସଭାପତି ଘୋଷଣା ହେବ: ନିରଞ୍ଜନ
ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଆସନ୍ତା ଜାନୁଆରୀରେ ପିସିସି ସଭାପତି ଏବଂ ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଡିସେମ୍ବର ୨୮ରେ କଂଗ୍ରେସର ପ୍ରତିଷ୍ଠା ଦିବସ ଉପଲକ୍ଷେ ଦେଶର ଅର୍ଥନୈତିକ ଏବଂ ରାଜନୈତିକ...
ଖୋର୍ଦ୍ଧା ଗୁଳିକାଣ୍ଡ ପଛରେ ସୁପାରି କିଲର: ପୋଲିସ ହାତରେ ଲାଗିଲା ଠୋସ୍ ପ୍ରମାଣ
ଖୋର୍ଦ୍ଧା ଅଫିସ୍, ୧୭।୧୨: ଖୋର୍ଦ୍ଧା ଜିଲାର ଏକ କ୍ଲିନିକରେ ପଶି ଡାକ୍ତର ଏବଂ ଔଷଧ ଦୋକାନୀଙ୍କୁ ଗୁଳିମାଡ ଘଟଣାରେ ପୋଲିସ ହାତରେ ଠୋସ୍ ପ୍ରମାଣ ଲାଗିଛି। ପ୍ରାଥମିକ ତଦନ୍ତ ପରେ ଏହି ଘଟଣାରେ ସୁପାରି କିଲର ହାତ ଥିବା ଖୋର୍ଦ୍ଧା...
ପଡିଆରୁ ନବଜାତ ଶିଶୁ କନ୍ୟା ଉଦ୍ଧାର
ଜଗନ୍ନାଥ ପ୍ରସାଦ,୧୭।୧୨ (ଡି.ଏନ.ଏ): ପୁଣି ଅଲୋଡା ଶିଶୁ କନ୍ୟା ଉଦ୍ଧାର। ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଲାଡ଼ି ପଞ୍ଚାୟତ କାଦପ ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳ ୭ଟା ସମୟରେ ଗ୍ରାମର ମହିଳା...
ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରକ୍ରିୟା ଜାରି: ଭଙ୍ଗାଗଲା ଘରୋଇ କୋଠା
ପୁରୀ ଅଫିସ୍, ୧୭।୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ସୋମବାର ଦୋଳବେଦୀ କୋଣସ୍ଥିତ ଏକ ତିନି ମହଲା ଘରୋଇ କୋଠା ଭଙ୍ଗାଯାଇଥିବାବେଳେ ମଙ୍ଗଳବାର ଗାଣ୍ଡୁଆଚଉରା ଛକରେ ଉଚ୍ଛେଦ ଚାଲିଛି। ଦାମୋଦର ସିଂଘାରୀଙ୍କ ଦୁଇ ମହଲା ବିଶିଷ୍ଟ...
‘ଭାଜପାର ପରାଜୟ ଏକ ରହସ୍ୟ’
ଭୁବନେଶ୍ୱର,,୧୭ା୧୨(ବ୍ୟୁରୋ):୨୦୧୯ ସାଧାରଣ ନିର୍ବାଚନରେ ରାଜ୍ୟରେ ପୂର୍ବାପେକ୍ଷା ଭାଜପା ଭଲ ପ୍ରଦର୍ଶନ କରି ପ୍ରଥମ ଥର ଲାଗି ମୁଖ୍ୟ ବିରୋଧୀ ଦଳ ଆସନ ହାସଲ କରିଛି। ସେହିପରି ଲୋକ ସଭା କ୍ଷେତ୍ରରେ ମଧ୍ୟ ଦଳ ଏଥର ୮ଟି ଆସନରେ ସଫଳତା ପାଇଛି।...
ବମିଖାଲ ଓଭରବ୍ରିଜ୍ ତଳେ ଚାଲିଛି ଖୁଲମଖୁଲା ନିଶା କାରବାର: ତାରିଣୀ ମା’ ଡାକିଲେ ମିଳେ ବ୍ରାଉନ ସୁଗାର
ଭୁବନେଶ୍ୱର,,୧୭ା୧୨(ବ୍ୟୁରୋ): ନିଶା କାରବାର ରୋକିବାକୁ ପୋଲିସ ପକ୍ଷରୁ ବିଭିନ୍ନ ଉଦ୍ୟମ ଚଳାଉଥିବାବେଳେ ବେପାରୀମାନେ ମଧ୍ୟ ନୂଆ ନୂଆ ତରିକା ଆପଣାଉଛନ୍ତି। କିଛିଦିନ ବ୍ୟବଧାନ ପରେ ପୁଣି ଏକ ନିଶା ବ୍ୟବସାୟୀ ଠିକଣା ପୋଲିସ ହାତରେ ଲାଗିଛି। ଘର, ଦୋକାନ ପରେ...
ସରିଲା ମିଶନ ଶକ୍ତି ମେଳା:୬ କୋଟି ଟପିଲା ବ୍ୟବସାୟ
ଭୁବନେଶ୍ୱର,,୧୭ା୧୨(ବ୍ୟୁରୋ): ମିଶନ ଶକ୍ତି ନିର୍ଦ୍ଦେଶାଳୟ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ପ୍ରଥମଥର ପାଇଁ ରାଜଧାନୀରେ ଆୟୋଜିତ ‘ମିଶନ ଶକ୍ତି ମେଳା’ ସୋମବାର ଉଦ୍ଯାପିତ ହୋଇଯାଇଛି। ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟର...
କାର୍ଟୁନ ଗୋଦାମରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ବାରିପଦା ଅଫିସ,୧୭।୧୨: ବାରିପଦା ସହର ଉପକଣ୍ଠ ମଞ୍ଚାବନ୍ଧାସ୍ଥିତ ଏକ କାର୍ଟୁନ ଗୋଦାମରେ ସୋମବାର ବିଳମ୍ବିତ ରାତିରେ ନିଆଁ ଲାଗିଥିଲା। ଖବର ପାଇ ଅଗ୍ନିଶମ ବିଭାଗର ୩ଟି ଗାଡି ଆସି ନିଆଁକୁ ଆୟତ କରିଥିଲେ। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ସମ୍ପତ୍ତି ପୋଡି...
Archives


