ଦୋକାନ ଖୋଲିବାକୁ ମିଳିଲା ଅନୁମତି
ନୂଆଦିଲ୍ଲୀ/ଭୁବନେଶ୍ୱର,୨୬।୪(ବ୍ୟୁରୋ): କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ମାସେରୁ ଊର୍ଦ୍ଧ୍ୱକାଳ ଧରି ଲକ୍ଡାଉନ ରହିଛି। ଦୋକାନ ବଜାର, ବେପାର ବାଣିଜ୍ୟ, କାମଧନ୍ଦା ସବୁକିଛି ବନ୍ଦ ହୋଇଯାଇଛି। ଲୋକମାନେ ହାତବାନ୍ଧି ଘରେ ବସିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟ ଲକ୍ଡାଉନ ଶେଷ ହେବାକୁ ଆହୁରି ସପ୍ତାହେ…
ମହଙ୍ଗା ପଡ଼ିଲା ନକଲି ଇନ୍ସପେକ୍ଟରଙ୍କ ମିଶନ ଲଭ୍: ଗିରଫ ହେଲେ ଖବରଦାତା ଓ ସହଯୋଗୀ
ଭୁବନେଶ୍ୱର,୨୬।୪ (ବ୍ୟୁରୋ): ଶୁକ୍ରବାର ଜଣେ ନକଲି ମହିଳା ଆଇପିଏସ୍ଙ୍କ କାରନାମା ପଦାକୁ ଆସିଥିବା ବେଳେ ଶନିବାର ଅନୁରୂପ ଘଟଣା ଘଟିଛିି। ନକଲି ଇନ୍ସପେକ୍ଟରଙ୍କ ମିଶନ୍ ଲଭ୍ ମହଙ୍ଗା ପଡ଼ିଛି। ଜଣେ ଯୁବକ ନିଜକୁ ଖଣ୍ଡଗିରି ଥାନାର ଇନ୍ସପେକ୍ଟର ପରିଚୟ ଦେଇ ଫୋନ୍ରେ…
ଆଜି ଅକ୍ଷୟ ତୃତୀୟା: କରୋନା ପାଇଁ ଅଧୁରା ରହିବ ସୁନା କିଣାବିକା ସ୍ବପ୍ନ
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଆଜି ଅକ୍ଷୟ ତୃତୀୟା। ଏହିଦିନଠାରୁ ସୁନା କିଣିବାକୁ ହିନ୍ଦୁ ପରମ୍ପରା ଅନୁଯାୟୀ ଶୁଭ ବୋଲି ବିବେଚନା କରାଯାଏ। ସୁନା କିଣି ଘରକୁ ଆଣିଲେ ଲକ୍ଷ୍ମୀ ଆସନ୍ତି ବୋଲି ବିଶ୍ୱାସ ରହିଛି। ଏଥିପାଇଁ ଲୋକେ ପ୍ରତିବର୍ଷ ଅକ୍ଷୟ ତୃତୀୟାରେ କିଛିନା କିଛି…
ଜରୁରୀକାଳୀନ ପାସ୍ ଦେବାକୁ ଡାକ୍ତର ନେଲେ ଲାଞ୍ଚ, ସିଡିଏମ୍ଓଙ୍କ ନିର୍ଦ୍ଦେଶ ପରେ ତଦନ୍ତ ଆରମ୍ଭ
କାକଟପୁର, ୨୬।୪(ଡି.ଏନ.ଏ): ଲକ୍ଡାଉନ ସମୟରେ ବାହାରକୁ ଯିବା ପାଇଁ ଆବଶ୍ୟକ ଜରୁରୀକାଳୀନ ପାସ୍ ଦେବାକୁ କାକଟପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତର ଲାଞ୍ଚ ନେଇଥିବା ଅଭିଯୋଗ ହୋଇଛି। ସିଡିଏମ୍ଓଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ବାଙ୍ଗୁରୀଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରୀ ଡା. ଆଶିଷ ମହାପାତ୍ର…
ଆଜି ଅଖିମୁଠି, ଚିନ୍ତାରେ ଚାଷୀ
ଭୁବନେଶ୍ୱର,୨୬।୪(ବ୍ୟୁରୋ): ରବିବାର ଅକ୍ଷୟ ତୃତୀୟା ବା ଅଖିମୁଠୀ। ପ୍ରତିବର୍ଷ ଭଳି ଚାଷୀପୁଅ କୃଷି କାର୍ଯ୍ୟର ଶୁଭାରମ୍ଭ କରିବ। ମାଟି ମା’କୁ ପୂଜାକରି ବର୍ଷକ ପାଇଁ ଯୋଗାଡ଼ କରିବ ଆହାର। ରାଜ୍ୟରେ ଏହି ଦିନ ହେଉଛି ଓଡ଼ିଆ ଚାଷୀ ପରିବାରଙ୍କ ପାଇଁ ଅତ୍ୟନ୍ତ…
ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ: ୧୦ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ନିଂ ଜାରି
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଛତିଶଗଡ, ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବିଦର୍ଭ ଏବଂ ପୂର୍ବ ମଧ୍ୟ ପ୍ରଦେଶ ଉପରେ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି। ଏହାଛଡା ବଙ୍ଗୋପସାଗରୁ ବହୁ ଅଂଶରେ ଜଳୀୟ ବାଷ୍ପ ବାୟୁ ମଣ୍ଡଳକୁ…
ଜାରି ହେଲା ଗାଇଡ୍ଲାଇନ: କ୍ୱାରାଣ୍ଟାଇନ ପରେ କାମକୁ ଯାଇପାରିବେ ଶ୍ରମିକ
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଅନ୍ୟରାଜ୍ୟରୁ ଓଡ଼ିଶାକୁ ଆସିଥିବା ଓ ରାଜ୍ୟ ଭିତରେ ଥିବା ଶ୍ରମିକଙ୍କୁ ଆଶ୍ୱସ୍ତି ମିଳିଛି। ବିଭିନ୍ନ ଜିଲାରେ ଥିବା ୨,୬୧୦ ରିଲିଫ କ୍ୟାମ୍ପରେ ୧୪ଦିନ କ୍ୱାରାଣ୍ଟାଇନ୍ ବିତାଇ ସାରିଥିବା ଶ୍ରମିକମାନେ ରାଜ୍ୟ ଭିତରେ ଯେକୌଣସି ସ୍ଥାନକୁ କାମ କରିବାକୁ ଯାଇପାରିବେ। ଶନିବାର…
ଆଜିଠୁ ଚନ୍ଦନଯାତ୍ରା: କଟକଣା ପାଇଁ ନରେନ୍ଦ୍ର ସରୋବରକୁ ବିଜେ କରିବେନି ମହାପ୍ରଭୁ, ଶ୍ରୀମନ୍ଦିର ଭିତରେ ସମ୍ପନ୍ନ ହେବ ବିଧି
ପୁରୀ ଅଫିସ,୨୬।୪: ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଥାଏ ଚନ୍ଦନ ଯାତ୍ରା। ତେଣୁ ରବିବାରଠାରୁ ୨୧ ଦିନିଆ ବାହାର ଚନ୍ଦନ ଯାତ୍ରାରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ। କିନ୍ତୁ କରୋନା କଟକଣା ପାଇଁ ଏ ବର୍ଷ ନରେନ୍ଦ୍ର ସରୋବରକୁ ବିଜେ କରିବେନି ମହାପ୍ରଭୁଙ୍କ ଚଳନ୍ତି…
ରାଉରକେଲାର ୩ ନୂଆ ପଜିଟିଭ୍ଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ପୁରୁଷ, ୨ ମହିଳା
ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ପାର କରିଛି। ରବିବାର ଆଉ ୩ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ତେବେ ଏସବୁ ଆକ୍ରାନ୍ତ ସୁନ୍ଦରଗଡ଼ ଜିଲା ରାଉରକେଲାର। ଏମାନଙ୍କ ମଧ୍ୟରେ ଜଣେ ୨୩ବର୍ଷୀୟ…
CORONAVIRUS UPDATE: ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୩
ଭୁବନେଶ୍ୱର,୨୬।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ରାଜ୍ୟରେ କରୋନା…
CORONAVIRUS UPDATE: ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଛୁଇଁଲା
ଭୁବନେଶ୍ୱର,୨୫।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୬କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର ଏବଂ ଏମାନେ କଲିକତା ଫେରନ୍ତା ବୋଲି ଶନିବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଟ୍ୱିଟରୁ…
କରୋନା ଯୋଦ୍ଧାଙ୍କ ପାଇଁ ସ୍ବତନ୍ତ୍ର ପୋର୍ଟାଲ
ଭୁବନେଶ୍ୱର,୨୫ା୪(ବ୍ୟୁରୋ)- କରୋନା ମହାମାରୀ ଏବେ ସାରା ବିଶ୍ୱ ପାଇଁ ଏକ ବିରାଟ ଆହ୍ବାନ ସୃଷ୍ଟିକରିଛି। ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ମାଧ୍ୟମରେ ଏହି ମହାମାରୀର ମୁକାବିଲା କରୁଥିବା ବେଳେ ଜନସାଧାରଣ ଏହି ଲଢେଇରେ ସାମିଲ ହେବାକୁ ଅନୁରୋଧ କରିଛନ୍ତି…
Archives


