ଭିଡ଼, ଜରିମାନାକୁ ଦୂରେଇବ ଫାଷ୍ଟାଗ୍ ବ୍ୟବସ୍ଥା
ଭୁବନେଶ୍ୱର,,୧୭ା୧୨(ବ୍ୟୁରୋ): ସାରା ଦେଶର ଜାତୀୟ ରାଜପଥଗୁଡ଼ିକରେ ଥିବା ଟୋଲ୍ଗେଟରେ ରବିବାରଠାରୁ ଫାଷ୍ଟାଗ୍ ବ୍ୟବସ୍ଥା ଲାଗୁ ହୋଇଛି। ଓଡ଼ିଶା ଦେଇ ଯାଇଥିବା ଜାତୀୟ ରାଜପଥରେ ୧୧ଟି ଟୋଲ୍ ଗେଟ୍ରେ ଫାଷ୍ଟାଗ୍ ବ୍ୟବସ୍ଥା ଲାଗୁ ସହ ପୂର୍ବପରି ମାନୁଆଲ୍ ବ୍ୟବସ୍ଥା ମଧ୍ୟ ଚାଲୁ...
ଧନଞ୍ଜୟନ୍ ଦମ୍ପତିଙ୍କୁ ‘ଭରତମୁନୀ ସମ୍ମାନ’
ଭୁବନେଶ୍ୱର, ,୧୭ା୧୨(ବ୍ୟୁରୋ): ଏକାଦଶ ଭରତମୁନୀ ମହୋତ୍ସବ ସୋମବାର ରବୀନ୍ଦ୍ର ମଣ୍ଡପଠାରେ ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମୁଖ୍ୟଅତିଥି ଭାବେ ଯୋଗଦେଇ ନାଟ୍ୟଶାସ୍ତ୍ର ପ୍ରଣେତା ଭରତମୁନୀଙ୍କ ଅବଦାନରେ ଗାନ୍ଧର୍ବ କଳା ବିଶ୍ୱମୁଖୀ ହୋଇଛି ବୋଲି ମତବ୍ୟକ୍ତ...
ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର
ଧାମନଗର, ୧୭।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଞ୍ଚଳରେ ଜଣେ ତୃତୀୟ ଶ୍ରେଣୀର ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ସୋମବାର ଅପରାହ୍ନରେ ଏକ ବିଦ୍ୟାଳୟ ପଛପଟରେ ଜଣେ ଯୁବକ ବଳାତ୍କାର କରିଥିବା ଜଣାପଡିଛି। ଖବର ପାଇ ପୋଲିସ ବିଳମ୍ବିତ ରାତିରେ...
ମିଶନରେଟ ପୋଲିସକୁ ମହିଳାଙ୍କ ସୁରକ୍ଷା ଚିନ୍ତା: ଛାତ୍ରୀ, ମହିଳା ହେବେ ସ୍ପେଶାଲ ପୋଲିସ ଅଫିସର
ଭୁବନେଶ୍ୱର,,୧୭ା୧୨(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ ଏବେ ମହିଳାମାନେ ଅସୁରକ୍ଷିତ ହୋଇପଡୁଛନ୍ତି। ବଳାତ୍କାର ଓ ନିର୍ଯାତନା ସୀମା ଟପିଛି। ବିଶେଷକରି ହାଇଦ୍ରାବାଦ ମହିଳା ଡାକ୍ତର ଏବଂ ଉନ୍ନାଓ ଗଣବଳାତ୍କାର ଓ ହତ୍ୟା ଘଟଣା ପରେ ଭୁବନେଶ୍ୱର-କଟକ କମିଶନରେଟ ପୋଲିସର ଚିନ୍ତା ବଢ଼ିଛି।...
ସେଲଫି ହେଲା କାଳ: ନଦୀରେ ଭାସିଯାଇଥିବା ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଯାଜପୁର ଅଫିସ,୧୭।୧୨: ତନ୍ତୀଘାଇ ନଦୀରେ ସେଲଫି ଉଠାଉଥିବାବେଳେ ଭାସିଯାଇଥିବା ଯାଜପୁର ଜିଲା ଏରବାଙ୍କ ଗ୍ରାମର ଛାତ୍ରୀ ସାଇତା ବେଗମ(୧୭)ଙ୍କ ମୃତଦେହକୁ ମଙ୍ଗଳବାର ସକାଳ ୮ଟାରେ ଉଦ୍ଧାର କରାଯାଇଛି। ବରୀ ବ୍ଲକ ବିଞ୍ଝାରପୁର ଥାନା ଅନ୍ତର୍ଗତ ଏରଡା ଗ୍ରାମର ଏକ ପୋଲ...
ହାଇକୋର୍ଟର ନୂଆ ୱେବ୍ସାଇଟ୍ ଉଦ୍ଘାଟିତ
କଟକ ଅଫିସ,,୧୭ା୧୨: ଓଡ଼ିଶା ହାଇକୋର୍ଟର ନୂତନ ୱେବ୍ସାଇଟ୍ ସୋମବାର ଉଦ୍ଘାଟିତ ହୋଇଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ କେ.ଏସ୍. ଝାବେରୀ ଅନ୍ୟ ବିଚାରପତିଙ୍କ ଉପସ୍ଥିତିରେ ଏହି ୱେବ୍ସାଇଟ୍କୁ ଉଦ୍ଘାଟନ କରିଥିଲେ। ଏହାର ନାମ ଜଷ୍ଟିସ୍ କ୍ଲକ୍ ରଖାଯାଇଛି। ୱେବ୍ସାଇଟ୍ରୁ ହାଇକୋର୍ଟରେ...
ପ୍ଲାଷ୍ଟିକ ଦେଇ ‘ଆହାର’ ଖାଇଲେ
ଭୁବନେଶ୍ୱର, ,୧୭ା୧୨ (ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଦେଶର ସ୍ବଚ୍ଛ ସର୍ବେକ୍ଷଣ ତାଲିକାର ଶୀର୍ଷରେ ପହଞ୍ଚାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଉଦ୍ୟମ ଜାରି ରଖିଛି। ଇତିମଧ୍ୟରେ ଅନେକ ବୃହତ୍ ଯୋଜନା ହାତକୁ ନିଆଯାଇଥିବାବେଳେ ଏବେ ଆଉଏକ ଅଭିନବ ପ୍ରୟାସ...
ଏସ୍ସିବି ମେଡିକାଲରେ ନାହିଁ କୁକୁର କାମୁଡ଼ା ଇଞ୍ଜେକ୍ଶନ
କଟକ ଅଫିସ, ୧୭।୧୨: ଏସ୍ସିବି ମେଡିକାଲ ସମେତ ରାଜ୍ୟର ବିଭିନ୍ନ ସରକାରୀ ହସ୍ପିଟାଲରେ କୁକୁର କାମୁଡା ଇଞ୍ଜେକଶନ(ଆଣ୍ଟି ରାବିଜ୍ ଭ୍ୟାକସିନ)ର ଘୋର ଅଭାବ। ଗତ ୩ ଦିନ ହେବ ଏସ୍ସିବି ମେଡିକାଲରୁ ଏହି ଇଞ୍ଜେକଶନ ନ ପାଇ ଶତାଧିକ ରୋଗୀ...
ଓଡ଼ିଶା ଫେରିବ ଡାକୋଟା ବିମାନ
ପୁରୀ ଅଫିସ,୧୭।୧୨: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସ୍ମୃତି ସହ ଜଡ଼ିତ ଡାକୋଟା ବିମାନ ଓଡ଼ିଶା ଫେରିବା ସମ୍ଭାବନା ସୃଷ୍ଟି ହୋଇଛି। ଏହି ବିମାନକୁ ଓଡ଼ିଶାକୁ ଫେରାଇବା ଲାଗି ଶ୍ରୀଜଗନ୍ନାଥ ସେନା ଗତ ଅକ୍ଟୋବର ୧୦ରେ ନୂଆଦିଲ୍ଲୀରେ ବେସାମରିକ ବିମାନ...
ଚାନ୍ଦିପୁରରୁ ‘ବ୍ରହ୍ମୋସ’ ମିଶାଇଲ୍ର ବ୍ୟାବହାରିକ ପରୀକ୍ଷଣ
ବାଲେଶ୍ୱର ଅଫିସ୍, ୧୭।୧୨: ବାଲେଶ୍ୱର ଜିଲା ଚାନ୍ଦିପୁର ଘାଟିରୁ ମଙ୍ଗଳବାର ସକାଳେ ‘ବ୍ରହ୍ମୋସ’ ମିଶାଇଲ୍ର ବ୍ୟାବହାରିକ ପରୀକ୍ଷଣ କରାଯାଇଛି। ସକାଳ ୮.୪୫ରେ ଚାନ୍ଦିପୁରର ୩ ନମ୍ବର ଲଞ୍ଚପ୍ୟାଡ୍ରୁ ଏହି ମଧ୍ୟମ ଦୂରଗାମୀ ସୁପରସୋନିକ କ୍ରୁଜ୍ ମିଶାଇଲ୍ ବ୍ରହ୍ମୋସ ପରୀକ୍ଷଣ କରାଯାଇଛି।...
ନାଲ୍କୋ ଅଧ୍ୟକ୍ଷ ହେଲେ ଶ୍ରୀଧର ପାତ୍ର
ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଷ୍ଟ୍ରାୟତ୍ତ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ(ନାଲ୍କୋ)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଶ୍ରୀଧର ପାତ୍ର ନିୟୁକ୍ତ ହୋଇଛନ୍ତି। କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ସୋମବାର ଏକ ଅର୍ଡର ଜାରି ହୋଇଛି। ପାତ୍ର ବର୍ତ୍ତମାନ ନାଲ୍କୋର ବିତ୍ତ...
ଖୋଲିଲା ସ୍ବତନ୍ତ୍ର ଅତ୍ୟାଧୁନିକ ହୃଦ୍ରୋଗ ଚିକିତ୍ସା କେନ୍ଦ୍ର
ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଏଣିକି କ୍ୟାପିଟାଲ୍ ହସ୍ପିଟାଲରେ ମିଳିବ ଉନ୍ନତ ମାନର ହୃଦରୋଗ ଚିକିତ୍ସା ସେବା। ଏଥି ଲାଗି ରୋଗୀଙ୍କୁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ। ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏଥିପାଇଁ ସୋମବାର...
Archives


