ଆଉ ୩ ଆକ୍ରାନ୍ତଙ୍କ ଟ୍ରାଭେଲ୍ ହିଷ୍ଟ୍ରି ପ୍ରକାଶ କଲେ ରାଜ୍ୟ ସରକାର: ବାଲେଶ୍ୱରର ୨, ଭଦ୍ରକର ଜଣେ
ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ରାଜ୍ୟ ସରକାର ଶନିବାର ସନ୍ଧ୍ୟାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ୍ ହିଷ୍ଟ୍ରି ପ୍ରକାଶ କରିଛନ୍ତି। କିଛି ସମୟ ପୂର୍ବରୁ ୪ ଆକ୍ରାନ୍ତଙ୍କ ଟ୍ରାଭେଲ୍ ହିଷ୍ଟ୍ରି ପ୍ରକାଶ ପାଇଥିବା ବେଳେ ବର୍ତ୍ତମାନ ଆଉ ୩ ଜଣଙ୍କ ଟ୍ରାଭେଲ ହିଷ୍ଟ୍ରି…
ଯାଜପୁରର ୪ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ୍ ହିଷ୍ଟ୍ରି ପ୍ରକାଶ, ୩ ଜଣଙ୍କୁ ସଂକ୍ରମିତ କରିଛନ୍ତି ୭୩ ନଂ ଆକ୍ରାନ୍ତ
ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ଯାଜପୁରର ୪ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଶନିବାର ସନ୍ଧ୍ୟାରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ ପାଇଛି। ଆକ୍ରାନ୍ତ ନଂ ୮୪, ୮୫, ୮୬ ଏବଂ ୮୭ଙ୍କ ବିବରଣୀ ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ୩ ଜଣଙ୍କୁ ସଂକ୍ରମିତ…
ଆଧାର ବିନା ଓଡ଼ିଶା ମନା
ଭୁବନେଶ୍ୱର,୨୫।୪(ବ୍ୟୁରୋ): ଓଡ଼ିଶାକୁ ଫେରିବାକୁ ଥିଲେ ରେଜିଷ୍ଟ୍ରେଶନ କରିବା ବାଧ୍ୟତାମୂଳକ। ଏଥିପାଇଁ ୨ଟିର ଆବଶ୍ୟକତା ରହିଛି। ପ୍ରଥମଟି ହେଲା ଆଧାର ନଂ । ଦ୍ୱିତୀୟଟି ହେଲା ମୋବାଇଲ ନଂ। ଏହି ଦୁଇଟି ବାଧ୍ୟତାମୂଳକ । ଯଦି ଜଣଙ୍କ ପାଇଁ ଅନ୍ୟ କେହି ରେଜିଷ୍ଟ୍ରେଶନ…
ଓଡ଼ିଶା ଆସିବାକୁ ଚାହୁଁଥିଲେ ସରକାରୀ ପୋର୍ଟାଲରେ ପଞ୍ଜୀକୃତ ହେବା ବାଧ୍ୟତାମୂଳକ: ସବିଶେଷ ଜାଣନ୍ତୁ
ଭୁବନେଶ୍ୱର,୨୫।୪(ବ୍ୟୁରୋ): ଲକ୍ଡାଉନ୍ ସମୟସୀମା ସରିବା ପରେ ଓଡ଼ିଶାକୁ ପ୍ରବାସୀ ଓଡ଼ିଆ ଫେରିବାର ଯଥେଷ୍ଟ ରହିଛି। ଯେହେତୁ ସେମାନେ ସଂକ୍ରମିତ ଦେଶ/ରାଜ୍ୟରୁ ଆସୁଥାଇ ପାରନ୍ତି ତେଣୁ ସଂକ୍ରମଣ ହେବାର ସମ୍ଭାବନା ରହିଛି। ଏନେଇ ଆଗୁଆ ପଦକ୍ଷେପ ସ୍ବରୂପ ରାଜ୍ୟ ସରକାର ପଞ୍ଜୀକରଣ ବ୍ୟବସ୍ଥା…
ଆଗାମୀ ଦିନରେ ସମ୍ପୂର୍ଣ୍ଣ ସରକାର-ସମାଜକୁ ସମନ୍ବିତ ହେବାକୁ ପଡ଼ିବ: ବାଗ୍ଚୀ
ଭୁବନେଶ୍ୱର,୨୫।୪(ବ୍ୟୁରୋ): ମେ ୩ ତାରିଖରେ ଶେଷ ହେବ ଲକ୍ଡାଉନ୍। ଏହାପରେ ବାହାରେ ଫସି ରହିଥିବା ଓଡ଼ିଆ ଘରକୁ ଫେରିବେ। ହେଲେ ଆକ୍ରାନ୍ତ ରାଜ୍ୟରୁ ଫେରୁଥିବାରୁ ସଂକ୍ରମଣ ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଜୀକରଣ ବ୍ୟବସ୍ଥା…
ଗଞ୍ଜାମ ପ୍ରଶାସନର ଅଭିନବ ପଦକ୍ଷେପ: ମାନସିକ ଚାପଗ୍ରସ୍ତଙ୍କୁ ଫୋନ୍ରେ କାଉନ୍ସେଲିଂ କରୁଛନ୍ତି ୧୫ ମନସ୍ତତ୍ୱବିତ୍
ଛତ୍ରପୁର,୨୫।୪(ଡି.ଏନ୍.ଏ.): କରୋନା ନେଇ ସମଗ୍ର ରାଜ୍ୟରେ ଲକ୍ଡାଉନ୍ ଜାରିରହିଛି। ଏହିକ୍ରମରେ ଗଞ୍ଜାମ ଜ଼ିଲାରେ ଲକ୍ଡାଉନ ଯୋଗୁ ଅନେକଙ୍କୁ କରୋନା ଚିନ୍ତା ଘାରିଥିବା ବେଳେ ଆଉ କେତେକ ମାନସିକ ଚାପ ବା ଉଦାସରେ ରହୁଛନ୍ତି। ତେଣୁ ମାନସିକ ଚାପରେ ରହୁଥିବା ବ୍ୟକ୍ତିଙ୍କର କାଉନ୍ସେଲିଂ…
ମାଟ୍ରିକ ଖାତା ମୂଲ୍ୟାୟନ ପ୍ରସଙ୍ଗ: ବଢ଼ିବ କେନ୍ଦ୍ର, ପରୀକ୍ଷକଙ୍କ ସଂଖ୍ୟା
ଭୁବନେଶ୍ୱର,୨୫।୪(ବ୍ୟୁରୋ): କରୋନାକୁ ନେଇ ଜାରି ରହିଥିବା ଲକ୍ଡାଉନ୍କୁ ଦୃଷ୍ଟିରେ ରଖି ମାଟ୍ରିକ ଖାତା ମୂଲ୍ୟାୟନକୁ ସ୍ଥଗିତ ରଖାଯାଇଥିଲା। ଏହା ପୁନଃ ଆରମ୍ଭ ହେବା ନେଇ ଶନିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, କରୋନା…
କୋହଳ ହେଲା ନିୟମ: ହେଲେ କେଉଁ ଦୋକାନ ଖୋଲିବ ତାହା ନିଷ୍ପତ୍ତି ନେବେ ଜିଲାପାଳ, କମିଶନର
ଭୁବନେଶ୍ୱର,୨୫।୪(ବ୍ୟୁରୋ): କୋହଳ ହୋଇଛି ଦୋକାନ ଖୋଲିବା ନିୟମ। ପୂର୍ବରୁ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବାକୁ ନିୟମ ଥିବା ବେଳେ ଶନିବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହାକୁ କିଛିଟା କୋହଳ କରାଯାଇଛି। ଏପରିକି ରାଜ୍ୟ ସରକାର ସର୍ତ୍ତ ରଖି ଦୋକାନ ଖୋଲିବାକୁ…
କଟକଣା କୋହଳ ନେଇ ସର୍ତ୍ତ ରଖିଲେ ରାଜ୍ୟ ସରକାର: ସହରାଞ୍ଚଳରେ ଖୋଲିବନି ମଲ୍, ଦୋକାନରେ ରହିବେ ୫୦% କର୍ମଚାରୀ
ଭୁବନେଶ୍ୱର,୨୫।୪(ବ୍ୟୁରୋ): ସାରା ଦେଶରେ କରୋନା ମୁକାବିଲାକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ କଟକଣା ଲଗାଯାଇଥିଲା। ହେଲେ ଶନିବାର ଏହାକୁ କିଛି ମାତ୍ରାରେ କୋହଳ କରାଯାଇଛି। ତେବେ ଏହି ସମ୍ପର୍କରେ ରାଜ୍ୟ ସରକାର କିଛି ସର୍ତ୍ତ ରଖି ଆଉ ଏକ ବିଜ୍ଞପ୍ତି…
ଅକ୍ଷୟ ତୃତୀୟା, ଚନ୍ଦନ ଯାତ୍ରା ପାଇଁ ଶ୍ରୀମନ୍ଦିର ପରିସରରେ ସ୍ଥାନ ଚିହ୍ନଟ ଲାଗି ପ୍ରଶାସନ, ସେବାୟତଙ୍କ ମଧ୍ୟରେ ବୈଠକ
ପୁରୀ ଅଫିସ, ୨୫।୪: ଶ୍ରୀମନ୍ଦିର ଭିତରେ ହେବ ଅକ୍ଷୟ ତୃତୀୟା ନୀତି ଓ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା। ଶୁକ୍ରବାର ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ କ୍ରମେ ନିଆଯାଇଥିବା ଏହି ନିଷ୍ପତ୍ତି କିପରି ସୂଚାରୁ ରୂପେ ସମ୍ପାଦନ ହେବ ସେଥିଲାଗି ଶନିବାର ଜିଲାପାର ବଲଓ୍ବନ୍ତ…
କରୋନା ମୁକାବିଲା: ୩.୪୯ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଲାଣି ଗଞ୍ଜାମ ଜିଲା ପ୍ରଶାସନ, ୨୨୧ଜଣଙ୍କ କୋଭିଡ୍ ଟେଷ୍ଟିଙ୍ଗ ରିପୋର୍ଟକୁ ଅପେକ୍ଷା
ଛତ୍ରପୁର, ୨୫/୪(ଡିଏନଏ )- ଗଞ୍ଜାମ ଜ଼ିଲାରେ ଶୁକ୍ରବାର ସୁଦ୍ଧା ୧୦୭୪ ଜଣଙ୍କ ସ୍ବାବ ପରୀକ୍ଷା କରାଯାଇଛି। ଏଥିରୁ ୮୫୩ ଜଣଙ୍କ ରିପୋର୍ଟ ଆସିଥିବାବେଳେ କେହି ପଜିଟିଭ୍ ନଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ତେବେ ଆଉ ୨୨୧ ଜଣଙ୍କ…
ଲକ୍ଡାଉନ କଟକଣା କୋହଳ ନେଇ ରାଜ୍ୟ ନିଷ୍ପତ୍ତିକୁ ଅପେକ୍ଷା କରନ୍ତୁ : ପୋଲିସ କମିଶନର
ଭୁବନେଶ୍ୱର, ୨୫।୪(ବ୍ୟୁରୋ): ଦେଶରେ ସର୍ତ୍ତମୂଳକ ଭାବେ ସମସ୍ତ ଦୋକାନ ଖୋଲିବାକୁ ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି। ମାର୍କେଟ କମ୍ପ୍ଲେକ୍ସ ଓ ସପିଂ ମଲ୍କୁ ଛାଡି ଅନ୍ୟ ସମସ୍ତ ଦୋକାନ ଖୋଲିବ। ପୂର୍ବଭଳି ଇ-କମର୍ସ କମ୍ପାନୀଗୁଡିକ ଜରୁରୀ ସାମଗ୍ରୀ ବିକ୍ରି କରିପାରିବେ। ତେବେ…
Archives


